ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍
Browsing Category

ଘଟଣା ଓ ଦୁର୍ଘଟଣା

ଟ୍ୟାଙ୍କରକୁ ପିଟିଲା ବୋଲେରୋ, ୩ମୃତ

କଟକ: ଡିଭାଇଡର୍ ଭାଙ୍ଗି କଣ୍ଟେନର୍ ସହ ପିଟିହେଲା ବୋଲେରୋ। ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ, ୨ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରି କଟକ ବଡ଼ ମେଡିକାଲକୁ ପଠାଯାଇଛି। କଟକଜିଲ୍ଲା ଟାଙ୍ଗୀ ଥାନା ଅନ୍ତର୍ଗତ ବଇଁଚୁଆ ରଜକଣା ଛକରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା
Read More...

ଟ୍ରକକୁ ଧକ୍କା ଦେଲା ଆମ୍ବୁଲାନ୍ସ, ଜଣେ ମୃତ ଓ ୫ଗୁରୁତର

ସମ୍ବଲପୁର: ଶନିବାର ଦିନ ସମ୍ବଲପୁର ଜିଲ୍ଲାର ରେଢାଖୋଲ ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଏକ ବାଲି ବୋଝେଇ ଟ୍ରକୁ ଧକ୍କା ଦେଲା ଆମ୍ବୁଲାନ୍ସ। ଏହି ଦୁର୍ଘଟଣାରେ ଆମ୍ବୁଲାନ୍ସ କର୍ମଚାରୀ ଆଟେଡାଣ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ ପାଞ୍ଚ ଜଣ ଗୁରୁତର ଆହତ
Read More...

ଦୁବାଇ ଏୟାର ସୋରେ ତେଜସ୍‌ ବିମାନ ଦୁର୍ଘଟଣା ଗ୍ରସ୍ତ

ଦୁବାଇ: ଦୁବାଇ ଏୟାର ଶୋ’ ବେଳେ ଘଟିଛି ଏକ ବଡ଼ ଅଘଟଣ। ଏୟାର ଶୋ’ରେ ଭାଗ ନେଇଥିବା ଭାରତୀୟ ବାୟୁସେନାର ତେଜସ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ପାଇଲଟଙ୍କ ମୃତ୍ୟୁ ହୋଇଛି। ଆକାଶରେ ତେଜସ ଯୁଦ୍ଧ ବିମାନ ନିଜର ରଣକୌଶଳ ଦେଖାଉଥିବା ବେଳେ ହଠାତ ଭୂମିରେ ଧକ୍କା ଖାଇଥିଲା
Read More...

ଫୁଲ ତୋଳିବା ବେଳେ ବିଦ୍ୟୁତ ଆଘାତରେ ଯୁବକ ମୃତ

ବାଲେଶ୍ୱର: ଫୁଲ ତୋଳିବା ହେଲା କାଳ। ପଡ଼ୋଶୀଙ୍କ ବାଡ଼ିକୁ ଫୁଲ ତୋଳିବାକୁ ଆସି ଚାଲିଗଲା ଯୁବକଙ୍କ ଜୀବନ। ଫୁଲ ତୋଳିବାକୁ ଯାଇଥିବା ବେଳେ ବିଦ୍ୟୁତ ଆଘାତ ଲାଗିବାରୁ ଯୁବକଙ୍କର ମୃତ୍ୟୁ ହୋଇଛି। ବାଲେଶ୍ୱର ଜିଲ୍ଲା ନୀଳଗିରି ଏନଏସି ୫ ନମ୍ବର ଓ୍ବାର୍ଡ ଅଧିନ ସାନଅତା ଗାଁରେ ଘଟିଛି ଏଭଳି
Read More...

ବାଂଲାଦେଶରେ ଭୂମିକମ୍ପ

ବାଂଲାଦେଶ: ବାଂଲାଦେଶରେ ତୀବ୍ର ଭୂମିକମ୍ପ। ଆଜି ସକାଳେ ବାଂଲାଦେଶର ନରସିଙ୍ଗଡିରେ ତୀବ୍ର ଭୂମିକମ୍ପ ଅନୁଭୂତ ହୋଇଥିବା ବେଳେ କୋଲକାତା ସମେତ ପଶ୍ଚିମବଙ୍ଗର ଅନେକ ଜିଲ୍ଲାରେ ମଧ୍ୟ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲ ଏହାର ତୀବ୍ରତା ୫.୭ ମାପିଥିଲା। ଭୂମିକମ୍ପର
Read More...

ଘରୋଇ ମେସରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଜଗତସିଂହପୁର: ଜଗତସିଂହପୁରର ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ୍ ନିକଟସ୍ଥ ଏକ ଘରୋଇ ମେସରୁ ମଙ୍ଗଳବାର ଦିନ ଜଣେ କଲେଜ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ନାମ ଓମ୍ ପ୍ରକାଶ ଆଚାର୍ଯ୍ୟ ବୋଲି ଜଣାପଡ଼ିଛି। ସେ ଜଗତସିଂପୁରର ଏସଭିଏମ ସ୍ୱୟଂଶାସିତ କଲେଜର ଯୁକ୍ତ ୩ର ଇତିହାସ ଅନର୍ସର
Read More...

ନିଖୋଜର ୧୨ ଦିନ ପରେ ଏସସିବିରୁ ଯୁବକ ଉଦ୍ଧାର

ନ୍ୟୁଜ୍ ବ୍ୟୁରୋ: ନଭେମ୍ବର ୧୨ତାରିଖରୁ ନିଖୋଜ ଥିବା ଜଣେ ଯୁବକଙ୍କୁ ଶେଷରେ କଟକ ଏସସିବି ମେଡିକାଲରୁ ଠାବ କରାଯାଇଛି। ଯୁବକ ଜଣକ ହେଲେ ଯୁକ୍ତ ୩ ଛାତ୍ର ସତ୍ୟଜିତ ଦାସ । ସେ ଖୋର୍ଦ୍ଧାର ଗାନ୍ଧୀ ପଡ଼ିଆର ବାସିନ୍ଦା।ଭରତପୁର ଥାନା ଅଞ୍ଚଳରୁ ସତ୍ୟଜିତ୍ ୧୨ ଦିନ ପୂର୍ବରୁ ତାଙ୍କ ବନ୍ଧୁମାନଙ୍କ
Read More...

ଭୟଙ୍କର ଅଗ୍ନିକାଣ୍ଡ: ଜିଅନ୍ତା ଜଳିଗଲେ ଗୋଟିଏ ପରିବାରର ୫ ସଦସ୍ୟ

ବିହାର: ବିହାର ମୁଜାଫରପୁରରେ ଘଟିଛି ଏକ ବଡ ଅଘଟଣ। ବିହାର ମୁଜାଫରପୁରର ମୋତିପୁର ଥାନା ଅଞ୍ଚଳରେ ଗୋଟିଏ ଘରେ ନିଆଁ ଲାଗି ଯିବା ଫଳରେ ପାଞ୍ଚ ଜଣ ସଦସ୍ୟଙ୍କର ମୃତ୍ୟୁ ହୋଇଛି। ଏହି ଅଗ୍ନିକାଣ୍ଡରେ ଅନ୍ୟ ୫ ଜଣ ସଦସ୍ୟ ପୋଡ଼ି ଆହତ ହୋଇଛନ୍ତି ସେମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ
Read More...

ପୋଲିସ ଷ୍ଟେଶନ ଭିତରେ ବଡ଼ ବିସ୍ଫୋରଣ: ୯ ମୃତ୍ୟୁ, ୩୦ ଆହତ

ଜମ୍ମୁ କାଶ୍ମୀର: ଶୁକ୍ରବାର ବିଳମ୍ବିତ ରାତିରେ ଜମ୍ମୁ ଏବଂ କାଶ୍ମୀରର ଦକ୍ଷିଣ ଶ୍ରୀନଗରର ନୌଗାମ ପୋଲିସ ଷ୍ଟେସନରେ ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ଏଥିରେ ୯ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୯ ଜଣ ଆହତ ହୋଇଛନ୍ତି। ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା ଯେ ଏହାର ଶବ୍ଦ ସମଗ୍ର ଅଞ୍ଚଳକୁ ଥରାଇ ଦେଇଛି
Read More...

ଦିଲ୍ଲୀ ବିସ୍ଫୋରଣ ଏକ ଆତଙ୍କବାଦୀ ଆକ୍ରମଣ

ନୂଆ ଦିଲ୍ଲୀ: ଦିଲ୍ଲୀ ବିସ୍ଫୋରଣ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସୁରକ୍ଷା ସମ୍ପର୍କିତ କ୍ୟାବିନେଟ କମିଟି (CCS)ର ଏକ ବୈଠକ ଡାକିଥିଲେ। କ୍ୟାବିନେଟ ଦିଲ୍ଲୀ ବିସ୍ଫୋରଣକୁ ନିନ୍ଦା କରିବା ଏବଂ ପ୍ରାଣ ହରାଇଥିବା ଲୋକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ଏକ ପ୍ରସ୍ତାବ ପାରିତ କରିଛି। ଏଥିସହ
Read More...