Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ
Browsing Category
ଘଟଣା ଓ ଦୁର୍ଘଟଣା
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
ପାକିସ୍ତାନ: ଉତ୍ତର-ପଶ୍ଚିମ ପାକିସ୍ତାନର ଖୈବର ପଖ୍ତୁନଖ୍ୱା ପ୍ରଦେଶର ଡେରା ଇସମାଇଲ ଖାନ୍ ଜିଲ୍ଲାରେ ଶନିବାର ଭୟଙ୍କର ଆତ୍ମଘାତୀ ବୋମା ବିସ୍ଫୋରଣ ଘଟିଛି। ରାସ୍ତାକଡ଼ରେ ଥିବା ପୁଲିସ ଚେକ୍ପୋଷ୍ଟକୁ ଲକ୍ଷ୍ୟ କରି ବିସ୍ଫୋରକ ଭର୍ତ୍ତି ଏକ ଗାଡ଼ି ଦ୍ୱାରା ଏହି ଆକ୍ରମଣ କରାଯାଇଥିବା ସୂଚନା!-->…
Read More...
Read More...
ହରିୟାଣାରେ ତୀର୍ଥଯାତ୍ରୀଙ୍କ ଟ୍ରାକ୍ଟର-ଟ୍ରଲି ଦୁର୍ଘଟଣା, ୬ ମୃତ
ହରିୟାନା: ହରିୟାଣାର କୈଥଲ-କୁରୁକ୍ଷେତ୍ର ରାସ୍ତାରେ ଗୁରୁବାର ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଟ୍ରାକ୍ଟର-ଟ୍ରଲି ଓଲଟି ପଡ଼ିବାରୁ ୨ ଶିଶୁଙ୍କ ସମେତ ୬ ଜଣଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ପ୍ରାୟ ୧୨ ଜଣ ଆହତ ହୋଇଥିବାବେଳେ କେତେକଙ୍କ ଅବସ୍ଥା ଗୁରୁତର ରହିଛି।
ପୁଲିସ ସୂଚନା ଅନୁସାରେ,!-->!-->!-->…
Read More...
Read More...
ଜାମସେଦପୁରରେ ଭୟଙ୍କର ଦୁର୍ଘଟଣା, ମନ୍ତ୍ରୀଙ୍କ ଝିଅ ସମେତ ୪ ମୃତ
ଝାଡ଼ଖଣ୍ଡ: ଝାଡ଼ଖଣ୍ଡର ଜାମସେଦପୁରରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ମାରାଇନ ଡ୍ରାଇଭ ଅଞ୍ଚଳରେ ରାସ୍ତାକଡ଼ରେ ଠିଆ ହୋଇଥିବା ଏକ ଟ୍ରକ୍ ପଛରେ ଦ୍ରୁତଗତିରେ ଆସୁଥିବା କାର୍ ଧକ୍କା ଦେବାରୁ ଝାଡ଼ଖଣ୍ଡ ଗ୍ରାମୀଣ ବିକାଶ ମନ୍ତ୍ରୀ ଦୀପିକା ପାଣ୍ଡେ ସିଂହଙ୍କ ସାନ ଝିଅ ତ୍ରିଶା ସିଂହଙ୍କ ସମେତ!-->…
Read More...
Read More...
ଯମୁନା ଏକ୍ସପ୍ରେସ୍ୱେରେ ଜଳିଗଲା ସ୍ଲିପର ବସ୍, ୯ ଜୀବନ୍ତ ଦଗ୍ଧ
ନୂଆଦିଲ୍ଲୀ:ଯମୁନା ଏକ୍ସପ୍ରେସ୍ୱେରେ ଭୟଙ୍କର ବସ୍ ଦୁର୍ଘଟଣା। ୩୫ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ସ୍ଲିପର ବସ୍ରେ ହଠାତ୍ ନିଆଁ ଲାଗିଯିବାରୁ ୯ ଜଣ ଯାତ୍ରୀ ଜୀବନ୍ତ ଦଗ୍ଧ ହୋଇଥିବା ସୂଚନା ମିଳିଛି। ବିହାର ନମ୍ବର ଥିବା ଏହି ବସ୍ଟି ଗ୍ରେଟର ନୋଏଡାରୁ ଆଗ୍ରା ଅଭିମୁଖେ ଯାଉଥିବା ବେଳେ!-->…
Read More...
Read More...
ଫ୍ଲାଇଟ୍ ଟ୍ରେନିଂ ବେଳେ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ର ମୃତ
କାନାଡା: କାନାଡାରେ ଫ୍ଲାଇଟ୍ ଟ୍ରେନିଂ ସମୟରେ ବିମାନ ଦୁର୍ଘଟଣାରେ ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ହୋଇଛି। ମୃତକମାନେ ତାମିଲନାଡୁର ମନୋଜ ଶିବକୁମାର ଏବଂ ପୁଡୁଚେରୀର ଶ୍ରୀସରଣ ଥିରୁଗ୍ନାନାସମ୍ବନ୍ଧମ୍ ବୋଲି ଜଣାପଡ଼ିଛି। ବାନ୍କୁଭରସ୍ଥିତ ଭାରତୀୟ ମହାବାଣିଜ୍ୟ ଦୂତାବାସ ଏହି ଘଟଣାରେ ଗଭୀର!-->…
Read More...
Read More...
କେରଳରେ ବର୍ଷା ବିତ୍ପାତ, ୯ ମୃତ; ୬ ଜିଲ୍ଲାକୁ ଅରେଞ୍ଜ୍ ଆଲର୍ଟ
କେରଳ: ଦକ୍ଷିଣ ଭାରତର ରାଜ୍ୟ କେରଳରେ ପ୍ରବଳ ବର୍ଷା ଯୋଗୁଁ ସ୍ଥିତି ଗମ୍ଭୀର ହୋଇପଡ଼ିଛି। ଲଗାଣ ବର୍ଷା ଯୋଗୁଁ ବିଭିନ୍ନ ସ୍ଥାନରେ ଆକସ୍ମିକ ବନ୍ୟା ଓ ଭୂସ୍ଖଳନ ଘଟିଛି। ଗତ ୨୪ ଘଣ୍ଟାରେ ବର୍ଷାଜନିତ ଘଟଣାରେ ୯ ଜଣଙ୍କ ଜୀବନ ଯାଇଥିବା ବେଳେ ଅନେକ ଲୋକ ନିଖୋଜ ଥିବା ସୂଚନା ମିଳିଛି।!-->…
Read More...
Read More...
NISER ହଷ୍ଟେଲ ଛାତରୁ ପଡ଼ି ଛାତ୍ର ମୃତ
ଭୁବନେଶ୍ବର: ଖୋର୍ଦ୍ଧା ଜଟଣୀସ୍ଥିତ ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ସାଇନ୍ସ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (NISER) କ୍ୟାମ୍ପସରେ ଅଘଟଣ। ଭାଗୀରଥୀ ହଷ୍ଟେଲ ଛାତରୁ ପଡ଼ି ଜଣେ ତୃତୀୟ ବର୍ଷ ଇଣ୍ଟିଗ୍ରେଟେଡ୍ ଏମ୍ଏସ୍ସି ଛାତ୍ରଙ୍କ ମୃତ୍ୟୁ ହୋଇଛି। ମୃତକ ମହାରାଷ୍ଟ୍ରର ନାଗପୁରର ବିନୟ ସନ୍ୟାସୀ!-->…
Read More...
Read More...
ନାଳରେ ଭାସିଗଲା କାର, ୭ ଓଡ଼ିଆଙ୍କ ସମେତ ୮ ମୃତ
ମଧ୍ୟପ୍ରଦେଶ: ମଧ୍ୟପ୍ରଦେଶରେ ଘଟିଛି ହୃଦୟବିଦାରକ ଦୁର୍ଘଟଣା। ପ୍ରବଳ ବର୍ଷା ପରେ ନାଳରେ ଉଛୁଳିଥିବା ପାଣିର ପ୍ରଖର ସ୍ରୋତରେ କାର ଭାସିଯିବାରୁ ୭ ଜଣ ଓଡ଼ିଆଙ୍କ ସମେତ ୮ ଜଣଙ୍କ ଜୀବନ ଚାଲିଯାଇଛି। ମୃତକଙ୍କ ମଧ୍ୟରେ ୩ ଜଣ ଶିଶୁ, ୨ ଜଣ ମହିଳା ଓ ୩ ଜଣ ପୁରୁଷ ରହିଛନ୍ତି। ସମସ୍ତ ଓଡ଼ିଆ ମୃତକ!-->…
Read More...
Read More...
ପାକିସ୍ତାନରେ ଭୟଙ୍କର ବିସ୍ଫୋରଣ, ୧୫ ମୃତ
ପାକିସ୍ତାନ: ପାକିସ୍ତାନର ଖାଇବର ପଖତୁନଖ୍ୱା ପ୍ରଦେଶର କୋହାଟ ଜିଲ୍ଲାରେ ଶୁକ୍ରବାର ଏକ ବଡ଼ଧରଣର ବିସ୍ଫୋରଣ ଘଟିଛି। ପୁଲିସ ଲାଇନ ନିକଟରେ ଲୋକମାନେ ପ୍ରାର୍ଥନା କରୁଥିବା ସମୟରେ ଏହି ବିସ୍ଫୋରଣ ଘଟିଥିବା ଜଣାପଡ଼ିଛି। ଘଟଣାରେ ଏପର୍ଯ୍ୟନ୍ତ ୧୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଲୋକ ଆହତ!-->…
Read More...
Read More...
ସୁରେନ୍ଦ୍ର କୋଲିଙ୍କ ଆତ୍ମହତ୍ୟା
ଉତ୍ତରାଖଣ୍ଡ: ବହୁଚର୍ଚ୍ଚିତ ୨୦୦୬ ନିଠାରୀ ଗଣହତ୍ୟା ମାମଲାରେ ସୁପ୍ରିମକୋର୍ଟଙ୍କ ରାୟରେ ଦୋଷମୁକ୍ତ ହୋଇଥିବା ସୁରେନ୍ଦ୍ର କୋଲି ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଉତ୍ତରାଖଣ୍ଡର ହରିଦ୍ୱାରରେ ଥିବା ତାଙ୍କ ଚା’ ଦୋକାନରେ ଗତରାତିରେ ସେ ବେକରେ ଦଉଡ଼ି ଦେଇଥିବା ପୁଲିସ ସୂତ୍ରରୁ ସୂଚନା ମିଳିଛି।!-->…
Read More...
Read More...