ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category

ଘଟଣା ଓ ଦୁର୍ଘଟଣା

କାଠମାଣ୍ଡୁ ବିମାନରେ ଅଗ୍ନିକାଣ୍ଡ

କାଠମାଣ୍ଡୁ: କାଠମାଣ୍ଡୁର ତ୍ରିଭୁବନ ଅନ୍ତର୍ଜାତୀୟ ବିମାନରେ ଘଟିଛି ବଡ ଧରଣର ଅଗ୍ନିକାଣ୍ଡ । ନେପାଳର କାଠମାଣ୍ଡୁର ତ୍ରିଭୁବନ ଅନ୍ତର୍ଜାତୀୟ ବିମାନବନ୍ଦର (ଟିଆଇଏ)ରେ ଉଡ଼ାଣ ଭରିବା ସମୟରେ ସୌରିଆ ଏୟାରଲାଇନ୍ସର ଏକ ବିମାନ ୯ଏନ୍-ଏଏମଇ (ସିଆରଜେ ୨୦୦) ଦୁର୍ଘଟଣାଗ୍ରସ୍ତ ହୋଇଛି। ଟେକ୍‌ ଅଫ୍‌
Read More...

ଯୁଦ୍ଧ ଜାହାଜରେ ନିଆଁ, ଜଣେ ନାବିକ ନିଖୋଜ

ମୁମ୍ବାଇ: ମୁମ୍ବାଇର ନୌସେନା ଡକ୍ୱାର୍ଡରେ ମରାମତି ଚାଲିଥିବା ଏକ ଭାରତୀୟ ନୌସେନା ଯୁଦ୍ଧ ଜାହାଜରେ ନିଆଁ ଲାଗିଯାଇଛି। ଏହି ଘଟଣାରେ ଜଣେ ଜୁନିଅର ନାବିକ ନିଖୋଜ ଅଛନ୍ତି ଏବଂ ଉଦ୍ଧାରକାରୀ ଦଳ ତାଙ୍କୁ ଖୋଜୁଥିବା ନେଇ ସେନା ପକ୍ଷରୁ ସୂଚନା ମିଳିଛି। ଯୁଦ୍ଧ ଜାହାଜ ଆଇଏନଏସ ବ୍ରହ୍ମପୁତ୍ରରେ
Read More...

ଏକ୍ସପାଏରୀ ଆଇରନ୍‌ ବଟିକା ଖାଇ ୩୦ ଛାତ୍ରୀଛାତ୍ର ଅସୁସ୍ଥ

ଜଗତସିଂହପୁର: ଏକ୍ସପାଏରୀ ବଟିକା ଖାଇ ୩୦ ଛାତ୍ରୀଛାତ୍ର ଅସୁସ୍ଥ। ଜଗତସିଂହପୁର ଜିଲା ଅଠରବାଙ୍କି ତଳଗଡ଼ ଯୁପି ସ୍କୁଲରେ ସୋମବାର ଏହି ଅଘଟଣ ଘଟିଛି। ସ୍କୁଲରେ ଦିଆଯାଇଥିବା ଆଇରନ୍‌ ବଟିକା ଖାଇ ୩୦ରୁ ଅଧିକ ଛାତ୍ରୀଛାତ୍ର ଅସୁସ୍ଥ ହୋଇପଡିଛନ୍ତି। ଅସୁସ୍ଥ ଛାତ୍ରୀଛାତ୍ରଙ୍କୁ ସ୍ଥାନୀୟ
Read More...

ଉତ୍ତରାଖଣ୍ଡରେ ଭୂସ୍ଖଳନ ଘଟି ୩ ମୃତ ୮ ଆହତ

ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଜିଲ୍ଲାର ଚିଡୱାସା ନିକଟରେ ରବିବାର ଦିନ ହୋଇଥିବା ଭୂସ୍ଖଳନରେ ତିନି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୮ ଜଣ ଆହତ ହୋଇଛନ୍ତି।ରାଜ୍ୟ ବିପର୍ଯ୍ୟୟ ମୁକାବିଲା ଫୋର୍ସ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ତୁରନ୍ତ ଉଦ୍ଧାର କରିଥିଲେ। ମୃତ୍ୟୁବରଣ
Read More...

ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ

ଭୁବନେଶ୍ବର: ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ ଘଟିଛି। କଟକ ଏସସିବି ମେଡିକାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ୭୦ ବର୍ଷ ବୟସରେ ସେ ଆଖି ବୁଜିଛନ୍ତି। ଗତ ୧୮ ତାରିଖରୁ ଅସୁସ୍ଥତା କାରଣରୁ କଟକ ଏସସିବିରେ ଭର୍ତ୍ତି ହୋଇଥିବା ବେଳେ ଆଜି ସକାଳେ ତାଙ୍କର ହୃଦଘାତ ଘଟିଥିଲା।
Read More...

ଅନ୍ଧବିଶ୍ୱାସର କରୁଣା ପରିଣତି: ଯୁବତୀଙ୍କ ମୁଣ୍ଡରୁ ବାହାରିଲା ୭୦ଟି ଛୁଞ୍ଚି

ବଲାଙ୍ଗୀର: ଅନ୍ଧବିଶ୍ୱାସର କରୁଣା ପରିଣତି। ଅନ୍ଧ ବିଶ୍ୱାସର ପରିଣତି କେତେ ଯେ ଭୟଙ୍କର ହୋଇପାରେ ବଲାଙ୍ଗୀର ଦେଖିବାକୁ ମିଳିଛି। ଯୁବତୀଙ୍କ ମୁଣ୍ଡ ଭିତରେ ଥିଲା ମେଞ୍ଚାଏ ଛୁଞ୍ଚି। ଅପରେସନ କରି ମୁଣ୍ଡରୁ ଏକାଥରକେ ୭୦ଟି ଛୁଞ୍ଚି ବାହାର କଲେ ଡାକ୍ତର। ସମସ୍ତଙ୍କୁ ହତବାକ୍ କରିଦେବା ଭଳି ଏହି
Read More...

ବ୍ଲାକରୋଜ ଜାହାଜ ବୁଡ଼ିବା ଘଟଣାର ସିବିଆଇ ତଦନ୍ତ ଦାବିକଲେ ସୂଚନା ଅଧିକାର କର୍ମୀ

ପାରାଦୀପ: ବ୍ଲାକରୋଜ ଜାହାଜ ବୁଡ଼ିବା ଘଟଣାକୁ ଦୀର୍ଘ ୧୫ ହୋଇଥିଲେ ମଧ୍ୟ ଆଜି ଯାଏ ଏହାର ମାଲିକ କିଏ ? ଜାହାଜଟି ଲୁହାପଥର ନେଇ କେଉଁଠିକି ଯାଉଥିଲା? ଲୁହାପଥର କେଉଁଠୁ ଆସିଥିଲା? ଏସବୁ ଉପରୁ ପରଦା ଉଠି ପାରିନି। ଏବେ ବ୍ଲାକରୋଜ ଜାହାଜ ବୁଡ଼ିବା ଘଟଣାର ସିବିଆଇ ତଦନ୍ତ ଦାବି ହେଉଛି ।
Read More...

ଜଗତପୁରରୁ ନକଲି ଚା’ ପତି କାରଖାନା ଠାବ

କଟକ: ବେଆଇନ ସରକାରୀ ଜମି ଜବରଦଖଲ ଉଚ୍ଛେଦ ଚାଲିଥିବା ବେଳେ କଟକ ଜଗତପୁର ଲକ୍ଷ୍ମଣପୁରରେ ନକଲି ଚା’ ପତି କାରଖାନା ଠାବ। ବିପୁଳ ପରିମାଣ ଚା’ ପତି ସହ ମେସିନ ଜବତ କଲା ସିଏମସି ଟିମ୍। ସୂଚନା ଅନୁସାରେ, ଦୀର୍ଘ ଦିନ ଧରି ଜଗତପୁର ଲକ୍ଷ୍ମଣପୁର କେନାଲ ବନ୍ଧରେ ଠାରେ ଥିବା ଏକ ନିର୍ଜନ
Read More...

ଲାଇନଚ୍ୟୁତ ହୋଇଛି ଚଣ୍ଡିଗଡ଼-ଦିବ୍ରୁଗଡ଼ ଏକ୍ସପ୍ରେସ

ଉତ୍ତରପ୍ରଦେଶ: ପୁଣି ଏକ ଟ୍ରେନ ଦୁର୍ଘଟଣା। ୪ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଉତ୍ତରପ୍ରଦେଶର ଗୋଣ୍ଡାରେ ଗୁରୁବାର ଦ୍ୱିପହରରେ ପୁଣି ଏକ ଟ୍ରେନ୍ ଦୁର୍ଘଟଣା ଦେଖିବାକୁ ମିଳିଛି। ଗୋରଖପୁର ଦେଇ ଚଣ୍ଡୀଗଡରୁ ଆସାମର
Read More...

ଅଭିଯୋଗ କରିବାରୁ ନର୍ସଙ୍କୁ ଅଫିସ ରୁମରେ ବନ୍ଦ କଲେ ହାଉସ ସର୍ଜନ

କଟକ; କଟକ ବଡ଼ ଡାକ୍ତରଖାନାରେ ହାଉସ ସର୍ଜନଙ୍କୁ ଦାଦାଗିରି କରୁଥିବାର ଦୃଶ୍ୟ ଦେଖିବାକୁ ମିଳିଛି। ଏହି ମନମୁଖୀ କାମ ଯୋଗୁ କଟକ ଏସିବି ମେଡିକାଲରେ ରୋଗୀସେବା ବାଧାପ୍ରାପ୍ତ ହୋଇଛି। ଅଧୀକ୍ଷକଙ୍କ କାର୍ଯ୍ୟାଳୟ ଆଗରେ ହାଉସ ସର୍ଜନ ଏବଂ ନର୍ସ ଧାରଣା ଦେଇଛନ୍ତି। ମେଡିଶିନ ୱାର୍ଡରେ ଜଣେ
Read More...