ପ୍ରମୁଖ ଖବର

ପଦ୍ମପୁରର ପୂର୍ବତନ ବିଧାୟକ ସତ୍ୟ ଭୂଷଣ ସାହୁଙ୍କ ପରଲୋକ
ରକ୍ଷାବନ୍ଧନରେ ମହିଳାଙ୍କୁ ମାଗଣା ଆମ ବସ୍‌ ଯାତ୍ରା
ଏବେ ୩୫ ଟଙ୍କାରେ ମିଳିବ ପିଆଜ, ମହଙ୍ଗା ଦରକୁ ରୋକିବ କେନ୍ଦ୍ର
ନେପାଳରେ ହଠାତ୍ ବନ୍ୟା: ୭ ମୃତ, ୩୮୪ ନିଖୋଜ
Browsing Category

ରାଜ୍ୟ ଖବର

ଆଇଏଏସ୍‌ ନିଖିଳ ପବନ କଲ୍ୟାଣ ଓଡ଼ିଶାର ନୂଆ ଜନଗଣନା ନିର୍ଦ୍ଦେଶକ

ଭୁବନେଶ୍ବର: ଆଇଏଏସ୍‌ ନିଖିଲ ପବନ କଲ୍ୟାଣଙ୍କୁ ନୂଆ ଦାୟିତ୍ବ। ଜନଗଣନା ପରିଚାଳନା ନିର୍ଦ୍ଦେଶକ (ଡିସିଓ) ଭାବେ ନୂଆ ଦାୟିତ୍ବ ମିଳିଛି। ଓଡ଼ିଶାରେ DCR ଭାବେ ଦାୟିତ୍ବ ନେଇ ନିର୍ଦ୍ଦେଶନାମା ଜାରି ହୋଇଛି। କେନ୍ଦ୍ର ସରକାର ସୋମବାର ୨୦୧୨ ବ୍ୟାଚ୍ ଓଡ଼ିଶା କ୍ୟାଡରର ଆଇଏଏସ୍ ଅଧିକାରୀ ନିଖିଲ
Read More...

ବୌଦ୍ଧରୁ ୨ଟି ହାତୀଦାନ୍ତ ଜବତ, ଅଭିଯୁକ୍ତ ଶିକାରୀ ଗିରଫ

ବୌଦ୍ଧ: ବୌଦ୍ଧରୁ ୨ଟି ହାତୀଦାନ୍ତ ଜବତ କରିଛି ଏସଟିଏଫ। ଏହି ଘଟଣାରେ ଜଣେ ଶିକାରୀକୁ ମଧ୍ୟ ଗିରଫ କରାଯାଇଛି। ଅଭିଯୁକ୍ତ ଜଣକ ହେଉଛି ୪୫ ବର୍ଷୀୟ ପ୍ରମୋଦ ପରିଡ଼ା। ଜବତ କରାଯାଇଥିବା ୨ ହାତୀ ଦାନ୍ତର ମୂଲ୍ୟ ୫୦ ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ଅନୁମାନ କରାଯାଉଛି।ସୂଚନା ଅନୁସାରେ, ବୌଦ୍ଧ
Read More...

ଖୁବଶୀଘ୍ର ନୂଆ ମଦ ନୀତି ଆଣିବେ ସରକାର

ଭୁବନେଶ୍ବର: ରାଜ୍ୟରେ ଖୁବଶୀଘ୍ର ନୂଆ ମଦ ନୀତି ଆସିବ ବୋଲି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୋମବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଚଳିତ ମାସ ଦ୍ବିତୀୟ କିମ୍ବା ତୃତୀୟ ସପ୍ତାହ ବେଳକୁ ନୂଆ ମଦ ନୀତି ରାଜ୍ୟରେ ଲାଗୁ ହେବ ବୋଲି ମନ୍ତ୍ରୀ କହିଛନ୍ତି। ନୂତନ ଅବକାରୀ ନୀତିରେ ନୂଆ
Read More...

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତ ସଂଖ୍ୟା। ଗତ କେଇ ଘଣ୍ଟା ଭିତରେ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।। ଗତକାଲି ସକାଳ ସୁଦ୍ଧା ୭ ଜଣ ଚିହ୍ନଟ ହୋଇଥିବା ବେଳେ ରାତି ସୁଦ୍ଧା ୯କୁ ବଢିଥିଲା ଆକ୍ରାନ୍ତଙ୍କ ସଂଖ୍ୟା। ଆଉ ଆଜି ସକାଳେ ଆଉ ୩ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ
Read More...

ରାଉରକେଲାରେ ବିସ୍ଫୋରକ ଭର୍ତ୍ତି ୨ ଟ୍ରକ୍ ଜବତ

ରାଉରକେଲା: ରଘୁନାଥପାଲ୍ଲୀ ଥାନା ଅନ୍ତର୍ଗତ ଦେଓଗାଁ ବାଲୁଘାଟ ପେଟ୍ରୋଲ୍‌ ପମ୍ପ୍ ନିକଟରୁ ରବିବାର ଦୁଇଟି ବିସ୍ଫୋରକ ଭର୍ତ୍ତି ଗାଡ଼ି ଜବତ ହୋଇଛି। ଗାଡ଼ିରୁ ୧୧୬ ପେଟି ବିସ୍ଫୋରକ ସାମଗ୍ରୀ ଜବତ ହୋଇଥିବା ସୂଚନା ମିଳିଛି। ବେଆଇନ ଭାବେ ବିସ୍ଫୋରକ ସାମଗ୍ରୀ ଚାଲାଣ କରାଯାଉଥିବା ସମୟରେ ଏହାକୁ
Read More...

ବଢ଼ିଲା ଓମ୍‌ଫେଡ୍‌ କ୍ଷୀର ଦାମ୍‌

ଭୁବନେଶ୍ବର: ଜୁନ ଆରମ୍ଭରୁ ପକେଟ ଉପରେ ଛାଟ। ରାଜ୍ୟରେ ବଢ଼ିଲା ଓମ୍‌ଫେଡ୍‌ କ୍ଷୀର ଦାମ୍‌। ଏଣିକି ଲିଟର ପିଛା ୨ ଟଙ୍କା ଅଧିକ ଗଣିବେ ଗ୍ରାହକ। ପୂର୍ବରୁ ବଜାରରେ ଓମଫେଡ୍‌ କ୍ଷୀର(୫୦୦ ଗ୍ରାମ) ପ୍ୟାକେଟ୍‌ ମୂଲ୍ୟ ୨୬ ଟଙ୍କା ରହିଥିବା ବେଳେ ଏବେ ତାହା ବଢ଼ିଯିବ। ରବିବାର ମୁଖ୍ୟମନ୍ତ୍ରୀ ମୋହନ
Read More...

ବିଳମ୍ବରେ ଅଫିସ ଆସିଲେ କଟିବ ଦରମା : କଟକ ଉନ୍ନୟନ କର୍ତ୍ତୃପକ୍ଷ

କଟକ: ଏଣିକି ଅଫିସରେ ଡେରିରେ ପହଞ୍ଚିଲେ ହେବ ଦରମା ବନ୍ଦ। ବିଳମ୍ବରେ ଅଫିସ ଆସୁଥିବା ସିଡିଏର ୧୫ଜଣ କର୍ମଚାରୀଙ୍କ ଦରମା ବନ୍ଦ ପାଇଁ ନିର୍ଦ୍ଦେଶ ଦେଇଛନ୍ତି କଟକ ଉନ୍ନୟନ କର୍ତ୍ତୃପକ୍ଷର ସଚିବ ଶ୍ଵେତ କୁମାର ଦାଶ। କଟକ ଉନ୍ନୟନ କର୍ତ୍ତୃପକ୍ଷର ବହୁ କର୍ମଚାରୀ ନିର୍ଦ୍ଧାରିତ ସମୟରେ
Read More...

କ୍ରୁଟର ବଡ଼ ନିଷ୍ପତ୍ତି:୫ ବର୍ଷ ଅଭିଜ୍ଞତା ନଥିଲେ ଆମ ବସ୍‌ ଡ୍ରାଇଭିଂ ମନା

ଭୁବନେଶ୍ବର: ଗତ କିଛି ଦିନ ହେବ ଆମ ବସ୍ ଦ୍ୱାରା ଅନେକ ଦୁର୍ଘଟଣା ଘଟିଛି। ଫଳରେ ଅନେକ ଲୋକଙ୍କ ଜୀବନ ମଧ୍ୟ ଯାଇଛି। ଏନେଇ ବାରମ୍ବାର ଅଭିଯୋଗ ମଧ୍ୟ ହୋଇଆସୁଥିଲା। ଫଳରେ ଆମ ବସ୍‌ ଦୁର୍ଘଟଣା ପରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି କ୍ରୁଟ। ଏଣିକି ସବୁ ଡ୍ରାଇଭରଙ୍କର ଦକ୍ଷତା ଯାଞ୍ଚ କରାଯିବ। ୫
Read More...

ବଦଳିବ ଭୁବନେଶ୍ୱରର ମାଷ୍ଟରକ୍ୟାଣ୍ଟିନ୍‌ ନାଁ

ଭୁବନେଶ୍ବର: ବଦଳିବ ଭୁବନେଶ୍ବର ମାଷ୍ଟରକ୍ୟାଣ୍ଟିନ ନାଁ। ଏନେଇ ଶନିବାର ଦିନ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଓଡ଼ିଶାରେ ଓଡ଼ିଆ ଅସ୍ମିତାକୁ ଗୁରୁତ୍ୱ ଦିଆଯିବ। ମାଷ୍ଟରକ୍ୟାଣ୍ଟିନ୍‌ ସହିତ ଇଂରେଜ ଅମଳରୁ ଥିବା
Read More...

ରଥଯାତ୍ରାରେ ପୁରୀକୁ ଗଡିବ ୧୦୦୦ ବସ

ପୁରୀ: ଚଳିତବର୍ଷ ରଥଯାତ୍ରା ପାଇଁ ପୁରୀକୁ ଗଡିବ ୧୦୦୦ ବସ। ଏସଟିଏ କମିଶନର ଅମିତାଭ ଠାକୁରଙ୍କ ଅଧକ୍ଷତାରେ ବସିଥିବା ଉଚ୍ଚସ୍ତରୀୟ ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ଏହି ବୈଠକରେ ରାଜ୍ୟ ଘରାଇ ବସ ମାଲିକ ସଂଘ ସହ ପୁରୀ, କଟକ, ଭୁବନେଶ୍ବର ବସ ମାଲିକ ସଂଘ, କଟକ ଡିସିପି, ପୁରୀ ଏସପି,
Read More...