ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category

ଘଟଣା ଓ ଦୁର୍ଘଟଣା

କଟକ ଏସସିବି ଅଗ୍ନିକାଣ୍ଡରେ ୧୦ ମୃତ

କଟକ: କଟକ ଏସସିବି ମେଡିକାଲ ଟ୍ରମା କେଆର ଆଇସିୟୁରେ ଭୟାବହ ଅଗ୍ନିକାଣ୍ଡ ଘଟି ୧୦ ଜଣଙ୍କର ମୃତ୍ୟୁ ହୋଇଛି। ଅନେକ ଲୋକ ନିଆଁରେ ପୋଡ଼ି ହୋଇ ଗୁରୁତର ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ ଏସସିବି ମେଡିକାଲରୁ ଉଦ୍ଧାର କରି ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି। ଅଗ୍ନିକାଣ୍ଡ ସମୟରେ ଟ୍ରମା କେୟାର
Read More...

ମର୍ଣ୍ଣିଂ ଓ୍ବାକ୍ ଯିବା ବେଳେ ଧକ୍କା ଦେଲା କାର୍: ୩ ମୃତ

ଭୁବନେଶ୍ବର: ରାଜଧାନୀ ଉପକଣ୍ଠ ଉତ୍ତରା ଅଞ୍ଚଳରେ ଭୟଙ୍କର ଦୁର୍ଘଟଣା ଘଟିଛି। କୃପାଜଳ ଇଂଜିନିୟରିଂ କଲେଜ ସାମ୍ନା ଭୁବନେଶ୍ୱର-ପୁରୀ ୩୧୬ ନଂ ଜାତୀୟ ରାଜପଥରେ କାର୍ ଧକ୍କାରେ ଦୁଇ ମହିଳାଙ୍କ ମୃତ୍ୟୁ ହୋଇଛି। ଏଥସହ ଦୁର୍ଘଟଣା ଘଟାଇଥିବା କାର୍ ଚାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ସେଥିରେ ଥିବା
Read More...

କାଳବୈଶାଖୀ ତାଣ୍ଡବରେ ୨ ମୃତ: ୧୦ରୁ ଅଧିକ ଆହତ

ମୟୁରଭଞ୍ଜ: ମୟୁରଭଞ୍ଜ କରଞ୍ଜିଆ ବ୍ଲକ୍‌ କିଆ ଗାଁରେ ରବିବାର ତାଣ୍ଡବ ରଚିଛି କାଳବୈଶାଖୀ। ପୂରା ଗାଁ ଛାରଖାର ହୋଇଯାଇଛି। ଘର ଭାଙ୍ଗିଛି। ଗଛ ଭାଙ୍ଗିଛି। ବିଦ୍ୟୁତ୍ ଖୁଣ୍ଟ ଉପୁଡ଼ି ଯାଇଛି। ତା’ସହିତ ଜୀବନହାନି ହୋଇଛି। ରବିବାର ଅପରାହ୍ନ ସାଢେ ୪ଟାରେ ମୟୂରଭଞ୍ଜ ଜିଲା କରଞ୍ଜିଆ ବ୍ଳକ
Read More...

ଜେଲ୍‌ ଭିତରେ କଏଦୀର ଝୁଲନ୍ତା ମୃତଦେହ ଉଦ୍ଧାର

ବଲାଙ୍ଗିର: ବଲାଙ୍ଗିର ଜେଲ ଭିତରେ କଏଦୀଙ୍କ ସନ୍ଦେହ ଜନକ ମୃତ୍ୟୁ। ମୃତ କଏଦୀ ବଲାଙ୍ଗିର ସଦର ଥାନା କୁଶଙ୍ଗ ଗାଁର ଭୀଷ୍ମଦେବ ସାହୁ ଓରଫ ଗୋପାଳ। ଆଜି ଜେଲ ଭିତରେ ଝୁଲନ୍ତା ଅବସ୍ଥାରେ ଭୀଷ୍ମଦେବଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତେବେ ପରିବାର ଲୋକେ ଏହାକୁ ହତ୍ୟା ଘଟଣା ବୋଲି ଅଭିଯୋଗ କରି
Read More...

ପରଲୋକରେ ବରିଷ୍ଠ ସାମ୍ବାଦିକ ଆଶୁତୋଷ ମିଶ୍ର

ଭୁବନେଶ୍ବର: ବରିଷ୍ଠ ସାମ୍ବାଦିକ ଆଶୁତୋଷ ମିଶ୍ରଙ୍କର ପରଲୋକ ଘଟିଛି। ହୃଦଘାତ କାରଣରୁ ତାଙ୍କର ଦେହାନ୍ତ ହୋଇଥିବା ଜଣାପଡିଛି। ଆଶୁତୋଷ ମିଶ୍ରଙ୍କ ଦେହାନ୍ତରେ ବହୁ ବିଶିଷ୍ଟ ବ୍ୟକ୍ତି ଶୋକବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମ୍ବାଦିକ ଆଶୁତୋଷ ମିଶ୍ରଙ୍କର ଫଟୋ ଏକ୍ସ
Read More...

କୋଲାବ ଜଳଭଣ୍ଡାରରେ ବୁଡ଼ି ୩ ନବୋଦୟ ଛାତ୍ରଙ୍କ ମୃତ୍ୟୁ

କୋରାପୁଟ: କୋଲାବ ଜଳଭଣ୍ଡାରରେ ଗାଧୋଇବା ବେଳେ ବୁଡ଼ି ଗଲେ ତିନି ଦଶମ ଶ୍ରେଣୀ ଛାତ୍ର। ଆଜି କୋଲାବ ଜଳଭଣ୍ଡାରରେ ଗାଧୋଇବାକୁ ଯାଇ ପାଣିରେ ବୁଡ଼ି ଜବାହର ନବୋଦୟ ବିଦ୍ୟାଳୟର ୩ ଜଣ ଦଶମ ଶ୍ରେଣୀ ଛାତ୍ରଙ୍କର ଅକାଳ ବିୟୋଗ ଘଟିଛି। ମୃତକ ତିନି ଜଣ ହେଲେ ଓମ୍ ପ୍ରକାଶ, ଲିଙ୍ଗରାଜ ଏବଂ ସ୍ୱସ୍ତିକ।
Read More...

ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

ନ୍ୟୁଜ୍ ବ୍ୟୁରୋ: ହାଇଦ୍ରାବାଦ ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ଅନ୍ୟଜଣେ ଗୁରୁତର ଆହତ ହୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ମୃତ ଶ୍ରମିକ ଜଣକ ହେଲେ କଳାହାଣ୍ଡି ଜିଲ୍ଲା କୋକସରା ଥାନା ଡହଗାଁ ପଞ୍ଚାୟତ ସର୍ଗିଗୁଡା ଡଙ୍ଗରୀପଡାର ଜଗମୋହନ ମାଝୀଙ୍କ ପୁଅ ଦୁଲ୍ଲଭ ମାଝୀ। ଗୁରୁତର
Read More...

ସମ୍ବଲପୁର କୋର୍ଟକୁ ବୋମା ଧମକ

ପୁଣି କୋର୍ଟକୁ ବୋମା ଧମକ ମିଳିଛି। ସମ୍ବଲପୁର ଜିଲ୍ଲା ଦୌରାଜଜ୍ କୋର୍ଟକୁ ବୋମା ଧମକ ମିଳିଥିବା ଖବର ରହିଛି। ବୋମା ଧମକ ମିଳିବା ପରେ ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ କରୁଛି ପୋଲିସ। ଏହାସହ ବମ୍ ସ୍କ୍ବାଡର୍ ମଧ୍ୟ ପହଞ୍ଚି ବିଭିନ୍ନ ସ୍ଥାନରେ ଯାଞ୍ଚ କରିଛନ୍ତି। ତେବେ କିଏ ଧମକ ଦେଇଛି
Read More...

ନାଗପୁରରେ ବିସ୍ଫୋରକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ: ୧୫ ମୃତ, ଅନେକ ଆହତ

ନାଗପୁର: ମହାରାଷ୍ଟ୍ରର ନାଗପୁର ଜିଲ୍ଲାର କାଟୋଲ ତାଲୁକାରେ ଥିବା ଏସ୍‌ବିଏଲ୍ କମ୍ପାନୀରେ ଭୟଙ୍କର ବିସ୍ଫୋରଣ ଘଟିଛି। ଏହି ଦୁର୍ଘଟଣାରେ କମରେ ୧୫ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନେକ ଆହତ ହୋଇଛନ୍ତି। ସୂଚନାନୁସାରେ, କମ୍ପାନୀରେ ବିସ୍ଫୋରକ ଡେଟୋନେଟର ତିଆରି କରାଯାଉଥିଲା। କମ୍ପାନୀର
Read More...

ଜମ୍ମୁ ଓ କାଶ୍ମୀରରେ ଭୂକମ୍ପ ଝଟକା: ରିକ୍ଟର ସ୍କେଲରେ ତୀବ୍ରତା ୪.୨

କାଶ୍ମୀର: ଜମ୍ମୁ ଓ କାଶ୍ମୀରରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୨ ରେକର୍ଡ କରାଯାଇଛି। ରବିବାର ରାତି ୧ଟା ୨୫ ମିନିଟରେ ଏହି ଭୂମିକମ୍ପ ଘଟିଥିବା ସୂଚନା ମିଳିଛି। ଭୂମିକମ୍ପର କେନ୍ଦ୍ରସ୍ଥଳ ପୃଥିବୀ ପୃଷ୍ଠରୁ ପ୍ରାୟ ୫ କିଲୋମିଟର ଗଭୀରତାରେ ଥିଲା ବୋଲି
Read More...