Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ସରକାରୀ ଅଫିସ୍ରେ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ ବ୍ୟବହାର ମନା
ଇତିହାସ ରଚିଲା ଇସ୍ରୋ; ସଫଳତାର ସହ ଲଞ୍ଚ ହେଲା ବିଶ୍ବର ମହଙ୍ଗା ସାଟେଲାଇଟ୍ ‘ନିସାର’
ରୁଷର କାମଚଟକା ଉପଦ୍ୱୀପରେ ୮.୮ ତୀବ୍ରତାର ଏକ ସୁପରପାୱାର ଭୂମିକମ୍ପ ଅନୁଭୂତ
ଜମ୍ମୁକାଶ୍ମୀରରେ ଏନ୍କାଉଣ୍ଟର; ୨ ଆତଙ୍କବାଦୀ ନିପାତ
ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣାରେ ୬ ଜଣ ଡାଟା ଏଣ୍ଟ୍ରି ଅପେରଟର ଗିରଫ
ଡାକ ବିଭାଗର ବଡ ନିଷ୍ପତ୍ତି, ସେପ୍ଟେମ୍ବର ୧ରୁ ବନ୍ଦ ହେବ ରେଜିଷ୍ଟର୍ଡ ପୋଷ୍ଟ
ଜମ୍ମୁକାଶ୍ମୀର: ନଦୀକୁ ଖସିଲା ସୁରକ୍ଷା କର୍ମୀଙ୍କୁ ନେଇ ଯାଉଥିବା ବସ୍
Browsing Category
ଘଟଣା ଓ ଦୁର୍ଘଟଣା
ବଜ୍ରାଘାତରେ ରାଜ୍ୟରେ ୧୪ ମୃତ, ଅନେକ ଆହତ
କୋରାପୁଟ: ଶୁକ୍ରବାର କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଘଟି ୧୪ ଜଣଙ୍କ ମୃତ୍ୟୁ ଘଟିଛି। କୋରାପୁଟ ଜିଲାରେ ବଜ୍ରପାତ ଘଟି ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଗଞ୍ଜାମ ଜିଲାରେ ଗଞ୍ଜାମରେ ୨ଜଣ, ଯାଜପୁରରେ ୨ ଜଣ ଓ ଗଜପତିରେ ଜଣଙ୍କର ବଜ୍ରାଘାତରେ ମୃତ୍ୟୁ ହୋଇଥିବା!-->…
Read More...
Read More...
ନରେନ୍ଦ୍ର ପୁଷ୍କରିଣୀରେ ବୁଡ଼ି ଯୁବକ ମୃତ
ପୁରୀ: ପୁରୀର ନରେନ୍ଦ୍ର ପୁଷ୍କରିଣୀରେ ଅଘଟଣ। ପୁରୀରେ ବର୍ତ୍ତମାନ ଚନ୍ଦନ ଯାତ୍ରା ଜାରି ରହିଥିବା ବେଳେ ନରେନ୍ଦ୍ର ପୋଖରୀରେ ବୁଡ଼ି ଜଣେ ଯୁବକ ମୃତ। ଆଜି ଅପରାହ୍ନରେ ଗାଧେଇବା ବେଳେ ଯୁବକ ଜଣକ ପୋଖରୀରେ ବୁଡ଼ି ନିଖୋଜ ହୋଇଯାଇଥିଲେ। ଏନେଇ ଖବର ପାଇବା ପରେ ଅଗ୍ନିଶମ ବାହୀନି ଘଟଣାସ୍ଥଳରେ!-->…
Read More...
Read More...
ଡାଲା ଅଟୋ ଓଲଟି ୨ ମହିଳା ମୃତ, ୧୪ ଆହତ
ଆସିକା: ଆସିକା କୋଟିନଡ଼ା ଥାନା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା। ଡାଲା ଅଟୋ ଓଲଟି ୨ ମହିଳା ମୃତ, ୧୪ ଜଣ ଆହତ ହୋଇଥିବା ସୂଚନା। ଗଞ୍ଜାମ ଜିଲ୍ଲା ଆସିକା-କୋଟିନଡା ଥାନା ଅନ୍ତର୍ଗତ ଭେଟନଈ ନିକଟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସମସ୍ତ ଗୁରୁତର ମାନଙ୍କୁ ଆସ୍କା ମେଡ଼ିକାଲରେ ଭର୍ତ୍ତି!-->…
Read More...
Read More...
ଯାଜପୁରରେ ବୋମା ଫୁଟି ୨ ମୃତ, ଜଣେ ଗୁରୁତର
ଯାଜପୁର: ବୋମା ବିସ୍ଫୋରଣରେ ୨ ମୃତ ଜଣେ ଗୁରୁତର। ଏଭଳି ଚାଞ୍ଚଲ୍ୟକର ଘଟଣା ଘଟଛି ଯାଜପୁର ଜିଲା ବଡଚଣା ବ୍ଲକ ଅନ୍ତର୍ଗତ ଛତିଆ ବସଷ୍ଟାଣ୍ଡ ନିକଟରେ। ଗୁରୁତରଙ୍କୁ ବଡ଼ଚଣା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଚଳାଇଛି।
ତେବେ କୁହାଯାଉଛି ୩ ଯୁବକ!-->!-->!-->…
Read More...
Read More...
ଟ୍ରକକୁ ଧକ୍କା ଦେଲା ଟ୍ରଲର: ଚାଲିଗଲା ୧୩ ଜଣଙ୍କ ଜୀବନ, ୧୨ ଆହତ
ଛତିଶଗଡ଼: ଛତିଶଗଡ଼ର ରାୟପୁର-ବାଲୋଦାବଜାର ରାସ୍ତାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ ଟ୍ରେଲର ସହିତ ଟ୍ରକର ଧକ୍କା ହେବା ଫଳରେ ଏଥିରେ ୧୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ, ଏମାନଙ୍କ ମଧ୍ୟରେ ୯ ଜଣ ମହିଳା ଏବଂ ୪ ଜଣ ଶିଶୁ ଥିବା ସୂଚନା ରହିଛି। ଅନ୍ୟପଟେ ଏହି ଦୁର୍ଘଟଣାରେ ୧୨ରୁ ଜଣ!-->…
Read More...
Read More...
ନଦୀରୁ ମିଳିଲା ପଦ୍ମଶ୍ରୀ ବିଜେତା ବୈଜ୍ଞାନିକ ଆୟପ୍ପାନଙ୍କ ମୃତଦେହ
ମହୀଶୂର: ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନୀତ ଭାରତୀୟ କୃଷି ଗବେଷଣା ପରିଷଦ (ICAR)ର ମୁଖ୍ୟ ଥିବା ବୈଜ୍ଞାନିକ ସୁବନ୍ନା ଆୟପ୍ପାନ(୭୦)ଙ୍କ ରହସ୍ୟମୟ ପରିସ୍ଥିତିରେ ମୃତ୍ୟୁ। ଶନିବାର ମହୀଶୂରରୁ ପ୍ରାୟ ୨୦ କିଲୋମିଟର ଦୂର ମାଣ୍ଡ୍ୟାର ଶ୍ରୀରଙ୍ଗପାଟନା ନିକଟ କାବେରୀ ନଦୀରୁ ତାଙ୍କ ମୃତଦେହ!-->…
Read More...
Read More...
ଉତ୍ତରାଖଣ୍ଡରେ ହେଲିକପ୍ଟର କ୍ରାସ୍; ୬ମୃତ
ଉତ୍ତରାଖଣ୍ଡ: ଉତ୍ତରକାଶୀରେ ହେଲିକପ୍ଟର ଦୁର୍ଘଟଣା। ଉତ୍ତରାଖଣ୍ଡର ଗଙ୍ଗାନାନି ନିକଟରେ ବଡ଼ ଧରଣର ହେଲିକପ୍ଟର କ୍ରାସ୍ ହୋଇଛି। ଏଥିରେ ପାଇଲଟ ସମେତ ୬ ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ଡେରାଡୁନରୁ ହର୍ଷିଲକୁ ଯାଉଥିଲା ହେଲିକପ୍ଟର।ଆଜି ସକାଳେ!-->…
Read More...
Read More...
ଦୁର୍ବୃତ୍ତଙ୍କ ଗୁଳି ମାଡ଼ରେ ମଦ ଦୋକାନ ମାଲିକ ଗୁରୁତର
ମୟୁରଭଞ୍ଜ: ମୟୁରଭଞ୍ଜ ଜିଲା ଗୋରୁମହିଷାଣୀ ଥାନା କୁଲେଇଶିଳା ଗ୍ରାମରେ ମଙ୍ଗଳବାର ଗୁଳିକାଣ୍ଡ ଘଟିଛି। ଗୁଳି ମାଡ଼ରେ ଜଣେ ମଦ ଦୋକାନ ମାଲିକ ଗୁରୁତର ଆହତ ହୋଇଛନ୍ତି। ଦୋକାନ ମାଲିକଙ୍କ ଜଙ୍ଘରେ ୨ଟି ଗୁଳି ବାଜିଥିବା ବେଳେ ତାଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି।
!-->!-->!-->…
Read More...
Read More...
ଭଦ୍ରକ ବାଣ ଗୋଦାମରେ ବିସ୍ଫୋରଣ
ଭଦ୍ରକ: ଭଦ୍ରକରେ ବାଣ ବିସ୍ଫୋରଣ। ଭଦ୍ରକ ପୁରୁଣା ବଜାର ଥାନା ହଳଦୀଡିହ ଛକ ନିକଟରେ ଥିବା ଏକ ବାଣ ଗୋଦାମରେ ମଙ୍ଗଳବାର ବିସ୍ଫୋରଣ ଘଟିଛି। ଏଥିରେ ୧୧ ଜଣ ଆହତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ଭଦ୍ରକ ମେଡିକାଲରେ!-->…
Read More...
Read More...
ଉଜ୍ଜୈନ ମହାକାଳେଶ୍ୱର ମନ୍ଦିରରେ ଅଗ୍ନିକାଣ୍ଡ
ଉଜ୍ଜୈନ: ବାବା ମହାକାଳେଶ୍ୱର ମନ୍ଦିରରେ ଘଟିଛି ଏକ ଅଘଟଣ। ଉଜ୍ଜୈନରେ ସ୍ଥିତ ବିଶ୍ୱ ପ୍ରସିଦ୍ଧ ବାବା ମହାକାଳେଶ୍ୱର ମନ୍ଦିରର ଶଙ୍ଖ ଦ୍ୱାରରେ ହଠାତ୍ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗିବା ପରେ ପ୍ରାୟ ୧ କିଲୋମିଟର ପର୍ଯ୍ୟନ୍ତ ଧୂଆଁ ଦେଖାଯାଇଛି। ନିଆଁ ଲାଗିବା ନେଇ ଖବର ପାଇବା ମାତ୍ରେ ଦମକଳ!-->…
Read More...
Read More...