Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category
ଘଟଣା ଓ ଦୁର୍ଘଟଣା
ଦୁର୍ଘଟଣା ଘଟାଇବା ପାଇଁ ଟ୍ରେନ୍ ଟ୍ରାକରେ ସିମେଣ୍ଟ ଖଣ୍ଡ ରଖିଲେ ଦୁର୍ବୃତ୍ତ
ରାଜସ୍ଥାନ: ଉତ୍ତରପ୍ରଦେଶର କାନପୁର ପରେ ଏବେ ରାଜସ୍ଥାନର ପାଳି। ରାଜସ୍ଥାନର ଆଜମେର ଜିଲ୍ଲାରେ ଟ୍ରେନ ଦୁର୍ଘଟଣା କରେଇବା ପାଇଁ ହୋଇଥିଲା ବଡ ଷଡ଼ଯନ୍ତ୍ର। ରାଜସ୍ଥାନରେ ପୁଣି ଥରେ ଟ୍ରେନ୍ ଲାଇନଚ୍ୟୁତ କରିବା ମାମଲା ସାମ୍ନାକୁ ଆସିଛି। ଏଥର ଦୁର୍ବୃତ୍ତମାନେ ଅଜମେରର ସରାଧନା ଓ ବାଙ୍ଗଡ଼!-->…
Read More...
Read More...
ଡାକ୍ତରଖାନା କେବୁଲରେ ଛନ୍ଦି ହୋଇ ଚାଲିଗଲା ରୋଗୀଙ୍କ ଜୀବନ
ନୀଳଗିରି: ରୋଗରୁ ସୁସ୍ଥ ହୋଇ ଘରକୁ ଫେରିବେ ବୋଲି ଡାକ୍ତରଖାନା ଯାଇଥିଲେ। ହେଲେ ଜଣା ନଥିଲ ସେଠି ହିଁ ଜଗି ବସିଥିଲା ଯମ। ଏଭଳି କିଛି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ନୀଳଗିରି ମେଡିକାଲରୁ। ମୃତକ ଜଣଙ୍କ ହେଉଛନ୍ତି ଆମ୍ବଝର ଗାଁର କରଣ ସିଂ।
ତେବେ ମିଳିଥିବା ସୂଚନା!-->!-->!-->…
Read More...
Read More...
ବିଜେପି ନେତାଙ୍କୁ ଗୁଳିକରି ହତ୍ୟା
ପାଟନା: ବିହାରର ରାଜଧାନୀ ପାଟନରେ ବିଜେପି ନେତାଙ୍କୁ ଗୁଳିକରି ହତ୍ୟା କରାଯାଇଛି। ରାସ୍ତା କଡରେ ଠିଆ ହୋଇଥିବା ଶ୍ୟାମ ସୁନ୍ଦର ଶର୍ମା ଓରଫ ମୁନାଙ୍କୁ କିଛି ଦୁର୍ବୁତ୍ତ ଗୁଳି କରି ହତ୍ୟା କରିଛନ୍ତି। ମୁନା ଶର୍ମାଙ୍କ ବୟସ ୫୫ବର୍ଷ ବୋଲି ଜଣାପଡ଼ିଛି।
ସୂଚନାନୁଯାୟୀ, ଗତକାଲି ଶ୍ୟାମ!-->!-->!-->…
Read More...
Read More...
ଟ୍ରକକୁ ଧକ୍କା ଦେଲା ବାଇକ ୨ ମୃତ, ଜଣେ ଗୁରୁତର
ଭଦ୍ରକ:୧୬ ନମ୍ୱର ଜାତୀୟ ରାଜପଥର ଭଦ୍ରକ ଟାଉନ ଥାନା ଅଧୀନ ବନ୍ତ ଛକ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବିଳମ୍ବିତ ରାତିରେ ଦ୍ରୁତଗତିରେ ଆସୁଥିବା ଏକ ବାଇକ ଟ୍ରକକୁ ଧକ୍କା ଦେଇଛି। ବାଇକରେ ଥିବା ଆରୋହୀଙ୍କ ମଧ୍ୟରୁ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣଙ୍କ ଅବସ୍ଥା ଗୁରୁତର ରହିଛି।!-->…
Read More...
Read More...
ୟୁଟ୍ୟୁବ ଦେଖି ଡାକ୍ତର କଲେ ଅପରେଶନ
ବିହାର: ୟୁଟ୍ୟୁବ୍ରୁ ଭିଡିଓ ଦେଖି ସର୍ଜରୀ କରିବା ମହଙ୍ଗା ପଡିଲା। ୟୁଟ୍ୟୁବ୍ରୁ ଭିଡିଓ ଦେଖି ସର୍ଜରୀ କରୁଥିଲେ ଜଣେ ନକଲି ଡାକ୍ତର। ଜଣେ ୧୫ ବର୍ଷର ବାଳକ ପେଟରେ ଯନ୍ତ୍ରଣା ଅନୁଭବ କରିବାକୁ ଡାକ୍ତରଙ୍କ ପାଖକୁ ଆସିଥିଲେ। ସେଠାରେ ଥିବା ଡାକ୍ତର ୟୁଟ୍ୟୁବ ଦେଖି ପିଲାଟିର ଅପରେଶନ କରିଥିଲେ।!-->…
Read More...
Read More...
ନବୋଦୟ ସ୍କୁଲ ରାଗିଂ ଘଟଣାରେ ୭ ଛାତ୍ର ଓ ୨ ଛାତ୍ରୀ ନିଲମ୍ୱିତ
ନୂଆପଡା: ନବୋଦୟ ସ୍କୁଲ ହଷ୍ଟେଲରେ ରାଗିଂ ଅଭିଯୋଗ l ହଷ୍ଟେଲରେ ୨୨ ଜଣ ଛାତ୍ରଙ୍କୁ ସିନିୟର୍ ମାଡ଼ ମାରିବା ଘଟଣାରେ ଦ୍ୱାଦଶ ଶ୍ରେଣୀର ୭ ଛାତ୍ର ଓ ଦୁଇ ଛାତ୍ରୀଙ୍କୁ ନିଲମ୍ୱିତ କରିଛି ନବୋଦୟ ସ୍କୁଲ କର୍ତ୍ତୃପକ୍ଷ।
ଦଶମ ଶ୍ରେଣୀର ୨୨ ଜଣଙ୍କୁ ମାଡ଼ ମାରି ଲହୁଲୁହାଣ କରିଥିଲେ ଦ୍ୱାଦଶ!-->!-->!-->…
Read More...
Read More...
ପାଇଖାନା ଟାଙ୍କିରେ ଶ୍ଵାସରୁଦ୍ଧ ହୋଇ ୩ ଶ୍ରମିକ ମୃତ
କଟକ: ପାଇଖାନା ଟାଙ୍କିରେ ଶ୍ଵାସରୁଦ୍ଧ ହୋଇ ଶ୍ରମିକ ମୃତ। ଏହିଭଳି ଘଟଣା ବାରଙ୍ଗ ଥାନା ଅଧିନସ୍ଥ ନରଣପୁରଠାରେ ଦେଖିବାକୁ ମିଳିଛି। ସେଣ୍ଟ୍ରିଂ ଖୋଲିବାକୁ ଯାଇ ପାଇଖାନା ଟାଙ୍କି ଭିତରେ ଅଣନିଃଶ୍ୱାସୀ ହୋଇ ୩ ଜଣଙ୍କର ଜୀବନ ଚାଲିଯାଇଛି।
ମିଳିଥିବା ସୂଚନା ଅନୁଯାୟୀ, କଟକର ନରଣପୁର!-->!-->!-->…
Read More...
Read More...
୭୦୦ ଫୁଟ ଘାଟିରୁ ଖସିଲା ସେନା ଟ୍ରକ, ୪ ଯବାନ ମୃତ
ସିକ୍କିମ: ସିକ୍କିମରେ ସେନା ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରତ-ଚାଇନା ସୀମା ନିକଟ ଉତ୍ତର ସିକ୍କିମରେ ସେନାଙ୍କର ଏକ ଟ୍ରକ ଭୟଙ୍କର ସଡ଼କ ଦୁର୍ଘଟଣା ହୋଇଛି। ଏହି ଘଟଣାରେ ୪ଜଣ ଯବାନଙ୍କ ମୃତ୍ୟୁ ଘଟିଛି। ଏହି ଟ୍ରକ ରାସ୍ତାରୁ ଖସି ପ୍ରାୟ ୭୦୦ରୁ ୮୦୦ଫୁଟ ଗଭୀର ଖାଲରେ ଖସିପଡିଥିଲା।ସୂଚନା!-->…
Read More...
Read More...
ମହାନଦୀକୁ ଡେଇଁ ଯୁବକଙ୍କ ଆତ୍ମହତ୍ଯା
କଟକ: ଯୋବ୍ରା ବ୍ଯାରେଜ ନିକଟରେ ମହାନଦୀକୁ ଡେଇଁ ଆତ୍ମହତ୍ୟା କଲେ ଯୁବକ। ଯୁବକଙ୍କ ନାମ ମୃତ୍ୟୁଞ୍ଜୟ ମାଣିକ। ତାଙ୍କ ଘର ଭବନେଶ୍ୱର ଭିଏଏସଏସ ନଗର ବୋଲି ଜଣାପଡିଛି। ଅପରାହ୍ନ ୪ ସମୟରେ ଯୋବ୍ରା ବ୍ୟାରେଜ୍ ୭୪ନମ୍ବର ଗେଟ୍ ଉପରୁ ଡେଇଁ ଆତ୍ମହତ୍ଯା କରିଛନ୍ତି ମୃତ୍ଯୁଞ୍ଜୟ।
ତେବେ କେଉଁ!-->!-->!-->…
Read More...
Read More...
ଆରବସାଗରରେ କୋଷ୍ଟଗାର୍ଡ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ : ୩ ନିଖୋଜ
ଗୁଜୁରାଟ: ଭାରତୀୟ ତଟରକ୍ଷୀ ବାହିନୀର ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ। ପୋରବନ୍ଦର ଉପକୂଳ ଆରବସାଗରରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଗୁଜରାଟ ବାତ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଥିବା ଭାରତୀୟ ତଟରକ୍ଷୀ ବାହିନୀର ଏକ ହେଲିକପ୍ଟର ମଙ୍ଗଳବାର ଦୁର୍ଘଟଣାଗ୍ରସ୍ତ ହୋଇଛି।
ଜରୁରୀ ଅବତରଣ!-->!-->!-->…
Read More...
Read More...