Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ପୁରୀ ହୋଟେଲ୍ରୁ ଦୁଇ ମୃତଦେହ ଉଦ୍ଧାର: ଆତ୍ମହତ୍ୟା ସନ୍ଦେହ
ସ୍ୱାଧୀନତା ଦିବସ ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ଗଡ଼ିବ ସ୍ପେଶାଲ ଟ୍ରେନ୍
ନୂଆ ଢାଞ୍ଚାରେ ମେଟ୍ରୋ ପାଇଁ ବୈଷୟିକ କମିଟି ଗଠନ ହେବ: ନଗର ଉନ୍ନୟନ ମନ୍ତ୍ରୀ
ଜମ୍ମୁ-କାଶ୍ମୀରରେ ବାଦଲ ଫଟା ବର୍ଷା ; ୧୦ ମୃତ୍ୟୁ ସନ୍ଦେହ
ପୋଲିସ ଏନକାଉଣ୍ଟରରେ ଦୁଇ ମାଓବାଦୀ ନିହତ
Browsing Category
ରାଜ୍ୟ ଖବର
ସୁଭଦ୍ରାରୁ ବାଦ ପଡ଼ିଲେ ୧ଲକ୍ଷ ୪୩ହଜାର ୭୮୫ ମହିଳା
ଭୁବନେଶ୍ବର: ସୁଭଦ୍ରା ଯୋଜନାକୁ ନେଇ ବଡ଼ ଖବର ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା। ସୁଭଦ୍ରା ଯୋଜନାରୁ ୧ଲକ୍ଷ ୪୩ହଜାର ୭୮୫ଜଣ ମହିଳା ବାଦ ପଡ଼ିଛନ୍ତି ବୋଲି ଆଜି ବିଧାନସଭାରେ ସୁଭଦ୍ରାର ପ୍ରଥମ ଓ ଦ୍ୱିତୀୟ କିସ୍ତି ନେଇ ପଚରାଯାଇଥିବା ଏକ ପ୍ରଶ୍ନର ଉତ୍ତରରେ ଏହି ସୂଚନା ଦେଇଛନ୍ତି!-->…
Read More...
Read More...
ରାଜ୍ୟରେ ଆଉ ୧୦ ହଜାର ଶିକ୍ଷକଙ୍କୁ ନିଯୁକ୍ତି ଦେବେ ସରକାର
ଭୁବନେଶ୍ବର: ରାଜ୍ୟରେ ୧୮ ହଜାର ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ବିଜେପି ସରକାର ନିଯୁକ୍ତି ଦେଇଛନ୍ତି। ଆହୁରି ୧୦ ହଜାର ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ। ବିଧାନସଭାରେ ଏଭଳି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।
ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ!-->!-->!-->…
Read More...
Read More...
ଭିଆର୍ଏସ୍ ନେଲେ ସୁଜାତା କାର୍ତ୍ତିକେୟନ୍
ଭୁବନେଶ୍ବର: ଚାକିରିରୁ ସ୍ବେଚ୍ଛାକୃତ ଅବସର ନେଇଛନ୍ତି ସୁଜାତା କାର୍ତ୍ତିକେୟନ। ଆଇଏଏସ୍ ସୁଜାତା କାର୍ତ୍ତିକେୟନ୍ ଭିଆରଏସ୍ ପାଇଁ ଆବେଦନ କରିଥିବା ସୂଚନା ମିଳିଛି। ୧୫ ଦିନ ତଳେ ସେ କେନ୍ଦ୍ର ନିକଟରେ ଭିଆରଏସ୍ ପାଇଁ ଆବେଦନ କରିଥିଲେ। ସୁଜାତା କାର୍ତ୍ତିକେୟନ୍ଙ୍କ ଆବେଦନକୁ କେନ୍ଦ୍ର!-->…
Read More...
Read More...
ପ୍ରଦୀପ ଜେନା ହେଲେ ଓଇଆରସି ଅଧ୍ୟକ୍ଷ
ଭୁବନେଶ୍ବର: ପୁଣି ଫେରିଲେ ବରିଷ୍ଠ ଆଇଏଏସ ତଥା ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା। ପ୍ରଦୀପଙ୍କୁ ମିଳିଛି ନୂଆ ଦାୟିତ୍ୱ। ରାଜ୍ୟ ସରକାର ପ୍ରଦୀପ ଜେନାଙ୍କୁ ଓଇଆରସିର ନୂଆ ଅଧ୍ୟକ୍ଷ ଭାବରେ ନିଯୁକ୍ତ କରିଛନ୍ତି। ଓଡ଼ିଶା ଇଲେକଟ୍ରିସିଟି ରେଗୁଲେଟୋରୀ କମିଶନ-ଓଇଆରସି ଚେୟାରମ୍ୟାନ ଭାବେ!-->…
Read More...
Read More...
ସାଂସଦଙ୍କ ପରେ ଉଠିଲା ବିଧାୟକଙ୍କ ଦରମା ବୃଦ୍ଧି ଦାବି
ଭୁବନେଶ୍ବର: ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନର ଶୁକ୍ରବାର ଗୃହର ଶୂନ୍ୟକାଳରେ ବିଧାୟକଙ୍କ ଦରମା ବୃଦ୍ଧି ଦାବି କରାଯାଇଛି। ବିରୋଧୀ ଏବଂ ଶାସକ ଦଳର ବିଧାୟକମାନେ ଦରମା ବୃଦ୍ଧି ପ୍ରସଙ୍ଗ ଉଠାଇଛନ୍ତି। ଏପରିକି ଦରମା ବୃଦ୍ଧି ସହ ପୂର୍ବତନ ସଦସ୍ୟଙ୍କ ପେନସନ ଦାବି କରାଯାଇଛି।ସରକାରୀ!-->…
Read More...
Read More...
ପୁଣି ଖୋଲିବ ବନ୍ଦ ହୋଇଥିବା ସ୍କୁଲ୍ : ଗଣଶିକ୍ଷା ମନ୍ତ୍ରୀ
ଭୁବନେଶ୍ବର: ପୁଣି ଖୋଲିବ ବନ୍ଦ ହୋଇଥିବା ସ୍କୁଲ୍। ପୂର୍ବ ଶାସନର ମିଶ୍ରଣ ନୀତିର ଅଂଶ ସ୍ୱରୂପ ବନ୍ଦ ହୋଇଥିବା ସ୍କୁଲଗୁଡ଼ିକୁ ପୁନର୍ବାର ଖୋଲିବା ନେଇ ଶୁକ୍ରବାର ଦିନ ନିଷ୍ପତ୍ତି ନେଇଛନ୍ତି ଓଡ଼ିଶା ସରକାର। ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦଙ୍କ ପ୍ରଶ୍ନର ଉତ୍ତର ଦେଇ ବିଧାନସଭାରେ!-->…
Read More...
Read More...
୧.୬୫ ଲକ୍ଷ କୋଟିର ୧୦ଟି ମେଗା ଶିଳ୍ପ ପ୍ରକଳ୍ପକୁ ଓଡ଼ିଶା ସରକାରଙ୍କ ଅନୁମୋଦନ
ଭୁବନେଶ୍ବର: ଶିଳ୍ପ ହବ ହେବାକୁ ଯାଉଛି ଓଡ଼ିଶା। ଏହି ପ୍ରକ୍ରିୟାରେ ଆଉ ପାଦେ ଆଗେଇଛି ରାଜ୍ୟ। ୪୦ ତମ ହାଇଲେଭଲ କ୍ଲିଏରାନ୍ସ ଅଥରିଟି ମିଟିଂ ବା ଏଚଏଲସିଏରେ ୧୦ଟି ବଡ଼ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ୭ ଜିଲ୍ଲାରେ ୧୦ଟି ବଡ଼!-->…
Read More...
Read More...
କମ୍ ରୋଜଗାର ଥିଲେ କଟିବନି ରାସନକାର୍ଡ: ଖାଦ୍ୟ ଯୋଗାଣ ମନ୍ତ୍ରୀ
ଭୁବନେଶ୍ବର: ରାସନ୍ କାର୍ଡ ସହ ଇ-କେୱାଇସିକୁ ନେଇ ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ରୋଜଗାର କମ ଥିବା ଲୋକଙ୍କ ରାସନ୍ କାର୍ଡ କଟିବନି, କେବଳ ବଡ଼ ଚାକିରି କରିଥିବା ଲୋକଙ୍କ କାର୍ଡ କଟିବ ବୋଲି ଯୋଗାଣ ମନ୍ତ୍ରୀ କହିଛନ୍ତି। ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ଖାଦ୍ୟ!-->…
Read More...
Read More...
ନବମ, ଦଶମ ଶ୍ରେଣୀ ପିଲାଙ୍କୁ ମିଳିବ ମଧ୍ୟାହ୍ନଭୋଜନ
ଭୁବନେଶ୍ବର: ନବମ, ଦଶମ ଶ୍ରେଣୀ ପିଲାଙ୍କୁ ମିଳିବ ମଧ୍ୟାହ୍ନଭୋଜନ। ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ଏଥିପାଇଁ ରାଜ୍ୟ ସରକାର ୫୭୦.୭୧ କୋଟି ଟଙ୍କା ବ୍ୟୟ କରିବେ। ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାରେ ବଜେଟ୍ରୁ ଖର୍ଚ୍ଚ ହେବ ବୋଲି ନିର୍ଦ୍ଦେଶାନମାରେ କୁହାଯାଇଛି।
!-->!-->!-->…
Read More...
Read More...
୨ ବର୍ଷରେ ୪୫ କୋଟି ୪୬ ଲକ୍ଷ କ୍ଷତି ସହିଲାଣି ଓଏସ୍ଆରଟିସି
ଭୁବନେଶ୍ବର: ଆୟଠୁ ବ୍ୟୟ ବଢ଼ି ଯାଉଛି, କ୍ଷତିରେ ଚାଲୁଛି ଓଏସ୍ଆରଟିସି। ଦୁଇ ବର୍ଷରେ ଓଏସ୍ଆରଟିସି କ୍ଷତି କଲାଣି ୪୫ କୋଟି ୪୬ ଲକ୍ଷ ଟଙ୍କା। ଗୁରୁବାର ବିଧାନସଭାରେ ଉତ୍ତର ରଖିଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଜେନା।
ମନ୍ତ୍ରୀ କହିଛନ୍ତି, ୨୦୨୨-୨୩ ଆର୍ଥିକ ବର୍ଷରେ ୧୮ କୋଟି ୮୩ ଲକ୍ଷ!-->!-->!-->…
Read More...
Read More...