Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category
ଘଟଣା ଓ ଦୁର୍ଘଟଣା
କୋରାପୁଟ ମେଡିକାଲ କଲେଜରେ ଅଗ୍ନିକାଣ୍ଡ
କୋରାପୁଟ: କୋରାପୁଟ ମେଡିକାଲ କଲେଜରେ ଶୁକ୍ରବାର ଅପରାହ୍ନରେ ନିଆଁ ଲାଗିଯାଇଛି। ଫଳରେ ମାତୃ ଓ ଶିଶୁ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଥିବା ଚାଇଲ୍ଡ କେୟାର ୟୁନିଟ୍ରେ ନିଆଁ ଲାଗିଯାଇଥିବା ଜଣାପଡ଼ିଛି।ସୂଚନା ଅନୁଯାୟୀ , କୋରାପୁଟସ୍ଥିତ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜରେ ସର୍ଟ ସର୍କିଟ!-->…
Read More...
Read More...
ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା
ବାଲେଶ୍ଵର: ବାଲେଶ୍ୱର ଜିଲା ଆଲୋଏଜ ନିକଟରେ ନିଖୋଜ ନାବାଳିକାଙ୍କର ମୃତଦେହ ଠାବ ହୋଇଛି। ରେମୁଣା ଥାନା ଅଞ୍ଚଳର ଏକ ପରିତ୍ୟକ୍ତ ଘରୁ ଗଳିତ ମୃତଦେହ ଉଦ୍ଧାର ହୋଇଛି। ୩ ଦିନ ତଳୁ ନିଖୋଜ ଥିଲେ ୯ମ ଶ୍ରେଣୀର ଛାତ୍ରୀ। ଦୁଷ୍କର୍ମ ପରେ ହତ୍ୟା ହୋଇଥିବା ଅଭିଯୋଗ ଆଣିଲେ ପରିବାର ଲୋକେ।ସୂଚନା!-->…
Read More...
Read More...
ନେପାଳରେ ନଦୀକୁ ବସ ଖସି ୧୪ ଭାରତୀୟ ମୃତ
ନେପାଳରେ ନଦୀକୁ ବସ ଖସି ୧୪ ଭାରତୀୟଙ୍କ ମୃତ୍ୟୁ ହୋଇଛି। ୪୦ଜଣ ଯାତ୍ରୀଙ୍କୁ ଧରି ପୋଖରାର କାଠମାଣ୍ଡୁକୁ ଯାଉଥିବା ବେଳେ ମାର୍ସିଆଙ୍ଗଡି ନଦୀରେ ବସ୍ଟି ଖସି ପଡିଛି । ଫଳରେ ୧୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ସମସ୍ତ ଯାତ୍ରୀ ଆହତ ହୋଇଛନ୍ତି । ଘଟଣା ସ୍ଥଳରେ ନେପାଳ ସେନା ଦ୍ୱାରା!-->…
Read More...
Read More...
ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଗଞ୍ଜାମ: ଗଞ୍ଜାମ ସମ୍ବରଝୋଳ ଠାରେ ଆଜି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୪ ଜଣ ପ୍ରାଣ ହରାଇଛନ୍ତି। ଦୁର୍ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏ ସହାୟତା!-->…
Read More...
Read More...
ଉତ୍ତରପ୍ରଦେଶରେ ବସ୍ ଓ ପିକ୍ଅପ୍ ଭ୍ୟାନ୍ ମୁହାଁମୁହିଁ ୧୦ ମୃତ,୩୭ରୁ ଉର୍ଦ୍ଧ୍ବ ଆହତ
ଉତ୍ତରପ୍ରଦେଶ: ଉତ୍ତରପ୍ରଦେଶରେ ଘଟିଛି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା, ବସ୍ ଓ ପିକ୍ଅପ୍ ଭ୍ୟାନ୍ ମୁହାଁମୁହିଁ ଧକ୍କାରେ ଚାଲିଗଲା ୧୦ ଜୀବନ।ଏହି ଦୁର୍ଘଟଣାରେ ୩୭ରୁ ଉର୍ଦ୍ଧ୍ବ ଆହତ ହୋଇଛନ୍ତି। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି!-->…
Read More...
Read More...
ମଝି ଚିଲିକାରେ ଫସିଲା ଯାତ୍ରୀବାହି ଡଙ୍ଗା
ବ୍ରହ୍ମଗିରି: ପୁଣି ଚିଲିକା ହ୍ରଦ ମଝିରେ ଫସିଲା ଯାତ୍ରୀବାହି ଡଙ୍ଗା। ପୁରୀ ଜିଲା କୃଷ୍ଣପ୍ରସାଦ ନିକଟ ମଝି ଚିଲିକାରେ ଏକ ଯାତ୍ରୀବାହୀ ଡଙ୍ଗା ରବିବାର ଫସିଯାଇଛି। ଡଙ୍ଗାରେ ଯାନ୍ତ୍ରିକ ତ୍ରୁଟି ଥିବାରୁ ମହିଁସା ନିକଟରେ ଅଟକି ରହିଛି। ଉକ୍ତ ଡଙ୍ଗାରେ ୪୦ରୁ ଉଦ୍ଧର୍ବ ଯାତ୍ରୀ ଥିବା ବେଳେ!-->…
Read More...
Read More...
ବିଭିନ୍ନ ସ୍ଥାନରେ ବଜ୍ରପାତ ଘଟି ୧୦ ମୃତ
ମୟୂରଭଞ୍ଜ: ବଜ୍ରପାତରେ ଚାଲିଗଲା ୧୦ ଜଣଙ୍କ ଜୀବନ।ବିଭିନ୍ନ ସ୍ଥାନରେ ବଜ୍ରାପାତରେ ୧୦ ଜଣଙ୍କ ଜୀବନ ଯାଇଥିବାବେଳେ ୧୭ ଜଣ ଆହତ ହୋଇଥିବା ଜଣାପଡ଼ିଛି। ଆଜି ବଜ୍ରପାତରେ ଦମ୍ପତିଙ୍କ ସମେତ ୧୦ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୟୂରଭଞ୍ଜ, ଭଦ୍ରକ, କେନ୍ଦ୍ରାପଡ଼ା, ଗଞ୍ଜାମ, ଯାଜପୁର,!-->…
Read More...
Read More...
ଘରେ ନିଆଁ ଲାଗି ଭାଇଭଉଣୀଙ୍କର ଶୋଚନୀୟ ମୃତ୍ୟୁ
କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଥାନା ବଳରାମପୁର ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟି ଭାଇଭଉଣୀଙ୍କର ଶୋଚନୀୟ ମୃତ୍ୟୁ ଘଟିଛି। ଘରେ ନିଆଁ ଲାଗି ଜୀବନ୍ତ ଜଳିଯାଇଛନ୍ତି ଭାଇଭଉଣୀ। ଏଥିରେ୧୧ ବର୍ଷୀୟା ଭଉଣୀ ଓ ୯ ବର୍ଷୀୟ ଭାଇର ମୃତ୍ୟୁ ହୋଇଛି। ଏହାଛଡ଼ା ଘରେ ଥିବା ବହୁତ ସାମଗ୍ରୀ!-->…
Read More...
Read More...
ପରଲୋକରେ ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜା
ବରଗଡ଼: ବିଶ୍ଵପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜା ଗୋପାଳ ସାହୁଙ୍କ ପରଲୋକ। ୭୦ ବର୍ଷ ବୟସରେ ଆଜି ତାଙ୍କ ପରଲୋକ ଘଟିଛି। କିଛି ଦିନ ହେବ ସେ ମଧୁମେହ ରୋଗରେ ପୀଡ଼ିତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ୨୫ ବର୍ଷ ଧରି ଧନୁଯାତ୍ରାରେ କଂସ ଭୂମିକାରେ ଅଭିନୟ ସେ ଦର୍ଶକଙ୍କ!-->…
Read More...
Read More...
ପୋଖରୀରେ ବୁଡି ଯୁବକ ମୃତ
କଟକ: କଟକ କାଫଲା ଫାଣ୍ଡି ଅଞ୍ଚଳରେ ଅଲିସା ବଜାରରେ ଥିବା ଏକ ପୋଖରୀରେ ବୁଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ଅଲିସା ବଜାର ଅଞ୍ଚଳର ଅନି (୨୪) ବୋଲି ଜଣାପଡିଛି। ହେଲେ କେଉଁ ପରିସ୍ଥିତିରେ ଯୁବକ ଜଣକ ପାଣିରେ ବୁଡିଗଲେ ତାହା ଜଣାପଡି ନାହିଁ। ଖବର ପାଇ ଅଗ୍ନିଶମ ବାହିନୀ!-->…
Read More...
Read More...