Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category
ଘଟଣା ଓ ଦୁର୍ଘଟଣା
ପୁଣି ରେଳ ଧାରଣାରେ କାଠଗଣ୍ଡି
ଲକ୍ଷ୍ନୌ: ପୁଣି ଟ୍ରେନ୍କୁ ଟାର୍ଗେଟ୍। ଲକ୍ଷ୍ନୌରେ ବରେଲି-ବାରାଣସୀ ଏକ୍ସପ୍ରେସ ଲାଇନଚ୍ୟୁତ ହେବାରୁ ଅଳ୍ପକେ ବର୍ତ୍ତିଛି। ରେଳଧାରଣାରୁ ଏଲପିଜି ସିଲିଣ୍ଡର, ଲୁହାରଡ୍ ଓ ପଥର ମିଳିବା ପରେ ଏବେ ପ୍ରାୟ ୨ଫୁଟ ଲମ୍ୱ ଓ ୧୦ କେଜି ଓଜନର କାଠଗଣ୍ଡି ରଖି ଟ୍ରେନ୍ ଦୁର୍ଘଟଣା କରିବା ପାଇଁ ଏକ!-->…
Read More...
Read More...
ଘରେ ଲାଗିଲା ନିଆଁ, ଜୀବନ୍ତ ଜଳିଗଲେ ୪ ଯୁବକ
ଗୁରୁଗ୍ରାମ: ସର୍ଟ ସର୍କିଟରୁ ଘରେ ଲାଗିଲା ନିଆଁ। ଜୀବନ୍ତ ଜଳିଗଲେ ୪ ଯୁବକ। ହରିୟାଣାର ଗୁରୁଗ୍ରାମର ସରସ୍ୱତୀ ଏନକ୍ଲେଭରେ ଏକ ଘରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ୪ ଜଣ ଯୁବକଙ୍କ ମୃତ୍ୟୁ ହୋଇଛି। ଗତ ବିଳମ୍ଵିତ ରାତିରେ ଏକ କୋଠରୀରେ ସର୍ଟ ସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ନିଆଁ!-->…
Read More...
Read More...
ପୋଖରିରୀ ବୁଡି ମା, ପୁଅ ଓ ଝିଅ ମୃତ
କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ ବଡ଼ ମସିଣାବିଲା ଗ୍ରାମପଞ୍ଚାୟତ ଅନ୍ତର୍ଗତ ପଣାପସୀ ଗ୍ରାମରେ ଘଟିଛି ଏକ ବଡ ଅଘଟଣ। ପୋଖରୀରେ ବୁଡ଼ି ଗୋଟିଏ ପରିବାରର ମା, ପୁଅ ଓ ଝିଅ ତିନିଜଣଙ୍କ ଜୀବନ ଯାଇଛି। ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ଭାଇ-ଭଉଣୀ। ଚିତ୍କାର ଶୁଣି ଦୁଇ ଛୁଆଙ୍କୁ!-->…
Read More...
Read More...
ଅସ୍ତ୍ରଶସ୍ତ୍ର କାରଖାନାରେ ବଡ଼ ଧରଣର ବିସ୍ଫୋରଣ ୨ମୃତ ,୧୨ ଆହତ
ଜବଲପୁର: ମଧ୍ୟପ୍ରଦେଶର ଜବଲପୁରରେ ଥିବା ଅସ୍ତ୍ରଶସ୍ତ୍ର କାରଖାନାରେ ବଡ଼ ଧରଣର ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ ପ୍ରାୟ ୧୨ଜଣ କର୍ମଚାରୀ ଗୁରୁତର ଆହତ ହୋଇଛନ୍ତି। ଏଥିସହିତ ଜଣେ ନିଖୋଜ ଥିବା କୁହାଯାଉଛି। ବିସ୍ଫୋରଣ ଏତେ ବଡ ଥିଲା ଯେ ସମଗ୍ର କୋଠା ଭୁଶୁଡି ପଡିଛି। ଅନେକ କର୍ମଚାରୀ!-->…
Read More...
Read More...
ଗ୍ୟାସ୍ ସିଲିଣ୍ଡର ଫାଟି ପରିବାରର ୬ ମୃତ, ୯ ଗୁରୁତର
ଉତ୍ତର ପ୍ରଦେଶ: ଗ୍ୟାସ୍ ସିଲିଣ୍ଡର ଫାଟି ପରିବାରର ୬ ମୃତ, ୯ ଗୁରୁତର। ଉତ୍ତର ପ୍ରଦେଶ ସିକନ୍ଦରାବାଦ ଥାନା ଆଶାପୁରୀ ସାହିରେ ଘଟିଛି ଏହି ଅଘଟଣ । ଉତ୍ତର ପ୍ରଦେଶ ସିକନ୍ଦରାବାଦର ଆଶାପୁରୀ କଲୋନୀରେ ଏକ ଘରେ ଘଟିଥିବା ସିଲିଣ୍ଡର ବିସ୍ଫୋରଣରେ ଅତି କମରେ ୬ଜଣଙ୍କର ମୃତ୍ୟୁ ଘଟିଛି।!-->…
Read More...
Read More...
ଲାଞ୍ଚ ନେଇ ଧରାପଡ଼ିଲେ ପୋଲିସ୍ ଏସଆଇ
ଖଣ୍ଡପଡା: ପୋଲିସ୍ ଏସଆଇ ମାମଲାକୁ ରଫାଦଫା କରାଇବା ପାଇଁ ଲାଞ୍ଚ ନେଉଥିବା ବେଳେ ମାଡିବସିଲା ଭିଜିଲାନ୍ସ। ମଦବେପାରୀଙ୍କ ଠାରୁ ୩ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଖଣ୍ଡପଡା ଏସଆଇ ଶେଖ୍ ରେହମାନଙ୍କୁ ବାନ୍ଧିଛି ଭିଜିଲାନ୍ସ। ଭିଜିଲାନ୍ସ ପୋଲିସ୍ ବାବୁଙ୍କୁ ଗିରଫ କରିବା ସହ ଲାଞ୍ଚ!-->…
Read More...
Read More...
ପାରିବାରିକ କଳହରେ ଦେହରେ ନିଆଁ ଲଗାଇଲେ ସ୍ତ୍ରୀ
ବଞ୍ଚାଇବାକୁ ଯାଇ ପୋଡ଼ିଗଲେ ସ୍ୱାମୀସୋର: ବାଲେଶ୍ୱର ଜିଲା ସୋର ଥାନା ଅନ୍ତର୍ଗତ ଜଡ଼ିଦା ପଞ୍ଚାୟତ ଆଡ଼ିଆ ଗାଁରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପାରିବାରିକ କଳହ ଉଗ୍ରରୂପ ନେଇ କିରାସିନ ଢାଳି ଦେହରେ ନିଆଁ ଲଗାଇ ଦେଲେ ସ୍ତ୍ରୀ। ଆଉ ସ୍ତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ପୋଡ଼ି ହୋଇଗଲେ!-->…
Read More...
Read More...
ଅଟୋକୁ ପିଟିଲା ବସ୍, ୧୨ ମୃତ
ଧୌଲପୁର: ସକାଳୁ ସକାଳୁ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା। ଅଟୋକୁ ପିଟିଦେଲା ବସ୍। ଚାଲିଗଲା ୧୨ ଜଣଙ୍କ ଜୀବନ। ରାଜସ୍ଥାନର ଧୌଲପୁରରେ ଘଟିଛି ଏହି ଦୁର୍ଘଟଣା । ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଛି ପୋଲିସ । ସମସ୍ତ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ!-->…
Read More...
Read More...
ଶ୍ରୀମନ୍ଦିରର ସିନିଅର ସୁପରଭାଇଜଙ୍କୁ ଆକ୍ରମଣ ଘଟଣାରେ,ପନ୍ତିବଡ଼ୁ ସେବକ ନିଲମ୍ବିତ
ପୁରୀ: ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ତଥା ସିନିଅର ସୁପରଭାଇଜର ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କୁ ଆକ୍ରମଣ ଘଟଣାରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ଶ୍ରୀମନ୍ଦିର ପ୍ରଶାସନ।। ଘଟଣାର ଅଭିଯୋଗରେ ପନ୍ତିବଡ଼ୁ ସେବକ ଚନ୍ଦନ ସାମନ୍ତରା ନିଲମ୍ବିତ। ଶ୍ରୀ ଜଗନ୍ନାଥ ମନ୍ଦିର ଆଇନ ଆଧାରରେ!-->…
Read More...
Read More...
ଝାରପଡ଼ା ଜେଲ୍ରେ ବିଚାରାଧୀନ କଏଦୀ ମୃତ
ଭୁବନେଶ୍ୱର: ଭୁବନେଶ୍ୱର ଝାରପଡ଼ା ଜେଲ୍ରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଶୁକ୍ରବାର ଜେଲ୍ରେ ଜଣେ ବିଚାରାଧୀନ କଏଦୀର ମୃତ୍ୟୁ ଘଟିଛି। ହେଲେ ପରିବାର ଲୋକେ ଅଭିଯୋଗ କରିଛନ୍ତି କି ବନ୍ଦୀଙ୍କୁ ପିଟିପିଟି ମାରି ଦିଆଯାଇଛି। ମୃତ କଏଦୀ ଜଣକ ହେଲେ ବିଦ୍ୟାଧର ଗୁରୁ।
ମିଳିଥିବା!-->!-->!-->…
Read More...
Read More...