ପ୍ରମୁଖ ଖବର

ବାରବାରୀ ଷ୍ଟାଡିୟମକୁ ଏନଜିଟିର ନୋଟିସ
ହରଭଜନ ସିଂଙ୍କ ଘର କାନ୍ଥରେ ଦେଶଦ୍ରୋହୀ ଲେଖିଲେ ଆପ କର୍ମୀ
ଭବାନୀପୁରରେ ଟିଏମସି ସମ୍ପୂର୍ଣ୍ଣ ସଫା ହେବ ହେବ କହିଲେ ଶୁଭେନ୍ଦୁ ଅଧିକାରୀ
ଶାହଙ୍କ ମନ୍ତବ୍ୟକୁ ନେଇ ମମତାଙ୍କ ତୀବ୍ର ପ୍ରତିକ୍ରିୟା, ଆଇନଗତ ମାମଲା ରୁଜୁ ଚେତାବନୀ
ଇସ୍ପାତ୍ ରାଜଧାନୀ ହେବ ଓଡ଼ିଶା : ମୁଖ୍ୟମନ୍ତ୍ରୀ
ରାଜସ୍ଥାନରେ କବାଡି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ: ୪ ଜୀବନ୍ତ ଦଗ୍ଧ
Browsing Category

ରାଜ୍ୟ ଖବର

ସ୍ୱାଧୀନତା ଦିବସ ପାଇଁ ଜାରି ହେଲା ଟ୍ରାଫିକ୍‌ କଟକଣା

ଭୁବନେଶ୍ୱର: ୧୫ ତାରିଖରେ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପରେଡ୍‌ ସକାଳ ୬ଟାରୁ ଆରମ୍ଭ ହେବାକୁ ଥିବାବେଳେ ସର୍ବସାଧାରଣଙ୍କ ସୁଗମନାଗମନ ଓ ପାର୍କିଂ ପାଇଁ କମିଶନରେଟ୍‌ ପୋଲିସ ପକ୍ଷରୁ ସୋମବାର ଟ୍ରାଫିକ୍‌ କଟକଣା ଜାରି କରାଯାଇଛି। କଟକଣା ସମୟରେ କୌଣସି ପ୍ରକାର ଭାରିଯାନ ରାମମନ୍ଦିର ଏବଂ
Read More...

ରାକ୍ଷୀରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ

ପିଉସା ସମେତ ୫ ଅଟକ କେନ୍ଦ୍ରାପଡା: ରାକ୍ଷୀ ପୂର୍ଣ୍ଣିମାରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ। ରାଜନଗର ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀ ଛାତ୍ରୀ ଗଣଦୁଷ୍କର୍ମର ଶିକାର ହୋଇଥିବା ଅଭିଯୋଗ ହୋଇଛି। ରାକ୍ଷୀ ପୂର୍ଣ୍ଣିମା ଦିନ ପିଉସା ଘରକୁ ଆସିଥିଲେ ଛାତ୍ରୀ। ଏହି ସମୟରେ ଟେକି
Read More...

ଅନଲାଇନ ଗେମ୍ ଖେଳିବାକୁ ମନା କରିବାରୁ ଜୀବନ ହାରିଲେ ନାବାଳକ

ବାଲେଶ୍ଵର: ପରିବାରଲୋକେ ଖେଳିବାକୁ ବାରଣ କରିବାରୁ ବାଥରୁମରେ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କଲା ଅଷ୍ଟମ ଶ୍ରେଣୀ ଛାତ୍ର। ଅନଲାଇନ ଗେମ୍ ଖେଳିବା ପାଇଁ ପରିବାର ଲୋକେ ବାରଣ କରିବାରୁ ବାଥରୁମରେ ବେକରେ ଗାମୁଛା ବାନ୍ଧି ଆତ୍ମହତ୍ୟା କରିଛନ୍ତି ନାବାଳକ। ବାଲେଶ୍ଵର ଜିଲା ସିଂଲା ଥାନା
Read More...

ଦେହରେ ନିଆଁ ଲଗାଇ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ

ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ଢେଙ୍କାନାଳ: ଢେଙ୍କାନାଳ ଜିଲା ଭୁବନ ଏନଏସି ୨ ନମ୍ବର ଓାର୍ଡର ଅଜୟ କୁମାର ବେହେରାଙ୍କ ପତ୍ନୀ ପ୍ରେମଲତା ନାଏକ (୩୬) ସୋମବାର ରାତିରେ ନିଜ ଦେହରେ କିରୋସିନି ଢ଼ାଳି ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତର ଅବସ୍ଥାରେ ସେ କଟକ ବଡ଼
Read More...

ପଟ୍ଟାମୁଣ୍ଡାଇ ଯୁବତୀ ମୃତ୍ୟୁ ଘଟଣାରେ ପୁରୁଷ ବନ୍ଧୁ ଗିରଫ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ାର ପଟ୍ଟାମୁଣ୍ଡାଇ ଛାତ୍ରୀ ମୃତ୍ୟୁ ମାମଲାରେ ମୁଖ୍ୟ ଅଭିଯୁକ୍ତ ପୁରୁଷ ବନ୍ଧୁ ପ୍ରମୋଦ ବେହେରାଙ୍କୁ ଗିରଫ କରାଯାଇଛି। ପ୍ରମୋଦ କେନ୍ଦ୍ରାପଡ଼ା ଜିଲ୍ଲାର ବିଲିକାନା ପଞ୍ଚାୟତ ଅନ୍ତର୍ଗତ ତେରୋଇ ଗାଁର ବାସିନ୍ଦା। ପୋଲିସ ପ୍ରମୋଦଙ୍କ ମୋବାଇଲରୁ ପାଖାପାଖି ୫୦ଟି
Read More...

ଖୁବଶୀଘ୍ର ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ ହେବ-ମୁଖ୍ୟମନ୍ତ୍ରୀ

ଜୟପୁର: ଜୟପୁରରେ ‘ସୁଭଦ୍ରା’ ୩ୟ କିସ୍ତି ବଣ୍ଟନ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା। ଆଗକୁ ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ (SODC) ହେବାକୁ ଯାଉଛି। ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ନେତୃତ୍ବରେ ଏନେଇ ଟାସ୍କ ଫୋର୍ସ ଗଠନ ହୋଇଛି। ପୂର୍ବ ସରକାର ଦକ୍ଷିଣ ଓଡ଼ିଶା ବିକାଶକୁ ଗୁରୁତ୍ବ ଦେଉନଥିଲେ।
Read More...

ମହିଳାଙ୍କୁ ସରାକରଙ୍କ ରାକ୍ଷୀ ଭେଟି, ଆସିଲା ସୁଭଦ୍ରାର ୩ୟ କିସ୍ତି ଟଙ୍କା

ଜୟପୁର: ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଆସିଲା ‘ସୁଭଦ୍ରା’ ୩ୟ କିସ୍ତି ଟଙ୍କା। ରାଖୀ ପୂର୍ଣ୍ଣିମା ଅବସରରେ କୋରାପୁଟ ଜିଲ୍ଲା ଜୟପୁରରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଟଙ୍କା ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୧ କୋଟିରୁ ଊର୍ଦ୍ଧ୍ବ ହିତାଧିକାରୀଙ୍କୁ ବ୍ୟାଙ୍କ ଖାତାକୁ ଗଲା
Read More...

କୋରାପୁଟରେ ସ୍କୁଲ ଛାତ୍ରୀଙ୍କ ହାତରୁ ରାକ୍ଷୀ ବାନ୍ଧିଲେ ମୁଖ୍ୟମନ୍ତ୍ରୀ

କୋରାପୁଟ: ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା। ଆଜି କୋରାପୁଟର ଜୟପୁର ଠାରେ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଆୟୋଜିତ ପବିତ୍ର ରକ୍ଷା ବନ୍ଧନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ହାତରେ ରାକ୍ଷୀ ବାନ୍ଧିଲେ କୁନିକୁନି
Read More...

ଅଗଷ୍ଟ ୩୧ ସୁଦ୍ଧା ନିଯୁକ୍ତି ହେବେ ୨୨୮୯୬ କର୍ମଚାରୀ

ଭୁବନେଶ୍ବର: ଖୁଵଶୀଘ୍ର ପୂରଣ ହେବ ୨୨ହଜାର ୮୯୬ ଗ୍ରୁପ ସି ପଦବୀ। ରାଜ୍ୟ ସରକାରଙ୍କ ୧୦ ବିଭାଗର ଗ୍ରୁପ ସି ର ୨୨ ହଜାର ୮୯୬ ପଦବୀ ପୂରଣ ପାଇଁ ମୁଖ୍ୟ ସଚିବଙ୍କ ନିର୍ଦ୍ଦେଶ। ଅଗଷ୍ଟ ୩୧ ସୁଦ୍ଧା ପ୍ରତ୍ୟକ୍ଷ ନିଯୁକ୍ତି ପ୍ରକ୍ରିୟାରେ ନିଯୁକ୍ତି ପୂରଣ କରିବାକୁ ନିର୍ଦ୍ଦେଶ ରହିଛି। ଖାଲି
Read More...

ଜନତା ମୈଦାନରେ ‘ଏକ୍‌ତା’ର ଶୁଭାରମ୍ଭ କଲେ ମାଧୁରୀ ଦୀକ୍ଷିତ

ଭୁବନେଶ୍ଵର: ଆଜି ଜାତୀୟ ହସ୍ତତନ୍ତ ଦିବସ। ଏହି ଅବସରରେ ରାଜଧାନୀ ଭୁବନେଶ୍ଵରରେ ପହଞ୍ଚିଛନ୍ତି ମାଧୁରୀ ଦୀକ୍ଷିତ। ହସ୍ତତନ୍ତ ଦିବସରେ ଓଡ଼ିଶାରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ। ଗୁରୁବାର ଭୁବନେଶ୍ୱରସ୍ଥିତ ଜନତା ମୈଦାନରେ ଏକ୍‌ତା’ର ଶୁଭାରମ୍ଭ କଲେ ବଲିଉଡ ଅଭିନେତ୍ରୀ ମାଧୁରୀ ଦୀକ୍ଷିତ।
Read More...