ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category

ଘଟଣା ଓ ଦୁର୍ଘଟଣା

ରେଳ ଟ୍ରାକରୁ ମିଳିଲା ସିଲିଣ୍ଡର

କାନପୁର: ପୁଣି ବଡ ଦୁର୍ଘଟଣାରୁ ବର୍ତ୍ତିଲା ଆଉ ଏକ ଟ୍ରେନ୍। ଉତ୍ତରପ୍ରଦେଶ କାନପୁରରେ ପୁଣି ଥରେ ଟ୍ରେନ୍ ଦୁର୍ଘଟଣା ପାଇଁ ରଚାଯାଇଥିଲା ବଡ ଷଡଯନ୍ତ୍ର। କାନପୁର ଦେହାତ ଜିଲ୍ଲାରେ ପେରମ୍ବୁର ଷ୍ଟେସନ ରେଳ ଧାରଣାରୁ ସିଲିଣ୍ଡର ଠାବ ହୋଇଛି। ଯାହାକୁ ଦେଖିବା ପରେ କାନପୁରରୁ ପ୍ରୟାଗରାଜ
Read More...

ଘାଟିରୁ ଓଲଟିଲା ବସ, ୪ ଯବାନ ମୃତ ୨୮ ଆହତ

ବୁଦ୍ଧଗାମ: କଶ୍ମୀର ବୁଦ୍ଧଗାମ ଜିଲାରେ ବିଏସ୍‌ଏଫ୍‌ ଯବାନଙ୍କୁ ଧରି ଯାଉଥିବା ଏକ ବସ୍‌ ଦୁର୍ଘଟଣା ହୋଇ ଘାଟି ତଳକୁ ଖସି ପଡିଛି। ଦୁର୍ଘଟଣାରେ ୪ଜଣ ଯବାନଙ୍କ ମୃତ୍ୟୁ ଘଟିଥିବା ବେଳେ ୨୮ଜଣ ଯବାନ ଆହତ ହୋଇଥିବା ଜଣାପଡିଛି। ସ୍ଥାନୀୟ ଲୋକ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାରେ
Read More...

ଦଶାହ ଭୋଜି ଖାଇ ୨ ମୃତ, ୩୦ଗୁରୁତର

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ଥାନା ଗୁଡିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ହଇଜା ଆତଙ୍କ। ହଇଜାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ, ୩୦ରୁ ଅଧିକ ଆକ୍ରାନ୍ତ ହୋଇଛନ୍ତି। ସମସ୍ତଙ୍କୁ ବାରିପଦା ପିଆରଏମ୍‌ ମେଡିକାଲରେ ଭର୍ତ୍ତି କରାଯାଇଛି ।ଖବର ମୁତାବକ, ଆଲବନ୍ଧ
Read More...

ପରଲୋକରେ ସଂଗୀତ ନିର୍ଦ୍ଦେଶକ ବିପିନ ରେଶମିୟା

ମୁମ୍ବାଇ: ପରଲୋକରେ ହିମେଶ ରେଶମିୟାଙ୍କ ବାପା। ୮୭ ବର୍ଷ ବୟସରେ ପ୍ରସିଦ୍ଧ ସଂଗୀତ ନିର୍ଦ୍ଦେଶକ ବିପିନ ରେଶମିୟାଙ୍କର ଦେହାନ୍ତ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ମୁମ୍ବାଇର କୋକିଲାବେନ ଧୀରୁବାଇ ଅମ୍ବାନୀ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଛି । ଦୀର୍ଘ ଦିନ ଧରି ବାର୍ଦ୍ଧକ୍ୟଜନିତ
Read More...

ବୋରୱେଲରୁ ଉଦ୍ଧାର ହେଲା ଅଢେଇ ବର୍ଷର ଶିଶୁକନ୍ୟା

ରାଜସ୍ଥାନ: ଦୀର୍ଘ ୧୮ ଘଣ୍ଟାର ଅପରେସନ ପରେ ବୋରୱେଲରୁ ଉଦ୍ଧାର ହେଲା ଅଢେଇ ବର୍ଷର ଶିଶୁକନ୍ୟା। ବୁଧବାର ରାଜସ୍ଥାନ ଦୌସା ଅଂଚଳରେ ଖେଳୁଥିବା ବଳେ ୩୫ ଫୁଟ ଗଭୀର ବୋରୱେଲ ମଧ୍ୟକୁ ଖସିପଡ଼ିଥିଲା ଢେଇ ବର୍ଷର ଶିଶୁକନ୍ୟା ନିରୁ। ପରିବାର ଲୋକେ ବହୁ ଖୋଜାଖୋଜି କରିବା ପରେ ମଧ୍ୟ ମିଳିନଥିଲା।
Read More...

ଗାୟିକା ରୁକ୍ସନା ବାନୋଙ୍କ ସନ୍ଦେହ ଜନକ ମୃତ୍ୟୁ

କଳାହାଣ୍ଡି: ଭବାନୀପାଟଣାର ସମ୍ବଲପୁରୀ ଗାୟିକା ରୁକ୍ସନା ବାନୋଙ୍କ ମୃତ୍ୟୁ ଘଟିଛି। ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ରାତିରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାଯାଇଛି। ସ୍ଲୋ ପଏଜନ୍ ଦେଇ ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି ପରିବାର। ସ୍କ୍ରବ୍ ଟାଇଫସ୍ ନୁହେଁ,
Read More...

ନଦୀକୁ ଡେଇଁଲେ ଅଙ୍ଗନାୱାଡି ସୁପରଭାଇଜର

ବ୍ରିଜ ଉପରେ ରହିଛି ସ୍କୁଟି, ମୋବାଇଲ୍ ଓ ଚପଲ ସ୍କୁଟିରୁ ମିଳିଲା ଅନେକ ଡକ୍ୟୁମେଣ୍ଟ ଓ କାଗଜ ପତ୍ର ଖରସ୍ରୋତା ସେତୁରୁ ନଦୀକୁ ଡେଇଁ ପଡ଼ିଲେ ମହିଳା। ଯାଜପୁର ବ୍ଲକ ଅନ୍ତର୍ଗତ ବରୁଆଁ ନିକଟସ୍ଥ ଖରସ୍ରୋତା ସେତୁ ଉପରେ ସ୍କୁଟି, ମୋବାଇଲ୍ ଓ ଚପଲ ରଖି ଡେଇଁ ପଡ଼ି ନିଖୋଜ ଅଛନ୍ତି ଯୁବତୀ।
Read More...

ଶିଶୁ ପୁତ୍ରକୁ ଧରି ନଦୀକୁ ଡେଇଁଲା ମା

ହରିପୁର: ଜଣେ ମହିଳା ନିଜ ଶିଶୁ ପୁତ୍ରକୁ ଧରି ନଦୀକୁ ଡେଇଁ ପଡ଼ିଥିବାବେଳେ ଉଭୟଙ୍କ ମୃତଦେହ ଉଦ୍ଧାର ହୋଇଛି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ପିପିଲି-ନିମାପଡ଼ା ରାସ୍ତାର ହରିପୁରରେ। ସେଠାରେ ଥିବା ଭାର୍ଗବୀ ନଦୀ ବ୍ରିଜ୍ ଉପରୁ ମହିଳା ନିଜ ଶିଶୁ ପୁତ୍ରକୁ ଧରି ନଦୀକୁ ଡେଇଁ
Read More...

ବିଶ୍ୱକର୍ମା ମୂର୍ତ୍ତି ବିସର୍ଜନ ବେଳେ ପାଣିରେ ବୁଡି ୨ ଛାତ୍ର ନିଖୋଜ

ବାରିପଦା: ବାରିପଦାସ୍ଥିତ ସୁବର୍ଣ୍ଣରେଖା କେନାଲରେ ମଙ୍ଗଳବାର ଦିନ ବିଶ୍ୱକର୍ମା ମୂର୍ତ୍ତି ବିସର୍ଜନ ପାଇଁ ଯାଇଥିବା ବେଳେ ୨ ଜଣ ଯୁକ୍ତ ଦୁଇ ଛାତ୍ର ନିଖୋଜ ହୋଇଯାଇଛନ୍ତି। ଏକ ଘରୋଇ ବିଜ୍ଞାନ କଲେଜର ଏହି ଛାତ୍ର ଦ୍ୱୟ ସାଙ୍ଗମାନଙ୍କ ସହିତ ବିଶ୍ୱକର୍ମା ମୂର୍ତ୍ତି ବିସର୍ଜନ ପାଇଁ ଆସିଥିବା
Read More...

ନକଲି ନଡ଼ିଆ ତେଲ କାରଖାନାରେ ଚଢ଼ାଉ, ୨ ଗିରଫ

ବ୍ରହ୍ମପୁର: ନକଲି ନଡ଼ିଆ ତେଲ କାରଖାନା ସିଜ୍‌। ଗତ କିଛି ଦିନ ତଳେ ନକଲି ଚା ପତି କାରଖାନା ଓ ନକଲି ସସ କାରଖାନା ଧରାପଡିଥିବା ବେଳେ ଏବେ ଧରାପଡିଛି ନକଲି ନଡ଼ିଆ ତେଲ। ଶାଲିମାର ନଡ଼ିଆ ତେଲର ଭ୍ରମ ସୃଷ୍ଟି କରି ଗ୍ରାହକଙ୍କୁ ଦିଆଯାଉଥିଲା ପୋଡା ତେଲ। ଏପରି ଅପମିଶ୍ରିତ ତେଲ ସୃଷ୍ଟି କରୁଥିବା
Read More...