ପ୍ରମୁଖ ଖବର

ବାରବାରୀ ଷ୍ଟାଡିୟମକୁ ଏନଜିଟିର ନୋଟିସ
ହରଭଜନ ସିଂଙ୍କ ଘର କାନ୍ଥରେ ଦେଶଦ୍ରୋହୀ ଲେଖିଲେ ଆପ କର୍ମୀ
ଭବାନୀପୁରରେ ଟିଏମସି ସମ୍ପୂର୍ଣ୍ଣ ସଫା ହେବ ହେବ କହିଲେ ଶୁଭେନ୍ଦୁ ଅଧିକାରୀ
ଶାହଙ୍କ ମନ୍ତବ୍ୟକୁ ନେଇ ମମତାଙ୍କ ତୀବ୍ର ପ୍ରତିକ୍ରିୟା, ଆଇନଗତ ମାମଲା ରୁଜୁ ଚେତାବନୀ
ଇସ୍ପାତ୍ ରାଜଧାନୀ ହେବ ଓଡ଼ିଶା : ମୁଖ୍ୟମନ୍ତ୍ରୀ
ରାଜସ୍ଥାନରେ କବାଡି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ: ୪ ଜୀବନ୍ତ ଦଗ୍ଧ
Browsing Category

ରାଜ୍ୟ ଖବର

ଭୁବନେଶ୍ୱରରେ ପହଞ୍ଚିଲେ ସିଙ୍ଗାପୁର ରାଷ୍ଟ୍ରପତି

ଭୁବନେଶ୍ବର: ଓଡିଶାରେ ପହଁଚିଛନ୍ତି ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ୍ ସନ୍ମୁଗରତ୍ନମ। ରାଷ୍ଟ୍ରପତି ଥର୍ମନ ସନ୍ମୁଗରତ୍ନମ ଶୁକ୍ରବାର ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସିଙ୍ଗାପୁରର ରାଷ୍ଟ୍ରପତି ଥର୍ମନ ସନ୍ମୁଗରତ୍ନମଙ୍କୁ ଭୁବନେଶ୍ୱର ବିମାନବନ୍ଦରରେ ପହଁଚିବା ପରେ ଓଡ଼ିଶା ସରକାରଙ୍କ
Read More...

ଶିମିଳିପାଳ ଜଗିବେ ପୋଲିସ ଫୋର୍ସ

ମୟୂରଭଞ୍ଜ: ଶୁକ୍ରବାରଠାରୁ ଶିମିଳିପାଳ ଜଗିବେ ପୁଲିସ ଫୋର୍ସ। ପ୍ରାଥମିକ ପର୍ଯ୍ୟାୟରେ ମୁତୟନ ହେବେ ଏକ ପ୍ଲାଟୁନ ପୁଲିସ ଫୋର୍ସ। ଜଏଣ୍ଟ ଟାସ୍କ ଫୋର୍ସ ସହ ମିଶି ପାଟ୍ରୋଲିଂ ଓ ଚଢ଼ାଉ କରିବେ ବୋଲି ମୟୂରଭଞ୍ଜ ଏସପି ସୂଚନା ଦେଇଛନ୍ତି। ପରବର୍ତ୍ତୀ ପର୍ଯ୍ୟାୟରେ ଆବଶ୍ୟକତାକୁ ଦୃଷ୍ଟିରେ ରଖି
Read More...

୧୮ରୁ ଚିଲିକା ଓ ଭିତରକନିକାରେ ପକ୍ଷୀ ଗଣନା

ଭୁବନେଶ୍ବର: ଚଳିତମାସ ୧୮ ତାରିଖରୁ ଚିଲିକା ଓ ଭିତରକନିକାରେ ପକ୍ଷୀଗଣନା ଆରମ୍ଭ ହେବ। ୫ଟି ରେଞ୍ଜରେ ସକାଳ ୬ରୁ ୧୨ଟା ପର୍ଯ୍ୟନ୍ତ ପକ୍ଷୀଗଣନା କରାଯିବ। ରମ୍ଭା, ବାଲୁଗାଁ, ଟାଙ୍ଗୀ, ସାତପଡ଼ା, ଚିଲିକାରେ ପକ୍ଷୀଗଣନା ହେବ। ଏହି ଗଣନା ପାଇଁ ୨୧ଟି ଟିମ୍‌, ପ୍ରତି ଟିମ୍‌ରେ ୪ରୁ ୫ ଜଣ ରହିବେ
Read More...

କେନ୍ଦୁଝରରେ ହେବ ମେଗା ଷ୍ଟିଲ ପ୍ଲାଣ୍ଟ: ମୁଖ୍ୟମନ୍ତ୍ରୀ

କେନ୍ଦୁଝର: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲ୍ଲା ଝୁମ୍ପୁରା ଠାରେ ଏକ ନବ ନିର୍ମିତ ସେତୁର ଉଦଘାଟନ କରିଛନ୍ତି। ଜାନୁଆରୀ ୨୮ ଓ ୨୯ରେ ଭୁବନେଶ୍ୱରରେ ଉତ୍କର୍ଷ ଓଡ଼ିଶା ସମ୍ମିଳନୀ ଅନୁଷ୍ଠିତ ହେବ। ଏହି ସମୟରେ କେନ୍ଦୁଝରର ବିକାଶ ପାଇଁ ଏମଓୟୁ ସ୍ୱାକ୍ଷର
Read More...

ଏଣିକି ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର

ଭୁବନେଶ୍ବର: ଏଣିକି ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର। ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନରେ କ୍ଷୀର ଦେବାକୁ ଯୋଜନା କରାଯାଉଛି। ମତ୍ସ୍ୟ ଓ ପଶୁସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ମଙ୍ଗଳବାର ଏନେଇ ସୂଚନା ଦେଇଛନ୍ତି। ୨୦୦ ଏମଏଲ ଭିଟାମିନ ଏ ଓ ଡି ଯୁକ୍ତ କ୍ଷୀର ଦେବାକୁ ଯୋଜନା ହେଉଛି।
Read More...

ପୁଣି ଭାଇରାଲ ହେଲା ଶ୍ରୀମନ୍ଦିର ଭିତର ଫଟୋ

ପୁରୀ; ପୁଣି ଭାଇରାଲ ହେଲା ଶ୍ରୀମନ୍ଦିରର ଭିତର ଫଟୋ। ଶ୍ରୀମନ୍ଦିର ପରିସର କୀର୍ତ୍ତନ ଚକଡ଼ା ଫଟୋ ଭାଇରାଲ ହୋଇଛି। ସାମାଜିକ ଗଣମାଧ୍ୟମରେ ଶ୍ରୀମନ୍ଦିର ପରିସର କୀର୍ତ୍ତନ ଚକଡ଼ା ଫଟୋକୁ ଜଣେ ଯୁବକ ଭାଇରାଲ କରିଥିବା ସୂଚନା ମିଳିଛି। ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ହେବା ପରେ
Read More...

ମହାକୁମ୍ଭ ପାଇଁ ଓଡ଼ିଶାରୁ ପ୍ରୟାଗରାଜକୁ ଗଡ଼ିଲା ବସ

ଭୁବନେଶ୍ବର: ବିଶ୍ୱ ପ୍ରସିଦ୍ଧ ମହାକୁମ୍ଭ ମେଳା ୨୦୨୫ରେ ସାମିଲ ହେବାକୁ ଓଡ଼ିଶାରୁ ଅଯୋଧ୍ୟାକୁ ଆରମ୍ଭ ହେଲା ବସ୍‌ ସେବା। ଓଡ଼ିଶାର ବିଭିନ୍ନ ଜିଲାରୁ ପ୍ରୟାଗରାଜକୁ ସ୍ବତନ୍ତ୍ର ବସ ଗଡିଛି। ୪ଟି ଅତ୍ୟାଧୁନିକ ବସ୍‌କୁ ପତାକା ଦେଖାଇ ଭିଡିଓ କନଫରେସିଂ ମାଧ୍ୟମରେ ରବିବାର ଶୁଭାରମ୍ଭ କରିଛନ୍ତି
Read More...

ଭୁବନେଶ୍ବରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସେ ଏଠାରେ ଆଜି ଉଦ୍‌ଘାଟିତ ହୋଇଥିବା ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ଯୋଗଦାନ ପାଇଁ ଆଜି ଭୁବନେଶ୍ବରରେ ପହଞ୍ଚିଛନ୍ତି। ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ମେଘାଳୟର ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌
Read More...

ଧରାପଡ଼ିଲେ ରସୁଲଗଡ଼ ହତ୍ୟାକାଣ୍ଡ ଅଭିଯୁକ୍ତ; ମହିଳାଙ୍କ ସହ ୩ ଗିରଫ

ଭୁବନେଶ୍ବର: ଭୁବନେଶ୍ବରର ରସୁଲଗଡ଼ ଓଭରବ୍ରିଜ୍‌ ଉପରେ ଆଜି ସକାଳୁ ଘଟିଥିବା ହତ୍ୟାକାଣ୍ଡରେ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ମହିଳା ରହିଛନ୍ତି। ଏମାନଙ୍କୁ ନୟାଗଡ଼ ଜିଲ୍ଲା ଶରଣକୂଳରୁ ଆଜି ସନ୍ଧ୍ୟାରେ ଗରିଫ କରିବାରେ ସଫଳ ହୋଇଛି କମିଶନରେଟ୍ ପୋଲିସ।
Read More...

ଆଜିଠୁ ପ୍ରବାସୀ ଭାରତୀୟ ଦିବସ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଆରମ୍ଭ ହେଲା ପ୍ରବାସୀ ଭାରତୀୟ ଦିବସ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍ ଜୟ ଶଙ୍କର ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ମନସୁଖ ମାଣ୍ଡଭିୟ ମଧ୍ୟ ଉପସ୍ଥିତ ରହିଛନ୍ତି।
Read More...