ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ
Browsing Category

ରାଜ୍ୟ ଖବର

ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ ଏମ୍ ସି

ଭୁବନେଶ୍ବର: ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ ଆଣ୍ଡ ସମ ହସ୍ପିଟାଲ କ୍ୟାମ୍ପସ-୨ରେ ଚଳିତ ଶିକ୍ଷାବର୍ଷରୁ ଏମବିବିଏସ୍ ପାଠ୍ୟକ୍ରମ ନିମନ୍ତେ ୫୦ଟି ସିଟ୍ ବୃଦ୍ଧି କରିବାକୁ ଜାତୀୟ ମେଡିକାଲ କମିଶନ (ଏନ୍ ଏମ୍ ସି) ଅନୁମୋଦନ କରିଛନ୍ତି। ଜାନୁଆରୀ ୨୦୨୩ରେ କଟକ - ଭୁବନେଶ୍ବର
Read More...

ରାଜ୍ୟରେ ହେବ ୩ ଅର୍ଥନୈତିକ ଜୋନ: ଉଷା ପାଢ଼ୀ

ଭୁବନେଶ୍ବର;ପରିବହନ ସଚିବ ଉଷା ପାଢ଼ୀ ସୋମବାର ରାଜ୍ୟବାସୀଙ୍କୁ ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟରେ ୩ ଅର୍ଥନୈତିକ ଜୋନ୍ ହେବ କହିଲେ ପରିବହନ ସଚିବ ଉଷା ପାଢ଼ୀ। ଭୁବନେଶ୍ବର, ପୁରୀ, କଟକ, ଓ ପାରାଦୀପକୁ ମିଶାଇ ହେବ ଗୋଟିଏ ଜୋନ୍‌। କ୍ବାଡ୍ ସିଟି ପ୍ରୋଗ୍ରାମ ଜରିଆରେ ସରକାର ଏହି ପ୍ଲାନ୍
Read More...

୨୪ ଘଣ୍ଟାରେ ବଙ୍ଗୋପସାଗର ରେ ସୃଷ୍ଟି ହେବ ଲଘୁଚାପକ୍ଷେତ୍ର

ନ୍ୟୁଜ୍ ବ୍ୟୁରୋ: ଉତ୍ତର ପୂର୍ବ ବଙ୍ଗୋପସାଗର ତଥା ମିଆଁମାର ଉପକୂଳ ବାୟୁମଣ୍ଡଳ ଉପରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା କ୍ରମଶଃ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଅଗ୍ରସର ହୋଇ ସଦୃଶ ଲଘୁଚାପରେ
Read More...

ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା ଆବେଦନ ଅବଧି ବୃଦ୍ଧି

ନ୍ୟୁଜ୍ ବ୍ୟୁରୋ: ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର ଆବେଦନ ତାରିଖକୁ ବୃଦ୍ଧି କରାଯାଇଛି। ପୂର୍ବରୁ ଏହି ଆବେଦନର ଶେଷ ତାରିଖ ଅଗଷ୍ଟ ୩୦ ତାରିଖ ରହିଥିଲା। ସାମ୍ବାଦିକମାନଙ୍କ ଅନୁରୋଧ ରକ୍ଷା କରି ରାଜ୍ୟ ସରକାର ଏହି ଆବେଦନର ଶେଷ ତାରିଖକୁ ସେପ୍ଟେମ୍ବର ୮ ତାରିଖ ପର୍ଯ୍ୟନ୍ତ
Read More...

ଦୁର୍ଗାପୂଜା ଭସାଣ କଟକଣା:ବାଜିବନି ଡିଜେ, ଲେଜର ଲାଇଟ୍ ଓ ବାଣ

ଭୁବନେଶ୍ୱର: ଆଗକୁ ଦୁର୍ଗାପୂଜା। ଏନେଇ ବିଭିନ୍ନ କମିଟି ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମିଶନରେଟ୍‌ ପୋଲିସ ଏବଂ ଦୁର୍ଗା ପୂଜା କମିଟି ପକ୍ଷରୁ ସୋମବାର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ଦୁର୍ଗା ପୂଜା ଭସାଣରେ ଡିଜେ ବାଜିବନି।
Read More...

ଗଣେଶ ଭଷାଣି ବେଳେ ହାତାହାତି

ଜଣେ ମୃତ, ୧୦ ଆହତ ନୟାଗଡ଼: ଗଣେଣ ମୂର୍ତ୍ତି ଭସାଣିକୁ ନେଇ ନୟାଗଡ଼ରେ ଅଭାବନୀୟ ଘଟଣା ଘଟିଛି। ଗଣେଣ ମୂର୍ତ୍ତି ଭସାଣି ବେଳେ ନୟାଗଡ଼ ଜିଲ୍ଲା ଫତେଗଡ଼ ଥାନା ଅନ୍ତର୍ଗତ ଗୋଳାପୋଖରୀ ପଞ୍ଚାୟତର କରଡ଼ାପଲ୍ଲୀ ଏବଂ ପାଥପୁର ଗ୍ରାମରେ ଦୁଇ ଗ୍ରାମର ଯୁବକଙ୍କ ମଧ୍ୟରେ ସଂଘର୍ଷ ଘଟିଛି। ଏଥିରେ
Read More...

୭ ନୂଆ ମ୍ୟୁନିସିପାଲିଟି ଓ ୧୬ ନୂଆ ଏନଏସି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସ୍ବାୟତ୍ତ ଶାସନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି । ୭ ନୂଆ ମ୍ୟୁନିସିପାଲିଟି ୧୬ଟି ନୂଆ ଏନ୍‌ଏସି ନାଁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଘୋଷଣା ହୋଇଥିବା ୭ ନୂଆ ମ୍ୟୁନିସପାଲିଟି ହେଲା, କରଞ୍ଜିଆ, ବୌଦ୍ଧ, ଭଞ୍ଜନଗର, ଆସିକା,
Read More...

ସହରିଆଙ୍କ ପାଇଁ ଆସିଗଲା ‘ସହର ସାଥୀ’

ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ସହରବାସୀଙ୍କ ପାଇଁ ଖୁସି ଖବର। ରାଜ୍ୟସ୍ତରୀୟ ସ୍ୱାୟତ୍ତ ଶାସନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ସହର ସାଥୀ’ ସୁବିଧାର ଲୋକାର୍ପଣ କରିଛନ୍ତି। ଏହା ନାଗରିକମାନଙ୍କୁ ସଶକ୍ତ, ଦ୍ରୁତ ଏବଂ କ୍ରିୟାଶୀଳ ସେବା ପ୍ରଦାନ ସୁନିଶ୍ଚିତ
Read More...

ଗ୍ୟାସ ଏଜେନ୍ସି ଉପରେ ଚଢ଼ାଉ

୫୩୪ଟି ଅଧିକ ଗ୍ୟାସ ଟାଙ୍କି ଜବତ ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲା ଯୋଗାଣ କାର୍ଯ୍ୟାଳୟ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଲକ୍ଷ୍ମୀ ଏଣ୍ଟରପ୍ରାଇଜେସ ଗ୍ୟାସ ଏଜେନ୍ସି ଉପରେ ଚଢ଼ାଉ କରାଯାଇଛି। ବିଭିନ୍ନ ଅଭିଯୋଗ ଓ ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ଖବରକୁ ଭିତ୍ତିକରି ଖୋର୍ଦ୍ଧା ଯୋଗାଣ ଅଧିକାରୀ
Read More...

ବଢ଼ିଲା ଇନ୍ସପେକ୍ଟର ଓ ଏସଆଇଙ୍କ କ୍ଷମତା

ଭୁବନେଶ୍ବର: ଇନ୍ସପେକ୍ଟର ଏବଂ ଏସଆଇଙ୍କ କ୍ଷମତାରେ ବୃଦ୍ଧି ହୋଇଛି। ଏଣିକି ସେମାନେ ଏସସି/ଏସଟି ମାମଲାର ତଦନ୍ତ କରିପାରିବେ। ତଦନ୍ତ ସହ ଗିରଫ ଓ ସ୍ବତନ୍ତ୍ର ଅଦାଲତରେ ମାମଲା ଦାଖଲ ମଧ୍ୟ କରିପାରିବେ। ଏହା ପୂର୍ବରୁ ଡିଏସପି ପାହ୍ୟାର ଅଧିକାରୀଙ୍କୁ ଏହି କ୍ଷମତା ମିଳିଥିବାବେଳେ, ଏବେ ସରକାର
Read More...