Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଶ୍ରୀଜଗନ୍ନାଥ ଦର୍ଶନ ଯୋଜନାର ଶୁଭାରମ୍ଭ, ପୁରୀ ଗଲେ ୭୪ ଶ୍ରଦ୍ଧାଳୁ
ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
ଓଡିଶାର ଏହି ୪ ସହର ହେବ କମନ ଇକୋନୋମିକ୍ ଜୋନ୍
ବାଂଲାଦେଶ ନିର୍ବାଚନ: ବିଏନପିର ସଫଳତାରେ ତାରିକଙ୍କୁ ମୋଦୀଙ୍କ ଅଭିନନ୍ଦନ
ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ପରଲୋକ
ଆଜିଠୁ ପରୀକ୍ଷା ପରିଚାଳନା ହବ୍କୁ ଯିବ +୨ ପ୍ରଶ୍ନପତ୍ର
Browsing Category
ଦେଶ-ବିଦେଶ
୨୨ ପିଲାଙ୍କୁ ପୋଷ୍ୟ ଭାବେ ଗ୍ରହଣ କରିବେ ରାହୁଲ ଗାନ୍ଧୀ
ନୂଆଦିଲ୍ଲୀ: ବଡ ନିଷ୍ପତ୍ତି ନେଇଛନ୍ତି ଲୋକସଭା ବିରୋଧୀ ଦଳ ନେତା ତଥା କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଅପରେସନ ସିନ୍ଦୂର ସମୟରେ ପାକିସ୍ତାନ ଗୁଳିବର୍ଷା ବେଳେ ବାପାମା’ ଛେଉଣ୍ଡ ହୋଇଥିବା ୨୨ ପିଲାଙ୍କୁ ପୋଷ୍ୟସନ୍ତାନ ଭାବେ ଗ୍ରହଣ କରିବେ ରାହୁଲ ଗାନ୍ଧୀ। ପାକିସ୍ତାନୀ ଗୁଳିମାଡ଼ ଯୋଗୁଁ!-->…
Read More...
Read More...
ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍କା
ନ୍ୟୁଜ୍ ବ୍ୟୁରୋ: ସମସ୍ତ ପ୍ରତୀକ୍ଷାର ଅନ୍ତ ଘଟିଛି। ଭାରତ ପାଇଁ ଆସିଯାଇଛି ସେହି ଐତିହାସିକ ମୁହୂର୍ତ୍ତ। ମହାକାଶରୁ ସୁରକ୍ଷିତ ଫେରିଛନ୍ତି ଶୁଭାଂଶୁ ଶୁକ୍ଳା। ଅକ୍ସିଅମ୍-୪ ମିଶନ୍ରେ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରକୁ ଯାଇଥିବା ଶୁଭାଂଶୁଙ୍କ ସମେତ ୪ ମହାକାଶଚାରୀ ପୃଥିବୀ ପୃଷ୍ଠରେ!-->…
Read More...
Read More...
ହରିଆଣା, ଗୋଆକୁ ମିଳିଲା ନୂଆ ରାଜ୍ୟପାଳ
ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ହରିୟାଣା ଏବଂ ଗୋଆରେ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଏହା ବ୍ୟତୀତ ଲଦାଖରେ ଜଣେ ନୂତନ ଉପରାଜ୍ୟପାଳଙ୍କୁ ନିଯୁକ୍ତ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରଫେସର ଅଶିମ କୁମାର ଘୋଷଙ୍କୁ ହରିୟାଣାର ରାଜ୍ୟପାଳ ଏବଂ ପି. ଅଶୋକ ଗଜପତି!-->…
Read More...
Read More...
ସରକାରୀ ବାସଭବନ ନ ଛାଡିବା ନେଇ ସ୍ପଷ୍ଟିକରଣ ରଖିଲେ ପୂର୍ବତନ ସିଜେଆଇ ଚନ୍ଦ୍ରଚୂଡ
ନୂଆଦିଲ୍ଲୀ: ଅବସରର ୮ ମାସ ପରେ ବି ସରକାରୀ ବଙ୍ଗଳା ଖାଲି କରିନାହାନ୍ତି। ତେଣୁ ତୁରନ୍ତ ଖାଲି କରିବାକୁ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ ସୁପ୍ରିମକୋର୍ଟ । ସେହି ବାସଭବନ ବର୍ତ୍ତମାନର ସିଜେଆଇଙ୍କ ପାଇଁ ଉଦ୍ଦିଷ୍ଟ ଥିବାରୁ ଜଷ୍ଟିସ୍ ଚନ୍ଦ୍ରଚୂଡଙ୍କୁ ଖାଲି କରିବାକୁ କୁହାଯାଇଛି।!-->…
Read More...
Read More...
ପ୍ରବଳ ବର୍ଷା ଯୋଗୁଁ ବନ୍ଦ ହେଲା କେଦାରନାଥ ଯାତ୍ରା
ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଓ ଏହାର ନିକଟବର୍ତ୍ତି ଅଞ୍ଚଳରେ ପ୍ରବଳ ବର୍ଷା କାରଣରୁ ଅଳକନନ୍ଦା ନଦୀରେ ଜଳସ୍ତର ବୃଦ୍ଧି ପାଇଛି। ଭୂସ୍ଖଳନ ଘଟଣା ମଧ୍ୟ ସାମ୍ନାକୁ ଆସିଛି। ଯାହାକୁ ଦୃଷ୍ଟିରେ ରଖି କେଦାରନାଥ ଯାତ୍ରାକୁ ବନ୍ଦ ରଖାଯାଇଛି। ଯାତ୍ରୀଙ୍କୁ ସୋନପ୍ରୟାଗ ଓ ଗୌରୀକୁଣ୍ଡରେ!-->…
Read More...
Read More...
ଶେଖ୍ ହସିନାଙ୍କୁ ୬ ମାସ ଜେଲ୍ଦଣ୍ଡ
ବାଂଲାଦେଶ: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ସମସ୍ୟା ବଢିଯାଇଛି। ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ୬ ମାସ ଜେଲ୍ ଦଣ୍ଡରେ ଦଣ୍ଡିତ କରାଯାଇଛି। ଅଦାଲତ ଅବମାନନା ଅଭିଯୋଗରେ ଦୋଷୀ ସାବ୍ୟସ୍ତ କରାଯାଇ ହସିନାଙ୍କୁ ୬ ମାସ ଜେଲ ଦଣ୍ଡାଦେଶ ହୋଇଛି।!-->…
Read More...
Read More...
ପରାଗ ଜୈନ ହେଲେ ନୂଆ ର’ ମୁଖ୍ୟ
ନୂଆଦିଲ୍ଲୀ: ବରିଷ୍ଠ ଭାରତୀୟ ପୁଲିସ ସେବା(ଆଇପିଏସ) ଅଧିକାରୀ ପରାଗ ଜୈନଙ୍କୁ ଭାରତୀୟ ଗୁଇନ୍ଦା ସଂସ୍ଥା ର’ (ଅନୁସନ୍ଧାନ ଓ ବିଶ୍ଳେଷଣ ସଂସ୍ଥା)ର ମୁଖ୍ୟ ଭାବେ ନିଯୁକ୍ତ କରାଯାଇଛି। ୧୯୮୯ ବ୍ୟାଚ ଆଇପିଏସ ଅଫିସର ପରାଗ ଜୈନ ଆସନ୍ତା ୨ ବର୍ଷ ଲାଗି ଏହି ଗୁରୁତ୍ବପୂର୍ଣ୍ମ ପଦ ସମ୍ଭାଳିବେ। ଗତ!-->…
Read More...
Read More...
ଅମରନାଥକୁ ହେଲିକପ୍ଟର ସେବା ବନ୍ଦ, ନୋ-ଫ୍ଲାଇଂ ଜୋନ୍ ଘୋଷଣା
ଉତ୍ତରାଖଣ୍ଡ: ଏଥର ଅମରନାଥ ଯାତ୍ରାରେ ଆତଙ୍କବାଦୀ ବିପଦକୁ ଦୃଷ୍ଟିରେ ରଖି ହେଲିକପ୍ଟର ସେବା ବାତିଲ କରାଯାଇଛି। ଜୁଲାଇ ୧ ରୁ ଅଗଷ୍ଟ ୧୦ ପର୍ଯ୍ୟନ୍ତ ସମଗ୍ର ଅଞ୍ଚଳକୁ ନୋ-ଫ୍ଲାଇଂ ଜୋନ୍ ଘୋଷଣା କରାଯାଇଛି। ଏଥର ତୀର୍ଥ ଯାତ୍ରା ଉପରେ ଏକ ବଡ଼ ଆତଙ୍କବାଦୀ ବିପଦ ରହିଛି। ଏହି ବିପଦକୁ ଦୃଷ୍ଟିରେ!-->…
Read More...
Read More...
ମାତ୍ର ୩୦୦୦ରେ ମିଳିବ ଫାସ୍ ଟ୍ୟାଗ୍ର ବାର୍ଷିକ ପାସ
ନୂଆଦିଲ୍ଲୀ: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ ଫାସ୍ ଟ୍ୟାଗ୍କୁ ନେଇ ବୁଧବାର ଏକ ବଡଘୋଷଣା କରିଛନ୍ତି। ବଦଳିଛି ଫାସ୍ ଟ୍ୟାଗ୍ ନିୟମ । ଅଗଷ୍ଟ ୧୫ରୁ ବାର୍ଷିକ ଫାସ୍ ଟ୍ୟାଗ୍ ବ୍ୟବସ୍ଥା ହେବ। ଏଣିକି ବାର୍ଷିକ ୩ ହଜାର ଟଙ୍କା ଦେଇ ପାଇ ପାରିବେ ସୁବିଧା। ବର୍ଷେ!-->…
Read More...
Read More...
ବିଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦି ୫ ଦିନିଆ ବିଦେଶ ଗସ୍ତରେ ଯାଇଛନ୍ତି। ଭାରତ ପାକିସ୍ତାନ ଏବଂ ପାକ୍ ଅଧିକୃତ କାଶ୍ମୀର (ପିଓକେ)ରେ ସକ୍ରିୟ ଆତଙ୍କବାଦୀ ଭିତ୍ତିଭୂମିକୁ ଟାର୍ଗେଟ କରିବା ପାଇଁ ଅପରେସନ ସିନ୍ଦୂର ଆରମ୍ଭ କରିବା ପରେ ଏହା ମୋଦିଙ୍କ ପ୍ରଥମ ବିଦେଶ ଗସ୍ତ। ଯେଉଁଥିରେ ସେ ଆସନ୍ତା!-->…
Read More...
Read More...