Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍ପିଜି ଟ୍ୟାଙ୍କର୍
Browsing Category
ଘଟଣା ଓ ଦୁର୍ଘଟଣା
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ
୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀପୁରୀ: ପୁରୀ ବଡଦାଣ୍ଡ ବଳଗଣ୍ଡି ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବୋଲେରୋ ସ୍କୁଟି ଧକ୍କାରେ ୫ବର୍ଷୀୟ ନାବାଳକର ମୃତ୍ୟୁ ହୋଇଛି। ଅନ୍ୟ ୨ଗୁରୁତର ପୁରୀ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଘଟଣା ସ୍ଥଳରେ ଉତ୍ତେଜନା ଦେଖିବାକୁ ମିଳିଛି।!-->…
Read More...
Read More...
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ରାଇରଙ୍ଗପୁର: ଯାତ୍ରୀବାହୀ ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଚାଲିଗଲା ଜୀବନ। ବସ୍ରେ ପିଟିହୋଇ ତଳେ ପଶିଗଲା ବାଇକ୍। ଘଟଣାସ୍ଥଳରେ୩ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି। ରାଇରଙ୍ଗପୁର ଟାଉନ୍ ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୨୨୦ର ରାଣୀବନ୍ଧ ନିକଟରେ ଏଭଳି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।!-->…
Read More...
Read More...
ନିୟନ୍ତ୍ରଣ ହରାଇ ଘାଇକୁ ଖସିଲା ବସ୍, ୭ମୃତ
ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡର ଅଲମୋଡା ଜିଲ୍ଲାରୁ ଆସିଛି ଏକ ଦୁଃଖଦ ଖବର। ଉତ୍ତରାଖଣ୍ଡ ରେ ଏକ ଭୟଙ୍କର ବସ୍ ଦୁର୍ଘଟଣାରେ ୭ଜଣଙ୍କ ମୃତ୍ୟୁ ହୋଇଛି। ଦୁର୍ଘଟଣାରେ ୧୫ ଜଣ ଆହତ ହୋଇ ନିକଟସ୍ଥ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି।
ସୂଚନା ଅନୁସାରେ, ଅଲମୋରା ଜିଲାରେ ଏକ ଯାତ୍ରୀବାହୀ ବସ!-->!-->!-->…
Read More...
Read More...
ଅଟୋକୁ ଧକ୍କା ଦେଲା ବାଇକ: ଜଣେ ମୃତ, ୪ ଆହତ
ପିପିଲି: ପୁରୀ-ଭୁବନେଶ୍ବର ରାସ୍ତାର ଦାଣ୍ଡମୁକୁନ୍ଦପୁର ଭଗୁଆବାଙ୍କଠାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଅଟୋ-ବାଇକ୍ ମଧ୍ୟରେ ଧକ୍କା ହୋଇ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟପକ୍ଷେ ୫ଜଣ ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।
ସୂଚନା ଅନୁଯାୟୀ, ଦାଣ୍ଡମୁକୁନ୍ଦପୁରରୁ!-->!-->!-->…
Read More...
Read More...
ମାଲଗାଡ଼ି ଟ୍ରେନ ଲାଇନଚ୍ୟୁତ, ନଦୀକୁ ଖସିଲା ଅନେକ ବଗି
ବିହାର: ବିହାରର ଜମୁଇ ଜିଲ୍ଲାରେ ବଡ଼ଧରଣର ଟ୍ରେନ ଦୁର୍ଘଟଣା ଘଟିଛି। ଟେଲୱା ବଜାର ରେଲଓ୍ବେ ହଲ୍ଟ ନିକଟରେ ଆସନସୋଲରୁ ସିମେଣ୍ଟ ନେଇ ଆସୁଥିବା ଏକ ମାଲଗାଡ଼ି ଓଲଟିପଡିଛି। ଦୁର୍ଘଟଣାରେ ଅନେକ ବଗି ଲାଇନଚ୍ୟୁତ ହୋଇଥିବାବେଳେ କିଛି ନଦୀ ତଳକୁ ଖସିଯାଇଛି।ଆସାନସୋଲ ରେଳ ଡିଭଇଜନ ଅନ୍ତର୍ଗତ!-->…
Read More...
Read More...
ସୀତାକୁଣ୍ଡରେ ବୁଡ଼ି ଦୁଇ ଭାଇ ମୃତ
ମୟୂରଭଞ୍ଜ: କାଳ ସାଜିଲା ପିକନିକ। ପିକନିକ ସମୟରେ ଜଳପ୍ରପାତରେ ଗାଧେଇବା ବେଳେ ବୁଡ଼ିଗଲେ ଦୁଇଭାଇ। ମୃତକ ଦ୍ବୟ ଭଦ୍ରକ ଜିଲାର ବୋଲି ଜଣାପଡିଛି। ଉଭୟ ଭାଇଙ୍କ ବୟସ ୪୦ ବର୍ଷ ହେବ ବୋଲି ଅନୁମାନ କରାଯାଉଛି ।ବୁଡ଼ି ଯିବା ନେଇ ଦମକଳବାହିନୀକୁ ଖବର ଦେବା ପରେ ସେମାନେ ଘଟଣାସ୍ଥଳରେ ପହଞ୍ଚି!-->…
Read More...
Read More...
ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା
ଚାନ୍ଦବାଲି: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି। ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଫିଙ୍ଗି ଦେଇଛନ୍ତି। ଏହି ଘଟଣାର ମୁଖ୍ୟ ଅଭିଯୁକ୍ତକୁ ଗିରଫ କରାଯାଇଥିବାବେଳେ ଅନ୍ୟ ୪ ଜଣଙ୍କୁ ସନ୍ଦେହରେ ଅଟକ ରଖାଯାଇଛି।ଏହି ଘଟଣାରେ କଡ଼ା ଆକ୍ସନ!-->…
Read More...
Read More...
ବନ୍ଦ ଘରୁ ମିଳିଲା ମା’ ଓ ଦୁଇ ପୁଅଙ୍କ ମୃତଦେହ
ଢେଙ୍କାନାଳ: ଢେଙ୍କାନାଳ କଣ୍ଟାବଣିଆ ଥାନା ଅସନବଣି ଗାଁରେ ଅଘଟଣ। ଗୋଟିଏ ପରିବାରର ତିନି ଜଣଙ୍କର ମୃତ୍ୟୁ ଘଟିଛି। ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ମା ଓ ଦୁଇ ପୁଅଙ୍କର ମୃତ୍ୟୁ ହୋଇଛି। ଆଜି ସକାଳେ ଗୁରୁତର ଅବସ୍ଥାରେ ଭର୍ତ୍ତି କରାଯାଇଥିଲା।ସୂଚନା ଅନୁସାରେ!-->…
Read More...
Read More...
ଲ୍ୟାଣ୍ଡମାଇନ୍ ବିସ୍ଫୋରଣ; ୨ଯବାନ ଆହତ
ନ୍ୟୁଜ୍ ବ୍ୟୁରୋ: ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ ହୋଇଛି। ରବିବାର ସନ୍ଧ୍ୟାରେ ସରଣ୍ଡା ଜଙ୍ଗଲରେ ନକ୍ସଲ ବିରୋଧୀ ଅଭିଯାନ ସମୟରେ, ନକ୍ସଲମାନେ ଖଞ୍ଜାଯାଇଥିବା ଏକ ଇମ୍ପ୍ରୋଭାଇଜଡ୍ ଏକ୍ସପ୍ଲୋସିଭ୍ ଡିଭାଇସ୍ (ଆଇଇଡି) ବିସ୍ଫୋରଣ ହୋଇଥିଲା। ଏହି ଘଟଣାରେ ସିଆରପିଏଫର!-->…
Read More...
Read More...
ବସ୍-ବାଇକ୍ ମୁହାଁମୁହିଁ, ଦୁଇ ଛାତ୍ର ମୃତ
ରାୟଗଡା: ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ବସ୍- ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ଦୁଇ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ଦୁଇ ଛାତ୍ର ଗୁଡାରି ସୌରା ସାହିର ଦେବେନ୍ଦ୍ର ଶବର (୨୧ ବର୍ଷ) ଏବଂ ଗୁଡାରି ଢେପାଗୁଡା ନିକଟସ୍ଥ ବଡଗୁଡାର ବିଷ୍ଣୁ ଶବର!-->…
Read More...
Read More...