Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଦେହରେ ନିଆଁ ଲଗାଇ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
ଅନଲାଇନ ଗେମ୍ ଖେଳିବାକୁ ମନା କରିବାରୁ ଜୀବନ ହାରିଲେ ନାବାଳକ
ରାକ୍ଷୀରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ, ପିଉସା ସମେତ ୫ ଅଟକ
ସ୍ୱାଧୀନତା ଦିବସ ପାଇଁ ଜାରି ହେଲା ଟ୍ରାଫିକ୍ କଟକଣା
ଭୁବନେଶ୍ୱରର ଘରୋଇ କଲେଜ ପରିସରରେ ଯୁବକଙ୍କ ଆତ୍ମାହୁତି ଉଦ୍ୟମ
ସବୁ ସରକାରୀ କାର୍ଯ୍ୟାଳୟରେ ଲାଗିବ ଏଆଇ କ୍ୟାମେରା
ବିଧାନସଭା ଆଗରେ ୭ ବର୍ଷୀୟ ଝିଅ ସହ ଦମ୍ପତିଙ୍କ ଆତ୍ମହତ୍ୟା ଉଦ୍ୟମ
Browsing Category
ରାଜ୍ୟ ଖବର
ଜଗା ପ୍ରଧାନଙ୍କୁ ମିଳିଲା ଜାମିନ
ଭୁବନେଶ୍ବର: ଭାଜପା ନେତା ଜଗନ୍ନାଥ ପ୍ରଧାନଙ୍କୁ ମିଳିଲା ଜାମିନ। ଖୋର୍ଦ୍ଧା ଜିଲ୍ଲା ଦୌରାଜଜ୍ କୋର୍ଟ ଜଗନ୍ନାଥ ପ୍ରଧାନଙ୍କ ଆବେଦନର ଶୁଣାଣି କରି ଜାମିନ ପ୍ରଦାନ କରିଛନ୍ତି। ୩୦ ହଜାର ଟଙ୍କା ଓ ଜଣେ ଜାମିନଦାରଙ୍କ ମୁଚାଲିକାରେ ଜାମିନ। ନିକଟରେ ବିଏମସି ଅଧିକାରୀଙ୍କୁ ମାଡ଼ ଘଟଣାରେ ଜଗନ୍ନାଥ!-->…
Read More...
Read More...
ମେଡିକାଲ କଲେଜ ଏବଂ ହସ୍ପିଟାଲରେ ନିଯୁକ୍ତି ହେଲେ ୯ ବରିଷ୍ଠ ଡାକ୍ତର
ଭୁବନେଶ୍ବର: ଓଡ଼ିଶା ସରକାର ନଅ ଜଣ ବରିଷ୍ଠ ଡାକ୍ତରଙ୍କ ନିଯୁକ୍ତି ଏବଂ ବଦଳି ସହିତ ମେଡିକାଲ କଲେଜ ଏବଂ ହସ୍ପିଟାଲ (ଏମସିଏଚ)ରେ ଏକ ଅଦଳବଦଳ କରିଛନ୍ତି। ବ୍ରହ୍ମପୁରର MKCG ଏମସିଏଚର ଅଧୀକ୍ଷକ ସୁଚିତ୍ରା ଦାସଙ୍କୁ ସେହି ପ୍ରତିଷ୍ଠାନର ଡିନ୍ ଏବଂ ପ୍ରିନ୍ସିପାଲ ଭାବେ ନିଯୁକ୍ତ କରାଯାଇଛି।!-->…
Read More...
Read More...
ଷ୍ଟିଅରିଂ ଛାଡ଼ ଆନ୍ଦୋଳନରେ ଡ୍ରାଇଭର ସଂଘ
ଭୁବନେଶ୍ବର: ଓଡ଼ିଶା ଡ୍ରାଇଭର ଏକତା ମହାମଞ୍ଚ ପକ୍ଷରୁ ମଙ୍ଗଳବାର ୬ ଦଫା ଦାବି ନେଇ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଡାକରା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ଆନ୍ଦୋଳନରତ ଡ୍ରାଇଭର ସଂଘ ସହ ସରକାର ବୈଠକ କରିବେ ବୋଲି ପରିବହନ ମନ୍ତ୍ରୀ ବିଭୂତି ଜେନା ମଙ୍ଗଳବାର ସୂଚନା ଦେଇଛନ୍ତି। ମନ୍ତ୍ରୀ!-->…
Read More...
Read More...
ହୀରାକୁଦରୁ ଛଡାଗଲା ଚଳିତବର୍ଷର ପ୍ରଥମ ବନ୍ୟାଜଳ
ସମ୍ବଲପୁର: ଆଜି ହୀରାକୁଦ ଛାଡ଼ିଲା ଚଳିତବର୍ଷର ପ୍ରଥମ ବନ୍ୟାଜଳ। ପ୍ରଥମେ ୭ ନମ୍ବର ଫାଟକ ଖୋଲାଯାଇଥିଲା ପରେ ଡ୍ୟାମର ୧୨ଟି ଗେଟ୍ ଖୋଲାଯାଇଥିବା ସୂଚନା ରହିଛି। ବାମପଟର ୮ ଏବଂ ଦକ୍ଷିଣପାର୍ଶ୍ବରେ ୪ଟି ଗେଟ୍ ଖୋଲାଯାଇଛି। ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ବର୍ତ୍ତମାନ!-->…
Read More...
Read More...
ଶରଧାବାଲି ଦଳାଚକଟାର ଭିଡିଓ ମାଗିଲେ ଅନୁ ଗର୍ଗ
ପୁରୀ: ପୁରୀ ଶରଧାବାଲିରେ ଘଟିଥିବା ଦଳାଚକଟା ସମୟର ଭିଡିଓ କିମ୍ବା ତଥ୍ୟ ଯାହା ପାଖରେ ଅଛି ଦେବାକୁ ଜନସାଧାରଣଙ୍କୁ ଅପିଲ କରାଯାଇଛି। ଶରଧାବାଲି ଦଳାଚକଟାର ତଦନ୍ତକାରୀ ଅଧିକାରୀ ଅନୁ ଗର୍ଗଙ୍କ ଏହି ଅପିଲ କରିଛନ୍ତି। ଲୋକଙ୍କ ପାଖରେ ତଥ୍ୟ ଏବଂ ଭିଡିଓ ଥିଲେ!-->…
Read More...
Read More...
ଜନ୍ମବେଦୀରେ ଶ୍ରୀଜିଉଙ୍କ ଶୃଙ୍ଖଳିତ ଦର୍ଶନର ତଦାରଖ କଲେ ପୋଲିସ ଡିଜି
ପୁରୀ: ଗୁଣ୍ଡିଚା ମନ୍ଦିରରେ ପୋଲିସ ଡିଜି ୱାଇ ବି ଖୁରାନିଆ। ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ ଅବସରରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ଉପସ୍ଥିତ ରହି ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥାକୁ ନିରୀକ୍ଷଣ କରୁଛନ୍ତି। ପୋଲିସ ଡିଜିଙ୍କ ସହ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ!-->…
Read More...
Read More...
କାର୍ଯ୍ୟରେ ଯୋଗ ଦେଲେ ଓଏଏସ ଅଧିକାରୀ
ଭୁବନେଶ୍ବର: ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ ଘଟଣାରେ ବିଜେପି ନେତା ଜଗା ପ୍ରଧାନ ଗିରଫ ହେବା ପରେ, ଏବେ ସ୍ଥିତି ପୁଣି ପୂର୍ବ ଅବସ୍ଥାକୁ ଫେରୁଛି। ଓଏଏସ ସଂଘ ଆନ୍ଦୋଳନରୁ ଓହରିଥିବା ବେଳେ ଆଜି କାର୍ଯ୍ୟକୁ ଫେରିଛନ୍ତି ଓଏଏସ ଅଧିକାରୀ। ବିଏମସି ଅଫିସ ସହ ରାଜ୍ୟର ବିଭିନ୍ନ ଅଫିସରେ!-->…
Read More...
Read More...
ଦେବାଶିଷ ସିଂହ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତ
ଭୁବନେଶ୍ବର: ଓଡ଼ିଶା ସରକାର ବରିଷ୍ଠ ଆଇଏଏସ୍ ଅଧିକାରୀ ଦେବାଶିଷ ସିଂହଙ୍କୁ ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗର ଅତିରିକ୍ତ ସଚିବ ଭାବରେ ନିଯୁକ୍ତି ଦେଇଛନ୍ତି।
ବୁଧବାର ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ଦ୍ୱାରା ଏହି ସମ୍ପର୍କରେ ଏକ ସରକାରୀ ବିଜ୍ଞପ୍ତି ଜାରି!-->!-->!-->…
Read More...
Read More...
ଆସନ୍ତା ୬ରେ ହୀରାକୁଦରୁ ଛଡାଯିବ ପ୍ରଥମ ବନ୍ୟାଜଳ
ସମ୍ବଲପୁର: ଆସନ୍ତା ୬ ତାରିଖରେ ଖୋଲିବ ହୀରାକୁଦ ଗେଟ୍। ପାରମ୍ପରିକ ପୂଜା ପରେ ଜୁଲାଇ ୬ ତାରିଖରେ ହୀରାକୁଦ ଡ୍ୟାମରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି କର୍ତ୍ତୃପକ୍ଷ।
ସମ୍ବଲପୁରରେ ଥିବା ହୀରାକୁଦ ଜଳଭଣ୍ଡାରର ଜଳସ୍ତର କ୍ରମାଗତ ବୃଦ୍ଧି ପାଉଛି। ଯାହାକୁ!-->!-->!-->…
Read More...
Read More...
ସାମୂହିକ ଛୁଟିରେ ଅଫିସର,ଜନତା ହଇରାଣ
ଭୁବନେଶ୍ବର: ବିଏମ୍ସିର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଅଫିସ ପରିସରରେ ମାଡ଼ ଘଟଣା ରାଜ୍ୟର ପ୍ରଶାସନିକ କାର୍ଯ୍ୟରେ ଅଚଳାବସ୍ଥା ସୃଷ୍ଟି କରିଛି। ମୁଖ୍ୟ ଅଭିଯୁକ୍ତ ଗିରଫ ଦାବିରେ ଅଟଳ ଥିବା ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍) ସଂଘ ପକ୍ଷରୁ କାର୍ଯ୍ୟ ବନ୍ଦ ଆନ୍ଦୋଳନ ରାଜ୍ୟରେ!-->…
Read More...
Read More...