ପ୍ରମୁଖ ଖବର

୪୧୦୫ ଅଭିଯୋଗର ସମାଧାନ, ଆସୁଛି ‘ସ୍ପେଶାଲ କ୍ୟାମ୍ପେନ୍ ୬.୦’
କଏଦୀଙ୍କୁ ଅନାବଶ୍ୟକ ମାଡ଼ ମନା, ଜେଲ୍‌ ୱାର୍ଡେନ୍‌ଙ୍କୁ ହାଇକୋର୍ଟଙ୍କ ଚେତାବନୀ
ଜମ୍ମୁ-କଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି ପ୍ରସ୍ତାବ ପାରିତ
ଫାସ୍‌ଟ୍ୟାଗ୍ ବାର୍ଷିକ ପାସ୍ ବ୍ୟବହାରକାରୀ ୧ କୋଟି ଟପିଲେ
ଷଷ୍ଠ ଶ୍ରେଣୀ ପାଇଁ ବି ତୃତୀୟ ଭାଷାରେ ରିହାତି, ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ଏନ୍‌ଡିଏକୁ ଯିବୁନି, ଯିଏ ଆସିବାକୁ ଚାହୁଁଛି ଆମ ସହ ଆସୁ: ଶରଦ ପାୱାର
୧୦ ବର୍ଷରେ ତମାଖୁଜାତ ଦ୍ରବ୍ୟରୁ ୭୩୪୬ କୋଟି ଟିକସ ଆଦାୟ
ୟୁପିଆଇ ଚାର୍ଜକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ମତ
ଏଆଇ ଉପରେ ଲାଗୁ ହେଉ ନିୟନ୍ତ୍ରଣ, ନଚେତ ଭୟଙ୍କର ପରିଣାମ: ବିଲ୍ ଗେଟ୍ସ
ପଞ୍ଚମ ଦିନରେ ବି ଥମିଲାନି ଖଣି ଆଇନ ତାତି, ହଟ୍ଟଗୋଳରେ ଗୃହ ମୁଲତବୀ
Browsing Category

ଘଟଣା ଓ ଦୁର୍ଘଟଣା

ପାକିସ୍ତାନରେ ଆତ୍ମଘାତୀ କାର୍ ବୋମା ବିସ୍ଫୋରଣ

ପାକିସ୍ତାନ: ପାକିସ୍ତାନର ଖାଇବର ପଖତୁନଖ୍ଵା ପ୍ରଦେଶରେ ଗୁରୁବାର ବିଳମ୍ବିତ ରାତିରେ ଏକ ଭୟଙ୍କର ଆତ୍ମଘାତୀ କାର୍ ବୋମା ବିସ୍ଫୋରଣ ଘଟିଛି। ଏହି ଆକ୍ରମଣରେ ୫ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ, ସେମାନଙ୍କ ମଧ୍ୟରେ ୩ ଜଣ ମହିଳା ଓ ଜଣେ ଶିଶୁ ରହିଛନ୍ତି। ବାନୁ ଜିଲ୍ଲାର ଡୋମେଲ ଅଞ୍ଚଳରେ ଥିବା ଏକ…
Read More...

ବାଣ ଭିଡିବା ବେଳେ ଭୟଙ୍କର ବିସ୍ଫୋରଣ

ନୟାଗଡ଼: ନୟାଗଡ଼ ଜିଲ୍ଲାରେ ଏକ ଦୁର୍ଭାଗ୍ୟଜନକ ଘଟଣା। ନୂଆଗାଁ ଥାନା ଅନ୍ତର୍ଗତ କୋରଡା ଗାଁରେ ଘରେ ବାଣ ଭିଡିବା ବେଳେ ହଠାତ୍ ଭୟଙ୍କର ବିସ୍ଫୋରଣ ଘଟି ୬ ଜଣ ଗୁରୁତର ଆହତ ହୋଇଛନ୍ତି। ଆସନ୍ତା ୭ ତାରିଖରେ ହେବାକୁ ଥିବା ଲଙ୍କାପୋଡି ଉତ୍ସବ ପାଇଁ ବାଣ ପ୍ରସ୍ତୁତି ଚାଲିଥିବା ବେଳେ ଏହି ଅଘଟଣ…
Read More...

ନାଳନ୍ଦା ଶୀତଳା ମାତା ମନ୍ଦିରରେ ଦଳାଚକଟା, ୮ ମୃତ୍ୟୁ

ବିହାର: ନାଳନ୍ଦା ଜିଲ୍ଲାର ଦୀପନଗର ଅଞ୍ଚଳରେ ଅବସ୍ଥିତ ଶୀତଳା ମାତା ମନ୍ଦିର ରେ ମଙ୍ଗଳବାର ଭୟାବହ ଦଳାଚକଟା ଘଟଣା ଘଟିଛି। ଏହି ଅଘଟଣରେ ଏଯାଏଁ ପ୍ରାୟ ୮ ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଛନ୍ତି। ଖବର ପାଇ ପୁଲିସ ଓ ପ୍ରଶାସନିକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତୁରନ୍ତ…
Read More...

ନୟାଗଡ଼ରେ ମର୍ମନ୍ତୁଦ ସଡକ ଦୁର୍ଘଟଣା

୫ ମୃତ, ଆହତଙ୍କ ପାଇଁ ସହାୟତା ଘୋଷଣା ନୟାଗଡ଼: ଦଶପଲ୍ଲା ତହସିଲ ଅନ୍ତର୍ଗତ କୁଟିବାରି ଘାଟି ନିକଟରେ ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ଶନିବାର ସକାଳେ ଟାକେରା ନିକଟ ହନୁମାନଘାଟି ବୁଲାଣି ରାସ୍ତାରେ ଏକ…
Read More...

ବସ-ଟ୍ରକ ମଧ୍ୟରେ ଧକ୍କା, ଜୀଅନ୍ତା ଜଳିଗଲେ ୧୪ ଯାତ୍ରୀ

ଆନ୍ଧ୍ରପ୍ରଦେଶ: ଆନ୍ଧ୍ରପ୍ରଦେଶରେ ଭୟାବହ ସଡ଼କ ଦୁର୍ଘଟଣା ଘଟି ଦେଶକୁ ଦୁଃଖିତ କରିଦେଇଛି। ଆନ୍ଧ୍ରପ୍ରଦେଶ ର ମାର୍କାପୁରମ ନିକଟରେ ରାୟାବରମ ଅଞ୍ଚଳରେ ଗୋଟିଏ ଘରୋଇ ଟ୍ରାଭେଲ ବସ୍ ଓ ଟିପର୍ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଦୁର୍ଘଟଣାରେ…
Read More...

ଭୁଶୁଡ଼ିଲା ଶୀତଳ ଭଣ୍ଡାର: ୪ ମୃତ, ଆମୋନିଆ ଗ୍ୟାସ୍‌ ଲିକରେ ଆତଙ୍କ

ଉତ୍ତରପ୍ରଦେଶ: ପ୍ରୟାଗରାଜରେ ଥିବା ଗୋଟିଏ ବିରାଟ ଶୀତଳ ଭଣ୍ଡାରର କିଛି ଅଂଶ ଭୁଶୁଡ଼ି ପଡ଼ିବାରୁ ୪ ଜଣଙ୍କ ମୃତ୍ୟୁ ଓ ୧୨ ଜଣ ଆହତ ହୋଇଛନ୍ତି। ଘଟଣା ପରେ ଆମୋନିଆ ଗ୍ୟାସ୍‌ ଲିକ ହେବାରୁ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ସୃଷ୍ଟି ହୋଇଛି। ଅଧିକାରୀମାନଙ୍କ ଅନୁସାରେ, ଆହତମାନଙ୍କୁ ନିକଟସ୍ଥ…
Read More...

ଲକ୍ଷ୍ମୀ ବସ୍ ଓ ବୁଲେଟ ମଧ୍ୟରେ ମୁହାଁମୁହିଁ ଧକ୍କା, ୩ ଯୁବକ ମୃତ

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଲକ୍ଷ୍ମୀ ବସ୍ ଓ ବୁଲେଟ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି। ମୃତକମାନେ ସୋରଡ଼ା ବ୍ଲକ ଅସୁରବନ୍ଧ ପଞ୍ଚାୟତ ମାଣିଆକାଠି…
Read More...

ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ

ପାକିସ୍ତାନ: ପାକିସ୍ତାନର କରାଚିରେ ପ୍ରବଳ ବର୍ଷା ଓ ଝଡ଼ ଯୋଗୁଁ ଭୟାବହ ପରିସ୍ଥିତି ସୃଷ୍ଟି ହୋଇଛି। ବୁଧବାର ରାତିରେ ଘଟିଥିବା ଏହି ଦୁର୍ଘଟଣାରେ କମ୍ ସେ କମ୍ ୧୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି। ବାଲଦିଆ ଟାଉନରେ ଏକ ପରିତ୍ୟକ୍ତ କୋଠା ଭୁଶୁଡ଼ି ପଡ଼ି ୧୩ ଜଣଙ୍କ…
Read More...

ବୋମା ଧମକରେ ଖାଲି ହେଲା ଗୁଜରାଟ ବିଧାନସଭା

ଗୁଜୁରାଟ: ବଜେଟ ଅଧିବେଶନ ସମୟରେ ଗୁଜରାଟ ବିଧାନସଭାକୁ ବୋମା ଧମକ ମିଳିବାରୁ ଆତଙ୍କ ସୃଷ୍ଟି ହୋଇଥିଲା। ବୁଧବାର ସକାଳେ ଇମେଲ ମାଧ୍ୟମରେ ବିଧାନସଭା ପରିସରରେ ବୋମା ଥିବା ନେଇ ଧମକ ଆସିଥିଲା। ଗୃହର କାର୍ଯ୍ୟଧାରା ଆରମ୍ଭ ପୂର୍ବରୁ ସମସ୍ତ ବିଧାୟକ ଓ କର୍ମଚାରୀଙ୍କୁ ତୁରନ୍ତ ବାହାର…
Read More...

ଏସସିବି ଅଗ୍ନିକାଣ୍ଡ ପରେ ୪ ଜଣଙ୍କୁ ନିଲମ୍ବନ

କଟକ: କଟକର ଶ୍ରୀରାମଚନ୍ଦ୍ର ଭଞ୍ଜ (ଏସସିବି) ମେଡିକାଲ କଲେଜ ଓ ହସ୍ପିଟାଲରେ ଘଟିଥିବା ଭୟାବହ ଅଗ୍ନିକାଣ୍ଡ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଠୋର କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। କାର୍ଯ୍ୟରେ ଅବହେଳା ଅଭିଯୋଗରେ ଚାରିଜଣ ଅଧିକାରୀଙ୍କୁ ନିଲମ୍ବିତ କରାଯାଇଛି।ନିଲମ୍ବିତ ଅଧିକାରୀମାନେ ହେଲେ…
Read More...