ପ୍ରମୁଖ ଖବର

ବାରବାରୀ ଷ୍ଟାଡିୟମକୁ ଏନଜିଟିର ନୋଟିସ
ହରଭଜନ ସିଂଙ୍କ ଘର କାନ୍ଥରେ ଦେଶଦ୍ରୋହୀ ଲେଖିଲେ ଆପ କର୍ମୀ
ଭବାନୀପୁରରେ ଟିଏମସି ସମ୍ପୂର୍ଣ୍ଣ ସଫା ହେବ ହେବ କହିଲେ ଶୁଭେନ୍ଦୁ ଅଧିକାରୀ
ଶାହଙ୍କ ମନ୍ତବ୍ୟକୁ ନେଇ ମମତାଙ୍କ ତୀବ୍ର ପ୍ରତିକ୍ରିୟା, ଆଇନଗତ ମାମଲା ରୁଜୁ ଚେତାବନୀ
ଇସ୍ପାତ୍ ରାଜଧାନୀ ହେବ ଓଡ଼ିଶା : ମୁଖ୍ୟମନ୍ତ୍ରୀ
ରାଜସ୍ଥାନରେ କବାଡି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ: ୪ ଜୀବନ୍ତ ଦଗ୍ଧ
Browsing Category

ରାଜ୍ୟ ଖବର

ରାଜ୍ୟସଭା ପାଇଁ ସ୍ୱାଧୀନ ପ୍ରାର୍ଥୀ ଭାବେ ଲଢ଼ିବେ ଦିଲୀପ ରାୟ

ଭୁବନେଶ୍ବର: ସ୍ୱାଧୀନରେ ଲଢ଼ିବେ ବିଜେପି ନେତା ଦିଲୀପ ରାୟ। ରାଜ୍ୟସଭା ପାଇଁ ସ୍ୱାଧୀନ ପ୍ରାର୍ଥୀ ଭାବରେ ନିର୍ବାଚନ ମଇଦାନକୁ ଓହ୍ଲାଇବେ ଦିଲ୍ଲୀପ ରାୟ । ଏ ନେଇ ସୂଚନା ଦେଇଛନ୍ତି ନିଜେ ଦିଲ୍ଲୀପ ରାୟ। ସେ କହିଛନ୍ତି ରାଜ୍ୟସଭା ପାଇଁ ଆସନ୍ତା ୫ ତାରିଖରେ ସ୍ୱାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ
Read More...

ୟୁଟ୍ୟୁବର ରାହୁଲଙ୍କୁ ହତ୍ୟା

ଯବାନ ସହ ୩ ଜଣ ଗିରଫ ଭୁବନେଶ୍ୱର: ଭୁବନେଶ୍ୱରର ୟୁଟ୍ୟୁବର ରାହୁଲ ମହାରଣାଙ୍କ ହତ୍ୟା ମାମଲାରେ କମିଶନରେଟ୍ ପୁଲିସ ୩ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ସଂଗ୍ରାମ କେଶରୀ ବେହେରା (୩୭), ସମରେନ୍ଦ୍ର ବେହେରା (୨୪) ଓ କୁନା ବେହେରା (୨୦)। ସଂଗ୍ରାମ ସେନାରେ ଯବାନ ଥିବାବେଳେ
Read More...

ଦୁଇ ଦିନ ମଧ୍ୟରେ ଭାଜପାର ରାଜ୍ୟସଭା ପ୍ରାର୍ଥୀ ଚୂଡ଼ାନ୍ତ ହେବେ

ନୂଆଦିଲ୍ଲୀ; ଓଡ଼ିଶାରେ ରାଜ୍ୟସଭା ନିର୍ବାଚନ ପାଇଁ ଖୁବ୍‌ଶୀଘ୍ର ପ୍ରାର୍ଥୀ ଘୋଷଣା କରିବ ଭାରତୀୟ ଜନତା ପାର୍ଟି। ଏନେଇ ସୂଚନା ଦେଇଛନ୍ତି ଭାଜପାର ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମାର। ସେ କହିଛନ୍ତି, ଆଜି କିମ୍ବା କାଲି ମଧ୍ୟରେ ସଂସଦୀୟ ବୋର୍ଡ ବୈଠକ ବସିବ। କେହି ରାଜ୍ୟସଭାକୁ
Read More...

ମାର୍ଚ୍ଚରୁ ଆରମ୍ଭ ହେବ ବାରିପଦାରୁ ଭୁବନେଶ୍ଵର ଏୟାର ଟ୍ୟାକ୍ସି ସେବା

ଭୁବନେଶ୍ଵର: ବାରିପଦାରୁ ଭୁବନେଶ୍ଵର ଏୟାର ଟ୍ୟାକ୍ସି ସେବା ଆସନ୍ତା ମାର୍ଚ୍ଚ ପ୍ରଥମ ସପ୍ତାହରୁ ଆରମ୍ଭ ହେବାକୁ ଯାଉଛି। ମଙ୍ଗଳବାର ପୱନ ହଂସ କମ୍ପାନୀ ପକ୍ଷରୁ ଟ୍ରାଏଲ ରନ୍ ହୋଇଛି। ଏନେଇ ରାଜ୍ୟ ବାଣିଜ୍ୟ , ପରିବହନ ଓ ପର୍ଯ୍ୟଟନ ବିଭାଗ ପକ୍ଷରୁ ଆଲୋଚନା କରାଯାଇଛି। ବାରିପଦା ପୋଲିସ ଲାଇନ
Read More...

କୁବେର ଖଣି ଅଧିକାରୀ ଦେବବ୍ରତ ମହାନ୍ତି ଗିରଫ

ଘରୁ ମିଳିଲା ବିଡ଼ା ବିଡ଼ା ଟଙ୍କା କଟକ: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଟକ ସର୍କଲର ଖଣି ଉପନିର୍ଦ୍ଦେଶକ ଦେବବ୍ରତ ମହାନ୍ତିଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରିଛି। ଦୀର୍ଘଦିନ ଧରି ଅସତ ଧନ ସଂଗ୍ରହ କରି ଟଙ୍କାର ପାହାଡ ସୃଷ୍ଟି କରିଥିବା ଅଭିଯୋଗରେ ତାଙ୍କ ବିରୋଧରେ ଏକାଧିକ
Read More...

ରାଜ୍ୟରେ ବଢିବ ‘ଆମ ବସ୍’ ସେବା, ଆଉ ୬୦୦ ଇ-ବସ୍ କିଣିବେ ସରକାର

ଭୁବନେଶ୍ବର: ସହରାଞ୍ଚଳ ପରିବହନ ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବା ପାଇଁ ଓଡ଼ିଶା ସରକାର ୨୦୨୬-୨୭ ବଜେଟ୍‌ରେ ୪୨୧ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ଏହା ସହ ରାଜ୍ୟରେ ଚାଲୁଥିବା ‘ଆମ ବସ୍’ ସେବାରେ ଆଉ ୬୦୦ଟି ନୂତନ ଇ-ବସ୍ ସାମିଲ କରାଯିବାକୁ ଯୋଜନା ହୋଇଛି। କେନ୍ଦ୍ର ସରକାରଙ୍କ
Read More...

ରାଜ୍ୟରେ କମିଛି ଅପରାଧିକ ମାମଲା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଓଡ଼ିଶାରେ ଆଇନ ଶୃଙ୍ଖଳା ପରିସ୍ଥିତିରେ ଉନ୍ନତି ଦେଖାଦେଇଥିବା ବେଳେ ଅପରାଧ ଘଟଣା ଯଥେଷ୍ଟ ହ୍ରାସ ପାଇଛି। ଗତ ବର୍ଷ ଦୁଷ୍କର୍ମ ମାମଲା ହ୍ରାସ ପାଇ ୨୯୯୪ ହୋଇଛି ବୋଲି ସୋମବାର ରାଜ୍ୟ ବିଧାନସଭାରେ ସୂଚନା ଦିଆଯାଇଛି। ଗୃହ ବିଭାଗ ସମ୍ଭାଳିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
Read More...

ରାଜ୍ୟରେ ସବୁଠି ବିକ୍ରି ହେଉଛି ଅପମିଶ୍ରିତ ଖାଦ୍ୟ: ସ୍ୱାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ଵର: ରାଜ୍ୟରେ ସବୁଠି ବିକ୍ରି ହେଉଛି ଅପମିଶ୍ରିତ ଖାଦ୍ୟ। ବିଧାନସଭାରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଉତ୍ତରରୁ ଏହା ସ୍ପଷ୍ଟ ହୋଇଛି। ଅପମିଶ୍ରିତ ଖାଦ୍ୟ ତାଲିକାରେ ହର୍ଲିକ୍ସ, ଦହି, କ୍ଷୀର, ଛେନା ପାଣି ,ବ୍ରେଡ, ମସଲା , ସୋରିଷ ତେଲ, ସୂର୍ଯ୍ୟମୁଖୀ ତେଲ, ବିସ୍କୁଟ, ମଇଦା, ସ୍ନାକ୍ସ,
Read More...

ଏବେ କିନ୍ନରମାନେ ଦେଇପାରିବେ ଓସିଏସ୍‌ ପରୀକ୍ଷା

ଭୁବନେଶ୍ବର: ପ୍ରଶାସନର ବଡ଼ ପଦବୀରେ ବସିବାକୁ କିନ୍ନରଙ୍କୁ ମିଳିଲା ବଡ଼ ସୁଯୋଗ। ଏବେ ତୃତୀୟ ଲିଙ୍ଗ ବା କିନରମାନେ ଦେଇପାରିବେ ଓଡ଼ିଶା ସିଭିଲ୍‌ ସର୍ଭିସ୍‌ ପରୀକ୍ଷା। ଏ ସଂକ୍ରାନ୍ତରେ ଓଡ଼ିଶା ଲୋକସେବା ଆୟୋଗଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶା ସିଭିଲ୍ ସର୍ଭିସେସ୍ ପରୀକ୍ଷା
Read More...

ଶିମିଳିପାଳରେ ହେବ ହେଲିପ୍ୟାଡ୍‌’: ପରିବହନ ମନ୍ତ୍ରୀ

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲାର ଶିମିଳିପାଳରେ ହେବ ହେଲିପ୍ୟାଡ୍‌। ଏନେଇ ବିଧାନସଭା ଗୃହରେ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ଆବଶ୍ୟକୀୟ ଜମି ନିରୂପଣ ପାଇଁ ଜିଲ୍ଲା ପ୍ରଶାସନକୁ ଅନୁରୋଧ କରାଯାଇଛି ବୋଲି ସେ କହିଛନ୍ତି। ଭୁବନେଶ୍ୱର-ଗୋପାଳପୁର, ଭୁବନେଶ୍ୱର-ଶିମିଳିପାଳକୁ
Read More...