Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category
ଘଟଣା ଓ ଦୁର୍ଘଟଣା
ପାର୍କିଂକୁ ନେଇ ଅଟୋ ଡ୍ରାଇଭରଙ୍କ ବେକ କାଟିଦେଲେ ୨ ଯୁବକ
ମଧୁପାଟଣା: ଅଟୋ ପାର୍କିଂକୁ ନେଇ ୨ ଜଣ ମଦ୍ୟପ ଅଟୋ ଡ୍ରାଇଭରଙ୍କ ବେକ କାଟିଦେଇଛନ୍ତି। ଆଜି ସନ୍ଧ୍ୟା ବେଳେ ଏପରି ଘଟଣା କଟକ ମଧୁପାଟଣା ଥାନା ଲିଙ୍କରୋଡ୍ ଅଞ୍ଚଳରେ ଘଟିଛି। ଆହତ ଡ୍ରାଇଭରଙ୍କୁ ମେଡ଼ିକାଲ୍ରେ ଭର୍ତ୍ତି କରାଯାଇଥିବା ବେଳେ ମଧୁପାଟଣା ଥାନା ପୋଲିସ ଘଟଣାର ତଦନ୍ତ ଚଳାଇଛି। ଆହତ!-->…
Read More...
Read More...
ଭୟାବହ ଅଗ୍ନିକାଣ୍ଡରେ ଜୀବନ୍ତ ଜଳିଗଲା ପୁରା ପରିବାର
ମୁମ୍ବାଇ: ମୁମ୍ବାଇର ଚେମ୍ବୁରେ ଘଟିଛି ଭୟାବହ ଅଗ୍ନିକାଣ୍ଡ। ଜଳିଗଲା ପୂରା ପରିବାର। ଚେମ୍ବୁରର ସିଦ୍ଧାର୍ଥ କଲୋନୀରେ ଥିବା ଏକ ଦୋକାନରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ପରିବାରର ୭ଜଣ ଜୀବନ୍ତ ଦଗ୍ଧ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୩ଜଣ ଶିଶୁ ଥିବା ନେଇ ସୂଚନା ମିଳିଛି । ସମସ୍ତେ ଶୋଇଥିବା ବେଳେ!-->…
Read More...
Read More...
ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ
ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ପାଉଁଶ
ମୁମ୍ବାଇ: ମୁମ୍ବାଇର ଭିୱାନ୍ଦି ତାଲୁକ ନିକଟରେ ଥିବା ଏକ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ। ନିଆଁଲାଗି ପୋଡିଜଳି ପାଉଁଶ ହୋଇଯାଇଛି ବହୁ ମୂଲ୍ୟବାନ ସାମଗ୍ରୀ। ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଅଗ୍ନିଶମବାହିନୀ ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ!-->!-->!-->…
Read More...
Read More...
ଖସିଲା ବରଯାତ୍ରୀ ବସ୍, ୩୦ ମୃତ
୨୦୦ ଫୁଟ୍ ଖାଇକୁ ଖସିଲା ବରଯାତ୍ରୀ ବସ୍ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡରେ ଶନିବାର ଏକ ବଡ଼ ଦୁର୍ଘଟଣା ଘଟିଛି। ବରଯାତ୍ରୀଙ୍କୁ ନେଇ ଯାଉଥିବା ବସ୍ ପୌଡୀ ଜିଲ୍ଲାର ଏକ ଗଭୀର ଖାଇକୁ ଖସିପଡିଛି। ଏହି ଦୁର୍ଘଟଣାରେ ପ୍ରାୟ ୩୦ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି।
ସୂଚନା ଅନୁଯାୟୀ, ବିବାହ ପାଇଁ!-->!-->!-->…
Read More...
Read More...
ୟୁପି ସଡକ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ, ଆହତଙ୍କୁ ୫୦ ହଜାର
ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀମିର୍ଜାପୁର: ଉତ୍ତରପ୍ରଦେଶର ମିର୍ଜାପୁରରେ ଶ୍ରମିକମାନଙ୍କୁ ନେଇ ଯାଉଥିବା ଏକ ଟ୍ରାକ୍ଟରକୁ ଟ୍ରକ୍ ଧକ୍କା ଦେବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ୩ ଜଣ ଆହତ ହୋଇଛନ୍ତି। ମିର୍ଜାପୁର-ବାରାଣସୀ ସୀମା ଜି.ଟି. ରୋଡ୍ରେ ଏହି ଦୁର୍ଘଟଣା ଘଟିଛି।!-->…
Read More...
Read More...
ଟ୍ରକ-ଟ୍ରାକ୍ଟର ମୁହାଁମୁହିଁ ଧକ୍କା , ୧୦ ମୃତ
ମୀର୍ଜାପୁର: ସଡ଼କ ଦୁର୍ଘଟଣାରେ ଚାଲିଗଲା ୧୦ ଜଣଙ୍କ ଜୀବନ। ଉତ୍ତରପ୍ରଦେଶ ମୀର୍ଜାପୁର ନିକଟରେ ଟ୍ରକ-ଟ୍ରାକ୍ଟର ମୁହାଁମୁହିଁ ଧକ୍କା ହେବାରୁ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ଜଣ ଗୁରୁତର ଆହତ ହୋଇଥିଲେ। ଗୁରୁତର ୩ ଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ପୋଲିସ ତଦନ୍ତ ଆରମ୍ଭ!-->…
Read More...
Read More...
ପାଣିକୁ ଖସିଲା ବାୟୁସେନା ହେଲିକପ୍ଟର
ମୁଜାଫରପୁର: ବିହାରର ମୁଜାଫରପୁରରେ ଏକ ବଡ଼ ଦୁର୍ଘଟଣା ଘଟିଛି। ବାୟୁସେନାର ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ହେଲିକପ୍ଟରଟି ବନ୍ୟା ପାଣିକୁ ଖସିପଡ଼ିଛି। ବନ୍ୟା ରିଲିଫ୍ ସାମଗ୍ରୀ ନେଇ ଯାଉଥିବାବେଳେ ହେଲିକପ୍ଟରଟି ମୁଜାଫରପୁରର ଅରାଇସ୍ଥିତ ଘନଶ୍ୟାମପୁର ଠାରେ ଦୁର୍ଘଟଣାଗ୍ରସ୍ତ!-->…
Read More...
Read More...
ପୁଣେରେ ହେଲିକପ୍ଟର ଦୁର୍ଘଟଣା, ୩ ମୃତ
ପୁଣେ: ମହାରାଷ୍ଟ୍ର ପୁଣେରେ ହେଲିକପ୍ଟର ଦୁର୍ଘଟଣା। ମହାରାଷ୍ଟ୍ର ପୁଣେରେ ଏକ ପ୍ରାଇଭେଟ ହେଲିକପ୍ଟର କ୍ରାଶ ହୋଇଛି। ଏହି ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ହେଲିକପ୍ଟରଟି ପୂରା ଖଣ୍ଡ ଖଣ୍ଡ ହୋଇଯାଇଛି। ଏଥିରେ ୩ ଜଣ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ପାଇଲଟ ଓ ୨ ଜଣ ଇଂଜିନିୟର ଥିବା!-->…
Read More...
Read More...
ବସ୍ରେ ଲାଗିଲା ନିଆଁ, ୨୫ ଛାତ୍ରଛାତ୍ରୀ ଜୀବନ୍ତ ଦଗ୍ଧ
ଥାଇଲାଣ୍ଡ: ଥାଇଲାଣ୍ଡର ବ୍ୟାଂକକରୁ ମଙ୍ଗଳବାର ଏକ ବଡ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ମଙ୍ଗଳବାର ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କୁ ନେଇ ଯାଉଥିବା ବସ୍ରେ ନିଆଁ ଲାଗିଛି। ଏହି ଦୁର୍ଘଟଣାରେ ୨୫ ଜଣ ଛାତ୍ରୀଛାତ୍ର ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ବସ୍ରେ ମୋଟ ୪୪ ଜଣ ଲୋକ ଯାତ୍ରା!-->…
Read More...
Read More...
ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ବୁଡି ୨ ଯୁବକ ମୃତ
ପୁରୀ: ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ବୁଡି ମଙ୍ଗଳବାର ୨ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଉଛନ୍ତି ରାଜକିରଣ ଶତପଥୀ (୨୩) ଓ ନଳିନୀକାନ୍ତ ତ୍ରିପାଠୀ (୨୭)। ରାଜକିରଣଙ୍କ ଘର ଗଞ୍ଜାମ ଜିଲ୍ଲା କୁକୁଡ଼ାଖଣ୍ଡିରେ। ସେହିପରି ତାଙ୍କ ସଂପର୍କୀୟ ଭାଇ ନଳିନୀକାନ୍ତ ଇଚ୍ଛାପୁରମରେ ରହୁଥିଲେ।!-->…
Read More...
Read More...