ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category

ଘଟଣା ଓ ଦୁର୍ଘଟଣା

କବାଡି କୋର୍ଟରେ ଟଳି ପଡ଼ିଲେ ଖେଳାଳି

ନୂଆପଡ଼ା: ଖେଳ ସରିବାକୁ ଅଢ଼େଇ ମିନିଟ୍‌ ଥିଲା। ହେଲେ ତା’ ପୂର୍ବରୁ କବାଡି କୋର୍ଟରେ ଟଳି ପଡ଼ିଲେ ଖେଳାଳି। ଏଭଳି ଦୁଃଖଦ ଘଟଣା ଘଟିଛି ନୂଆପଡ଼ା ଜିଲାରେ। କେଇଟା ମୁହୁତ୍ତର୍ତ୍ତ ପରେ ବିଜୟ ସ୍ୱାଦ ଚାଖି ଥାଆନ୍ତେ ହେଲେ କବାଡି କୋର୍ଟରେ ଖେଳିଗଲା ଶୋକର ଛାୟା ।ନୂଆପଡା ଜିଲ୍ଲା କୋମନା ବ୍ଲକ
Read More...

ଦିଲ୍ଲୀରେ ଓଡିଶା ଯୁବତୀଙ୍କୁ ବଳାତ୍କାର

ନୂଆଦିଲ୍ଲୀ: ଦକ୍ଷିଣ ପୂର୍ବ ଦିଲ୍ଲୀର ସାର କାଲେ ଖାନ ଫ୍ଲାଏ ଓଭର ନିକଟରେ ୩୪ ବର୍ଷ ବୟସ୍କା ଯୁବତୀଙ୍କୁ ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର କରାଯାଇଛି। ମହିଳା ଜଣକ ଓଡ଼ିଶାର ବାସିନ୍ଦା ହୋଇଥିବା ବେଳେ ତାଙ୍କୁ ବଳାତ୍କାର କରାଯାଇ ଏଠାରେ ଫିଙ୍ଗି ଦିଆଯାଇଥିବା ପୋଲିସ କହିଛି। ଦକ୍ଷିଣ ପୂର୍ବ
Read More...

ତାମିଲନାଡ଼ୁ ଟ୍ରେନ ଦୁର୍ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲା ଭାରତୀୟ ରେଳବାଇ

ତାମିଲନାଡ଼ୁ: ତାମିଲନାଡ଼ୁ ଟ୍ରେନ ଦୁର୍ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛି ଭାରତୀୟ ରେଳବାଇ। ତାମିଲନାଡ଼ୁର ତିରୁବଲ୍ଲୁରରେ ମହୀଶୁର-ଦରଭଙ୍ଗା ବାଗମତୀ ସୁପରଫାଷ୍ଟ ଏକ୍ସପ୍ରେସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହା ଟ୍ରାକରେ ଛିଡ଼ା ହୋଇଥିବା ଏକ ମାଲବାହୀ ଟ୍ରେନକୁ ଧକ୍କା ଦେବାରୁ ୧୨ଟି
Read More...

ଖଣ୍ଡଗିରି ପାହାଡ଼ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର:ଭୁବନେଶ୍ୱରସ୍ଥିତ ଖଣ୍ଡଗିରି ପାହାଡ଼ ତଳୁ ଜଣେ ଯୁବକଙ୍କ ମୃତଦେହ ମିଳିଛି। ମୃତ ଯୁବକଙ୍କ ପରିଚୟ ମିଳିନାହିଁ। ଯୁବକଙ୍କ ଦେହରେ ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ଥିବାରୁ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ମୃତ ଯୁବକ ଜଣଙ୍କ ସ୍ଫୋର୍ଟ୍ସ ଡ୍ରେସ୍‌ରେ ଥିଲେ। ସକାଳେ
Read More...

ଅଭ୍ୟାସ ବେଳେ ମିଲିଟାରୀ ସେଣ୍ଟରରେ ବିସ୍ଫୋରଣ, ୨ ଅଗ୍ନିବୀର ମୃତ

ନାଶିକ: ମିଲିଟାରୀ ସେଣ୍ଟରରେ ଅଘଟଣ । ନାଶିକ ମିଲିଟାରୀ ସେଣ୍ଟରରେ ନିୟମିତ ତାଲିମ ସମୟରେ ବିସ୍ଫୋରଣ ଯୋଗୁ ଦୁଇଜଣ ଅଗ୍ନିବୀରଙ୍କ ଦୁଃଖଦ ମୃତ୍ୟୁ ହୋଇଥିବା ଜଣାପଡିଛି। ଲାଇଭ ଫାୟାର ଆର୍ଟିଲରିଅଭ୍ୟାସ ସମୟରେଏହି ଦୁର୍ଘଟଣା ଘଟିଛି। ସୂଚନା ଅନୁସାରେ, ଆଜି ମହାରାଷ୍ଟ୍ରର ନାଶିକର ଆର୍ଟିଲେରୀ
Read More...

ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ ମାଡ଼ିଗଲା ବସ, ମହିଳା କନଷ୍ଟେବଳ ମୃତ

ତିର୍ତ୍ତୋଲ: ଜଗତସିଂହପୁର ଜିଲା ତିର୍ତ୍ତୋଲ ବଜାର ନିକଟରେ ଶୁକ୍ରବାର ବସ ଧକ୍କାରେ ଜଣେ ମହିଳା କନଷ୍ଟେବଳଙ୍କ ମୃତ୍ୟୁ ଘଟିଛି। ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ କନଷ୍ଟେବଲଙ୍କ ଉପରେ ମାଡ଼ିଗଲା ବସ୍‌। ମୃତ କନଷ୍ଟେବଳ ହେଲେ ସୁରଜା ମୁଣ୍ଡା। ତିର୍ତ୍ତୋଲ ଥାନାରେ କାର୍ଯ୍ୟରତ ଥିଲେ
Read More...

ପରଲୋକରେ ପୋଲସରାର ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନ

ଭୁବନେଶ୍ୱର: ପରଲୋକରେ ପୋଲସରାର ପୂର୍ବତନ ବିଧାୟକ ତଥା ବିଜେପି ନେତା ନିରଞ୍ଜନ ପ୍ରଧାନ। ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଦେହାନ୍ତ ହୋଇଥିବା ନେଇ ସୂଚନା ମିଳିଛି। ଅସୁସ୍ଥ ହୋଇ ପ୍ରାୟ ଗୋଟେ ମାସ ହେବ ସେ ଚିକିତ୍ସିତ ହେଉଥିଲେ। ଗୁରୁବାର ଚିକିତ୍ସିତ ଅବସ୍ଥାରେ ୬୭ ବର୍ଷ ବୟସରେ ତାଙ୍କର
Read More...

କନଷ୍ଟେବଲଙ୍କ ପାପୁଲି ଛିଡ଼ାଇଥିବା ଅପରାଧୀକୁ ଏନକାଉଣ୍ଟର

ସମ୍ବଲପୁର: ବୁର୍ଲା ପୋଲିସ ଦ୍ବାରା ପେଶାଦାର ଅପରାଧୀକୁ ଏନକାଉଣ୍ଟର। ପୋଲିସକୁ ଆକ୍ରମଣ କରି ପାପୁଲି ଛିଣ୍ଡାଇଥିବା ଅପରାଧୀ କମଲୁ ପ୍ରଧାନକୁ ଏନକାଉଣ୍ଟର କରିଛି ପୋଲିସ। କନଷ୍ଟେବଲଙ୍କ ପାପୁଲି ଛିଡ଼ାଇଥିବା ଅଭିଯୁକ୍ତକୁ ଏନକାଉଣ୍ଟର। ସମ୍ବଲପୁର ଜିଲ୍ଲାର କଟାପାଲି ନିକଟ ଜଙ୍ଗଲରେ ଅଭିଯୁକ୍ତ
Read More...

ଏୟାର ପ୍ରେସର ଟାଙ୍କି ଫାଟି ଗ୍ୟାରେଜ ମାଲିକଙ୍କ ମୃତ୍ୟୁ

ଟ୍ରକ ଚକାରେ ପମ୍ପ ଦେବାବେଳେ ଫାଟିଲା ଏୟାର ପ୍ରେସର ଟାଙ୍କି ଗ୍ୟାରେଜ ମାଲିକଙ୍କର ମୃତ୍ୟୁ ଖୋର୍ଦ୍ଧ : ଗାଡ଼ିରେ ପମ୍ପ ଦେବାବେଳେ ଫାଟିଲା ଏୟାର ପ୍ରେସର ଟାଙ୍କି। ଆଉ ଘଟଣାସ୍ଥଳରେ ଗ୍ୟାରେଜ ମାଲିକଙ୍କର ମୃତ୍ୟୁ ଘଟିଥିବାବେଳେ ୨ଜଣ ଆହତ ହୋଇଛନ୍ତି। ଖୋର୍ଦ୍ଧା ସଦର ଥାନା ଦଳେଇପୁଟ
Read More...

କ୍ରେନରୁ ଭାଙ୍ଗିଲା ଓଜନିଆ ବୁମ୍ ଗ୍ରାଫ୍, ଅପରେଟର ଗୁରୁତର

ପାରାଦୀପ: ପାରାଦୀପ ବନ୍ଦରର ଏମପିବି ବର୍ଥରେ ଅଘଟଣ। ବର୍ଥ ଉପରେ ଥାଇ ଲୋଡିଂ କରୁଥିବା ଏକ ସୋର୍ କ୍ରେନ୍ ଅଧାରୁ ଛିଡି ପଡିଛି। ଫଳରେ ଅପରେଟର ଆହତ ହୋଇଛନ୍ତି। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆଜି ସକାଳେ ବୋଥ୍ରା ସିପିଙ୍ଗ କମ୍ପାନୀର କ୍ରେନଟି ଏକ ବିଦେଶୀ ଜାହାଜ ‘ଏମଭି ଆମସୀ
Read More...