Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ପଦ୍ମପୁରର ପୂର୍ବତନ ବିଧାୟକ ସତ୍ୟ ଭୂଷଣ ସାହୁଙ୍କ ପରଲୋକ
ରକ୍ଷାବନ୍ଧନରେ ମହିଳାଙ୍କୁ ମାଗଣା ଆମ ବସ୍ ଯାତ୍ରା
ଏବେ ୩୫ ଟଙ୍କାରେ ମିଳିବ ପିଆଜ, ମହଙ୍ଗା ଦରକୁ ରୋକିବ କେନ୍ଦ୍ର
ନେପାଳରେ ହଠାତ୍ ବନ୍ୟା: ୭ ମୃତ, ୩୮୪ ନିଖୋଜ
Browsing Category
ରାଜ୍ୟ ଖବର
ଚଳିତ ବର୍ଷ ୪୦ ହଜାର ନିଯୁକ୍ତି ଦେବେ ସରକାର
ଭୁବନେଶ୍ବର: ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରାକ୍ ବଜେଟ୍ ପରାମର୍ଶ ବୈଠକରେ ପୂର୍ବତନ ଅର୍ଥମନ୍ତ୍ରୀ, ଅର୍ଥନୀତି ବିଶେଷଜ୍ଞ ଏବଂ ବୁଦ୍ଧିଜୀବିମାନେ ଅଂଶଗ୍ରହଣ କରି ୨୦୨୫-୨୬ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ନେଇ ନିଜ ନିଜର ମତ ଉପସ୍ଥାପନ କରିଛନ୍ତି। ବଜେଟ!-->…
Read More...
Read More...
ମଣ୍ଡିରୁ ଧାନ ଉଠାଇବା ନେଇ ୧୧ ମିଲରଙ୍କୁ ନୋଟିସ ଜାରି
ଭୁବନେଶ୍ବର: ଅସାଧୁ ମିଲର ଓ ଅଯୋଗ୍ୟ ରାସନ କାର୍ଡଧାରୀଙ୍କୁ ଯୋଗାଣ ମନ୍ତ୍ରୀଙ୍କ କଡ଼ା ଚେତାବନୀ। ଯିଏ କୃଷକମାନଙ୍କୁ ହଇରାଣ କରିବ, ସେମାନଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ଯେଉଁ ମିଲରମାନେ ଅଧିକ କଟନୀ ଛଟନୀ କରୁଛନ୍ତି, କଥା ମାନୁନାହାନ୍ତି, ସେମାନଙ୍କୁ କାରଣ ଦର୍ଶାଅ ନୋଟିସ!-->…
Read More...
Read More...
ରଞ୍ଜନା ଚୋପ୍ରା ଓ ହେମନ୍ତ ଶର୍ମାଙ୍କ ପଦୋନ୍ନତି କଲେ ରାଜ୍ୟ ସରକାର
ଭୁବନେଶ୍ବର: ଆଇଏଏସ ହେମନ୍ତ ଶର୍ମାଙ୍କ ପଦୋନ୍ନତି କଲେ ରାଜ୍ୟ ସରକାର। ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ୨ ଜଣ ଆଇଏଏସ୍ ଅଧିକାରୀଙ୍କୁ ପଦୋନ୍ନତି ମିଳିଛି। ୧୯୯୫ ବ୍ୟାଚ୍ ଆଇଏଏସ୍ ଅଫିସର ହେମନ୍ତ ଶର୍ମା ଏବଂ ୧୯୯୪ ବ୍ୟାଚ୍ ଆଇଏଏସ୍ ଅଫିସର ରଞ୍ଜନା!-->…
Read More...
Read More...
ଶ୍ରୀମନ୍ଦିର ବାହାରେ ହେବ ୱାଚ୍ ଟାୱାର: ପୃଥ୍ୱୀରାଜ ହରିଚନ୍ଦନ
ପୁରୀ: ପୁରୀର ଜଗନ୍ନାଥ ମନ୍ଦିର ଚାରିପାଖରେ ସୁରକ୍ଷା ବୃଦ୍ଧି କରିବା ପାଇଁ ରାଜ୍ୟ ସରକାର ମନ୍ଦିର ବାହାରେ ଏକ ୱାଚ୍ ଟାୱାର ସ୍ଥାପନ କରିବା ବିଷୟରେ ଚିନ୍ତା କରୁଛନ୍ତି ବୋଲି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଏହାଦ୍ୱାରା ‘ବେଆଇନ’ ଡ୍ରୋନ୍ ଉଡ଼ାଣ କାର୍ଯ୍ୟକଳାପ ଯାଞ୍ଚ!-->…
Read More...
Read More...
ଷଷ୍ଠ ଅର୍ଥ କମିଶନର ଅଧ୍ୟକ୍ଷ ହେଲେ ଅବସରପ୍ରାପ୍ତ ଆଇଏଏସ ଅରୁଣ ପଣ୍ଡା
ଭୁବନେଶ୍ବର: ରାଜ୍ୟ ସରକାର ଆଜି ଷଷ୍ଠ ଅର୍ଥ କମିଶନ ଗଠନ କରିଛନ୍ତି। କମିଶନର ଅଧ୍ୟକ୍ଷ ଭାବେ ଅବସରପ୍ରାପ୍ତ ଆଇଏଏସ ଅରୁଣ ପଣ୍ଡାଙ୍କୁ ନିଯୁକ୍ତି ଦିଆଯାଇଛି। କମିଶନରେ ଜଣେ ସଦସ୍ୟ ସଚିବଙ୍କ ସମେତ ୩ ଜଣ ସଦସ୍ୟ ରହିଛନ୍ତି। ଏଥିରେ ଜାଭିଅର ଇନଷ୍ଟିଚ୍ୟୁଟ ଅଫ ମ୍ୟାନେଜମେଣ୍ଟ ଭୁବନେଶ୍ୱରର!-->…
Read More...
Read More...
ଓଡ଼ିଶାରେ ପ୍ରତିଷ୍ଠା ହେବ ଭାରତର ପ୍ରଥମ ସେମିକଣ୍ଡକ୍ଟର କାରଖାନା
ଭୁବନେଶ୍ୱର: ଭୁବନେଶ୍ୱରରେ ପ୍ରତିଷ୍ଠା ହେବ ଦେଶର ପ୍ରଥମ ସିଲିକନ କାର୍ବାଇଡ୍ ସେମିକଣ୍ଡକ୍ଟର ଉ୍ତ୍ପାଦନ ପ୍ଲାଂଟ। ସିଲିକନ୍ କାର୍ବାଇଡ୍ (ଏସଆଇସି) ସେମିକଣ୍ଡକ୍ଟର ଉତ୍ପାଦନ ସୁବିଧା ପ୍ରତିଷ୍ଠା କରିବା ଲାଗି ଆରଆଇଆର ପାୱାର ଇଲେକ୍ଟ୍ରୋନିକ୍ସ ଲିମିଟେଡ୍ ପାଇଁ ଏକ ସ୍ବତନ୍ତ୍ର ପ୍ରୋତ୍ସାହନ!-->…
Read More...
Read More...
ରାଜ୍ୟରେ ୫ ହଜାର ଡାକ୍ତରଙ୍କୁ ମିଳିବ ନିଯୁକ୍ତି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ସ୍ୱାସ୍ଥ୍ୟ କ୍ଷେତ୍ରକୁ ଗୁରୁତ୍ଵ ଦେଇ ଡାକ୍ତର ପଦବୀ ପୂରଣ ହେବା ନେଇ ମଧ୍ୟ ମଞ୍ଜୁରୀ ମିଳିଛି। ଖୁବ୍ଶୀଘ୍ର ୫ ହଜାର ଡାକ୍ତର ପଦ ପୂରଣ ହେବା ସହ ୧୨୪!-->…
Read More...
Read More...
ନୂତନ ଶୀତଳ ଭଣ୍ଡାର ପାଇଁ ଆର୍ଥିକ ସହାୟତା ଦେବେ ସରକାର
ଭୁବନେଶ୍ବର: ରାଜ୍ୟ କ୍ୟାବିନେଟକୁ ନେଇ ଆସିଛି ବଡ ଖବର। ମୁଖ୍ୟମନ୍ତ୍ରୀ ମୋହନ ମାଝୀ କରିଛନ୍ତି ବଡ ଘୋଷଣା। କ୍ୟାବିନେଟରେ ୧୦ ବଡ ପ୍ରସ୍ତାବକୁ ଅନୁମୋଦନ ଦିଆଯାଇଛି। ଏନେଇ ନୂଆ ଶୀତଳ ଭଣ୍ଡାର ପାଇଁ ପ୍ରୋତ୍ସାହନ ଯୋଗାଇ ଦେବାକୁ କ୍ୟାବିନେଟରେ ମୋହର ବାଜିଛି। ଅନୁସୂଚିତ ଜାତି ଜନଜାତି ବର୍ଗଙ୍କ!-->…
Read More...
Read More...
ରାଜ୍ୟ କ୍ୟାବିନେଟ୍ରେ ୧୦ ପ୍ରସ୍ତାବକୁ ଅନୁମୋଦନ
ଭୁବନେଶ୍ବର: ଆଜି ଲୋକସେବା ଭବନରେ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। କ୍ୟାବିନେଟ ବୈଠକରେ ମୋଟ ୯ଟି ବିଭାଗର ୧୦ଟି ପ୍ରସ୍ତାବ ଆଗତ କରାଯାଇଥିଲା ଓ ସମସ୍ତ ପ୍ରସ୍ତାବ ଗୁଡ଼ିକ ଆଲୋଚନା ପରେ ଅନୁମୋଦନ!-->…
Read More...
Read More...
ସୁଭଦ୍ରା ଯୋଜନାରେ ୧୫୭ ଜଣ ପୁରୁଷ କରିଛନ୍ତି ଆବେଦନ
ଭୁବନେଶ୍ବର: ସୁଭଦ୍ରା ଯୋଜନା ନେଇ ଆସିଲା ସାଙ୍ଘାତିକ ତଥ୍ୟ। ସୁଭଦ୍ରା ଯୋଜନାରେ ପୁରୁଷମାନେ ଆବେଦନ କରିଥିବା ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ରାଜ୍ୟର ୧୫୭ ଜଣ ପୁରୁଷ ସୁଭଦ୍ରାରେ ଆବେଦନ କରିଛନ୍ତି। ତେବେ ଏହି ପୁରୁଷଙ୍କୁ ତାଲିକାରୁ କାଟି ଦିଆଯାଇଥିବା!-->…
Read More...
Read More...