Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ
Browsing Category
ଘଟଣା ଓ ଦୁର୍ଘଟଣା
ବାରିପଦା ବସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ବାରିପଦା: ଆଜି ହାଇଦ୍ରାବାଦରୁ ଗୟା ଯାଉଥିବା ଏକ ବସ୍ ବାରିପଦା ଠାରେ ଦୁର୍ଘଟଣା ଗ୍ରସ୍ତ ହୋଇ ୩ ଜଣ ବ୍ୟକ୍ତି ପ୍ରାଣ ହରାଇବା ଓ ୬ ଜଣ ଗୁରୁତର ଆହତ ହେବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏଥିସହିତ ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା!-->…
Read More...
Read More...
ବସ୍ ଓ ଟ୍ରକ୍ ମୁହାଁମୁହିଁ ଧକ୍କା; ୩ ମୃତ, ୨୦ ଆହତ
ବାରିପଦା: ଶନିବାର ଏକ ବଡ ଦୁର୍ଘଟଣା ଘଟିଛି । ବାରିପଦା ସ୍ଥିତ ବୁଢିଖାମାର ଦେଇଯାଇଥିବା ୧୮ ନମ୍ବର ଜାତୀୟ ରାଜପଥରେ ଏକ ବସ୍ ଓ ଟ୍ରକ୍ ମୁହାଁମୁହିଁ ଧକ୍କା ହେବାରୁ ଦୁର୍ଘଟଣା ଘଟିଛି। ଏଥିରେ ୩ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦ ଜଣ ଗୁରୁତର ଆହତ ହୋଇଛନ୍ତି। ପ୍ରାୟ ସାଢ଼େ ୫ଟାବେଳେ!-->…
Read More...
Read More...
କଟକ ନର୍ସିଂହୋମ୍ରେ ଅଗ୍ନିକାଣ୍ଡ
କଟକ: କଟକର ପୁରୀଘାଟ ଥାନା ନିକଟ ଏକ ଘରୋଇ ନର୍ସିଂହୋମ୍ରେ ଶନିବାର ଅପରାହ୍ନରେ ନିଆଁ ଲାଗିଯାଇଛି। ନର୍ସିଂହୋମ୍ର ତୃତୀୟ ମହଲାରେ ନିଆଁ ଲାଗିଛି। ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ କର୍ମଚାରୀମାନେ ପହଞ୍ଚି ନିଆଁ ଲିଭାଇବା ପାଇଁ ଉଦ୍ୟମ ଜାରି ରଖିଛନ୍ତି। ଏଥିସହିତ ଆଇସିୟୁରେ ଥିବା ରୋଗୀମାନଙ୍କୁ!-->…
Read More...
Read More...
ସପ୍ତମ ବାଟାଲିୟନ ଭିତରେ ସିପାହୀଙ୍କ ଝୁଲନ୍ତା ମୃତଦେହ
ଭୁବନେଶ୍ୱର: ଭୁବନେଶ୍ୱର ସପ୍ତମ ବାଟାଲିୟନ କ୍ୟାମ୍ପସରୁ ଜଣେ ଯବାନଙ୍କ ଝୁଲନ୍ତା ମୃତଦେହ ବୁଧବାର ଜବତ ହୋଇଛି। ମୃତ ଯବାନ ଜଣଙ୍କ ହେଲେ ଦୁର୍ଯ୍ୟୋଧନ ମହାନ୍ତି। ଗଛରେ ରଶି ଲଗାଇ ଦୁର୍ଯ୍ୟୋଧନ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି ।ଦୁର୍ଯ୍ୟୋଧନ୨୦୦୨ ବ୍ୟାଚର ସିପାହୀ ଥିଲେ ।ଭୁବନେଶ୍ୱର ସପ୍ତମ!-->…
Read More...
Read More...
ବାପାର ବୋମା ମାଡ଼ରେ ପୁଅର ମୃତ୍ୟୁ
ଖୋର୍ଦ୍ଧା: ବାପାର ବୋମା ମାଡ଼ରେ ସାନ ପୁଅର ମୃତ୍ୟୁ। ଖୋର୍ଦ୍ଧା ଜିଲା ବାଲୁଗାଁ ବାଣପୁର ଥାନା ସାହାସପୁର ଶାନ୍ତିନଗରରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ବାପାଙ୍କ ବୋମାମାଡ଼ରେ ସାନ ପୁଅର ମୃତ୍ୟୁ ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ଦିବ୍ୟସିଂହ!-->…
Read More...
Read More...
ଷ୍ଟେଜ ଉପରେ ଗୀତ ଗାଉ ଗାଉ ଟଳିପଡିଲେ ଜିଲ୍ଲାପାଳ
ଗଜପତି: ଷ୍ଟେଜ ଉପରେ ଗୀତ ଗାଉ ଗାଉ ଚାଲିଗଲା ଅତିରିକ୍ତ ଜିଲ୍ଲାପାଳଙ୍କ ଜୀବନ।ମୃତ୍ୟୁ କେତେବେଳେ ଆସେ ଜାଣି ହୁଏନି। ଏମିତି ଏକ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲାର ପାରଳାଖେମୁଣ୍ଡିରେ। ଖୁସିର ମାହୋଲରେ ଗୀତ ଗାଉ ଗାଉ ଚାଲି ଯାଇଛି ଜୀବନ। ଗୀତ ବୋଲୁଥିବାବେଳେ ଟଳି ପଡିଛନ୍ତି ଅତିରିକ୍ତ!-->…
Read More...
Read More...
ମୋବାଇଲ ବନ୍ଦ ହୋଇ ଆଇକାର୍ଡ ଲାଗୁ ହେଲେ ସେବାୟତ କଣ୍ଟ୍ରୋଲକୁ ଆସିବେ : ଜଗନ୍ନାଥଙ୍କ ବାଡଗ୍ରାହୀ
ପୁରୀ: କାଲିର ଦିନ ଓଡିଶାବାସୀଙ୍କ ପାଇଁ ଥିଲା ବଡ କଷ୍ଟ ଦାୟକ। ଗୋଟେ ପଟେ କେନ୍ଦ୍ରାପଡାରେ ମହାପ୍ରଭୁ ବଳଭଦ୍ରଙ୍କ ରଥ ଗଡୁନଥିବା ବେଳେ, ପୁରୀରେ ଘଟି ଯାଇଛି କାଲି ଏକ ବଡ଼ ଅଘଟଣ। ଆଡପ ପହଣ୍ଡିବେଳେ ଚାରମାଳ ଉପରେ ମୁହଁ ମାଡି ଖସି ପଡିଛନ୍ତି ବଡ଼ ଠାକୁର ବଳଭଦ୍ର। ଏହି ଘଟଣାରେ ଓଡ଼ିଶାବାସୀ!-->…
Read More...
Read More...
ଗଭୀର ଖାଇରେ ଖସିଲା କାର୍: ୪ ମୃତ, ୨ ଆହତ
ଜମ୍ମୁ : ମଙ୍ଗଳବାର ସନ୍ଧ୍ୟାରେ ଜମ୍ମୁ-କଶ୍ମୀରର କିସ୍ତୱାର ଜିଲ୍ଲାର ଡାଚାନ ଅଞ୍ଚଳରେ ଏକ ମାରୁତି କାର୍ ଗଭୀର ଖାଇରେ ଖସିପଡ଼ିବାରୁ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଆହତ ହୋଇଛନ୍ତି।
ଏହି ଦୁର୍ଘଟଣା ସମ୍ପର୍କରେ ଜମ୍ମୁ-କଶ୍ମୀର!-->!-->!-->…
Read More...
Read More...
ପହଣ୍ଡି ବେଳେ ତଳକୁ ଖସିଗଲେ ମହାପ୍ରଭୁ ବଳଭଦ୍ର
ପୁରୀ: ଆଡପ ପହଣ୍ଡିରେ ଘଟିଛି ବଡ଼ ଅଘଟଣ। ପହଣ୍ଡି ବେଳେ ତଳକୁ ଖସିଗଲେ ମହାପ୍ରଭୁ ବଳଭଦ୍ର। ଠାକୁର ରଥର ସିଂହାସନରୁ ଓହ୍ଲାଇବା ପରେ ଟାହିଆ ଲାଗି ପହଣ୍ଡି ଆରମ୍ଭ ହୋଇଥିଲା। କିନ୍ତୁ ଠାକୁର କିଛିବାଟ ଆସିବା ପରେ ତଳକୁ ଖସି ପଡିଥିଲେ। ପାଖରେ ଥିବା ସେବକମାନେ ଠାକୁରଙ୍କୁ ସିଧା କରିବାକୁ!-->…
Read More...
Read More...
ପ୍ରବଳ ବର୍ଷାରେ ଦବିଲା ଡୁମଡୁମା ଫ୍ଲାଏଓଭର
ଭୁବନେଶ୍ୱର: ଭୁବନେଶ୍ୱରରେ ଦବିଲା ଏନଏଚ ଫ୍ଲାଏଓଭର ରାସ୍ତା। ଭୁବନେଶ୍ୱର ଦେଇ ଯାଇଥିବା ୧୬ ନମ୍ୱର ଜାତୀୟ ରାଜପଥରେ ସୋମବାର ଦିନ ଦବିଯାଇଛି ରାସ୍ତା। ଡୁମଡୁମା ଫ୍ଲାଏଓଭର ରାସ୍ତାଟି ଦବିଯାଇଛି । ପ୍ରବଳ ବର୍ଷା ଫଳରେ ରାସ୍ତାଟି ପ୍ରାୟ ୩ ଫୁଟ ଦବିଯାଇଥିବା ସୂଚନା ମିଳିଛି।
ସୂଚନା!-->!-->!-->…
Read More...
Read More...