ପ୍ରମୁଖ ଖବର

ଭୂଦାନ ଜମିର ପଞ୍ଜିକରଣ-ମ୍ୟୁଟେସନ୍‌ରେ ରୋକ, ଡିଜିଟାଲ ଡାଟାବେସ୍‌ ପ୍ରସ୍ତୁତି
ୟୁରୋପକୁ ଅଶୋଧିତ ତୈଳ ଯୋଗାଣ ବନ୍ଦ କଲା ସାଉଦି
NISER ହଷ୍ଟେଲ ଛାତରୁ ପଡ଼ି ଛାତ୍ର ମୃତ
ପ୍ରତ୍ୟାହାର ନିଷ୍ପତ୍ତି ବଦଳାଇଲେ ମମତାଙ୍କ ପ୍ରାର୍ଥୀ
ମଧ୍ୟପ୍ରଦେଶରେ ନାଳରେ ଭାସିଗଲା କାର, ୭ ଓଡ଼ିଆଙ୍କ ସମେତ ୮ ମୃତ
ଘରୋଇ ବିଶ୍ୱବିଦ୍ୟାଳୟ ଲାଭ ପାଇଁ ଚାଲିପାରିବ ନାହିଁ: ସୁପ୍ରିମକୋର୍ଟ
ଟିଏମ୍‌ସିର ନାମ-ଚିହ୍ନ ଫ୍ରିଜ୍, ସୁପ୍ରିମକୋର୍ଟରେ ମମତା
Browsing Category

ଦେଶ-ବିଦେଶ

ପରାଗ ଜୈନ ହେଲେ ନୂଆ ର’ ମୁଖ୍ୟ

ନୂଆଦିଲ୍ଲୀ: ବରିଷ୍ଠ ଭାରତୀୟ ପୁଲିସ ସେବା(ଆଇପିଏସ) ଅଧିକାରୀ ପରାଗ ଜୈନଙ୍କୁ ଭାରତୀୟ ଗୁଇନ୍ଦା ସଂସ୍ଥା ର’ (ଅନୁସନ୍ଧାନ ଓ ବିଶ୍ଳେଷଣ ସଂସ୍ଥା)ର ମୁଖ୍ୟ ଭାବେ ନିଯୁକ୍ତ କରାଯାଇଛି। ୧୯୮୯ ବ୍ୟାଚ ଆଇପିଏସ ଅଫିସର ପରାଗ ଜୈନ ଆସନ୍ତା ୨ ବର୍ଷ ଲାଗି ଏହି ଗୁରୁତ୍ବପୂର୍ଣ୍ମ ପଦ ସମ୍ଭାଳିବେ। ଗତ
Read More...

ଅମରନାଥକୁ ହେଲିକପ୍ଟର ସେବା ବନ୍ଦ, ନୋ-ଫ୍ଲାଇଂ ଜୋନ୍ ଘୋଷଣା

ଉତ୍ତରାଖଣ୍ଡ: ଏଥର ଅମରନାଥ ଯାତ୍ରାରେ ଆତଙ୍କବାଦୀ ବିପଦକୁ ଦୃଷ୍ଟିରେ ରଖି ହେଲିକପ୍ଟର ସେବା ବାତିଲ କରାଯାଇଛି। ଜୁଲାଇ ୧ ରୁ ଅଗଷ୍ଟ ୧୦ ପର୍ଯ୍ୟନ୍ତ ସମଗ୍ର ଅଞ୍ଚଳକୁ ନୋ-ଫ୍ଲାଇଂ ଜୋନ୍ ଘୋଷଣା କରାଯାଇଛି। ଏଥର ତୀର୍ଥ ଯାତ୍ରା ଉପରେ ଏକ ବଡ଼ ଆତଙ୍କବାଦୀ ବିପଦ ରହିଛି। ଏହି ବିପଦକୁ ଦୃଷ୍ଟିରେ
Read More...

ମାତ୍ର ୩୦୦୦ରେ ମିଳିବ ଫାସ୍‌ ଟ୍ୟାଗ୍‌ର ବାର୍ଷିକ ପାସ

ନୂଆଦିଲ୍ଲୀ: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ ଫାସ୍‌ ଟ୍ୟାଗ୍‌କୁ ନେଇ ବୁଧବାର ଏକ ବଡଘୋଷଣା କରିଛନ୍ତି। ବଦଳିଛି ଫାସ୍‌ ଟ୍ୟାଗ୍‌ ନିୟମ । ଅଗଷ୍ଟ ୧୫ରୁ ବାର୍ଷିକ ଫାସ୍‌ ଟ୍ୟାଗ୍‌ ବ୍ୟବସ୍ଥା ହେବ। ଏଣିକି ବାର୍ଷିକ ୩ ହଜାର ଟଙ୍କା ଦେଇ ପାଇ ପାରିବେ ସୁବିଧା। ବର୍ଷେ
Read More...

ବିଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦି ୫ ଦିନିଆ ବିଦେଶ ଗସ୍ତରେ ଯାଇଛନ୍ତି। ଭାରତ ପାକିସ୍ତାନ ଏବଂ ପାକ୍ ଅଧିକୃତ କାଶ୍ମୀର (ପିଓକେ)ରେ ସକ୍ରିୟ ଆତଙ୍କବାଦୀ ଭିତ୍ତିଭୂମିକୁ ଟାର୍ଗେଟ କରିବା ପାଇଁ ଅପରେସନ ସିନ୍ଦୂର ଆରମ୍ଭ କରିବା ପରେ ଏହା ମୋଦିଙ୍କ ପ୍ରଥମ ବିଦେଶ ଗସ୍ତ। ଯେଉଁଥିରେ ସେ ଆସନ୍ତା
Read More...

ବିମାନ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୧ କୋଟି ଦେବ ଟାଟା ଗ୍ରୁପ

ଗୁଜରାଟ: ଗୁଜରାଟର ଅହମ୍ମଦାବାଦରେ ଗୁରୁବାର ଘଟିଥିବା ବଡ଼ ଧରଣର ବିମାନ ଦୁର୍ଘଟଣାରେ ବହୁ ଲୋକଙ୍କ ମୃତ୍ୟୁ ଘଟିଥିବା ଆଶଙ୍କା କରାଯାଇଛି। ଏହି ବିମାନରେ ୨୪୨ ଜଣ ଯାତ୍ରୀ ଥିଲେ। ଆଉ ଏଥି ମଧ୍ୟରୁ ୨୪୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ମାତ୍ର ଜଣଙ୍କର ହିଁ ଜୀବନ ବଞ୍ଚିଯାଇଛି। ଦୁର୍ଘଟଣାସ୍ଥଳକୁ
Read More...

ବିଶ୍ୱର ସର୍ବୋଚ୍ଚ ଚେନାବ ରେଲୱେ ସେତୁ ଉଦ୍‌ଘାଟିତ

ଜମ୍ମୁ-କଶ୍ମୀର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜମ୍ମୁ-କଶ୍ମୀରର ରେଆସି ଜିଲା ଅନ୍ତର୍ଗତ ଚେନାବ ନଦୀ ଉପରେ ନିର୍ମିତ ବିଶ୍ୱର ସର୍ବୋଚ୍ଚ ରେଲଓ୍ବେ ବ୍ରିଜ୍‌କୁ ଉଦ୍‌ଘାଟନ କରିଛନ୍ତି। ବ୍ରିଜ୍‌ ଉଦଘାଟନ ପରେ ପ୍ରଧାନମନ୍ତ୍ରୀ ମୋଦୀ ତ୍ରିରଙ୍ଗା ଉଡ଼ାଉଥିବାର ଦେଖାଯାଇଥିଲା। ୧୫ ଶହ କୋଟି
Read More...

୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା

ଭୁବନେଶ୍ବର: ଭାରତରେ ଜାତିଗତ ଜନଗଣନା ୧ ମାର୍ଚ୍ଚ ୨୦୨୭ ରୁ ଆରମ୍ଭ ହେବ। ଏହି ଜନଗଣନା ସାରା ଦେଶରେ ଦୁଇଟି ପର୍ଯ୍ୟାୟରେ କରାଯିବ ବୋଲି ଜଣାପଡିଛି। ଏହି ଜନଗଣନା ୨୦୨୭ ମସିହାରୁ ଆରମ୍ଭ ହୋଇ ୨୦୨୮ ପର୍ଯ୍ୟନ୍ତ ଚାଲିପାରେ। ଏହା ପୂର୍ବରୁ ୨୦୨୧ରେ ଜନଗଣନା ହେବାର କାର୍ଯ୍ୟକ୍ରମ ଥିଲା, କିନ୍ତୁ
Read More...

ମିସ୍ ୱାର୍ଲ୍ଡ ୨୦୨୫ ମୁକୁଟ ପିନ୍ଧିଲେ ଥାଇଲାଣ୍ଡ ସୁନ୍ଦରୀ

ହାଇଦ୍ରାବାଦ: ୨୦୨୫ ମସିହାର ମିସ୍ ୱାର୍ଲ୍ଡ ବିଜେତା ହେଲେ ଥାଇଲାଣ୍ଡ ସୁନ୍ଦରୀ ଓପାଲ ସୁଚାତା ଚୁଆଙ୍ଗଶ୍ରୀ। ଏହି ଇଭେଣ୍ଟ ତେଲେଙ୍ଗାନାର ରାଜଧାନୀ ହାଇଦ୍ରାବାଦରେ ଅନୁଷ୍ଠିତ ହୋଇଥିଲା। ତେବେ ଇଥିଓପିଆର ହାସେଟ୍ ଡେରେଜେ ହେଲେ ପ୍ରଥମ ରନରଅପ୍। ଏହି ପ୍ରତିଯୋଗିତାରେ ମିସ୍ ପୋଲାଣ୍ଡ ତୃତୀୟ
Read More...

ଇଣ୍ଡୋନେସିଆରେ ବିଜୁ ହଲର ଲୋକାର୍ପଣ କଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ

ଇଣ୍ଡୋନେସିଆ: ଇଣ୍ଡୋନେସିଆରେ ସାଂସଦ ଅପରାଜିତା ଷଡ଼ଙ୍ଗୀ। ଆତଙ୍କବାଦ ବିରୋଧରେ ଅନ୍ତର୍ଜାତୀୟ ସ୍ତରରେ ସ୍ୱରୋତ୍ତୋଳନ କରିବାକୁ ବହୁଦଳୀୟ ସଂସଦୀୟ ପ୍ରତିନିଧି ଇଣ୍ଡୋନେସିଆ ଗସ୍ତ କରିଛନ୍ତି। ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଇଣ୍ଡୋନେସିଆର ଓଡ଼ିଆ ସମାଜକୁ ଭେଟିଛନ୍ତି। ଏହି ଅବସରରେ
Read More...

ଶପଥ ନେଲେ ସୁପ୍ରିମକୋର୍ଟର ୩ ନୂଆ ବିଚାରପତି

ନୂଆଦିଲ୍ଲୀ; ଶପଥ ନେଲେ ସୁପ୍ରିମକୋର୍ଟର ୩ ନୂଆ ବିଚାରପତି। ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ୍ ବି.ଆର. ଗବାଇ ସେମାନଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟରେ ୩ ନୂଆ ବିଚାରପତିଙ୍କ ନିଯୁକ୍ତିକୁ ଗତକାଲି ମଞ୍ଜୁର କରିଥିଲେ କେନ୍ଦ୍ର ସରକାର। କେନ୍ଦ୍ର ଆଇନ
Read More...