ପ୍ରମୁଖ ଖବର

ବାରବାରୀ ଷ୍ଟାଡିୟମକୁ ଏନଜିଟିର ନୋଟିସ
ହରଭଜନ ସିଂଙ୍କ ଘର କାନ୍ଥରେ ଦେଶଦ୍ରୋହୀ ଲେଖିଲେ ଆପ କର୍ମୀ
ଭବାନୀପୁରରେ ଟିଏମସି ସମ୍ପୂର୍ଣ୍ଣ ସଫା ହେବ ହେବ କହିଲେ ଶୁଭେନ୍ଦୁ ଅଧିକାରୀ
ଶାହଙ୍କ ମନ୍ତବ୍ୟକୁ ନେଇ ମମତାଙ୍କ ତୀବ୍ର ପ୍ରତିକ୍ରିୟା, ଆଇନଗତ ମାମଲା ରୁଜୁ ଚେତାବନୀ
ଇସ୍ପାତ୍ ରାଜଧାନୀ ହେବ ଓଡ଼ିଶା : ମୁଖ୍ୟମନ୍ତ୍ରୀ
ରାଜସ୍ଥାନରେ କବାଡି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ: ୪ ଜୀବନ୍ତ ଦଗ୍ଧ
Browsing Category

ରାଜ୍ୟ ଖବର

ଏପ୍ରିଲରୁ ଓଡ଼ିଶାରେ ହେବ ଜନଗଣନା

ଭୁବନେଶ୍ବର: ଆସନ୍ତା ଏପ୍ରିଲରୁ ଓଡ଼ିଶାରେ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା। ଏନେଇ ଜନଗଣନା ନିର୍ଦ୍ଦେଶକ ନିଖିଲ ପୱନ କଲ୍ୟାଣ ସୂଚନା ଦେଇଛନ୍ତି। ରାଜ୍ୟସ୍ତରୀୟ ଜନଗଣନା ସମନ୍ୱୟ କମିଟି ବୈଠକ ଆଜି ଅନୁଷ୍ଠିତ ହେଉଥିବା ବେଳେ ଏହି ସୂଚନା ଦିଆଯାଇଛି।୦୨୭ ଫେବୃଆରୀରେ ହେବ ଦ୍ୱିତୀୟ
Read More...

ପ୍ରଦୂଷଣ ପାଇଁ ଟ୍ୱିନ୍‌ ସିଟିରେ ଲାଗିଲା କଟକଣା

ଭୁବନେଶ୍ଵର: ପ୍ରଦୂଷଣ ପାଇଁ ଟ୍ୱିନ୍‌ ସିଟିରେ ଲାଗିଲା କଟକଣା। ବିଏମସିକୁ ଘାରିଲା ବାୟୁ ପ୍ରଦୂଷଣ ଚିନ୍ତା। ସନ୍ଧ୍ୟା ୬ଟାରୁ ସକାଳ ୧୦ଟା ପର୍ଯ୍ୟନ୍ତ ସମସ୍ତ ନିର୍ମାଣ ବନ୍ଦ। ବାହାରେ ଆଵର୍ଜନା କିମ୍ବା ଢ଼ାବାରେ କୋଇଲା ଜାଳିବା ମନା। ରାଜଧାନୀରେ ବାୟୁ ପ୍ରଦୂଷଣକୁ ହ୍ରାସ କରିବାକୁ ଏୟାର
Read More...

ଦେବ୍ରିଗଡ ଅଭୟାରଣ୍ୟକୁ ଆସିବେ ଆଉ ଦୁଇ ବାଘ: ମନ୍ତ୍ରୀ

ସମ୍ବଲପୁର: ଶିମିଳିପାଳ ପରେ ଏବେ ବରଗଡ଼ ଓ ସମ୍ବଲପୁର ଜିଲ୍ଲାକୁ ବ୍ୟାପିଥିବା ଦେବ୍ରିଗଡ ଅଭୟାରଣ୍ୟରେ ବୃଦ୍ଧି ହେବ ବାଘ ସଂଖ୍ୟା। ଅଭୟାରଣ୍ୟକୁ ଆସିବେ ୨ଟି ନୂଆ ବାଘ। ଏନେଇ ସୂଚନା ଦେଇଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଷରାମ ସିଂ ଖୁଣ୍ଟିଆ। ସେ କହିଛନ୍ତି ଯେ, ନ୍ୟାସନାଲ ଟାଇଗର
Read More...

ଆମ ବସରେ ନିଜେ ଯାଇ ସ୍ଥିତି ପରଖିଲେ ପରିବହନ କମିଶନର

ଭୁବନେଶ୍ବର: ଆମ ବସ୍ ଦୁର୍ଘଟଣା ପରେ ଆକ୍ସନ ମୋଡକୁ ଆସିଛି ପରିବହନ ବିଭାଗ। ସାରା ରାଜ୍ୟରେ ମୋ ବସ୍ ଡ୍ରାଇଭରଙ୍କୁ ଯାଞ୍ଚ କରାଯାଉଥିବା ବେଳେ ଆଜି ଆମ ବସ୍‌ରେ ନିଜେ ଯାଇ ସ୍ଥିତି ପରଖିଲେ ପରିବହନ କମିଶନର। ଆଜି ମୋ ବସରେ ଚଢି ଯାତ୍ରୀମାନଙ୍କ ସହ ଯାତ୍ରା କରି ପ୍ରତ୍ୟକ୍ଷ ଭାବେ ଆଲୋଚନା କଲେ
Read More...

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ଭୁବନେଶ୍ବର: ଲୋକସେବା ଭବନ ସମ୍ମୁଖରେ ରିଲ୍ସ କରିବାକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ ଆଜି କହିଛନ୍ତି, ଲୋକସେବା ଭବନରେ ରିଲ୍ସ ପାଇଁ ଗୃହ ବିଭାଗ ଆଗକୁ ଗାଇଡ୍‌ ଲାଇନ୍‌ ଆଣିବ। ଲୋକସେବା ଭବନରେ ରିଲ୍ସ କରିବା ଠିକ୍ କଥା ନୁହେଁ, କାର୍ଯ୍ୟ
Read More...

ବରିଷ୍ଠ ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ବର: ନୂଆ ବର୍ଷ ଆରମ୍ଭରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କଲେ ରାଜ୍ୟ ସରକାର। ମୁଖ୍ୟ ସଚିବ ଭାବେ ଅନୁ ଗର୍ଗ ଦାୟିତ୍ବ ଗ୍ରହଣ କରିବା ପରେ ଅନୁଙ୍କ ସ୍ଥାନରେ ଦେଓରଞ୍ଜନ ସିଂ ହେଲେ ଉନ୍ନୟନ କମିଶନର। ସତ୍ୟବ୍ରତ ସାହୁଙ୍କୁ ରାଜସ୍ୱ ପରିଷଦର ସଦସ୍ୟ ଭାବେ ଦାୟିତ୍ୱ
Read More...

ବଦଳିବ ନିକୋ ପାର୍କର ରୂପ, ଖର୍ଚ୍ଚ ହେବ ୬୦୦ କୋଟି

ଭୁବନେଶ୍ବର: ଖୁବ ଶୀଘ୍ର ନୂଆରୂପରେ ନଜର ଆସିବ ନିକୋ ପାର୍କ। ୩ଟି ପର୍ଯ୍ୟାୟରେ ନିର୍ମାଣ ହେବ। ଏଥିପାଇଁ ୨ ଶହ କୋଟି ଲେଖାଏଁ ମୋଟ ୬ ଶହ କୋଟି ଟଙ୍କା ବ୍ୟୟ ବରାଦ ହେବ। ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ପୂର୍ବରୁ ୩ ଶହ କୋଟି ଟଙ୍କା ବ୍ୟୟରେ ନବୀକରଣ
Read More...

ରାଇରଙ୍ଗପୁରରେ ଇଗ୍ନୋ ଆଞ୍ଚଳିକ କେନ୍ଦ୍ର ଓ ଦକ୍ଷତା କେନ୍ଦ୍ର ଶୁଭାରମ୍ଭ କଲେ ରାଷ୍ଟ୍ରପତି

ନୁଆଦିଲ୍ଲୀ: ରାଇରଙ୍ଗପୁରରେ ଆଜି ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୋ)ର ଆଞ୍ଚଳିକ ଓ ଦକ୍ଷତା କେନ୍ଦ୍ର ଲୋକାର୍ପଣ ହୋଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭର୍ଚୁଆଲ ମୋଡରେ ଇଗ୍ନୋ ସେଣ୍ଟରର ଉଦ୍‌ଘାଟନ କରିଛନ୍ତି। ଏହା ଅଞ୍ଚଳର ଲୋକଙ୍କ ପାଇଁ ଉଚ୍ଚମାନର ଶିକ୍ଷା ଏବଂ
Read More...

ଆହୁରି ୨ ମାସ ବୃଦ୍ଧି ହେଲା ରାସନ୍ କାର୍ଡ ଇ-କେଓ୍ବାଇସି ସମୟ ସୀମା

ଭୁବନେଶ୍ବର: ରାସନକାର୍ଡକୁ ନେଇ ବଡ ଅପଡେଟ୍ ଦେଲେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଆହୁରି ୨ ମାସ ବୃଦ୍ଧି ହେଲା ରାସନ୍ କାର୍ଡ ଇ-କେୱାଇସି ଇ-କେୱାଇସି ସମୟ ସୀମା। ଡିସେମ୍ବର ୩୧ ତାରିଖ ଦିନ ଇ-କେୱାଇସି ଅବଧି ଶେଷ ହେଉଥିବା ବେଳେ, ଏହାର ଅବଧିକୁ ଆହୁରି ୨ ମାସ ପର୍ଯ୍ୟନ୍ତ ବୃଦ୍ଧି
Read More...

ଦାୟିତ୍ୱ ଗ୍ରହଣ ପରେ ଶ୍ରୀଜୀଉଙ୍କ ଦର୍ଶନ କଲେ ଅନୁ ଗର୍ଗ

ଦାୟିତ୍ୱ ଗ୍ରହଣ ପରେ ଶ୍ରୀଜୀଉଙ୍କ ଦର୍ଶନ କରିବା ସହ ଇଂରାଜୀ ନବବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଭୁବନେଶ୍ବର: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ଵ ଗ୍ରହଣ କରିବା ପରେ ବରିଷ୍ଠ ଆଇଏଏସ୍ ଅଧିକାରୀ ଅନୁ ଗର୍ଗ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି।
Read More...