Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍-ଲେନ୍ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍
Browsing Category
ଘଟଣା ଓ ଦୁର୍ଘଟଣା
ପ୍ରେସର କୁକର୍ ଗୋଦାମରେ ଅଗ୍ନିକାଣ୍ଡ
ଭୁବନେଶ୍ବର; ସତ୍ୟନଗର ସ୍ଥିତ ଏକ ପ୍ରେସର କୁକର୍ ଗୋଦାମରେ ଅଗ୍ନିକାଣ୍ଡ ଘଟିଛି। ନିଆଁର ପ୍ରଭାବ ବହୁତ ଅଧିକ ଥିବା ଅବେଳେ ଏଥିରେ ଗୋଦାମରେ ଥିବା ସାମଗ୍ରୀ ଜଳିପୋଡ଼ି ନଷ୍ଟ ହୋଇଯାଇଛି। ତେବେ ବର୍ତମାନ ସୁଦ୍ଧା ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ।
ସତ୍ୟନଗରସ୍ଥିତ ପ୍ରେସର କୁକର ଗୋଦାମରେ!-->!-->!-->…
Read More...
Read More...
ଦୁଇ ବାଇକ୍ ମୁହାଁମୁହିଁ ଧକ୍କା: ୨ମୃତ
ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ଚାଉଁରିଆଗୁଡ଼ା ନିକଟ ଗ୍ଲେଜ ହୋଟେଲ ସମ୍ମୁଖରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ସ୍କୁଟି ଏବଂ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଶନିବାର ବିଳମ୍ବିତ ରାତିରେ ନବରଙ୍ଗପୁର ସହର ନିକଟସ୍ଥ ଗ୍ଲେଜ ନିକଟରେ ଦୁଇ ବାଇକ୍ଆରୋହୀ ମୁହାଁମୁହିଁ ଧକ୍କା ହେବା!-->…
Read More...
Read More...
ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ
ଭୁବନେଶ୍ୱର: ଭୁବନେଶ୍ୱର ମଧ୍ୟ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କର ରବିବାର ପରଲୋକ ଘଟିଛି। ଦେହାନ୍ତ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା। ରବିବାର ସେ ହଠାତ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ପରିବାର ଲୋକେ କ୍ୟାପିଟାଲ ହସ୍ପିଟାଲକୁ ଆଣିଥିଲେ। କିନ୍ତୁ ହସ୍ପିଟାଲରେ!-->…
Read More...
Read More...
ଘାଟିରେ ଓଲଟିଲା ମିନି ଟ୍ରକ୍ : ୪ ମୃତ,୩୫ ଆହତ
ମାଲକାନଗିରି: ଭାରସାମ୍ୟ ହରାଇ ଓଲଟିଲା ମିନି ଟ୍ରକ। ମାଲକାନଗିରି ଛତିଶଗଡ ସୀମାନ୍ତ ସୁକମା ଜିଲ୍ଲାର ଦରଭା ଘାଟିରେ ଓଲଟିଲା ମିନି ଟ୍ରକ୍। ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୫ ଜଣ ଆହତ ହୋଇଛନ୍ତି। ଗୁରୁତର ଆହତ ମାନଙ୍କୁ ଜଗଦଲପୁର ମେଡିକାଲ କଲେଜକୁ ସ୍ଥାନାନ୍ତର କରାଯାଇଛି।!-->…
Read More...
Read More...
ପଞ୍ଜାବରେ ୬ ମହଲା କୋଠା ଭୁଶୁଡି ୪ ମୃତ
ପଞ୍ଜାବ: ପଞ୍ଜାବର ମୋହାଲିରେ ଘଟିଛି ଏକ ବଡଧରଣର ଅଘଟଣ। ଏକ ୬ ମହଲା କୋଠା ଭୁଶୁଡି ପଡିଛି, ଫଳରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନେକ ଏହା ତଳେ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି। କୋଠାର ତଳ ମହଲାରେ ଏକ ଜିମ୍ ସେଣ୍ଟର ଥିଲା। ଏହାତଳୁ ୪ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି।!-->…
Read More...
Read More...
ପୋଲ ତଳକୁ ଖସି ପଡ଼ିଲା ଯାତ୍ରୀବାହୀ ବସ୍
ପଟ୍ଟାମୁଣ୍ଡାଇ: ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡ଼ିଲା ଯାତ୍ରୀବାହୀ ବସ୍। ଏହି ଦୁର୍ଘଟଣାରେ ୫ ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ପଟ୍ଟାମୁଣ୍ଡାଇ ବ୍ଲକ୍ ଅନ୍ତର୍ଗତ ବଡପଡ଼ାଠାରେ ଏହି ଘଟଣା ଘଟିଛି। ଆଜି କଟକରୁ କେନ୍ଦ୍ରାପଡ଼ାର ଜମ୍ବୁ ଯାଉଥିବା ଯାତ୍ରୀବାହୀ ବସ୍ ‘ଉମାଶଙ୍କର’!-->…
Read More...
Read More...
ସ୍ତ୍ରୀର ତଣ୍ଟିକାଟି ହତ୍ୟା କଲା ସ୍ୱାମୀ
ପଦ୍ମପୁର: ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ୍ ଥାନା ଅନ୍ତର୍ଗତ ଜେନକେଡା ଗ୍ରାମର କଲୋନୀ ପଡାରେ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ତ୍ରୀର ତଣ୍ଟିକାଟି ସ୍ୱାମୀ ହତ୍ୟା କରିଥିବା ଓ ଫେରାର ହୋଇଥିବା ଅଭିଯୋଗ ହୋଇଛି। ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ।ମିଳିଥିବା ସୂଚନା ଅନୁସାରେ,!-->…
Read More...
Read More...
ରାସ୍ତାରେ ଠିଆ ହୋଇଥିବା ବେଳେ ମାଡ଼ିଗଲା ପିକଅପ୍, ଜଣେ ମୃତ
ଭବାନୀପାଟଣା: କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅଧୀନ ବନ୍ଧୋପଲା ରିଲାଏନ୍ସ ପେଟ୍ରୋଲ ପମ୍ପ ନିକଟରେ ଶୁକ୍ରବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ ଠିଆ ହୋଇଥିବା ଲୋକଙ୍କ ଉପରେ ଏକ ପିକଅପ୍ ମାଡ଼ି ଯାଇଥିଲା। ଫଳରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଥିବା ବେଳେ ୨ଜଣ ଗୁରୁତର!-->…
Read More...
Read More...
ଜୟପୁରରେ ଭୟଙ୍କର ବିସ୍ଫୋରଣ: ୬ ଜୀବନ୍ତ ଦଗ୍ଧ
ରାଜସ୍ଥାନ: ରାଜସ୍ଥାନର ଜୟପୁରରେ ଶୁକ୍ରବାର ସକାଳେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଜୟପୁରର ଆଜମେର ରୋଡ ଭାନ୍କ୍ରୋଟା ସ୍ଥିତ ଏକ ପେଟ୍ରୋଲ ପମ୍ପ ସାମ୍ନାରେ ସିରିଜ୍ ଦୁର୍ଘଟଣା ଘଟିଛି। ଏକ ସିଏନଜି ଟ୍ରକ ଅନ୍ୟ ଏକ ଏଲପିଜି ଟ୍ରକ ସହିତ ମୁହାଁମୁହିଁ ଧକ୍କା ହେବା ପରେ ବିସ୍ଫୋରଣ ଘଟି ଚାରିଆଡେ!-->…
Read More...
Read More...
ନୌସେନା, ଯାତ୍ରୀବାହୀ ବୋଟ୍ ମୁହାଁମୁହିଁ ଧକ୍କା: ତିନି ଯବାନଙ୍କ ସମେତ ୧୩ ମୃତ
ମୁମ୍ବାଇ: ମୁମ୍ବାଇର ଗେଟୱେ ଅଫ୍ ଇଣ୍ଡିଆରୁ ହାତୀ ଦ୍ୱୀପ ଆଡକୁ ପ୍ରାୟ ୬୦ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ବୋଟ୍ ଦୁର୍ଘଟଣା ପରେ ବୁଡ଼ି ଯାଇଛି। ଏଥିରେ ତିନି ଯବାନଙ୍କ ସମେତ ୧୩ ଜଣଙ୍କର ମୃତ ଘଟିଛି।
ସୂଚନା ଅନୁଯାୟୀ, ଏକ ନୌସେନାର ସ୍ପିଡ୍ ବୋଟ୍ ଯାତ୍ରୀବାହୀ ବୋଟ୍ କୁ ଧକ୍କା ଦେଇଥିଲା।!-->!-->!-->…
Read More...
Read More...