ପ୍ରମୁଖ ଖବର

କୋଟିପତି ଡେପୁଟି ରେଞ୍ଜର ଗିରଫ
ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା ବାତିଲ୍ ଘଟଣାରେ; ବଦଳି ହେଲେ ୬ ଅଧିକାରୀ
ବିନା ସିସିଟିଭିରେ ଔଷଧ ବିକିପାରିବେନି ଦୋକାନୀ
ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣା, ନିଲମ୍ବିତ ଅଧ୍ୟାପକଙ୍କ ଜେଲ୍ ଅବଧି ବୃଦ୍ଧି
ଲାଞ୍ଚ ଅଭିଯୋଗରେ ଡାକ୍ତରଙ୍କୁ ୫ ବର୍ଷ ଜେଲ
Browsing Category

ରାଜ୍ୟ ଖବର

ହେଲଥ୍ ୱାର୍କର ନିଯୁକ୍ତି ଉପରେ ରୋକ ଲଗାଇଲେ ହାଇକୋର୍ଟ

ଭୁବନେଶ୍ବର: ମଲ୍ଟି ପର୍ପସ ହେଲଥ ୱାର୍କର ନିଯୁକ୍ତି ଉପରେ ରୋକ ଲଗାଇଲେ ହାଇକୋର୍ଟ। ଆସନ୍ତା ଶୁଣାଣି ଯାଏଁ ନିଯୁକ୍ତି ଉପରେ ହାଇକୋର୍ଟଙ୍କ ଅନ୍ତରୀଣ ରହିତାଦେଶ। ପ୍ରକ୍ରିୟା ଜାରି ରହିଲେ ବି ପରବର୍ତ୍ତୀ ଆଦେଶ ଯାଏଁ ନିଯୁକ୍ତି ବନ୍ଦ ପାଇଁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ। ୨୭୫୩ଟି ପଦବୀ ପାଇଁ
Read More...

ଖୁବଶୀଘ୍ର ପରବର୍ତ୍ତନ ହେବ ରାଜସ୍ୱ ନିୟମ : ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ବର: ଖୁବଶୀଘ୍ର ପରବର୍ତ୍ତନ ହେବ ବହୁ ରାଜସ୍ୱ ନିୟମ। ଏନେଇ ସୂଚନା ଦେଇଛନ୍ତି ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ରାଜ୍ୟରେ ରାଜସ୍ବ ସେବାର ବହୁ ନିୟମର ଖୁବଶୀଘ୍ର ସରକାର ପରବର୍ତ୍ତନ ଆଣିବେ। ସେଥିମଧ୍ୟରେ ଓଡ଼ିଶା ପ୍ରିଭେନସନ ଅଫ୍‌ ଲ୍ୟାଣ୍ଡ୍‌
Read More...

ମାଘ ସପ୍ତମୀରେ ଚନ୍ଦ୍ରଭାଗା ବୁଡ଼ ପାଇଁ ଟ୍ରାଫିକ କଟକଣା ଜାରି

ପୁରୀ: ପବିତ୍ର ମାଘ ସପ୍ତମୀରେ ବୁଡ଼ ପକାଇବା ପାଇଁ ଚନ୍ଦ୍ରଭାଗାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ। ମାଘ ସପ୍ତମୀରେ ଚନ୍ଦ୍ରଭାଗା ବୁଡ଼ ପାଇଁ ଅତ୍ୟଧିକ ଭିଡ ହେବା ସମ୍ଭାବନା ଥିବାରୁ ସୁରୁଖୁରୁରେ ଟ୍ରାଫିକ୍ ଚଳାଚଳ ପାଇଁ ଏବଂ ଜନସାଧାରଣଙ୍କ ସୁବିଧା ପାଇଁ ପୁରୀ ପୁଲିସ ଟ୍ରାଫିକ କଟକଣା ଜାରି
Read More...

ଟ୍ୟାକ୍ସ ଛାଡ ଘୋଷଣା ପରେ ଅର୍ଥମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଶନିବାର ପାର୍ଲାମେଣ୍ଟରେ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। କେନ୍ଦ୍ର ସରକାରଙ୍କ ବଜେଟ୍ ୨୦୨୫-୨୬ରେ ୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ଛାଡ଼ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ। ଏଥିପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ
Read More...

ଫେବୃଆରୀ ୧୫ ତାରିଖ ଯାଏଁ ବଢ଼ିଲା ଇ-କେୱାଇସି ଅପଡେଟ ଅବଧି

ଭୁବନେଶ୍ବର: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଇ-କେଓ୍ବାଇସିକୁ ନେଇ ଗୁରୁବାର ଏକ ବଡ଼ ସୂଚନା ଦେଇଛନ୍ତି। ରାସନ କାର୍ଡ ପାଇଁ ଇ-କେଓ୍ବାଇସିକୁ ବାଧ୍ୟତାମୂଳକ କରିଛନ୍ତି ରାଜ୍ୟ ସରକାର। ଜାନୁଆରୀ ୩୧ ତାରିଖ ପର୍ଯ୍ୟନ୍ତ ଇ-କେଓ୍ବାଇସି ଅପଡେଟ୍ ଅବଧି ଥିବା ବେଳେ ଏହାକୁ ବଢ଼ାଇଛନ୍ତି ରାଜ୍ୟ
Read More...

କୁମ୍ଭମେଳାକୁ ଓଡ଼ିଶାରୁ ସ୍ୱତନ୍ତ୍ର ବସ୍‌ ସେବା ବାତିଲ କଲା ଓଏସଆରଟିସି

ଭୁବନେଶ୍ବର: କୁମ୍ଭମେଳା ପାଇଁ ଓଏସଆରଟିସି ପକ୍ଷରୁ ଓଡ଼ିଶାରୁ ଅଯୋଧ୍ୟାକୁ ବସ୍ ସେବା ଆରମ୍ଭ କରାଯାଇଥିଲା। ଯାହାକୁ ଏବେ ବାତିଲ କରି ଦିଆଯାଇଛି। ଫେବୃଆରୀ ୪ ତାରିଖ ଯାଏଁ ଓଏସଆରଟିସିର ସ୍ୱତନ୍ତ୍ର ବସ୍‌ ବାତିଲ୍‌ କରାଯାଇଛି। ଅପ୍ରୀତିକର ପରିସ୍ଥିତିକୁ ଦୃଷ୍ଟିରେ ରଖି ଓଏସଆରଟିସି ପକ୍ଷରୁ
Read More...

ପୋଷାକ, ରେଶମ ଶିଳ୍ପ ଓ ହସ୍ତତନ୍ତ ପାଇଁ ୮ ଚୁକ୍ତି ସ୍ଵାକ୍ଷର

ଭୁବନେଶ୍ବର: ବୟନଶିଳ୍ପ, ପୋଷାକ ଶିଳ୍ପ, ରେଶମ ଶିଳ୍ପ ଏବଂ ହସ୍ତତନ୍ତ କ୍ଷେତ୍ରରେ ବିକାଶ ଓ ସମୃଦ୍ଧି ପାଇଁ ଅପାର ସମ୍ଭାବନା ଆଣିଛି ଉତ୍କର୍ଷ ଓଡ଼ିଶା- ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ -୨୦୨୫। ସାମାଜିକ ଓ ଅର୍ଥନୈତିକ ଅଭିବୃଦ୍ଧି ପାଇଁ ଶିଳ୍ପ ମହାକୁମ୍ଭ ‘ଉତ୍କର୍ଷ ଓଡ଼ିଶା’ ନୂଆ ଊର୍ଜା ଯୋଗାଇବ।
Read More...

ମିଶନ ଶକ୍ତି ପାଇଁ ନୂଆ ଗାଇଡଲାଇନ ଜାରି କଲେ ରାଜ୍ୟ ସରକାର

ଭୁବନେଶ୍ବର: ରାଜ୍ୟ ସରକାର ମିଶନ ଶକ୍ତି ପାଇଁ ନୂଆ ଗାଇଡଲାଇନ ଜାରି କରିଛନ୍ତି। ବିଭାଗ ପକ୍ଷରୁ ସମସ୍ତ ଜିଲାର ଜିଲାପାଳଙ୍କୁ ଏନେଇ ଏକ ଚିଠି ଜାରି ହୋଇଛି। ଚିଠିରେ ଉଲ୍ଲେଖ ରହିଛି ଯେ, ମିଶନ ଶକ୍ତି ଅଧିନରେ ଥିବା ସମସ୍ତ ପ୍ରଶାସନିକ ସଂଗଠନ, କାର୍ଯ୍ୟକାରୀ କମିଟି ଓ ସବ-କମିଟିର
Read More...

ପୂର୍ବୋଦୟର ଇଞ୍ଜିନ ହେବାକୁ ଯାଉଛି ଓଡିଶା : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆରମ୍ଭ ହୋଇଯାଇଛି ରାଜ୍ୟରେ ନିବେଶକଙ୍କ ମହାମିଳନ। ପ୍ରମୁଖ ନିବେଶକମାନେ ଉତ୍କର୍ଷ ଓଡ଼ିଶା କନକ୍ଲେଭ୍‌ ଯୋଗ ଦେଇ ଓଡିଶା ବିକାଶ ପାଇଁ ସହଯୋଗର ହାତ ବଢେଇଛନ୍ତି। ଯାହାକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି, ଓଡ଼ିଶା ପୂର୍ବୋଦୟର ଇଞ୍ଜିନ ହେବାକୁ ଯାଉଛି।
Read More...

କେନ୍ଦୁଝରରେ ପ୍ରତିଷ୍ଠା ହେବ ନୂଆ ଷ୍ଟିଲ ପ୍ଲାଣ୍ଟ :ନବୀନ ଜିନ୍ଦଲ

ଜିନ୍ଦଲ ଷ୍ଟିଲ ଏଣ୍ଡ୍ ପାୱାର ଓଡ଼ିଶାରେ ଶିଳ୍ପ ଓ ସାମାଜିକ ବିକାଶ ପାଇଁ ଆହୁରି ୭୦ ହଜାର କୋଟି ଟଙ୍କା ନିବେଶ କରିବ କେନ୍ଦୁଝର ଜିଲ୍ଲାରେ ଏକ ଇସ୍ପାତ କାରଖାନା ସ୍ଥାପନ ପାଇଁ ପ୍ରୟାସ ଗତ ଦଶନ୍ଧି ମଧ୍ୟରେ ଓଡ଼ିଶାର ସାମାଜିକ ବିକାଶ କ୍ଷେତ୍ରରେ ₹ ୯୦୦ କୋଟି ନିବେଶ ଭୁବନେଶ୍ୱର:
Read More...