Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ବାରବାରୀ ଷ୍ଟାଡିୟମକୁ ଏନଜିଟିର ନୋଟିସ
ହରଭଜନ ସିଂଙ୍କ ଘର କାନ୍ଥରେ ଦେଶଦ୍ରୋହୀ ଲେଖିଲେ ଆପ କର୍ମୀ
ଭବାନୀପୁରରେ ଟିଏମସି ସମ୍ପୂର୍ଣ୍ଣ ସଫା ହେବ ହେବ କହିଲେ ଶୁଭେନ୍ଦୁ ଅଧିକାରୀ
ଶାହଙ୍କ ମନ୍ତବ୍ୟକୁ ନେଇ ମମତାଙ୍କ ତୀବ୍ର ପ୍ରତିକ୍ରିୟା, ଆଇନଗତ ମାମଲା ରୁଜୁ ଚେତାବନୀ
ଇସ୍ପାତ୍ ରାଜଧାନୀ ହେବ ଓଡ଼ିଶା : ମୁଖ୍ୟମନ୍ତ୍ରୀ
ରାଜସ୍ଥାନରେ କବାଡି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ: ୪ ଜୀବନ୍ତ ଦଗ୍ଧ
Browsing Category
ରାଜ୍ୟ ଖବର
ରାଜ୍ୟରେ ଖାଲି ପଡିଛି ୧୦୦ ବିଇଓ ପଦବୀ
ଭୁବନେଶ୍ବର: ରାଜ୍ୟରେ ଖାଲି ପଡିଛି ୧୦୦ ବିଇଓ ପଦବୀ। ବିନା ମୁରବିରେ ଚାଲିଛି ସ୍କୁଲ। ସର୍ବାଧିକ ମୟୁରଭଞ୍ଜ ଜିଲ୍ଲାର ୯ ବ୍ଲକରେ ପଦବୀ ଖାଲି ପଡିଛି। ବିଧାନସଭାରେ ଏଭଳି ଉତ୍ତର ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।
ସେହିଭଳି ଜଗତସିଂହପୁର, କୋରାପୁଟ, ରାୟଗଡ଼ା ଜିଲ୍ଲାର ୭!-->!-->!-->…
Read More...
Read More...
ବୈତରଣୀ ନଦୀରେ ନିର୍ମାଣ ହେବ ବ୍ୟାରେଜ୍: ମୁଖ୍ୟମନ୍ତ୍ରୀ
କେନ୍ଦୁଝର: କେନ୍ଦୁଝର ଜିଲା ପାଟଣା ପାଇଁ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। କେନ୍ଦୁଝର ଜିଲ୍ଲା ତହସିଲ ରାଜନଗର ବୈତରଣୀ ନଦୀରେ ଭୀମକୁଣ୍ଡ ବ୍ୟାରେଜ ନିର୍ମାଣ ହେବ। ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଅଣ ତାରକା!-->…
Read More...
Read More...
କଟକରେ ଭଙ୍ଗା ହେବ ବିପଦସଙ୍କୁଳ କୋଠା
କଟକ: କଟକରେ ଭଙ୍ଗା ହେବ ବିପଦସଙ୍କୁଳ କୋଠା। ଏନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର। କଟକରେ ଥିବା ସମସ୍ତ ବିପଦ ଶଂକୁଳ ଚିଠା ଚିହ୍ନଟ କରାଯାଇ ଖୁବଶୀଘ୍ର ଭଙ୍ଗାଯିବ। କଟକ ମଣି ସାହୁ ଛକରେ ଆପର୍ଟମେଣ୍ଟ ତାଜା ଭୁସୁଡିବା ଘଟଣା ପରେ!-->…
Read More...
Read More...
୧୦ ଶିକ୍ଷକଙ୍କ ଦରମା ବନ୍ଦ କଲେ ବିଇଓ
ବୌଦ୍ଧ: ୧୦ ଶିକ୍ଷକଙ୍କ ଦରମା ବନ୍ଦ ସହ କାରଣ ଦର୍ଶାଅ ନୋଟିସ୍ ଜାରି ହୋଇଛି। ଆକ୍ସନରେ ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ। କାର୍ଯ୍ୟରେ ଅବହେଳା ଅଭିଯୋଗରେ ବିଇଓ ୮ଟି ସ୍କୁଲର ୧୦ଜଣ ଶିକ୍ଷକଙ୍କ ଦରମା ବନ୍ଦ କରିଛନ୍ତି। ବିଇଓ କୌଣସି ସୂଚନା ନ ଦେଇ ଅଚାନକ ସ୍କୁଲ ଗସ୍ତ!-->…
Read More...
Read More...
୪ ନମ୍ୱର ଆମିଷ ବଜାରରୁ ହଟିବ ସମସ୍ତ ଜବରଦଖଲ
ଭୁବନେଶ୍ୱର: ୪ ନମ୍ବର ମାଛ ମାର୍କେଟରେ ହେବ ନବକଳେବର, ଆମିଷ ବଜାରରୁ ହଟିବ ଜବରଦଖଲ। ନୂଆ ରୂପ ପାଇବ ଭୁବନେଶ୍ୱର ମହାନଗର ନିଗମ ଅଧୀନ ୪ ନମ୍ବର ମାଛ ମାର୍କେଟ। ଆଜି ସକାଳୁ ବିଏମସି କମିଶନର ଚଞ୍ଚଲ ରଣାଙ୍କ ସହ ସମୀକ୍ଷା ପରେ ଏହି ସୂଚନା ଦେଇଛନ୍ତି ମେୟର ସୁଲୋଚନା ଦାସ।
ମେୟର କହିଛନ୍ତି!-->!-->!-->…
Read More...
Read More...
ରୋଗୀସେବାରେ ସାମିଲ ହେବ ୨୦୦ଟି ନୂଆ ୧୦୮ ଆମ୍ବୁଲାନ୍ସ
ଭୁବନେଶ୍ଵର: ରାଜ୍ୟରେ ଗଡିବ ଆଉ ୨୦୦ଟି ନୂଆ ୧୦୮ ଆମ୍ବୁଲାନ୍ସ। ନୂଆବର୍ଷ ପୂର୍ବରୁ ଗଡିବା ନେଇ ଯୋଜନା ରହିଥିବାବେଳେ, ଗାଡ଼ି ଆସି ସାରିଛି। ଏବେ ଏହାର ବ୍ରାଣ୍ଡିଂ ଚାଲିଥିବା ଜଣାପଡ଼ିଛି। ନିର୍ଦ୍ଦେଶନାମା ଅନୁସାରେ ୫ ବର୍ଷ ପୂରଣ ହୋଇଥିବା ୧୧୨ ଗାଡ଼ିର ଅବଧି ଆସନ୍ତା ୨୦୨୬ ଜାନୁଆରୀ ମଧ୍ୟରେ!-->…
Read More...
Read More...
୪୧୪୫ ମନ୍ଦିରର ଅନୁଦାନ ରାଶି ବୃଦ୍ଧି କଲେ ରାଜ୍ୟ ସରକାର
ଭୁବନେଶ୍ୱର: ରାଜ୍ୟର ୪୧୪୫ ମନ୍ଦିରର ଅନୁଦାନ ରାଶି ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଆଜି ବିଧାନସଭାରେ ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ଏକ ପ୍ରଶ୍ନର ଉତ୍ତର ରଖି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ରାଜ୍ୟ ସରକାର ୪୧୪୫ ମନ୍ଦିରର ଆର୍ଥିକ ଅନୁଦାନ ବୃଦ୍ଧି!-->…
Read More...
Read More...
ପୁଣି ସୁଭଦ୍ରାରେ ଯୋଡି ହେଲେ ୧୭ ଲକ୍ଷରୁ ଊର୍ଦ୍ଧ୍ବ ମହିଳା
ଭୁବନେଶ୍ବର: ଆଜି ବିଧାନସଭାରେ ଶୀତ ଅଧିବେଶନର ତୃତୀୟ ଦିବସରେ ଗୃହରେ ଉଠିଛି ସୁଭଦ୍ର ପ୍ରସଙ୍ଗ। ଏଥିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କିଛି ତଥ୍ୟ ରଖିଛନ୍ତି। ସେ କହିଛନ୍ତି, ସରଜମିନ୍ ତଦନ୍ତ ପରେ ସୁଭଦ୍ରାରେ ଯୋଡ଼ି ହେଲେ ୧୭ ଲକ୍ଷରୁ ଊର୍ଦ୍ଧ୍ବ ମହିଳା।ଗୃହରେ ତଥ୍ୟ ରଖି!-->…
Read More...
Read More...
ମହାବିଦ୍ୟାଳୟକୁ ଜବରଦଖଲମୁକ୍ତ କରିବାକୁ ଜିଲ୍ଲାପାଳଙ୍କୁ କଡା ନିର୍ଦ୍ଦେଶ
ଭୁବନେଶ୍ବର: ରାଜ୍ୟର ସମସ୍ତ କଲେଜରୁ ହଟିବ ଜବରଦଖଲ। ସବୁ ଜିଲ୍ଲାପାଳଙ୍କୁ ମହାବିଦ୍ୟାଳୟକୁ ଜବରଦଖଲମୁକ୍ତ କରିବା ଲାଗି କଡ଼ା ନିର୍ଦ୍ଦେଶ ଦିଆଯାଇଛି। ଏନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ।
ରାଜ୍ୟର କଲେଜ ଗୁଡିକରେ ଜବର ଦଖଲ ନେଇ ମନ୍ତ୍ରୀ!-->!-->!-->…
Read More...
Read More...
ରାଜଭବନରେ କଳିଙ୍ଗ ଅତିଥି ନିବାସକୁ ଉଦଘାଟନ କଲେ ରାଷ୍ଟ୍ରପତି
ଭୁବନେଶ୍ବର; ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ଦିନ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ଅବସରରେ ଭୁବନେଶ୍ୱରର ରାଜଭବନ ପରିସରରେ ସେ କଳିଙ୍ଗ ଅତିଥି ନିବାସକୁ ଉଦଘାଟନ କରିଛନ୍ତି।
ଏନେଇ ଅଧିକାରୀମାନେ କହିଛନ୍ତି ଯେ ନୂଆ ଭାବରେ ନିର୍ମିତ ଏହି ସୁବିଧା ଭିଭିଆଇପି ଏବଂ!-->!-->!-->…
Read More...
Read More...