ପ୍ରମୁଖ ଖବର

୨୦୨୯ ସୁଦ୍ଧା ଭାରତ-ଇଟାଲୀ ବାଣିଜ୍ୟ ୨୦ ବିଲିୟନ ୟୁରୋ ଲକ୍ଷ୍ୟ
ଭାରତର ପ୍ରଥମ ସ୍ୱଦେଶୀ ବାର୍ଡ ଫ୍ଲୁ ଟିକା ବିକଶିତ
ନଭେମ୍ବର ୧୯ରେ ଶିଳ୍ପ ସମ୍ମିଳନୀ ଉଦ୍‌ଘାଟନ କରିବେ ମୋଦୀ
ଜବଲପୁର ରେଳ ଷ୍ଟେସନରେ ଅଗ୍ନିକାଣ୍ଡ, ପାର୍ସଲ ବଗିକୁ ବ୍ୟାପିଲା ନିଆଁ
ଉତ୍ତରପ୍ରଦେଶରେ ତୃତୀୟ ଥର ସରକାର ଗଠନ ନେଇ ଯୋଗୀଙ୍କ ଆଶା
ବିହାରରେ ସେନ୍‌କୋ ଗୋଲ୍ଡରୁ ୪୦ କୋଟିର ଅଳଙ୍କାର ଲୁଟ୍‌
Browsing Category

ପାଣିପାଗ

ବର୍ଷା ଭିତରେ ରଥଯାତ୍ରା ପ୍ରସ୍ତୁତି: ସମୁଦ୍ର ଅଶାନ୍ତ, ପୁରୀରେ ସତର୍କତା

ପୁରୀ: ରାତି ପାହିଲେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏହାକୁ ନେଇ ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ଭିଡ଼ ଜମିଥିବା ବେଳେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁଁ ପୁରୀ ଜିଲ୍ଲାରେ ଲଗାଣ ବର୍ଷା ଜାରି ରହିଛି। ପରିସ୍ଥିତିକୁ ଦେଖି ପାଣିପାଗ ବିଭାଗ ପୁରୀ ପାଇଁ ରେଡ୍ ୱାର୍ଣ୍ଣିଂ…
Read More...

ଆସନ୍ତା ଚାରି ଦିନ ମଧ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା : ସିଇସି

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ସୋମବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ବେଳେ ଏହାର ପ୍ରଭାବରେ ଓଡ଼ିଶା–ଗାଙ୍ଗେୟ ପଶ୍ଚିମବଙ୍ଗ ଉପକୂଳ ସଂଲଗ୍ନ ଉତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବା ନେଇ ଭୁବନେଶ୍ୱରସ୍ଥିତ ଶିକ୍ଷା \'ଓ\' ଅନୁସନ୍ଧାନ…
Read More...

କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ

ନୂଆଦିଲ୍ଲୀ: ଦକ୍ଷିଣ-ପଶ୍ଚିମ ମୌସୁମୀ ଭାରତରେ ଆନୁଷ୍ଠାନିକ ଭାବେ ପ୍ରବେଶ କରି କେରଳ ଛୁଇଁଛି। ପାଣିପାଗ ବିଭାଗ (ଆଇଏମଡି) ଏହାର ସରକାରୀ ଘୋଷଣା କରି କହିଛି ଯେ, ମୌସୁମୀର ଅଗ୍ରଗତି ପାଇଁ ପରିସ୍ଥିତି ଅନୁକୂଳ ରହିଛି ଏବଂ ଆଗାମୀ ତିନିରୁ ଚାରି ଦିନ ମଧ୍ୟରେ ଏହା କର୍ଣ୍ଣାଟକ ଉପକୂଳ ଦେଇ ଗୋଆ…
Read More...

ଆସନ୍ତା ୩ ଦିନ ରାଜ୍ୟରେ କାଳବୈଶାଖୀ ବର୍ଷା, ପବନ ସମ୍ଭାବନା

ଭୁବନେଶ୍ବର: ଉତ୍ତର ଝାଡ଼ଖଣ୍ଡର ବାୟୁମଣ୍ଡଳର ଉପରିଭାଗରେ ଥିବା ଘୂର୍ଣ୍ଣିବଳୟ କ୍ଷେତ୍ର ଏବେ ଆଭ୍ୟନ୍ତର ଓଡ଼ିଶାର ୦.୯ କିମି ଉପରେ ରହିଛି। ଆସନ୍ତା ୩ ଦିନ ଯାଏଁ ରାଜ୍ୟର ଅନେକ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟ ରେ ପବନର ବେଗ ଘଣ୍ଟା ପ୍ରତି ପ୍ରାୟ…
Read More...

୬ଟି ରାଜ୍ୟରେ ଝଡ଼ବର୍ଷା ସତର୍କତା; ଗରମ ବଢ଼ିବା ନେଇ ପୂର୍ବାନୁମାନ

ନ୍ୟୁଜ୍ ବ୍ୟୁରୋ: ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ୬ଟି ରାଜ୍ୟରେ ଝଡ଼ବର୍ଷା ଓ ବଜ୍ରପାତ ସମ୍ଭାବନା ନେଇ ସତର୍କତା ଜାରି କରାଯାଇଛି। ଉତ୍ତର–ପଶ୍ଚିମ ଭାରତରେ ଗ୍ରୀଷ୍ମ ଆରମ୍ଭ ହୋଇଥିବା ବେଳେ ଦିନକୁ ତାପମାତ୍ରା ବଢ଼ୁଛି। ଘଣ୍ଟା ପ୍ରତି ୩୦ରୁ ୩୫ କିଲୋମିଟର ବେଗରେ ଗରମ ପବନ ବହିପାରେ ବୋଲି…
Read More...

ପ୍ରଦୂଷଣରେ ଦିଲ୍ଲୀକୁ ଟପିଲା ବାଲେଶ୍ବର

ଭୁବନେଶ୍ବର: ଓଡ଼ିଶାର ପ୍ରଦୂଷଣକୁ ନେଇ ଏପରି ଏକ ରିପୋର୍ଟ ସାମ୍ନାକୁ ଆସିଛି ଯାହାକି ଚିନ୍ତାକୁ ଦ୍ବିଗୁଣିତ କରିଛି। ଦିଲ୍ଲୀକୁ ଟପିଲା ବାଲେଶ୍ବର। ପ୍ରଦୂଷଣରେ ଓଡ଼ିଶାର କିଛି ସହର ବର୍ତ୍ତମାନ ଜାତୀୟ ରାଜଧାନୀ ଦିଲ୍ଲୀକୁ ଟପି ଯାଇଛି। ଓଡ଼ିଶାର ବାଲେଶ୍ବର ସହର ଆଜି ସବୁଠାରୁ ଅଧିକ…
Read More...

ଓଡ଼ିଶାରେ ଅସମ୍ଭାଳ ଶୀତ ଲହରୀ: ପାଣିପାଗ ବିଭାଗର ଚେତାବନୀ

ଭୁବନେଶ୍ବର: ପଶ୍ଚିମ ଓଡ଼ିଶା ଠାରୁ ଆଭ୍ୟନ୍ତରୀଣ ଓଡ଼ିଶା ସବୁଠାରେ ଘନ କୁହୁଡ଼ି ସହିତ ଅସମ୍ଭାଳ ଶୀତ ଲହରୀ ଚାଲୁଛି। ଏହା ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ପାଣିପାଗ ବିଭାଗ ଆଗାମୀ ୫ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ପାଇଁ ଚେତାବନୀ ଦେଇଛି। କିଛି ସ୍ଥାନରେ ସାମାନ୍ୟ ତାପମାତ୍ରାର ପରିବର୍ତ୍ତନ…
Read More...

ଦକ୍ଷିଣ ଆଣ୍ଡମାନ ସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ନ୍ୟୁଜ୍ ବ୍ୟୁରୋ: ଦକ୍ଷିଣ ଆଣ୍ଡମାନ ସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର ଏହା କ୍ରମଶଃ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଅଗ୍ରସର ହୋଇ ୨୪/୨୫ ତାରିଖ ବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଅବପାତର ରୂପ ନେବ ଓ ପରେ ଆହୁରି ଘନୀଭୂତ ହୋଇ ୨୮ ତାରିଖ ବେଳକୁ ବାତ୍ୟାରେ ପରିଣତ ହୋଇପାରେ ବୋଲି…
Read More...

ଆଣ୍ଡାମାନ ନିକୋବରରେ ଶକ୍ତିଶାଳୀ ଭୂମିକମ୍ପ

ନ୍ୟୁଜ୍ ବ୍ୟୁରୋ: ଆଣ୍ଡାମାନ ଓ ନିକୋବରରେ ଭୂମିକମ୍ପ। ୫.୪ ତୀବ୍ରତା ବିଶିଷ୍ଟ ଭୂକମ୍ପ ଆଣ୍ଡାମାନ ଉପକୂଳରେ ରବିବାର ମଧ୍ୟାହ୍ଣରେ ଅନୁଭୂତ ହୋଇଯାଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ଏନେଇ ସୂଚନା ଜାରି କରିଛି । ଆଜି ମଧ୍ୟାହ୍ନ ୧୨:୬ ସମୟରେ ଭୂମିକମ୍ପ ହୋଇଥିବା ସୂଚନା…
Read More...

ବାତ୍ୟା ‘ମୋନ୍ଥା’ର ପ୍ରଭାବ: ୫ ଜିଲ୍ଲା ରେଡ୍ ଓ ୬ ଜିଲ୍ଲା ଅରେଞ୍ଜ ଆଲର୍ଟ ଜାରି

ଭୁବନେଶ୍ବର: ମୋନ୍ଥା କୋପରେ ରାଜ୍ୟରେ ଦୁଇ ଦିନ ଭୀଷଣ ବର୍ଷା। ଆଜି ଓ ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା। ଆଜି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ବାତ୍ୟା ‘ମୋନ୍ଥା’ର…
Read More...