ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ
Browsing Category

ଘଟଣା ଓ ଦୁର୍ଘଟଣା

ମନ୍ଦିର କାନ୍ଥ ଭୁଶୁଡି ୯ ଶିଶୁ ମୃତ

ମଧ୍ୟପ୍ରଦେଶ: ମଧ୍ୟପ୍ରଦେଶର ସାଗର ଜିଲାରେ ଏକ ଭୟଙ୍କର ଅଘଟଣ ଘଟିଛି।ଏଠାରେ ଏକ ମନ୍ଦିରର କାନ୍ଥ ଭୁଶୁଡ଼ି ପଡ଼ିବାରୁ ୯ ଶିଶୁଙ୍କର ଜୀବନ ଯାଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି।ଆଉ କିଛି ଚାପି ହୋଇ ରହିଥିବା ଆଶଙକା କରାଯାଉଛି। ତେବେ ମୃତ ଶିଶୁଙ୍କ ବୟସ ୧୦ରୁ ୧୪ ମଧ୍ୟରେ ହେବ। ସୂଚନା
Read More...

କୋରାବ ଏକ୍ସପ୍ରେସରେ ଅଗ୍ନିକାଣ୍ଡ

ବିଶାଖାପଟ୍‌ନମ୍‌: ଫ୍ଲାଟଫର୍ମରେ ଠିଆ ହୋଇଥିବା ଏକ ଯାତ୍ରୀବାହୀ ଟ୍ରେନ୍‌ରେ ଲାଗିଲା ନିଆଁ। ଦେଖୁ ଦେଖୁ ହୁ ହୁ ଜଳି ଉଠିଲା ଟ୍ରେନ୍‌। ଫଳରେ ଟ୍ରେନ୍‌ର ତିନୋଟି ବଗି ସମ୍ପୂର୍ଣ୍ଣ ପୋଡି ପାଉଁଶ ହୋଇଯାଇଛି। ବିଶାଖାପଟ୍‌ନମ୍‌ ଷ୍ଟେଶନରେ ଅଗ୍ନିକାଣ୍ଡ ଘଟିଛି। ଷ୍ଟେଶନରେ ଛିଡା ହୋଇଥିବା ବେଳେ
Read More...

ୱାୟନାଡ଼ରେ ୫ ଦିନ ପରେ ମାଟି ତଳୁ ଉଦ୍ଧାର ହେଲେ ୬ ଶିଶୁ

କେରଳ: କେରଳ ୱାୟନାଡ଼ରେ ସବୁକିଛି ଛାରଖାର କରିଦେଇଛି ସର୍ବଗ୍ରାସୀ ଭୂସ୍ଖଳନ। ଭୂସ୍ଖଳନକୁ ୫ ଦିନ ପୁରିଥିବାବେଳେ ଆଜି ବି ମାଟି କାଦୁଅ ତଳୁ ଖୋଜା ଚାଲିଛି ଜୀବନ। କେରଳର ୱାୟନାଡ଼ରେ ବିନାଶକାରୀ ଭୂସ୍ଖଳନରେ ବର୍ତ୍ତମାନ ପର୍ଯ୍ୟନ୍ତ ୩ ଶହରୁ ଉର୍ଦ୍ଧ ଲୋକଙ୍କ ମୃତ୍ୟୁ ହୋଇଛି। ଅନେକ ସଂଖ୍ୟାରେ
Read More...

କାଉଡ଼ିଆଙ୍କ ଉପରେ ମାଡ଼ିଗଲା ଟ୍ରକ, ୩ ମୃତ

ଖଲ୍ଲିକୋଟ:ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟର ଡିମିରିଆ ଗାଁ ଛକରେ ୧୬ ନମ୍ବର ଜାତୀୟ ରାଜପଥରେ ଟ୍ରକ୍ ଚଢ଼ି ଯିବାରୁ ୨ ଜଣ କାଉଡ଼ିଆଙ୍କ ସମେତ ୩ ଜଣଙ୍କର ମୃତ୍ୟୁ ଘଟିଛି। ଖଲ୍ଲିକୋଟ ଥାନା ୧୬ ନମ୍ବର ଜାତୀୟ ରାଜପଥ ଡିମିରିଆ ଗାଁ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା। ୨ କାଉଡିଆ ଓ ଜଣେ ପଥଚାରୀଙ୍କ ଉପରେ
Read More...

ବରିଷ୍ଠ ସାମ୍ବାଦିକ ପ୍ରଦୀପ ମହାପାତ୍ରଙ୍କ ପରଲୋକ

ଭୁବନେଶ୍ବର: ବରିଷ୍ଠ ସାମ୍ବାଦିକ ତଥା ପ୍ରଫେସର୍ ପ୍ରଦୀପ ମହାପାତ୍ରଙ୍କ ପରଲୋକ । ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସାମ୍ବାଦିକ ବିଭାଗର ପୂର୍ବତନ ଏଚଓଡି ଥିଲେ ପ୍ରଦୀପ ମହାପାତ୍ର। ୬୯ ବର୍ଷରେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ତାଙ୍କର ଦେହାନ୍ତ ହୋଇଛି। ଗତକାଲି ରାତ୍ର ୨.୧୦ ମିନିଟରେ
Read More...

ବାଦଲ ଫଟା ବର୍ଷାରେ ହିମାଚଳପ୍ରଦେଶ ଓ ଉତ୍ତରାଖଣ୍ଡରେ ୧୩ ମୃତ

ଉତ୍ତରାଖଣ୍ଡ: କେରଳ ଓ୍ବାୟନାଡ ପରେ ଏବେ ଉତ୍ତର ଭାରତରେ ପ୍ରକୃତି ତାର ତାଣ୍ଡବ ରଚିଛି। ମଣିଷ ପାଇଁ ଦାଉ ସାଧୁଛି ପ୍ରାକୃତିକ ଦୁର୍ବିପାକ। ହିମାଚଳପ୍ରଦେଶ ଓ ଉତ୍ତରାଖଣ୍ଡରେ ଦେଖିବାକୁ ମିଳିଛି ଜଳ ପ୍ରଳୟ। ଉଭୟ ସ୍ଥାନରେ ବାଦଲ ଫଟା ବର୍ଷା ଯୋଗୁ ଭୟାନକ ଜଳ ପ୍ରଳୟ ପରିସ୍ଥିତି ସୃଷ୍ଟି ହୋଇଛି।
Read More...

କେରଳ ଭୂସ୍ଖଳନରେ ଓଡ଼ିଆ ଡାକ୍ତର ବିଷ୍ଣୁ ପ୍ରସାଦ ମୃତ

କେରଳ: କେରଳ ଭୂସ୍ଖଳନରେ ଓଡ଼ିଆ ଡାକ୍ତର ବିଷ୍ଣୁ ପ୍ରସାଦ ଚିନାରାଙ୍କ ମୃତ୍ୟୁ ହୋଇଛି। ଡାକ୍ତର ବିଷ୍ଣୁ ପ୍ରସାଦଙ୍କ ମୃତଦେହ ମିଳିଥିବା ନେଇ ସୂଚନା ଦେଇଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। କେରଳ ଓ୍ବାୟନାଡରେ ହୋଇଥିବା ଭୂସ୍ଖଳନରେ ଏପର୍ଯ୍ୟନ୍ତ ୧୫୮ଜଣଙ୍କ
Read More...

କେରଳର ଓ୍ବାୟାନାଡରେ ଭୁସ୍ଖଳନ , ୧୦୬ ମୃତ

କେରଳ: କେରଳର ଓ୍ବାୟାନାଡ ଜିଲ୍ଲା ମେପ୍ପଡି ନିକଟସ୍ଥ ପାହାଡିଆ ଅଞ୍ଚଳରେ ଭୁସ୍ଖଳନ। କିଛି ସମୟ ବ୍ୟବଧାନରେ ଏକାଧିକ ସ୍ଥାନରେ ଭୁସ୍ଖଳନ ଘଟିଛି। ଏଥିରେ ୧୦୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏବେବି ୧୦୦ରୁ ଅଧିକ ମାଟି ତଳେ ଫସିରହିଥିବା ନେଇ ଆଶଙ୍କା କରାଯାଉଛି। ସେପଟେ ପାଖାପାଖି ୪୦୦ ଘର
Read More...

ପାଣିରେ ବୁଡି ୩ ଶିଶୁ ମୃତ

କେନ୍ଦୁଝର: କେନ୍ଦୁଝର ଜିଲା ହାଟଡିହି ବ୍ଲକ ପଡିଆରପଲ୍ଲୀ ପଞ୍ଚାୟତ ଆତ୍ରୁକଣା ଗ୍ରାମ ଡାହିସାହିରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ମୋରମ୍‌ ଗାଡିଆରେ ବୁଡି ୩ଜଣ ଶିଶୁଙ୍କ ମୃତ୍ୟୁ ଘଟିଛି। ସେମାନେ ସମସ୍ତେ ନାବାଳିକା ବୋଲି ଜଣାପଡିଛି। ମିଳିଥିବା ସୂଚନା ମୁତାବକ, ଆତ୍ରୁକଣା ଗ୍ରାମ
Read More...

ରାଜଧାନୀରେ ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ

ଭୁବନେଶ୍ବର: ରାଜଧାନୀରେ ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ। ମଞ୍ଚେଶ୍ବର ଷ୍ଟେସନ ୟାର୍ଡରେ ଗତକାଲି ମଧ୍ୟରାତ୍ରିରେ ଏକ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ ହୋଇଛି। ରାତି ପ୍ରାୟ ୧ଟା ୩୫ ମିନିଟରେ ଏହି ଅଘଟଣ ଘଟିଥିବା ରେଲବାଇ ପକ୍ଷରୁ ସୂଚନା ଦିଆଯାଇଛି। ରେଳଧାରଣାରୁ ୮ ବଗି ଖସିପଡ଼ିଛି। ଫଳରେ
Read More...