ପ୍ରମୁଖ ଖବର

ଭଞ୍ଜନଗର ଜଳଭଣ୍ଡାରରେ ବୁଡି ଦୁଇ କଲେଜ୍ ଛାତ୍ରଙ୍କ ମୃତ୍ୟୁ
ପଶ୍ଚିମବଙ୍ଗରେ ନିର୍ବାଚନ ପୂର୍ବରୁ ଟିଏମ୍‌ସି ନେତାଙ୍କ ଘରେ ଆୟକର ଚଢଉ
ସ୍ମାର୍ଟଫୋନ୍‌ରେ ଆଧାର ଆପ୍‌ ପ୍ରି-ଇନଷ୍ଟଲେସନ୍‌ ପ୍ରସ୍ତାବକୁ ପ୍ରତ୍ୟାହାର କଲେ ସରକାର
ତାମିଲନାଡୁର ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ: ୧୬ ମୃତ
ଇଟାଲୀରେ ଗୁରୁଦ୍ୱାର ବାହାରେ ଗୁଳିକାଣ୍ଡ: ଦୁଇ ଭାରତୀୟ ଶିଖଙ୍କ ମୃତ୍ୟୁ
ଖୋର୍ଦ୍ଧାରେ ୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ ଛୁଟି
ଫିରୋଜାବାଦରେ ଭୟଙ୍କର ଅଗ୍ନିକାଣ୍ଡ: ୬୦ରୁ ଅଧିକ ଦୋକାନ ଜଳି ଛାରଖାର
ମହିଳା ସଂରକ୍ଷଣ ବିଲ୍ ବାବଦରେ ବିଜେପି ଦେଶବାସୀଙ୍କୁ ଭ୍ରମିତ କରୁଛି: ବିଜେଡି
Browsing Category

ଦେଶ-ବିଦେଶ

ବିଶ୍ୱବ୍ୟାପୀ ମାଇକ୍ରୋସଫ୍ଟର ସର୍ଭର ଡାଉନ୍: ବିମାନ ସେବା ବାଧାପ୍ରାପ୍ତ

ନ୍ୟୁଜ୍ ବ୍ୟୁରୋ: ବିଶ୍ୱବ୍ୟାପୀ ମାଇକ୍ରୋସଫ୍ଟର ସର୍ଭର ଡାଉନ୍ ହୋଇଯାଇଛି। ଏଥିପାଇଁ ବାଧାପ୍ରାପ୍ତ ହୋଇଛି ବିମାନ ସେବା। ଯେଉଁଥିରେ ଭାରତ ସହ ଅଷ୍ଟ୍ରେଲିଆ, ଆମେରିକା, ଜର୍ମାନୀ, ୟୁରୋପ ସବୁଠି ବିମାନସେବା ପ୍ରଭାବିତ ହୋଇଛି। ଯାହାକୁ ନେଇ ଭାରତ ଓ ସ୍ପାଇସଜେଟର ଏୟାରଲାଇନ୍ସ ଏହି
Read More...

ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ଗୁଳିମାଡ଼

ପେନସିଲଭେନିଆ: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ଗୁଳିମାଡ଼। ଏଥିରେ ସେ ସାମାନ୍ୟ ଆହତ ହୋଇଛନ୍ତି। ଗୁଳିଟି ତାଙ୍କ ଡାହାଣ କାନର ଉପର ଭାଗରେ ବାଜି ପଳାଇଥିଲା। ତେଣୁ ସେ ଅଳ୍ପକେ ବର୍ତ୍ତି ଯାଇଥିଲେ। ତେବେ ଏହି ଗୁଳିମାଡ଼ ଘଟଣାରେ ଜଣେ ସାଧାରଣ ନାଗରିକଙ୍କର ମୃତ୍ୟୁ
Read More...

ସାଉଦି ବିମାନରେ ଲାଗିଲା ନିଆଁ

ପାକିସ୍ତାନ: ପାକିସ୍ତାନର ପେଶାୱାର ବିମାନବନ୍ଦରରେ ସାଉଦି ଏୟାରଲାଇନ୍ସର ବିମାନ ନମ୍ବର ଏସଭି-୭୯୨ ଗୁରୁବାର ଅଗ୍ନିକାଣ୍ଡ ଘଟିଛି । ଏହି ବିମାନଟି ସାଉଦି ଆରବର ରାଜଧାନୀ ରିୟାଦରୁ ପେଶାୱାର ଆସିଥିଲା।ସୂଚନା ଅନୁଯାୟୀ, ବିମାନର ଲ୍ୟାଣ୍ଡିଂ ଗିଅରରେ କୌଣସି କାରଣବଶତଃ ଧୂଆଁ ବାହାରୁଥିବା
Read More...

ଆସାମରେ ବନ୍ୟାସ୍ଥିତି ଗମ୍ଭୀର : କାଜିରଙ୍ଗାରେ ମଲେଣି ୧୩୭ ବନ୍ୟଜନ୍ତୁ

ଆସାମ: ଆସାମରେ ବନ୍ୟାସ୍ଥିତି ଅତ୍ୟନ୍ତ ଗମ୍ଭୀର ହୋଇପଡିଛି। ଆସାମରେ ବଡ଼ ବିପର୍ଯ୍ୟୟ ଆଣିଛି ବନ୍ୟା। ଗାଁ ଗଣ୍ଡାଠୁ ଆରମ୍ଭ କରି ବଣଜଙ୍ଗଲ ସବୁକିଛି ପାଣିରେ ଉବୁଟୁବୁ ହେଉଛି। ବନ୍ୟାରେ ଏବେସୁଦ୍ଧା ୮୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇସାରିଲାଣି। ୨୭ ଜିଲ୍ଲାର ପ୍ରାୟ ୧୯ ଲକ୍ଷ ଲୋକ ପାଣି ଘେରରେ
Read More...

ଋଷରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦିଆଗଲା ଗାର୍ଡ ଅଫ ଅନର

ନୂଆଦିଲ୍ଲୀ: ଋଷରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜିଠୁ ପ୍ରଧାନମନ୍ତ୍ରୀ ଦୁଇ ଦିନିଆ ଋଷରେ ଗସ୍ତରେ ଅଛନ୍ତି। ୨୨ ତମ ଭାରତ-ଋଷିଆ ବାର୍ଷିକ ସମ୍ମିଳନୀରେ ଯୋଗଦାନ କରିବା ଲାଗି ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ନିମନ୍ତ୍ରଣ ପରେ ପ୍ରଧାନମନ୍ତ୍ରୀ ମସ୍କୋରେ
Read More...

ଜମ୍ମୁ-କାଶ୍ମୀରରେ ଆତଙ୍କବାଦୀ ଆକ୍ରମଣରେ ୪ ଯବାନ ସହୀଦ

ଜମ୍ମୁ-କାଶ୍ମୀର: କାଠୁଆ ଜିଲ୍ଲାରେ ଆତଙ୍କବାଦୀଙ୍କ ଆକ୍ରମଣରେ ୪ ଯବାନ ସହୀଦ ହୋଇଛନ୍ତି ଏବଂ ୬ଜଣ ଆହତ ହୋଇଛନ୍ତି । ଏହି ଆକ୍ରମଣ ଫୁଲୱାମା ଆକ୍ରମଣ ଭଳି ହୋଇଛି। ଜମ୍ମୁ-କାଶ୍ମୀରର କାଠୁଆ ଜିଲ୍ଲାରେ ସୋମବାର ଆତଙ୍କବାଦୀମାନେ ସେନାର ଏକ ଗାଡ଼ି ଉପରେ ଆକ୍ରମଣ କରିଛନ୍ତି। ଏଥିରେ ୪ ଜଣ ଯବାନ
Read More...

ରୁଷ୍‌ର ମିଶାଇଲ୍‌ ମାଡ଼ରେ ୟୁକ୍ରେନ୍‌ର ୨୪ ମୃତ

ୟୁକ୍ରେନ୍‌: ରୁଷ୍‌ ସେନାର ମିଶାଇଲ୍‌ ମାଡ଼ରେ ୟୁକ୍ରେନ୍‌ର ଏକ ଶିଶୁ ହସ୍ପିଟାଲ୍‌ ଧ୍ୱଂସ। ରୁଷ୍‌ ଏବଂ ୟୁକ୍ରେନ୍‌ ମଧ୍ୟରେ ଲାଗି ରହିଥିବା ଯୁଦ୍ଧ ଦୁଇ ବର୍ଷରୁ ଅଧିକ ହେଲାଣି। ହେଲେ ଏ ପର୍ଯ୍ୟନ୍ତ ଯୁଦ୍ଧ ନିର୍ଣ୍ଣାୟକ ସ୍ଥିତିରେ ପହଞ୍ଚି ପାରିନି। ରୁଷ୍‌ ସେନା ଲଗାତାର ୟୁକ୍ରେନ୍‌ ଉପରେ
Read More...

ଜମ୍ମୁ-କାଶ୍ମୀର ଏନକାଉଣ୍ଟରରେ ୪ ଆତଙ୍କବାଦୀ: ୨ ଯବାନ ଶହୀଦ

ଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍ମୀରର କୁଲଗାମରେ ସେନା ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଦକ୍ଷିଣ କଶ୍ମିର କୁଲଗାମ ଜିଲାରେ ସେନା ଏବଂ ଆତଙ୍କବାଦୀ ମଧ୍ୟରେ ଏନକାଉଣ୍ଟରରେ ଦୁଇ ଯବାନ ଶହୀଦ ହୋଇଛନ୍ତି। ସେନାର ପ୍ରତିଜବାବରେ ୪ ଆତଙ୍କୀ ମଧ୍ୟ ନିପାତ ହୋଇଛନ୍ତି। ଆଉ ୪ ଆତଙ୍କବାଦୀ
Read More...