Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
‘ଜୁନ୍ ୨୮ରୁ ଜୁଲାଇ ୬ ଯାଏଁ ଗର୍ଭଗୃହ, ବାହାର ରତ୍ନଭଣ୍ଡାର ମରାମତି’
ରାଜା ଚକ୍ରଙ୍କୁ ଝଟକା, ଜାମିନ ଆବେଦନ ଖାରଜ କଲେ କୋର୍ଟ
ପୁରଣ ହେବ ୧୫ଟି ବିଶ୍ୱବିଦ୍ୟାଳୟର ଭିସି ପଦବୀ
ନୀରବ ମୋଦିଙ୍କ ବେଲ୍ ଆବେଦନ ଖାରଜ
ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଲାଗି ଫର୍ମ ପୂରଣ ଆରମ୍ଭ
ଅଦିନିଆ ବର୍ଷାକୁ ରାଜ୍ୟଭିତ୍ତିକ ବିପର୍ଯ୍ୟୟ ଘୋଷଣା କଲେ ରାଜ୍ୟ ସରକାର
Browsing Category
ରାଜ୍ୟ ଖବର
ବାବା ଆଖଣ୍ଡଳମଣିଙ୍କ ପୀଠକୁ ୧୦କୋଟି ଟଙ୍କାର ଅନୁଦାନ
ଭଦ୍ରକ: ମହାଶିବରାତ୍ରୀ ଅବସରରେ ଭଦ୍ରକର ଆରଡ଼ି ପୀଠ ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବାବା ଆଖଣ୍ଡଳମଣିଙ୍କ ପୀଠକୁ ୧୦ କୋଟିର ପାଣ୍ଠି ଘୋଷଣା। ଆଜି ପବିତ୍ର ଜାଗର ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଏବଂ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ବାବା ଆଖଣ୍ଡଳମଣିଙ୍କ!-->…
Read More...
Read More...
ପିଏମ କିଷାନରେ ଓଡିଶାରୁ ୩୪ ଲକ୍ଷରୁ ଅଧିକ ଚାଷୀ ସାମିଲ
ଭୁବନେଶ୍ବର: ସୋମବାର କୃଷକଙ୍କ ପାଇଁ “ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ-କିଷାନ) ଯୋଜନାରେ ୧୯ତମ କିସ୍ତି ପ୍ରଦାନ କରାଯାଇଛି। ଏଥିରେ ଓଡ଼ିଶାର ୩୪.୯୮ ଲକ୍ଷରୁ ଅଧିକ ଚାଷୀଙ୍କୁ ସାମିଲ କରାଯାଇଛି। ରାଜ୍ୟ କୃଷି ସଚିବ ଅରବିନ୍ଦ ପାଢୀ ଏହା ସୂଚନା ଦେଇଛନ୍ତି।
ସେ ଦେଇଥିବା ତଥ୍ୟ!-->!-->!-->…
Read More...
Read More...
ଟ୍ୱିନ୍ ସିଟିକୁ ଜଗିବ ଏଆଇ କ୍ୟାମେରା
ଭୁବନେଶ୍ବର: ଟ୍ୱିନ୍ ସିଟି କଟକ ଓ ଭୁବନେଶ୍ୱରରେ ଲାଗିବ ଏଆଇ କ୍ୟାମେରା। ଏନେଇ ସୋମବାର ପୁଲିସ କମିଶନର ସୁରେଶ ଦେବଦତ୍ତସିଂ ସୂଚନା ଦେଇଛନ୍ତି। ଆଡଭାନ୍ସ ଫେସିଆଲ୍ ରେକୋକନାଇଜ ସିଷ୍ଟ ଜରିଆରେ ଚିହ୍ନଟ ହେବେ ଅପରାଧୀ ଓ ଟ୍ରାଫିକ ଖିଲାପକାରୀ। ବାୟୋ ମେଟ୍ରିକ୍ସ ଆକ୍ସେସ କଣ୍ଟ୍ରୋଲ ସିଷ୍ଟ!-->…
Read More...
Read More...
ରଥଯାତ୍ରା ପୂର୍ବରୁ ଶେଷ ହେବ ରତ୍ନଭଣ୍ଡାର ଗଣତିମଣତି
ଭୁବନେଶ୍ବର: ମାର୍ଚ୍ଚ ସୁଦ୍ଧା ଶେଷ ହୋଇପାରିବ ନାହିଁ ରତ୍ନଭଣ୍ଡାର ଗଣତିମଣତି। ମରାମତି ପାଇଁ ଆହୁରି ମାସେ ଦୁଇମାସେ ସମୟ ଲାଗିବ। ଏଥିପାଇଁ ଗଣତିମଣତି କାର୍ଯ୍ୟ ବିଳମ୍ବ ହେବ। ଏନେଇ ଆଜି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।
ରଥଯାତ୍ରା ପୂର୍ବରୁ ଗଣତି ମଣତି!-->!-->!-->…
Read More...
Read More...
ପଙ୍କଜ ଲୋଚନ ମହାନ୍ତି ହେଲେ ଓସିଏ ସଭାପତି
କଟକ: ପଙ୍କଜ ଲୋଚନ ମହାନ୍ତି ହେଲେ ଓସିଏ ସଭାପତି। ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ କରିଥିଲେ ପଙ୍କଜ। ବବି ଦାସଙ୍କ ଇସ୍ତଫା ପରେ ଏହି ଆସନ ଖାଲିପଡିଥିଲା। ବାରବାଟୀ ଫ୍ଲଡ ଲାଇଟ ବିଭ୍ରାଟ ନେଇ ମତ ରଖିଛନ୍ତି ନୂଆ ସଭାପତି ପଙ୍କଜ। ସେ କହିଛନ୍ତି, ସରକାର ମାଗିଥିବା କାରଣ ଦର୍ଶାଅ ନୋଟିସର!-->…
Read More...
Read More...
ଅଚ୍ୟୁତ ସାମନ୍ତଙ୍କୁ ହାଜର ହେବାକୁ ନିର୍ଦ୍ଦେଶ
ଭୁବନେଶ୍ବର: ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣାରେ ଗୁରୁବାର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ସରକାରଙ୍କ ହାଇଲେବୁଲ କମିଟି ଆଗରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି। ହାଜର ପାଇଁ ନିର୍ଦ୍ଦେଶ ଜାରି କରିଛି ଉଚ୍ଚ ଶିକ୍ଷା ବିଭାଗ। ଚିଠି ଜରିଆରେ ତାଙ୍କୁ ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟାରେ!-->…
Read More...
Read More...
କ୍ୟାମ୍ପସ୍କୁ ଫେରିବାକୁ ନେପାଳୀ ଛାତ୍ରଛାତ୍ରୀଙ୍କୁ ଅପିଲ୍ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: କିଟ୍ କାଣ୍ଡକୁ ନେଇ ସାରା ରାଜ୍ୟ ରାଜନୀତି ସରଗରମ ରହିଛି। ବିବାଦ ଥମୁ ନ ଥିବାବେଳେ ଦିନକୁ ଦିନ ଘଟଣା ରୋଚକ ମୋଡ ନେଉଛି। ଏହାରି ଭିତରେ ନେପାଳ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କିଟ୍ କାଣ୍ଡକୁ ନେଇ ସାରା ରାଜ୍ୟ ରାଜନୀତି ସରଗରମ ରହିଛି। ବିବାଦ ଥମୁ ନ!-->…
Read More...
Read More...
ଲକ୍ଷାଧିକ ମୃତ ବ୍ୟକ୍ତି ଖାଉଥିଲେ ରାସନ ଚାଉଳ
ଭୁବନେଶ୍ବର: ରାଜ୍ୟରେ ୩ ଲକ୍ଷ ୨୮ ହଜାର ୯୩୨ ଜଣ ଭୂତ ରାଶନାକାର୍ଡଧାରୀ ଅଛନ୍ତି। ଅର୍ଥାତ୍ ମୃତ ବ୍ୟକ୍ତିଙ୍କ ନାଁରେ ରହିଛି ରାଶନ କାର୍ଡ। ରାଜ୍ୟରେ ୩ ଲକ୍ଷରୁ ଅଧିକ ମୃତ ବ୍ୟକ୍ତି ପାଉଥିଲେ ରାସନ ସୁବିଧା। ମୃତ ବ୍ୟକ୍ତିଙ୍କ ନାଁରେ ରାସନ ଚାଉଳ ନିଆଯାଉଥିବା ନେଇ ଆଜି ଗୃହରେ ମତ ରଖିଛନ୍ତି!-->…
Read More...
Read More...
ଶ୍ରୀଜଗନ୍ନାଥ ଯୋଜନା:ବିନା ବସ୍ ଭଡ଼ାରେ ହେବ ଜଗା ଦର୍ଶନ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଦିନ ଓଡ଼ିଶା ବିଧାନସଭାରେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ୨.୯୦ ଲକ୍ଷ କୋଟି ଟଙ୍କାର ଏକ ପୂର୍ଣ୍ଣାଙ୍ଗ ରାଜ୍ୟ ବଜେଟ୍ ଉପସ୍ଥାପନ କରିଛନ୍ତି। ଏଥିରେ ଶ୍ରୀଜଗନ୍ନାଥ ପ୍ରେମିଙ୍କ ପାଇଁ ଖୁସି ଖବର ରହିଛି। ଏଥିର ନୂଆ କରି ବଜେଟରେ!-->…
Read More...
Read More...
ରାଜ୍ୟରେ ଖାଲିପଡିଛି ଆଇଏଏସ୍ ଏବଂ ଆଇପିଏସ୍ ପଦବୀ
ଭୁବନେଶ୍ବର: ରାଜ୍ୟରେ ଖାଲି ପଡିଛି ୬୬ ଆଇଏଏସ୍ ପଦବୀ ଓ ୬୯ ଆଇପିଏସ୍ ପଦବୀ। ଓଡ଼ିଶାରେ ବର୍ତ୍ତମାନ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍) ଏବଂ ଭାରତୀୟ ପୋଲିସ ସେବା (ଆଇପିଏସ୍) ଅଧିକାରୀଙ୍କ ଘୋର ଅଭାବ ଦେଖାଦେଉଛି। ଯାହା ଏକ ଗୁରୁତ୍ୱପୂର୍ଣ୍ଣ ଶାସନ ସମସ୍ୟା ଏବଂ ଆଇନ ଶୃଙ୍ଖଳାକୁ ବିଗାଡିବାର!-->…
Read More...
Read More...