ପ୍ରମୁଖ ଖବର

ଅକ୍ଟୋବର-ଡିସେମ୍ବରରେ ବଢ଼ିପାରେ ରେପୋ ରେଟ୍‌, ମହଙ୍ଗା ତେଲ ନେଇ ଚିନ୍ତା
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି, ବିଶ୍ୱ ମଞ୍ଚରେ ଓଡ଼ିଶାର ସ୍ୱାଦ
ନୂଆଦିଲ୍ଲୀରେ ବିଶ୍ୱ ନେତାଙ୍କ ସମାଗମ, ଆରମ୍ଭ ହେଲା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ
ଦିଲ୍ଲୀର ନିର୍ମାଣ ଶ୍ରମିକଙ୍କୁ ମିଳିବ ମାଗଣା ଚିକିତ୍ସା, ସ୍ୱାସ୍ଥ୍ୟ ଯୋଜନାକୁ ଉପରାଜ୍ୟପାଳଙ୍କ ମଞ୍ଜୁରି
ଦିଲ୍ଲୀର ନେତା-ଅଧିକାରୀଙ୍କ ସମ୍ପତ୍ତି ସାର୍ବଜନୀନ କରାଯାଉ: କିରଣ ବେଦୀ
Browsing Category

ଘଟଣା ଓ ଦୁର୍ଘଟଣା

ବରିଷ୍ଠ ସାମ୍ବାଦିକ ପ୍ରଦୀପ ମହାପାତ୍ରଙ୍କ ପରଲୋକ

ଭୁବନେଶ୍ବର: ବରିଷ୍ଠ ସାମ୍ବାଦିକ ତଥା ପ୍ରଫେସର୍ ପ୍ରଦୀପ ମହାପାତ୍ରଙ୍କ ପରଲୋକ । ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସାମ୍ବାଦିକ ବିଭାଗର ପୂର୍ବତନ ଏଚଓଡି ଥିଲେ ପ୍ରଦୀପ ମହାପାତ୍ର। ୬୯ ବର୍ଷରେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ତାଙ୍କର ଦେହାନ୍ତ ହୋଇଛି। ଗତକାଲି ରାତ୍ର ୨.୧୦ ମିନିଟରେ
Read More...

ବାଦଲ ଫଟା ବର୍ଷାରେ ହିମାଚଳପ୍ରଦେଶ ଓ ଉତ୍ତରାଖଣ୍ଡରେ ୧୩ ମୃତ

ଉତ୍ତରାଖଣ୍ଡ: କେରଳ ଓ୍ବାୟନାଡ ପରେ ଏବେ ଉତ୍ତର ଭାରତରେ ପ୍ରକୃତି ତାର ତାଣ୍ଡବ ରଚିଛି। ମଣିଷ ପାଇଁ ଦାଉ ସାଧୁଛି ପ୍ରାକୃତିକ ଦୁର୍ବିପାକ। ହିମାଚଳପ୍ରଦେଶ ଓ ଉତ୍ତରାଖଣ୍ଡରେ ଦେଖିବାକୁ ମିଳିଛି ଜଳ ପ୍ରଳୟ। ଉଭୟ ସ୍ଥାନରେ ବାଦଲ ଫଟା ବର୍ଷା ଯୋଗୁ ଭୟାନକ ଜଳ ପ୍ରଳୟ ପରିସ୍ଥିତି ସୃଷ୍ଟି ହୋଇଛି।
Read More...

କେରଳ ଭୂସ୍ଖଳନରେ ଓଡ଼ିଆ ଡାକ୍ତର ବିଷ୍ଣୁ ପ୍ରସାଦ ମୃତ

କେରଳ: କେରଳ ଭୂସ୍ଖଳନରେ ଓଡ଼ିଆ ଡାକ୍ତର ବିଷ୍ଣୁ ପ୍ରସାଦ ଚିନାରାଙ୍କ ମୃତ୍ୟୁ ହୋଇଛି। ଡାକ୍ତର ବିଷ୍ଣୁ ପ୍ରସାଦଙ୍କ ମୃତଦେହ ମିଳିଥିବା ନେଇ ସୂଚନା ଦେଇଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। କେରଳ ଓ୍ବାୟନାଡରେ ହୋଇଥିବା ଭୂସ୍ଖଳନରେ ଏପର୍ଯ୍ୟନ୍ତ ୧୫୮ଜଣଙ୍କ
Read More...

କେରଳର ଓ୍ବାୟାନାଡରେ ଭୁସ୍ଖଳନ , ୧୦୬ ମୃତ

କେରଳ: କେରଳର ଓ୍ବାୟାନାଡ ଜିଲ୍ଲା ମେପ୍ପଡି ନିକଟସ୍ଥ ପାହାଡିଆ ଅଞ୍ଚଳରେ ଭୁସ୍ଖଳନ। କିଛି ସମୟ ବ୍ୟବଧାନରେ ଏକାଧିକ ସ୍ଥାନରେ ଭୁସ୍ଖଳନ ଘଟିଛି। ଏଥିରେ ୧୦୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏବେବି ୧୦୦ରୁ ଅଧିକ ମାଟି ତଳେ ଫସିରହିଥିବା ନେଇ ଆଶଙ୍କା କରାଯାଉଛି। ସେପଟେ ପାଖାପାଖି ୪୦୦ ଘର
Read More...

ପାଣିରେ ବୁଡି ୩ ଶିଶୁ ମୃତ

କେନ୍ଦୁଝର: କେନ୍ଦୁଝର ଜିଲା ହାଟଡିହି ବ୍ଲକ ପଡିଆରପଲ୍ଲୀ ପଞ୍ଚାୟତ ଆତ୍ରୁକଣା ଗ୍ରାମ ଡାହିସାହିରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ମୋରମ୍‌ ଗାଡିଆରେ ବୁଡି ୩ଜଣ ଶିଶୁଙ୍କ ମୃତ୍ୟୁ ଘଟିଛି। ସେମାନେ ସମସ୍ତେ ନାବାଳିକା ବୋଲି ଜଣାପଡିଛି। ମିଳିଥିବା ସୂଚନା ମୁତାବକ, ଆତ୍ରୁକଣା ଗ୍ରାମ
Read More...

ରାଜଧାନୀରେ ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ

ଭୁବନେଶ୍ବର: ରାଜଧାନୀରେ ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ। ମଞ୍ଚେଶ୍ବର ଷ୍ଟେସନ ୟାର୍ଡରେ ଗତକାଲି ମଧ୍ୟରାତ୍ରିରେ ଏକ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ ହୋଇଛି। ରାତି ପ୍ରାୟ ୧ଟା ୩୫ ମିନିଟରେ ଏହି ଅଘଟଣ ଘଟିଥିବା ରେଲବାଇ ପକ୍ଷରୁ ସୂଚନା ଦିଆଯାଇଛି। ରେଳଧାରଣାରୁ ୮ ବଗି ଖସିପଡ଼ିଛି। ଫଳରେ
Read More...

କୋଚିଂ ସେଣ୍ଟରରେ ସ୍ଵେରେଜ ପାଣି ପଶିଯିବାରୁ ୩ ଛାତ୍ର ମୃତ

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ଘଟିଛି ଏକ ହୃଦୟ ବିଦାରକ ଘଟଣା। ଦିଲ୍ଲୀର ଏକ କୋଚିଂ ସେଣ୍ଟରର ବେସମେଣ୍ଟରେ ସ୍ଵେରେଜ ପାଣି ପଶିଯିବାରୁ ୩ ଛାତ୍ରଙ୍କର ମୃତ୍ୟୁ ହୋଇଥିବା ବେଳେ କିଛି ଛାତ୍ର ଭାସିଯାଇଛନ୍ତି। ଘଟଣାସ୍ଥଳରେ ଏନଡିଆରଏଫ ଟିମ୍ ପହଞ୍ଚି ମୃତଦେହକୁ ଉଦ୍ଧାର କରିବା ସହ ଅନ୍ୟ ନିଖୋଜ
Read More...

ପାଣି ଉଠାଇବା ବେଳେ ବୁଡ଼ିଗଲେ ଦୁଇ କାଉଡ଼ିଆ

କଟକ: କଟକ ଗଡଗଡିଆ ଘାଟରେ ଘଟିଛି ଏକ ଅଘଟଣ। କାଲି ଶ୍ରାବଣ ମାସର ଦ୍ୱିତୀୟ ସୋମବାର। ଏନେଇ ରବିବାର ନଦୀ, ପୋଖରୀ ଘାଟରୁ ପାଣି ଉଠାଇ ମହାଦେବଙ୍କ ନିକଟରେ ଜଳ ଲାଗି କରିବାକୁ ସବୁଠି କାଉଡିଆଙ୍କ ଭିଡ଼ ଜମିଛି। ଏଭଳି ସ୍ଥିତିରେ କଟକ ଗଡ଼ଗଡ଼ିଆ ଘାଟରେ ମଧ୍ୟ କାଉଡିଆଙ୍କ ଭିଡ଼ ଲାଗିଛି।
Read More...

ରାସ୍ତାକଡ଼ରୁ ନବଜାତ ଶିଶୁକନ୍ୟା ଉଦ୍ଧାର

ଧାମରା: ଧାମରା ଥାନା କରଞ୍ଜମାଳ ପଞ୍ଚାୟତ ରାସ୍ତାକଡ଼ରୁ ଉଦ୍ଧାର ହେଲା ନବଜାତ ଶିଶୁ କନ୍ୟା। ଉଦ୍ଧାର ପରେ ମେଡିକାଲରେ ଭର୍ତ୍ତି କଲେ ସ୍ଥାନୀୟ ଲୋକେ। କରଞ୍ଜମାଳ ଅଞ୍ଚଳରେ ରାସ୍ତା କଡରେ ଏକ ଶିଶୁ ପଡିଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ । ପରେ ଏହା ଏକ ନବଜାତ ଶିଶୁ କନ୍ୟା ଜଣାପଡିଥିଲା
Read More...

କାଠମାଣ୍ଡୁ ବିମାନରେ ଅଗ୍ନିକାଣ୍ଡ

କାଠମାଣ୍ଡୁ: କାଠମାଣ୍ଡୁର ତ୍ରିଭୁବନ ଅନ୍ତର୍ଜାତୀୟ ବିମାନରେ ଘଟିଛି ବଡ ଧରଣର ଅଗ୍ନିକାଣ୍ଡ । ନେପାଳର କାଠମାଣ୍ଡୁର ତ୍ରିଭୁବନ ଅନ୍ତର୍ଜାତୀୟ ବିମାନବନ୍ଦର (ଟିଆଇଏ)ରେ ଉଡ଼ାଣ ଭରିବା ସମୟରେ ସୌରିଆ ଏୟାରଲାଇନ୍ସର ଏକ ବିମାନ ୯ଏନ୍-ଏଏମଇ (ସିଆରଜେ ୨୦୦) ଦୁର୍ଘଟଣାଗ୍ରସ୍ତ ହୋଇଛି। ଟେକ୍‌ ଅଫ୍‌
Read More...