ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ
Browsing Category

ପାଣିପାଗ

୫ ତାରିଖ ବେଳକୁ ବଙ୍ଗୋପସାଗର ରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର

ଭୁବନେଶ୍ବର: ଆସନ୍ତା ୫ ତାରିଖ ବେଳକୁ ଉତ୍ତର ପଶ୍ଚିମ ତତ୍ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି କ୍ଷେତ୍ର ପ୍ରଭାବରେ ମୌସୁମୀ ବାୟୁ ସକ୍ରିୟ ରହିବା ସହ ୬ ତାରିଖ ଠାରୁ ଦକ୍ଷିଣ ଓ ଉପକୂଳ ଓଡ଼ିଶା ରେ ବର୍ଷା ପରିମାଣ ବଢିବା
Read More...

ବଙ୍ଗୋପସାଗର ରେ ସଦୃଶ ଲଘୁଚାପ ସକ୍ରିୟ

ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ତତ୍ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳ ରେ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସଦୃଶ ଲଘୁଚାପ ରେ ପରିଣତ ହୋଇଛି। ଏହି କ୍ଷେତ୍ର ଆସନ୍ତା ୪୮ ଘଣ୍ଟା ରେ ପଶ୍ଚିମ - ଉତ୍ତର ପଶ୍ଚିମ ଦିଗ ରେ
Read More...

ଆସନ୍ତା ୨୯, ବର୍ଷାରେ ଭିଜିବ ଓଡିଶା

ଭୁବନେଶ୍ବର: ଆସନ୍ତା ୨୯ ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ ତତ୍ ସଂଲଗ୍ନ ଉତ୍ତର ବଙ୍ଗୋପସାଗର ରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ପରବର୍ତ୍ତୀ ୪୮ ଘଣ୍ଟା ରେ ଲଘୁଚାପ ଟି ଅଧିକ ଘନୀଭୂତ ହୋଇ ଚିହ୍ନିତ ଲଘୁଚାପ/ ଅବପାତ ରେ ପରିଣତ ହୋଇପାରେ। ଏହି ସିଷ୍ଟମ୍ ଟି ମୁଖ୍ୟତଃ ପଶ୍ଚିମ ଦିଗରେ
Read More...

ଆସନ୍ତା ଆଠ ଦିନ ଯାଏଁ ଭଲ ବର୍ଷା ସମ୍ଭାବନା

ଭୁବନେଶ୍ୱର: ପଶ୍ଚିମବଙ୍ଗ ଅଞ୍ଚଳ ରେ ଏକ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି ଏହା ଧୀରେଧୀରେ ପଶ୍ଚିମ ଦିଗ ରେ ଅଗ୍ରସର ହୋଇ ଝାଡଖଣ୍ଡ ଆଡକୁ ଗତି କରିବ। ସେହିପରି ଆଉ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ଉତ୍ତର ବଙ୍ଗୋପସାଗର ଅଞ୍ଚଳ ରେ ଆସନ୍ତା ୨୪ ତାରିଖ ବେଳକୁ ସୃଷ୍ଟି ହେବ। ରାଜ୍ୟ ରେ ମୌସୁମୀ ବାୟୁ
Read More...

ରାଜ୍ୟରେ ୨୦ ଯାଏ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଦକ୍ଷିଣ ବଙ୍ଗଲାଦେଶ ଓ ତତସଲଗ୍ନ ଅଂଚଳରେ ସକ୍ରିୟ ରହିଛି ସଦୃଶ ଲଘୁଚାପ। ଯାହା ପରବର୍ତୀ ମୁହୁର୍ତରେ ଅଧିକ ଘନୀଭୂତ ହୋଇ ଉତ୍ତର ଉତ୍ତର ପଶ୍ଚିମ ଦିଗକୁ ଗତି କରି ବେଲମାର୍କ ଲୋ ପ୍ରେସର ରେ ପରିଣତ ହେବ। ୧୯ ତାରିଖ ବେଳକୁ ଏହା ବେଲମାର୍କ ଲୋ ପ୍ରେସର ପରିଣତ ହେବ ବୋଲି ଆକଳନ କରିଛି
Read More...