ପ୍ରମୁଖ ଖବର

ବାରବାରୀ ଷ୍ଟାଡିୟମକୁ ଏନଜିଟିର ନୋଟିସ
ହରଭଜନ ସିଂଙ୍କ ଘର କାନ୍ଥରେ ଦେଶଦ୍ରୋହୀ ଲେଖିଲେ ଆପ କର୍ମୀ
ଭବାନୀପୁରରେ ଟିଏମସି ସମ୍ପୂର୍ଣ୍ଣ ସଫା ହେବ ହେବ କହିଲେ ଶୁଭେନ୍ଦୁ ଅଧିକାରୀ
ଶାହଙ୍କ ମନ୍ତବ୍ୟକୁ ନେଇ ମମତାଙ୍କ ତୀବ୍ର ପ୍ରତିକ୍ରିୟା, ଆଇନଗତ ମାମଲା ରୁଜୁ ଚେତାବନୀ
ଇସ୍ପାତ୍ ରାଜଧାନୀ ହେବ ଓଡ଼ିଶା : ମୁଖ୍ୟମନ୍ତ୍ରୀ
ରାଜସ୍ଥାନରେ କବାଡି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ: ୪ ଜୀବନ୍ତ ଦଗ୍ଧ
Browsing Category

ରାଜ୍ୟ ଖବର

ନୂଆ ଶ୍ମଶାନ ଭୂମିର ଭିତ୍ତି ପ୍ରସ୍ତର ସ୍ଥାପନ କଲେ ମନ୍ତ୍ରୀ

ଭୁବନେଶ୍ବର: ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଶୁକ୍ରବାର ଡୁମୁଡୁମାରେ ନୂଆ ଶ୍ମଶାନ ଭୂମିର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି। ସ୍ମାର୍ଟ ସିଟି ଭୁବନେଶ୍ୱର କ୍ରମାଗତ ସବୁ କ୍ଷେତ୍ରରେ ଉନ୍ନତି କରୁଥିବାବେଳେ ମୃତ୍ୟୁପରେ ମଣିଷର ସମ୍ମାନ ଓ ତାଙ୍କ ପରିବାରର ସୁବିଧା
Read More...

୧୩ରୁ ବିଧାନସଭା ବଜେଟ୍‌, ୧୨ରେ ସର୍ବଦଳୀୟ ବୈଠକ

ଭୁବନେଶ୍ବର: ଫେବୃଆରୀ ୧୩ ତାରିଖରୁ ବିଧାନସଭାରେ ଆରମ୍ଭ ହେବ ବଜେଟ୍ ଅଧିବେଶନ। ଫେବୃଆରୀ ୧୭ରେ ଉପସ୍ଥାପନ ହେବ ୨୦୨୫-୨୬ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍। ସୁରୁଖୁରୁରେ ଗୃହ ପରିଚାଳନା ପାଇଁ ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି। ଏପ୍ରିଲ ୫ ତାରିଖ ଯାଏଁ ୨ଟି ପର୍ଯ୍ୟାୟରେ ଚାଲିବ।
Read More...

ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ବର: ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର। ଅଗ୍ନିଶମ କର୍ମଚାରୀଙ୍କ କଲ୍ୟାଣ ପାଇଁ ଘରଭଡ଼ା ସହ ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଡାଏଟ ଭତ୍ତା ୯ ଶହରୁ ୧୪ ଶହକୁ ବଢ଼ିଥିବା ବେଳେ ମୋଟର ସାଇକେଲ୍‌ ଭତ୍ତା ୩ ଶହରୁ ୧୦୫୦ ଟଙ୍କାକୁ ବୃଦ୍ଧି ପାଇଛି। ସେହିପରି
Read More...

ହେଲଥ୍ ୱାର୍କର ନିଯୁକ୍ତି ଉପରେ ରୋକ ଲଗାଇଲେ ହାଇକୋର୍ଟ

ଭୁବନେଶ୍ବର: ମଲ୍ଟି ପର୍ପସ ହେଲଥ ୱାର୍କର ନିଯୁକ୍ତି ଉପରେ ରୋକ ଲଗାଇଲେ ହାଇକୋର୍ଟ। ଆସନ୍ତା ଶୁଣାଣି ଯାଏଁ ନିଯୁକ୍ତି ଉପରେ ହାଇକୋର୍ଟଙ୍କ ଅନ୍ତରୀଣ ରହିତାଦେଶ। ପ୍ରକ୍ରିୟା ଜାରି ରହିଲେ ବି ପରବର୍ତ୍ତୀ ଆଦେଶ ଯାଏଁ ନିଯୁକ୍ତି ବନ୍ଦ ପାଇଁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ। ୨୭୫୩ଟି ପଦବୀ ପାଇଁ
Read More...

ଖୁବଶୀଘ୍ର ପରବର୍ତ୍ତନ ହେବ ରାଜସ୍ୱ ନିୟମ : ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ବର: ଖୁବଶୀଘ୍ର ପରବର୍ତ୍ତନ ହେବ ବହୁ ରାଜସ୍ୱ ନିୟମ। ଏନେଇ ସୂଚନା ଦେଇଛନ୍ତି ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ରାଜ୍ୟରେ ରାଜସ୍ବ ସେବାର ବହୁ ନିୟମର ଖୁବଶୀଘ୍ର ସରକାର ପରବର୍ତ୍ତନ ଆଣିବେ। ସେଥିମଧ୍ୟରେ ଓଡ଼ିଶା ପ୍ରିଭେନସନ ଅଫ୍‌ ଲ୍ୟାଣ୍ଡ୍‌
Read More...

ମାଘ ସପ୍ତମୀରେ ଚନ୍ଦ୍ରଭାଗା ବୁଡ଼ ପାଇଁ ଟ୍ରାଫିକ କଟକଣା ଜାରି

ପୁରୀ: ପବିତ୍ର ମାଘ ସପ୍ତମୀରେ ବୁଡ଼ ପକାଇବା ପାଇଁ ଚନ୍ଦ୍ରଭାଗାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ। ମାଘ ସପ୍ତମୀରେ ଚନ୍ଦ୍ରଭାଗା ବୁଡ଼ ପାଇଁ ଅତ୍ୟଧିକ ଭିଡ ହେବା ସମ୍ଭାବନା ଥିବାରୁ ସୁରୁଖୁରୁରେ ଟ୍ରାଫିକ୍ ଚଳାଚଳ ପାଇଁ ଏବଂ ଜନସାଧାରଣଙ୍କ ସୁବିଧା ପାଇଁ ପୁରୀ ପୁଲିସ ଟ୍ରାଫିକ କଟକଣା ଜାରି
Read More...

ଟ୍ୟାକ୍ସ ଛାଡ ଘୋଷଣା ପରେ ଅର୍ଥମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଶନିବାର ପାର୍ଲାମେଣ୍ଟରେ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। କେନ୍ଦ୍ର ସରକାରଙ୍କ ବଜେଟ୍ ୨୦୨୫-୨୬ରେ ୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ଛାଡ଼ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ। ଏଥିପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ
Read More...

ଫେବୃଆରୀ ୧୫ ତାରିଖ ଯାଏଁ ବଢ଼ିଲା ଇ-କେୱାଇସି ଅପଡେଟ ଅବଧି

ଭୁବନେଶ୍ବର: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଇ-କେଓ୍ବାଇସିକୁ ନେଇ ଗୁରୁବାର ଏକ ବଡ଼ ସୂଚନା ଦେଇଛନ୍ତି। ରାସନ କାର୍ଡ ପାଇଁ ଇ-କେଓ୍ବାଇସିକୁ ବାଧ୍ୟତାମୂଳକ କରିଛନ୍ତି ରାଜ୍ୟ ସରକାର। ଜାନୁଆରୀ ୩୧ ତାରିଖ ପର୍ଯ୍ୟନ୍ତ ଇ-କେଓ୍ବାଇସି ଅପଡେଟ୍ ଅବଧି ଥିବା ବେଳେ ଏହାକୁ ବଢ଼ାଇଛନ୍ତି ରାଜ୍ୟ
Read More...

କୁମ୍ଭମେଳାକୁ ଓଡ଼ିଶାରୁ ସ୍ୱତନ୍ତ୍ର ବସ୍‌ ସେବା ବାତିଲ କଲା ଓଏସଆରଟିସି

ଭୁବନେଶ୍ବର: କୁମ୍ଭମେଳା ପାଇଁ ଓଏସଆରଟିସି ପକ୍ଷରୁ ଓଡ଼ିଶାରୁ ଅଯୋଧ୍ୟାକୁ ବସ୍ ସେବା ଆରମ୍ଭ କରାଯାଇଥିଲା। ଯାହାକୁ ଏବେ ବାତିଲ କରି ଦିଆଯାଇଛି। ଫେବୃଆରୀ ୪ ତାରିଖ ଯାଏଁ ଓଏସଆରଟିସିର ସ୍ୱତନ୍ତ୍ର ବସ୍‌ ବାତିଲ୍‌ କରାଯାଇଛି। ଅପ୍ରୀତିକର ପରିସ୍ଥିତିକୁ ଦୃଷ୍ଟିରେ ରଖି ଓଏସଆରଟିସି ପକ୍ଷରୁ
Read More...

ପୋଷାକ, ରେଶମ ଶିଳ୍ପ ଓ ହସ୍ତତନ୍ତ ପାଇଁ ୮ ଚୁକ୍ତି ସ୍ଵାକ୍ଷର

ଭୁବନେଶ୍ବର: ବୟନଶିଳ୍ପ, ପୋଷାକ ଶିଳ୍ପ, ରେଶମ ଶିଳ୍ପ ଏବଂ ହସ୍ତତନ୍ତ କ୍ଷେତ୍ରରେ ବିକାଶ ଓ ସମୃଦ୍ଧି ପାଇଁ ଅପାର ସମ୍ଭାବନା ଆଣିଛି ଉତ୍କର୍ଷ ଓଡ଼ିଶା- ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ -୨୦୨୫। ସାମାଜିକ ଓ ଅର୍ଥନୈତିକ ଅଭିବୃଦ୍ଧି ପାଇଁ ଶିଳ୍ପ ମହାକୁମ୍ଭ ‘ଉତ୍କର୍ଷ ଓଡ଼ିଶା’ ନୂଆ ଊର୍ଜା ଯୋଗାଇବ।
Read More...