ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ
Browsing Category

ଦେଶ-ବିଦେଶ

ଜଷ୍ଟିସ ବିଆର. ଗଭାଇ ଭାରତର ୫୨ତମ ପ୍ରଧାନ ବିଚାରପତି ଭାବେ ନିଯୁକ୍ତ

ନୂଆଦିଲ୍ଲୀ: ଦେଶର ୫୨ତମ ପ୍ରଧାନ ବିଚାରପତି ହେବେ ବି.ଆର. ଗଭାଇ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ଦେଇଛନ୍ତି। ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ ଭୂଷଣ ରାମକୃଷ୍ଣ ଗଭାଇଙ୍କୁ ଭାରତର ୫୨ତମ ପ୍ରଧାନ ବିଚାରପତି ଭାବେ ନିଯୁକ୍ତି ପାଇଁ
Read More...

୪ ଓଡ଼ିଆଙ୍କୁ ମିଳିଲା ପଦ୍ମଶ୍ରୀ ସମ୍ମାନ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ପଦ୍ମ ପୁରସ୍କାର ବିଜେତାମାନଙ୍କୁ ପୁରସ୍କାର ପ୍ରଦାନ କରିଛନ୍ତି। ଆଜି ସମ୍ମାନ ଗ୍ରହଣ କରିଥିବା ୭୧ ଜଣଙ୍କ ମଧ୍ୟରେ ଓଡ଼ିଶାର ୪ ଜଣ ଅଛନ୍ତି। ରାଷ୍ଟ୍ରପତି ଭବନରେ ଆୟୋଜିତ ବର୍ଣ୍ଣାଢ୍ୟ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଜେତାମାନଙ୍କୁ
Read More...

ଇରାନରେ ବଡ଼ ଧରଣର ବିସ୍ଫୋରଣ,୫୦୦ରୁ ଅଧିକ ଆହତ

ଇରାନ: ଦକ୍ଷିଣ ଇରାନର ବନ୍ଦର ସହର ବନ୍ଦର ଆବାସରେ ଭୟଙ୍କର ବିସ୍ଫୋରଣ। ଶନିବାର ହୋଇଥିବା ଏହି ବଡ଼ ବିସ୍ଫୋରଣ ଏବଂ ଏହାପରେ ଅଗ୍ନିକାଣ୍ଡରେ ଅତି କମରେ ୫୧୬ ଜଣ ଆହତ ହୋଇଛନ୍ତି।ଶନିବାର ରାଜଧାନୀ ତେହେରାନରୁ ୧,୦୦୦ କିଲୋମିଟର (୬୨୦ ମାଇଲ) ଦକ୍ଷିଣରେ ଥିବା ଇରାନ ବନ୍ଦର ସହର ବନ୍ଦର ଆବାସର
Read More...

ଭାରତୀୟଙ୍କ ଗଳା କାଟିବାକୁ ଇଙ୍ଗିତ କଲେ ପାକିସ୍ତାନୀ ସେନା ଅଧିକାରୀ

ନ୍ୟୁଜ୍ ବ୍ୟୁରୋ: ଆତଙ୍କବାଦ ବିରୋଧରେ ପ୍ରତିବାଦ କରିବାରୁ ଭାରତୀୟଙ୍କ ବେକ କାଟିବାକୁ ଧମକ ଦେଇଛନ୍ତି ପାକ୍ ଅଧିକାରୀ। ପାକିସ୍ତାନର ଜଣେ ବରିଷ୍ଠ ସେନା ଅଧିକାରୀ ପ୍ରବାସୀ ଭାରତୀୟଙ୍କ ଗଳା କାଟିବାକୁ ସର୍ବସମ୍ମୁଖରେ ଇଙ୍ଗିତ କରିଛନ୍ତି। ଏହାର ଭିଡିଓ ଏବେ ସାମାଜିକ ଗଣମାଧ୍ୟମରେ ଭାଇରାଲ
Read More...

ପହଲଗାମ ଘଟଣାର ବଦ୍‌ଲା ନେବ ଭାରତ

ନୂଆଦିଲ୍ଲୀ: ଯେଉଁମାନେ ଆତଙ୍କୀ ଆକ୍ରମଣ ଷଡଯନ୍ତ୍ରରେ ସାମିଲ ଥିଲେ ସେମାନଙ୍କୁ କଳ୍ପନାରୁ ବାହାରେ ମିଳିବ କଠୋର ଦଣ୍ଡ। ଯେଉଁମାନେ ଭାରତର ଆତ୍ମା ଉପରେ ଆକ୍ରମଣ କରିବାର ଦୁଃସାହସ ଦେଖାଇଛନ୍ତି ସେମାନଙ୍କୁ ଛଡା ଯିବନି। ମିଳିବ କଠୋର ଦଣ୍ଡ। ସେମାନଙ୍କୁ ମାଟିରେ ମିଶାଇ ଦିଆଯିବାର ସମୟ ଆସିଛି।
Read More...

ଭାରତ ସରକାରଙ୍କ ପାକିସ୍ତାନ ବିରୁଦ୍ଧରେ କଡ଼ା ପଦକ୍ଷେପ

ଆତଙ୍କବାଦୀ ହମଲା ପରେ ଭାରତର ବଡ଼ ନିଷ୍ପତ୍ତି:: ଅଟାରୀ-ୱାଘା ସୀମା ବନ୍ଦ, ସିନ୍ଧୁ ନଦୀ ଚୁକ୍ତି ବାତିଲଜମ୍ମୁ: ଜମ୍ମୁ ଓ କଶ୍ମୀରର ପହଲଗାମ୍‌ରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ହମଲା ପରେ ଭାରତ ସରକାର ପାକିସ୍ତାନ ବିରୁଦ୍ଧରେ କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ଘଟଣାର ପ୍ରତିବାଦ ସ୍ୱରୂପ
Read More...

ଫ୍ଲାଟ୍ ଷ୍ଟିଲ୍ ଆମଦାନୀ ଉପରେ ୧୨% ସେଫଗାର୍ଡ ଡ୍ୟୁଟି ଆତ୍ମନିର୍ଭରଶୀଳ ଭାରତ ପାଇଁ ଏକ ଐତିହାସିକ ପଦକ୍ଷେପ: ନବୀନ…

ନୂଆଦିଲ୍ଲୀ: ଘରୋଇ ଇସ୍ପାତ ଶିଳ୍ପକୁ ସୁରକ୍ଷା ଦେବା ପାଇଁ କେନ୍ଦ୍ର ସରକାର ଫ୍ଲାଟ ଇସ୍ପାତ ଉତ୍ପାଦ ଆମଦାନୀ ଉପରେ ୧୨% ସେଫଗାର୍ଡ ଡ୍ୟୁଟି (ସୁରକ୍ଷା ଶୁଳ୍କ) ଲାଗୁ କରିଛନ୍ତି, ଯାହା ଏପ୍ରିଲ ୨୧ରୁ ଆଗାମୀ ୨୦୦ ଦିନ ପାଇଁ କାର୍ଯ୍ୟକାରୀ ହେବ। ଏହି ପଦକ୍ଷେପ ଚୀନ୍, ଦକ୍ଷିଣ କୋରିଆ ଏବଂ
Read More...

ୟୁନେସ୍କୋ ମେମୋରୀ ଅଫ ଦ ଓ୍ବର୍ଲ୍ଡ ରେଜିଷ୍ଟରରେ ସ୍ଥାନ ପାଇଲା ‘ଭଗବଦ ଗୀତା’ ଓ ‘ନାଟ୍ୟଶାସ୍ତ୍ର’

ନୂଆଦିଲ୍ଲୀ: ଆଜି ଭାରତ ପାଇଁ ଏକ ଐତିହ୍ୟର ଦିନ। ୟୁନେସ୍କୋର ମେମୋରୀ ଅଫ ଓ୍ବାର୍ଲ୍ଡ ରେଜିଷ୍ଟରରେ ସ୍ଥାନ ପାଇଲା ଭଗବତ ଗୀତା ଓ ଭରତ ମୁନିଙ୍କ ନାଟ୍ୟଶାସ୍ତ୍ର। ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାଓ୍ବତ। ବିଶ୍ବର ପ୍ରତ୍ୟେକ ଭାରତୀୟଙ୍କ ପାଇଁ ଏହା
Read More...

ଆସୁଛି ନୂଆ ଆଧାର ଆପ୍‌

ଭୁବନେଶ୍ବର: ଏବେ ସାଥୀରେ ଆଧାର କାର୍ଡ ନେବା ଆବଶ୍ୟକ ନାହିଁ। ନିଜର ବ୍ୟକ୍ତିଗତ ତଥ୍ୟ ଯାଞ୍ଚ ପାଇଁ ଆଉ ଦରକାର ହେବନି ଆଧାରକାର୍ଡ କି ତାର ଜେରକ୍ସ କପି। ନିଜର ପରିଚୟ ନିଶ୍ଚିତ କରିବା ଲାଗି ପ୍ରତିଥର ସାଥୀରେ ଆଧାର କାର୍ଡର ଫଟୋକପି ନେବା ଆବଶ୍ୟକ ନାହିଁ । ନୂଆ ଆଧାର ଆପ୍‌ ଆପଣଙ୍କ ପରିଚୟର
Read More...

ରାମନବମୀରେ ପମ୍ବନ ସେତୁ ଉଦ୍‌ଘାଟନ କରି ଦେଶବାସୀଙ୍କୁ ବଡ଼ ଭେଟି ଦେଲେ ପ୍ରଧାନମନ୍ତ୍ରୀ

ତାମିଲନାଡୁ: ଦକ୍ଷିଣ ଭାରତକୁ ବଡ ଭେଟି ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଅର୍ଥାତ୍‌ ରାମନବମୀର ଅବସରରେ ତାମିଲନାଡୁର ରାମେଶ୍ୱରମରେ ଐତିହାସିକ ନୂତନ ପାମ୍ବନ ସେତୁ ଉଦ୍‌ଘାଟନ କରିଛନ୍ତି। ଏହି ସେତୁ ହେଉଛି ଭାରତର ପ୍ରଥମ ଭୂଲମ୍ବ ଲିଫ୍ଟ
Read More...