Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ପୁରୀ ହୋଟେଲ୍ରୁ ଦୁଇ ମୃତଦେହ ଉଦ୍ଧାର: ଆତ୍ମହତ୍ୟା ସନ୍ଦେହ
ସ୍ୱାଧୀନତା ଦିବସ ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ଗଡ଼ିବ ସ୍ପେଶାଲ ଟ୍ରେନ୍
ନୂଆ ଢାଞ୍ଚାରେ ମେଟ୍ରୋ ପାଇଁ ବୈଷୟିକ କମିଟି ଗଠନ ହେବ: ନଗର ଉନ୍ନୟନ ମନ୍ତ୍ରୀ
ଜମ୍ମୁ-କାଶ୍ମୀରରେ ବାଦଲ ଫଟା ବର୍ଷା ; ୧୦ ମୃତ୍ୟୁ ସନ୍ଦେହ
ପୋଲିସ ଏନକାଉଣ୍ଟରରେ ଦୁଇ ମାଓବାଦୀ ନିହତ
Browsing Category
ରାଜ୍ୟ ଖବର
ଭକ୍ତ-ତାରା-ମୋକିମଙ୍କୁ ଉଠାଇ ନେଲା ପୋଲିସ
ଭୁବନେଶ୍ବର: ରାଜଧାନୀ ରାଜରାସ୍ତାରେ ଉଗ୍ର ରୂପ ଧାରଣ କରିଛି କଂଗ୍ରେସ। ନାରୀ ନିର୍ଯାତନା ବୃଦ୍ଧି ପ୍ରତିବାଦରେ ହଜାର ହଜାର କଂଗ୍ରେସ ନେତା ଓ କର୍ମୀ ବିଧାନସଭା ଘେରାଉ ପାଇଁ ପଦଯାତ୍ରା କରିଛନ୍ତି। କଂଗ୍ରେସର ବିଧାନସଭା ଘେରାଉବେଳେ ଲୋୟର ପିଏମଜି ପାଲଟିଛି ରଣକ୍ଷେତ୍ର। କଂଗ୍ରେସ କର୍ମୀ!-->…
Read More...
Read More...
ରଣକ୍ଷେତ୍ର ପାଲଟିଲା ଲୋୟର ପିଏମ୍ଜି
ଭୁବନେଶ୍ବର: ଶକ୍ତି ପ୍ରଦର୍ଶନ କରିଛି କଂଗ୍ରେସ। ରଣକ୍ଷେତ୍ର ପାଲଟିଲା ଲୋୟର ପିଏମ୍ଜି। ଭୁବନେଶ୍ୱର ଲୋୟର ପିଏମଜିରେ ଲାଠିଚାର୍ଜ। ନାରୀ ସୁରକ୍ଷା ପ୍ରସଙ୍ଗକୁ ନେଇ ସରକାରକୁ ଘେରିଛନ୍ତି କଂଗ୍ରେସ କର୍ମୀ। କଂଗ୍ରେସ କର୍ମୀ ଓ ପୋଲିସ ମୁହାଁମୁହିଁ ପରିସ୍ଥିତି ହୋଇଛନ୍ତି। ବ୍ୟାରିକେଡ ଭାଙ୍ଗି!-->…
Read More...
Read More...
ଅଙ୍ଗନବାଡି ଛତୁଆ ଖାଇ ୨ ଶିଶୁକନ୍ୟା ମୃତ
ଗଜପତି: ଗଜପତି ଜିଲ୍ଲା ରାମଗିରି ଅଞ୍ଚଳରେ ସାମ୍ନାକୁ ଆସିଛି ଏକ ଦୁଃଖଦ ଘଟଣା। ରାମଗିରି ନିକଟ ତୁଳସୀନଗରରେ ରବିବାର ଛତୁଆ ଖାଇ ୨ ଜଣ ଶିଶୁକନ୍ୟାଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏଠି ସହିତ ପରିବାରର ଅନ୍ୟ ୨ ଜଣ ଗୁରୁତର ଅଛନ୍ତି। ମୃତକମାନେ ହେଲେ ଦୁଇ ଭଉଣୀ ତୁଳସୀ ବଡମୁଣ୍ଡି(୬)ଏବଂ!-->…
Read More...
Read More...
୨୭ ଜିଲ୍ଲାରେ ନାହିଁ ବାଲି ଚୋରା ମାମଲା: ଖଣି ମନ୍ତ୍ରୀ
ଭୁବନେଶ୍ବର: ବାଲି ଚୋରା ଚାଲାଣ ମାମଲାରେ ବଡ ସୂଚନା ଦେଲେ ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା। କେବଳ ମୟୂରଭଞ୍ଜ, କେନ୍ଦୁଝର ଓ ପୁରୀ ଜିଲ୍ଲାକୁ ବାଦ୍ ଦେଲେ ଆନ୍ତଃରାଜ୍ୟ ବାଲି ଚୋରି ସଂକ୍ରାନ୍ତୀୟ କୌଣସି ମାମଲା ଗତ ୩ ବର୍ଷରେ ବାକି ୨୭ ଜିଲ୍ଲାରେ ରୁଜୁ ହୋଇନାହିଁ।
ରାଜଧାନୀ!-->!-->!-->…
Read More...
Read More...
ରାଜସ୍ୱ ମନ୍ତ୍ରୀଙ୍କ କାରକେଡ୍ ଉପରକୁ ଢେଲାମାଡ଼
ମୟୂରଭଞ୍ଜ: ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ କାରକେଡ୍ ଉପରକୁ ଢେଲା ମାଡ଼ ହୋଇଛି। ମୟୂରଭଞ୍ଜ ବାଙ୍ଗିରିପୋଷି ଅଞ୍ଚଳରେ ଘଟିଛି ଏ ଘଟଣା। କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା ଏବଂ ପବନ ଯୋଗୁଁ ହୋଇଥିବା କ୍ଷୟକ୍ଷତିର ସମୀକ୍ଷା ପାଇଁ ଯାଇଥିବାବେଳେ ଘର ଓ କ୍ଷତି ପୂରଣ ଦାବିରେ ରାସ୍ତାରୋକ!-->…
Read More...
Read More...
ଆସନ୍ତାକାଲି ଓଡ଼ିଶା ଆସିବେ ରାଷ୍ଟ୍ରପତି
ନୟାଗଡ଼: ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଆଇନଶୃଙ୍ଖଳା ବ୍ୟବସ୍ଥା, ଅସ୍ଥାୟୀ ହେଲିପ୍ୟାଡ ଓ ଅନ୍ୟାନ୍ୟ ବ୍ୟବସ୍ଥା ପରିଚାଳନା ନେଇ ସ୍ଥିତି ସମୀକ୍ଷା କରିଛନ୍ତି ନୟାଗଡ଼ ଜିଲାପାଳ ଓ ଏସ୍ପି। ଗସ୍ତ ସମୟରେ ନୟାଗଡ଼ର!-->…
Read More...
Read More...
ବିଶ୍ୱସ୍ତରୀୟ ହେବ ରାସ୍ତା, ରାଜ୍ୟ ରାଜପଥ ପ୍ରାଧିକରଣ ବିଲ୍-୨୦୨୫କୁ ଅନୁମୋଦନ
ଭୁବନେଶ୍ବର: ରାଜ୍ୟରେ ଉନ୍ନତ ଓ ସୁରକ୍ଷିତ ରାସ୍ତା ଭିତ୍ତିଭୂମିର ଆବଶ୍ୟକତା ପୂରଣ କରିବା ପାଇଁ ରାଜ୍ୟ କ୍ୟାବିନେଟ ଓଡ଼ିଶା ରାଜ୍ୟ ରାଜପଥ ପ୍ରାଧିକରଣ ବିଲ୍ – ୨୦୨୫କୁ ଅନୁମୋଦନ କରିଛନ୍ତି। ରାଜ୍ୟରେ ୭୫ ହଜାର କିଲୋମିଟର ରାସ୍ତାକୁ ବିଶ୍ୱସ୍ତରୀୟ ରାସ୍ତା ନେଟୱାର୍କ ଭାବେ ବିକଶିତ କରାଯିବ।!-->…
Read More...
Read More...
କୋଲ୍ଡ ଡ୍ରିଙ୍କ୍ସବୋତଲରେ ଦେଶୀ ମଦ ବିକ୍ରି , ୨ ଜଣ ଗିରଫ
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱରରେ ନୂଆ ଉପାୟରେ ଚୋରା ମଦ କାରବାର। ଭୁବନେଶ୍ୱରରେ ଚାଲିଛି କୋଲ୍ଡ ଡ୍ରିଙ୍କ୍ସ ବୋତଲରେ ଦେଶୀ ମଦ ବିକ୍ରି। ଶୁକ୍ରବାର ଘାଟିକିଆରେ ଦେଶୀ ମଦ ଚାଲାଣ ବେଳେ ବିପୁଳ ପରିମାଣର ଦେଶୀମଦ ଜବତ କରିଛି ଅବକାରୀ ବିଭାଗ। ଏଥିସହିତ ଦୁଇଜଣ ବେପାରୀକୁ ଗିରଫ କରାଯାଇଛି।
!-->!-->!-->…
Read More...
Read More...
ଜଷ୍ଟିସ୍ ହରିଶ ଟଣ୍ଡନ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି
କଟକ: ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ ହୋଇଛନ୍ତି ଜଷ୍ଟିସ୍ ହରିଶ ଟଣ୍ଡନ। ବିଚାରପତି ହରିଶ ଟଣ୍ଡନଙ୍କୁ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ଭାବରେ ଶୁକ୍ରବାର ନିଯୁକ୍ତ କରାଯାଇଛି। ଏନେଇ ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ!-->…
Read More...
Read More...
ଉତ୍କଳ ଦିବସରୁ ଭୁବନେଶ୍ୱରରୁ ଗୋଆକୁ ଉଡିବ ବିମାନ
ଭୁବନେଶ୍ବର: ବିମାନ ସେବା କ୍ଷେତ୍ରରେ ନୂଆ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ଓଡ଼ିଶା ରାଜଧାନୀ ଏବଂ ଗୋଆ ମଧ୍ୟରେ ସିଧାସଳଖ ବିମାନ ସେବା ୧ ଏପ୍ରିଲରୁ ଆରମ୍ଭ ହେବ। ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହା ପ୍ରକାଶ କରାଯାଇଛି।ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ!-->…
Read More...
Read More...