Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ବାରବାରୀ ଷ୍ଟାଡିୟମକୁ ଏନଜିଟିର ନୋଟିସ
ହରଭଜନ ସିଂଙ୍କ ଘର କାନ୍ଥରେ ଦେଶଦ୍ରୋହୀ ଲେଖିଲେ ଆପ କର୍ମୀ
ଭବାନୀପୁରରେ ଟିଏମସି ସମ୍ପୂର୍ଣ୍ଣ ସଫା ହେବ ହେବ କହିଲେ ଶୁଭେନ୍ଦୁ ଅଧିକାରୀ
ଶାହଙ୍କ ମନ୍ତବ୍ୟକୁ ନେଇ ମମତାଙ୍କ ତୀବ୍ର ପ୍ରତିକ୍ରିୟା, ଆଇନଗତ ମାମଲା ରୁଜୁ ଚେତାବନୀ
ଇସ୍ପାତ୍ ରାଜଧାନୀ ହେବ ଓଡ଼ିଶା : ମୁଖ୍ୟମନ୍ତ୍ରୀ
ରାଜସ୍ଥାନରେ କବାଡି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ: ୪ ଜୀବନ୍ତ ଦଗ୍ଧ
Browsing Category
ରାଜ୍ୟ ଖବର
ମିଶନ ଶକ୍ତି ପାଇଁ ନୂଆ ଗାଇଡଲାଇନ ଜାରି କଲେ ରାଜ୍ୟ ସରକାର
ଭୁବନେଶ୍ବର: ରାଜ୍ୟ ସରକାର ମିଶନ ଶକ୍ତି ପାଇଁ ନୂଆ ଗାଇଡଲାଇନ ଜାରି କରିଛନ୍ତି। ବିଭାଗ ପକ୍ଷରୁ ସମସ୍ତ ଜିଲାର ଜିଲାପାଳଙ୍କୁ ଏନେଇ ଏକ ଚିଠି ଜାରି ହୋଇଛି। ଚିଠିରେ ଉଲ୍ଲେଖ ରହିଛି ଯେ, ମିଶନ ଶକ୍ତି ଅଧିନରେ ଥିବା ସମସ୍ତ ପ୍ରଶାସନିକ ସଂଗଠନ, କାର୍ଯ୍ୟକାରୀ କମିଟି ଓ ସବ-କମିଟିର!-->…
Read More...
Read More...
ପୂର୍ବୋଦୟର ଇଞ୍ଜିନ ହେବାକୁ ଯାଉଛି ଓଡିଶା : ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଆରମ୍ଭ ହୋଇଯାଇଛି ରାଜ୍ୟରେ ନିବେଶକଙ୍କ ମହାମିଳନ। ପ୍ରମୁଖ ନିବେଶକମାନେ ଉତ୍କର୍ଷ ଓଡ଼ିଶା କନକ୍ଲେଭ୍ ଯୋଗ ଦେଇ ଓଡିଶା ବିକାଶ ପାଇଁ ସହଯୋଗର ହାତ ବଢେଇଛନ୍ତି। ଯାହାକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି, ଓଡ଼ିଶା ପୂର୍ବୋଦୟର ଇଞ୍ଜିନ ହେବାକୁ ଯାଉଛି।!-->…
Read More...
Read More...
କେନ୍ଦୁଝରରେ ପ୍ରତିଷ୍ଠା ହେବ ନୂଆ ଷ୍ଟିଲ ପ୍ଲାଣ୍ଟ :ନବୀନ ଜିନ୍ଦଲ
ଜିନ୍ଦଲ ଷ୍ଟିଲ ଏଣ୍ଡ୍ ପାୱାର ଓଡ଼ିଶାରେ ଶିଳ୍ପ ଓ ସାମାଜିକ ବିକାଶ ପାଇଁ ଆହୁରି ୭୦ ହଜାର କୋଟି ଟଙ୍କା ନିବେଶ କରିବ
କେନ୍ଦୁଝର ଜିଲ୍ଲାରେ ଏକ ଇସ୍ପାତ କାରଖାନା ସ୍ଥାପନ ପାଇଁ ପ୍ରୟାସ
ଗତ ଦଶନ୍ଧି ମଧ୍ୟରେ ଓଡ଼ିଶାର ସାମାଜିକ ବିକାଶ କ୍ଷେତ୍ରରେ ₹ ୯୦୦ କୋଟି ନିବେଶ
ଭୁବନେଶ୍ୱର:!-->!-->!-->!-->!-->!-->!-->…
Read More...
Read More...
ଉତ୍କର୍ଷ ଓଡ଼ିଶା କନକ୍ଲେଭ-୨୦୨୫ ଉଦ୍ଘାଟନ କଲେ ମୋଦୀ
ଭୁବନେଶ୍ୱର: ଭୁବନେଶ୍ୱର ଜନତା ମଇଦାନରେ ଉଦ୍ଘାାଟିତ ହୋଇଯାଇଛି ଉତ୍କର୍ଷ ଓଡ଼ିଶା କନକ୍ଲେଭ-୨୦୨୫। ଦେଶ ବିଦେଶର ହଜାର ହଜାର ଶିଳ୍ପପତିଙ୍କ ଉପସ୍ଥିତିରେ ଦୁଇ ଦିନିଆ ଶିଳ୍ପ ମହାକୁମ୍ଭକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ମୁଖ୍ୟମନ୍ତ୍ରୀ ମୋହନ ଚରଣ!-->…
Read More...
Read More...
ମଧୁସୂଦନ ପାଢ଼ୀ ହେଲେ ରାଜ୍ୟ ନିର୍ବାଚନ କମିଶନର
ଭୁବନେଶ୍ବର: ବଦଳିଲେ ଓଡ଼ିଶାର ନିର୍ବାଚନ କମିଶନ। ଭାରତୀୟ ପ୍ରଶାସନିକ ସେବାର ବରିଷ୍ଠ ଅବସରପ୍ରାପ୍ତ ଆଇଏଏସ ମଧୁସୂଦନ ପାଢ଼ୀଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ନୂଆ ଦାୟିତ୍ୱ ପ୍ରଦାନ କରାଯାଇଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଆଦିତ୍ୟ ପାଢ଼ୀଙ୍କ ଅବସର ପରେ ଖାଲି ପଡ଼ିଥିଲା!-->…
Read More...
Read More...
ପ୍ରକାଶ ମିଶ୍ର ହେଲେ ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପରାମର୍ଶଦାତା ଭାବେ ନିଯୁକ୍ତ ହେଲେ ପୂର୍ବତନ ପୋଲିସ ଡିଜି ତଥା ଅବସରପ୍ରାପ୍ତ ଆଇପିଏସ ପ୍ରକାଶ ମିଶ୍ର। ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା ଭାବେ ନିଯୁକ୍ତି ମିଳିବା ପରେ ପ୍ରକାଶ ମିଶ୍ରଙ୍କୁ କ୍ୟାବିନେଟ ପାହ୍ୟା ପ୍ରଦାନ କରାଯାଇଛି। ପୂର୍ବତନ!-->…
Read More...
Read More...
ମନୋଜ ଆହୁଜା ହେଲେ ଶ୍ରୀମନ୍ଦିର ପରିଚାଳନା କମିଟିର କାର୍ଯ୍ୟକାରୀ ଅଧ୍ୟକ୍ଷ
ଭୁବନେଶ୍ବର: ପୂର୍ବ ଚିଠିକୁ ସଂଶୋଧନ ପରେ ମନୋଜ ଆହୁଜାଙ୍କୁ ଶ୍ରୀମନ୍ଦିର ପରିଚାଳନା କମିଟିର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର। ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟିର କାର୍ଯ୍ୟକାରୀ ଅଧ୍ୟକ୍ଷ ଥିବାବେଳେ, ପୂର୍ବ ଚିଠିରେ ଏସଜେଟିଏର ଅଧ୍ୟକ୍ଷ ବୋଲି ଉଲ୍ଲେଖ!-->…
Read More...
Read More...
ନାଗ ସାପ ଦେଖାଇ କଲେ ଅପହରଣ
ବ୍ରହ୍ମପୁର: ୪ ଯୁବକଙ୍କୁ ଅପହରଣ ମାମଲାରେ ଜଣେ ଅଟକ। ଜଣଙ୍କୁ ଅଟକ ରଖି ତଦନ୍ତ ଚାଲିଥିବା ବ୍ରହ୍ମପୁର ଏସପି ଦେଇଛନ୍ତି ସୂଚନା। ଘଟଣାରେ ୫ରୁ ଅଧିକ ଅପହରଣକାରୀ ସାମିଲ ଥିବା ଏସ୍ପି କହିଛନ୍ତି। ଭୁବନେଶ୍ବରରୁ ସମସ୍ତଙ୍କୁ ଅପହରଣ କରି ଗଞ୍ଜାମରେ ଆଣି ରଖିଥିଲେ ଅପହରଣକାରୀ। ଋଣ କାରବାରକୁ ନେଇ!-->…
Read More...
Read More...
ନନ୍ଦନକାନନରେ ଆଖି ବୁଜିଲା ସିଂହୀ ରେୱା
ଭୁବନେଶ୍ବର: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ସିଂହୀ ‘ରେଓ୍ବା’ର ମୃତ୍ୟୁ ଘଟିଛି। ଗତ ୨୫ ତାରିଖରେ ରେୱା ୩ୟ ଥର ମାଆ ହୋଇଥିଲା। ପ୍ରସବକାଳୀନ ଅସୁସ୍ଥତା ଯୋଗୁ ରେଓ୍ବାର ୮ ବର୍ଷ ବୟସରେ ମୃତ୍ୟୁ ହୋଇଛି। ତେବେ ରେଓ୍ବାର ମୃତ୍ୟୁ ପରେ ନନ୍ଦନକାନନରେ ଏବେ ସିଂହ ସଂଖ୍ୟା କମି ୨୩ରେ ପହଞ୍ଚିଛି।!-->…
Read More...
Read More...
ଓଡ଼ିଶାର ୪ଜଣଙ୍କୁ ମିଳିଲା ପଦ୍ମ ପୁରସ୍କାର
ନୂଆଦିଲ୍ଲୀ: ୭୬ ତମ ଗଣତନ୍ତ୍ର ଦିବସ ଅବସରରେ ଭାରତ ସରକାରଙ୍କ ଗୃହ ମନ୍ତ୍ରାଳୟ ପକ୍ଷରୁ ଶନିବାର ସନ୍ଧ୍ୟାରେ ପଦ୍ମ ପୁରସ୍କାର ଘୋଷଣା କରାଯାଇଛି। ଓଡ଼ିଶାରେ ୪ଜଣଙ୍କୁ ମିଳିଲା ପଦ୍ମ ପୁରସ୍କାର। ମେଡିସିନ କ୍ଷେତ୍ରରେ ଓଡ଼ିଶାର ଅଶୋକ ମହାପାତ୍ରଙ୍କୁ ପଦ୍ମଶ୍ରୀ। କଳାରେ ଅଦ୍ବୈତ ଚରଣ!-->…
Read More...
Read More...