Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
୪୧୦୫ ଅଭିଯୋଗର ସମାଧାନ, ଆସୁଛି ‘ସ୍ପେଶାଲ କ୍ୟାମ୍ପେନ୍ ୬.୦’
କଏଦୀଙ୍କୁ ଅନାବଶ୍ୟକ ମାଡ଼ ମନା, ଜେଲ୍ ୱାର୍ଡେନ୍ଙ୍କୁ ହାଇକୋର୍ଟଙ୍କ ଚେତାବନୀ
ଜମ୍ମୁ-କଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି ପ୍ରସ୍ତାବ ପାରିତ
ଫାସ୍ଟ୍ୟାଗ୍ ବାର୍ଷିକ ପାସ୍ ବ୍ୟବହାରକାରୀ ୧ କୋଟି ଟପିଲେ
ଷଷ୍ଠ ଶ୍ରେଣୀ ପାଇଁ ବି ତୃତୀୟ ଭାଷାରେ ରିହାତି, ସିବିଏସ୍ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ଏନ୍ଡିଏକୁ ଯିବୁନି, ଯିଏ ଆସିବାକୁ ଚାହୁଁଛି ଆମ ସହ ଆସୁ: ଶରଦ ପାୱାର
୧୦ ବର୍ଷରେ ତମାଖୁଜାତ ଦ୍ରବ୍ୟରୁ ୭୩୪୬ କୋଟି ଟିକସ ଆଦାୟ
ୟୁପିଆଇ ଚାର୍ଜକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ମତ
ଏଆଇ ଉପରେ ଲାଗୁ ହେଉ ନିୟନ୍ତ୍ରଣ, ନଚେତ ଭୟଙ୍କର ପରିଣାମ: ବିଲ୍ ଗେଟ୍ସ
ପଞ୍ଚମ ଦିନରେ ବି ଥମିଲାନି ଖଣି ଆଇନ ତାତି, ହଟ୍ଟଗୋଳରେ ଗୃହ ମୁଲତବୀ
Browsing Category
ଘଟଣା ଓ ଦୁର୍ଘଟଣା
ଗାଧୋଇବା ବେଳେ ଭାସିଗଲେ ୩ ସାଙ୍ଗ
ଅନୁଗୁଳ: ଅନୁଗୁଳ ଜିଲ୍ଲା ତାଳଚେରରେ ବ୍ରାହ୍ମଣୀ ନଦୀରେ ଗାଧୋଇବା ବେଳେ ଏକ ଅଭାବନୀୟ ଅଘଟଣ ଘଟିଛି। ଗଭୀର ପାଣି ସ୍ରୋତରେ ଭାସିଯାଇ ତିନି ଜଣ ସାଙ୍ଗ ବୁଡ଼ିଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଅନ୍ୟ ଦୁଇ ଜଣଙ୍କୁ ଖୋଜିବା ପାଇଁ ଉଦ୍ଧାରକାର୍ଯ୍ୟ ଜାରି!-->…
Read More...
Read More...
ଦିଗପହଣ୍ଡି ସଡ଼କ ଦୁର୍ଘଟଣା
ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା ଘୋଷଣା
ଗଞ୍ଜାମ: ଗଞ୍ଜାମ ଜିଲ୍ଲାର ଦିଗପହଣ୍ଡି ଅଞ୍ଚଳରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଦୁଇ ଜଣଙ୍କ ପରିବାର ପାଇଁ ରାଜ୍ୟ ସରକାର ସହାୟତା ଘୋଷଣା କରିଛନ୍ତି। ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠି!-->!-->!-->…
Read More...
Read More...
ମଣିପୁରରେ ପୁଣି ରକ୍ତପାତ: ଗୁଳିମାଡ଼ରେ ୩ ଗ୍ରାମବାସୀ ମୃତ
ମଣିପୁର: ହିଂସାକ୍ଲିଷ୍ଟ ମଣିପୁରରେ ପୁଣି ଥରେ ରକ୍ତପାତ ଘଟିଛି। ଶୁକ୍ରବାର ଭୋର ସମୟରେ କାଙ୍ଗପୋକପି ଜିଲାରେ ଲୋଇବୋଲ୍ ଗ୍ରାମରେ କିଛି ଅଜ୍ଞାତ ସଶସ୍ତ୍ର ଦୁର୍ବୃତ୍ତଙ୍କ ଆକ୍ରମଣରେ ୩ ଜଣ ଗ୍ରାମବାସୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଘର ପୋଡ଼ି ପାଉଁଶ ହୋଇଯାଇଛି। ଏହି ଘଟଣା ପରେ ଅଞ୍ଚଳରେ!-->…
Read More...
Read More...
ଟ୍ରକ ପଛରେ ପିଟିଲା ଯାତ୍ରୀବାହୀ ବସ
ଅନୁଗୁଳୁ: ଅନୁଗୁଳୁ ଜିଲ୍ଲାର ହଣ୍ଡପା ଥାନା ଅନ୍ତର୍ଗତ ବଇଣ୍ଡା ଅଞ୍ଚଳର ଲୁହାମଣ୍ଡା ଓଭରବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା କୋଇଲା ବୋଝେଇ ଟ୍ରକକୁ ପଛପଟୁ ଧକ୍କା ଦେବାରୁ ବସର ହେଲପରଙ୍କ ମୃତ୍ୟୁ ଘଟିଥିବା ବେଳେ!-->…
Read More...
Read More...
ଦିଲ୍ଲୀ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ
ନୂଆ ଦିଲ୍ଲୀ: ଦକ୍ଷିଣ ଦିଲ୍ଲୀର ମାଲବ୍ୟ ନଗର ଅଞ୍ଚଳର ଏକ ହୋଟେଲରେ ବୁଧବାର ସକାଳେ ଘଟିଥିବା ଭୟାବହ ଅଗ୍ନିକାଣ୍ଡରେ ଅତିକମରେ ୨୧ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୪୦ରୁ ଅଧିକ ଲୋକଙ୍କୁ ଉଦ୍ଧାର କରାଯାଇଛି। ଘନ ଧୂଆଁ ଓ ନିଆଁରେ ହୋଟେଲଟି ଆବୃତ ହୋଇଯିବାରୁ ଅତିଥିମାନଙ୍କ ମଧ୍ୟରେ ଆତଙ୍କ!-->…
Read More...
Read More...
କଲେଜ ଛାତ୍ରାବାସରେ ବିଟେକ୍ ଛାତ୍ରଙ୍କ ଆତ୍ମହତ୍ୟା
ଭୁବନେଶ୍ବର: ଭୁବନେଶ୍ୱରର ଚନ୍ଦକା ଥାନା ଅନ୍ତର୍ଗତ ମେଣ୍ଢାଶାଳ ଫାଣ୍ଡି ଅଧୀନ ଛତାବର ଅଞ୍ଚଳର ଏକ ଘରୋଇ ବୈଷୟିକ ଶିକ୍ଷାନୁଷ୍ଠାନରେ ଜଣେ ବିଟେକ୍ ପ୍ରଥମ ବର୍ଷର ଛାତ୍ର ଆତ୍ମହତ୍ୟା କରିଥିବା ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତ ଛାତ୍ର ହେଲେ ସୁବାଶିଷ ପରିଜିତ। ତାଙ୍କ ଘର କେନ୍ଦ୍ରାପଡା!-->…
Read More...
Read More...
ମିକ୍ସର ମେସିନ ସହ ଓଲଟିଲା ପିକଅପ
ନ୍ୟୁଜ୍ ବ୍ୟୁରୋ: ରାଜନଗର ବ୍ଲକ ଡେରା ପଞ୍ଚାୟତ ଅଞ୍ଚଳରେ ଏକ ଦୁର୍ଘଟଣାରେ ମିକ୍ସର ମେସିନ ସହ ପିକଅପ ଗାଡ଼ି ଓଲଟି ପଡ଼ିବାରୁ ୨ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଗୋଖଣି ଗ୍ରାମରେ ଛାତ ପକାଇବା କାମ ସାରି ଶ୍ରମିକମାନେ ମିକ୍ସର ମେସିନ ସହ ପିକଅପରେ!-->…
Read More...
Read More...
ବାଣପୁରରେ ଭୟାବହ ଅଗ୍ନିକାଣ୍ଡ
୭ ପରିବାରର ୧୪ ବଖରା ଘର ପୋଡ଼ି ଛାରଖାର
ନ୍ୟୁଜ୍ ବ୍ୟୁରୋ: ବାଣପୁର ବ୍ଲକର ନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ସରନଇ ମାଣେତ୍ରୀ ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟି ୭ଟି ପରିବାରର ୧୪ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡରେ ଘରେ ଥିବା ଗୁରୁତ୍ୱପୂର୍ଣ୍ଣ ସାମଗ୍ରୀ ସହ ଲକ୍ଷାଧିକ ଟଙ୍କାର!-->!-->!-->…
Read More...
Read More...
ଚୀନ୍ କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ
ଚୀନ୍: ଉତ୍ତର ଚୀନର ଶାଂସି ପ୍ରଦେଶରେ ଥିବା ଏକ କୋଇଲା ଖଣିରେ ଭୟଙ୍କର ଗ୍ୟାସ ବିସ୍ଫୋରଣ ଘଟି ପ୍ରାୟ ୯୦ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଲୋକ ଏପର୍ଯ୍ୟନ୍ତ ନିଖୋଜ ଅଛନ୍ତି। ଚାଙ୍ଗଝି ସହରର କିନୟୁଆନ କାଉଣ୍ଟିରେ ଅବସ୍ଥିତ ଲିଉସେନୟୁ କୋଇଲା ଖଣିରେ ଶୁକ୍ରବାର ରାତିରେ ଏହି ବଡ଼!-->…
Read More...
Read More...
ମୁମ୍ବଇ-ପୁଣେ ଏକ୍ସପ୍ରେସୱେରେ ସୁପ୍ରିୟା ସୁଲେଙ୍କ କାର୍କୁ ଧକ୍କା
ମୁମ୍ବଇ: ଲୋକସଭା ସାଂସଦ ଏବଂ ଏନ୍ସିପିର କାର୍ଯ୍ୟକାରୀ ସଭାପତି ସୁପ୍ରିୟା ସୁଲେ ଏକ ବଡ଼ ସଡ଼କ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଶନିବାର ସେ ମୁମ୍ବଇରୁ ପୁଣେ ଯାଉଥିବାବେଳେ ମୁମ୍ବଇ-ପୁଣେ ଏକ୍ସପ୍ରେସୱେରେ ଏକ ଅଜଣା ଗାଡି ତାଙ୍କ କାର୍କୁ ଧକ୍କା ଦେଇଥିଲା। ଘଟଣାବେଳେ ସୁପ୍ରିୟା!-->…
Read More...
Read More...