ପ୍ରମୁଖ ଖବର

ବର୍ଷକୁ ୨ ଥର ହେବ ସିବିଏସଇ ଦଶମ ପରୀକ୍ଷା
ଡାଇରିଆ କଟକଣା ପରେ ଆଜିଠୁ ଯାଜପୁରରେ ଖୋଲିଲା ସ୍କୁଲ
ରାଜସ୍ୱ ସେବା ପାଇଁ ଇ-ରେଜିଷ୍ଟ୍ରେସନ ଆପ୍‌ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ବାହାଘର ଦିନକ ପୂର୍ବରୁ ଦୁର୍ଘଟଣାରେ ଚାଲିଗଲା ବରର ଜୀବନ
ବରିଷ୍ଠ ଅଭିନେତା ତଥା ନିର୍ଦ୍ଦେଶକ ନାରାୟଣ ପତିଙ୍କ ପରଲୋକ
ବାସହୀନଙ୍କୁ ଚିହ୍ନଟ କରିବାକୁ ସରକାରଙ୍କ ପକ୍ଷରୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
ଲଞ୍ଚ ହେଲା ଆକ୍ସିଅମ-୪: ମହାକାଶ ଅଭିମୁଖେ ଶୁଭାଂଶୁ
Browsing Category

ଦେଶ-ବିଦେଶ

ଋଷରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦିଆଗଲା ଗାର୍ଡ ଅଫ ଅନର

ନୂଆଦିଲ୍ଲୀ: ଋଷରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜିଠୁ ପ୍ରଧାନମନ୍ତ୍ରୀ ଦୁଇ ଦିନିଆ ଋଷରେ ଗସ୍ତରେ ଅଛନ୍ତି। ୨୨ ତମ ଭାରତ-ଋଷିଆ ବାର୍ଷିକ ସମ୍ମିଳନୀରେ ଯୋଗଦାନ କରିବା ଲାଗି ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ନିମନ୍ତ୍ରଣ ପରେ ପ୍ରଧାନମନ୍ତ୍ରୀ ମସ୍କୋରେ
Read More...

ଜମ୍ମୁ-କାଶ୍ମୀରରେ ଆତଙ୍କବାଦୀ ଆକ୍ରମଣରେ ୪ ଯବାନ ସହୀଦ

ଜମ୍ମୁ-କାଶ୍ମୀର: କାଠୁଆ ଜିଲ୍ଲାରେ ଆତଙ୍କବାଦୀଙ୍କ ଆକ୍ରମଣରେ ୪ ଯବାନ ସହୀଦ ହୋଇଛନ୍ତି ଏବଂ ୬ଜଣ ଆହତ ହୋଇଛନ୍ତି । ଏହି ଆକ୍ରମଣ ଫୁଲୱାମା ଆକ୍ରମଣ ଭଳି ହୋଇଛି। ଜମ୍ମୁ-କାଶ୍ମୀରର କାଠୁଆ ଜିଲ୍ଲାରେ ସୋମବାର ଆତଙ୍କବାଦୀମାନେ ସେନାର ଏକ ଗାଡ଼ି ଉପରେ ଆକ୍ରମଣ କରିଛନ୍ତି। ଏଥିରେ ୪ ଜଣ ଯବାନ
Read More...

ରୁଷ୍‌ର ମିଶାଇଲ୍‌ ମାଡ଼ରେ ୟୁକ୍ରେନ୍‌ର ୨୪ ମୃତ

ୟୁକ୍ରେନ୍‌: ରୁଷ୍‌ ସେନାର ମିଶାଇଲ୍‌ ମାଡ଼ରେ ୟୁକ୍ରେନ୍‌ର ଏକ ଶିଶୁ ହସ୍ପିଟାଲ୍‌ ଧ୍ୱଂସ। ରୁଷ୍‌ ଏବଂ ୟୁକ୍ରେନ୍‌ ମଧ୍ୟରେ ଲାଗି ରହିଥିବା ଯୁଦ୍ଧ ଦୁଇ ବର୍ଷରୁ ଅଧିକ ହେଲାଣି। ହେଲେ ଏ ପର୍ଯ୍ୟନ୍ତ ଯୁଦ୍ଧ ନିର୍ଣ୍ଣାୟକ ସ୍ଥିତିରେ ପହଞ୍ଚି ପାରିନି। ରୁଷ୍‌ ସେନା ଲଗାତାର ୟୁକ୍ରେନ୍‌ ଉପରେ
Read More...

ଜମ୍ମୁ-କାଶ୍ମୀର ଏନକାଉଣ୍ଟରରେ ୪ ଆତଙ୍କବାଦୀ: ୨ ଯବାନ ଶହୀଦ

ଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍ମୀରର କୁଲଗାମରେ ସେନା ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଦକ୍ଷିଣ କଶ୍ମିର କୁଲଗାମ ଜିଲାରେ ସେନା ଏବଂ ଆତଙ୍କବାଦୀ ମଧ୍ୟରେ ଏନକାଉଣ୍ଟରରେ ଦୁଇ ଯବାନ ଶହୀଦ ହୋଇଛନ୍ତି। ସେନାର ପ୍ରତିଜବାବରେ ୪ ଆତଙ୍କୀ ମଧ୍ୟ ନିପାତ ହୋଇଛନ୍ତି। ଆଉ ୪ ଆତଙ୍କବାଦୀ
Read More...