Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ବାରବାରୀ ଷ୍ଟାଡିୟମକୁ ଏନଜିଟିର ନୋଟିସ
ହରଭଜନ ସିଂଙ୍କ ଘର କାନ୍ଥରେ ଦେଶଦ୍ରୋହୀ ଲେଖିଲେ ଆପ କର୍ମୀ
ଭବାନୀପୁରରେ ଟିଏମସି ସମ୍ପୂର୍ଣ୍ଣ ସଫା ହେବ ହେବ କହିଲେ ଶୁଭେନ୍ଦୁ ଅଧିକାରୀ
ଶାହଙ୍କ ମନ୍ତବ୍ୟକୁ ନେଇ ମମତାଙ୍କ ତୀବ୍ର ପ୍ରତିକ୍ରିୟା, ଆଇନଗତ ମାମଲା ରୁଜୁ ଚେତାବନୀ
ଇସ୍ପାତ୍ ରାଜଧାନୀ ହେବ ଓଡ଼ିଶା : ମୁଖ୍ୟମନ୍ତ୍ରୀ
ରାଜସ୍ଥାନରେ କବାଡି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ: ୪ ଜୀବନ୍ତ ଦଗ୍ଧ
Browsing Category
ରାଜ୍ୟ ଖବର
ବିଜେଡି ଛାଡ଼ି ପଦ୍ମ ଧରିଲେ ଅମର ପଟ୍ଟନାୟକ
ଭୁବନେଶ୍ବର: ବିଜେଡିକୁ ଜୋରଦାର୍ ଝଟକା। ଶଙ୍ଖ ଛାଡି ପଦ୍ମ ଧରିଲେ ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ। ସେ ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଆସି ବିଧିବଦ୍ଧ ଭାବେ ଭାଜପାରେ ସାମିଲ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ପ୍ରଭାରୀ ବିଜୟ!-->…
Read More...
Read More...
କେନ୍ଦ୍ରୀୟ ଗୃହମନ୍ତ୍ରୀ ଦକ୍ଷତା ପଦକ ପାଇବେ ୧୭ ପୋଲିସ ଅଧିକାରୀ
ନୂଆ ଦିଲ୍ଲୀ: ଓଡ଼ିଶା ପୋଲିସର ୧୭ ଜଣ ବିଶିଷ୍ଟ ଅଧିକାରୀ ଏବଂ କର୍ମଚାରୀଙ୍କୁ ମର୍ଯ୍ୟାଦାଜନକ ‘କେନ୍ଦ୍ରୀୟ ଗୃହମନ୍ତ୍ରୀ ଦକ୍ଷତା ପଦ’ ୨୦୨୫ରେ ସମ୍ମାନିତ କରାଯାଇଛି। ରାଜ୍ୟ ପୋଲିସ ଏହାର ଏକ୍ସ ହ୍ୟାଣ୍ଡେଲରେ ଦୁଇଟି ଭିନ୍ନ ଭିନ୍ନ ପୋଷ୍ଟରେ ଏହି ସୂଚନା ପ୍ରଦାନ କରିଛି।
ପୁରସ୍କାରପ୍ରାପ୍ତ!-->!-->!-->…
Read More...
Read More...
କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ
ଭୁବନେଶ୍ବର: ବାତ୍ୟା ମୋନ୍ଥାରେ ରାଜ୍ୟର ୩୩ ବ୍ଲକ ଓ ୧୧ ସହରାଞ୍ଚଳ ପ୍ରଭାବିତ ହୋଇଛି। କାଲିଠାରୁ କ୍ଷୟକ୍ଷତି ନେଇ ରିପୋର୍ଟ ସଂଗ୍ରହ କରିବେ ଜିଲ୍ଲାପାଳ। ଫସଲର କ୍ଷୟକ୍ଷତି ନେଇ ତଥ୍ୟ ସଂଗ୍ରହ କରିବେ ଅଧିକାରୀ। ସଠିକ ଆକଳନ କରି ୭୨ ଘଣ୍ଟାରେ ରିପୋର୍ଟ ଦେବେ ଜିଲ୍ଲାପ୍ରଶାସନ। ଏନେଇ ସୂଚନା!-->…
Read More...
Read More...
ବାତ୍ୟା ମୋନ୍ଥା ପାଇଁ ଆସନ୍ତାକାଲି ନନ୍ଦନକାନନ ବନ୍ଦ
ଭୁବନେଶ୍ବର: ବାତ୍ୟା ମୋନ୍ଥାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ଉପକଣ୍ଠରେ ଥିବା ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଅକ୍ଟୋବର ୨୯ ଦିନ ବନ୍ଦ ରହିବ। ଏନେଇ ମଙ୍ଗଳବାର ଦିନ ଅଧିକାରୀମାନେ ସୂଚନା ଦେଇଛନ୍ତି।
ବାତ୍ୟା ପ୍ରଭାବରେ ଖୋର୍ଦ୍ଧା ଜିଲ୍ଲାରେ ପ୍ରବଳ ବର୍ଷା ଏବଂ ପବନ ବହିବାର ସମ୍ଭାବନା ଥିବାରୁ!-->!-->!-->…
Read More...
Read More...
ଆସନ୍ତା ୩୦ ପର୍ଯ୍ୟନ୍ତ ୧୦ ଜିଲ୍ଲାରେ ସ୍କୁଲ ଛୁଟି
ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’ ପାଇଁ ଦକ୍ଷିଣ ଓଡ଼ିଶାର ୧୦ ଜିଲାରେ ସ୍କୁଲ ଛୁଟି ଘୋଷଣା ହୋଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଆସନ୍ତା ୩୦ ପର୍ଯ୍ୟନ୍ତ ୧୦ ଜିଲ୍ଲାରେ ସ୍କୁଲ ଛୁଟି। ପୁରୀ, ନୟାଗଡ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ,!-->…
Read More...
Read More...
ବାତ୍ୟା ନ ଆସୁଣୁ ମାର୍କେଟରୁ ଆଳୁ, ପିଆଜ ଗାୟବ
ଭୁବନେଶ୍ବର: ବାତ୍ୟା ନ ଆସୁଣୁ ବଜାରରୁ ଆଳୁ ପିଆଜ ଗାୟବ ହୋଇଯାଇଥିବା ଦେଖିବାକୁ ମିଳିଛି। ଶନିବାର ସକାଳୁ ନେଇ ବର୍ତ୍ତମାନ ସୁଦ୍ଧା କୋଲକାତାରୁ ଭୁବନେଶ୍ୱରକୁ କୌଣସି ଆଳୁ ଗାଡ଼ି ଆସିନି। ଫଳରେ ଆଳୁର ଅଭାବ ଚିନ୍ତା ସମସ୍ତଙ୍କୁ ଘାରିଛି। ରବିବାର କିଛି ହାଟରେ ଆଳୁ କିଲୋ ପ୍ରତି ୨୫ ଟଙ୍କା ଓ!-->…
Read More...
Read More...
ଓଡ଼ିଶା ହେବ ‘ବିହନ ହବ୍’: ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଡାଲି ଜାତୀୟ ଫସଲରେ ଆତ୍ମନିର୍ଭର ଅଭିଯାନରେ ଓଡ଼ିଶା ହେବ ‘ବିହନ ହବ୍’। ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ। ଉପମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସଘନ କୃଷି କାର୍ଯ୍ୟକ୍ରମ ଉପରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଯେଉଁଥିରେ ବିଲୁପ୍ତପ୍ରାୟ ଖାଦ୍ୟର!-->…
Read More...
Read More...
ରାସନ କାର୍ଡଧାରୀଙ୍କୁ ମିଳିବ ଅଧିକ ୫କେଜି ଚାଉଳ
ଭୁବନେଶ୍ବର: ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଖୁସି ଖବର। ଏଣିତି ରାଜ୍ୟରେ ରାସନ କାର୍ଡଧାରୀଙ୍କୁ ମିଳିବ ଅଧିକ ୫କେଜି ଚାଉଳ। ଏନେଇ ସବୁ ଜିଲ୍ଲାପାଳମାନଙ୍କୁ ଯୋଗାଣ ବିଭାଗ ପକ୍ଷରୁ ଚିଠି ଲେଖି ଅବଗତ କରାଯାଇଛି। ସେପ୍ଟେମ୍ବର, ଅକ୍ଟୋବର ଓ ନଭେମ୍ବର ମାସ ପାଇଁ ଚାଉଳ ମିଳିବ।
ଗରିବ!-->!-->!-->…
Read More...
Read More...
ବିଭିନ୍ନ ହାଟ ପାଇଁ ଏସ୍ଓପି ଆଣିବ ବିଏମ୍ସି
ଭୁବନେଶ୍ବର: ରାଜଧାନୀର ବିଭିନ୍ନ ହାଟ ପାଇଁ ଏସ୍ଓପି ଆଣିବ ବିଏମ୍ସି। ରାଜଧାନୀର ୨୦ଟି ବଡ଼ ହାଟରେ ଲାଗୁହେବ ଏସ୍ଓପି। ଏନେଇ ସୂଚନା ଦେଇଛନ୍ତି ବିଏମ୍ସି ମେୟର ସୁଲୋଚନା ଦାସ। ସବୁ ହାଟ ଦୋକାନୀଙ୍କ ପାଇଁ ହେବ ଗ୍ରୁପ ଇନ୍ସୁରାନ୍ସ।
ବିଏମସି ଅଧିକରୀଙ୍କ ଉପସ୍ଥିତିରେ ହେବ ହାଟ କମିଟି!-->!-->!-->…
Read More...
Read More...
କଳିଙ୍ଗ ବାଲିଯାତ୍ରା ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ
ପାରାଦୀପ: ପାରାଦୀପ କଳିଙ୍ଗ ବାଲିଯାତ୍ରା ଉଦଘାଟନ୍ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହା ସହ ଉଦ୍ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପାଟି। ଏନେଇ ଆଜି ସୂଚନା ଦେଉଛନ୍ତି ଶିଳ୍ପମନ୍ତ୍ରୀ ସମ୍ପଦ ସ୍ଵାଇଁ।
ସେ କହିଛନ୍ତି କଳା ସଂସ୍କୃତି,!-->!-->!-->…
Read More...
Read More...