ପ୍ରମୁଖ ଖବର

ଖରିଫ ଧାନ ବିକ୍ରି ପାଇଁ ଆଗ୍ରିଷ୍ଟାକ୍‌ ବାଧ୍ୟତାମୂଳକ ନୁହେଁ
ଆସାମରେ ବନ୍ୟା ନେଲା ଆଉ ୨ ଜୀବନ, ମୃତ୍ୟୁସଂଖ୍ୟା ୧୦୦
ଆଇଗିଣୀଆ ଫ୍ଲାଏଓଭରରେ ବସ୍ ଧକ୍କା, ବାଇକ୍ ଆରୋହୀ ମୃତ
ପ୍ରବଳ ବର୍ଷାରେ ରାଉରକେଲା ଷ୍ଟେସନର ନବନିର୍ମିତ ସେଡ୍ ଭୁଶୁଡ଼ିଲା
ଆଉ ଲମ୍ବା ଧାଡ଼ିରେ ଠିଆ ହେବାକୁ ପଡ଼ିବନି, ‘ଅନ୍ନପୂର୍ଣ୍ଣା ଶସ୍ୟ ଏଟିଏମ୍‌’ରୁ ମିଳିବ ରାସନ
ଲାଲକିଲ୍ଲାରେ ଶୁଭିବ ‘ବନ୍ଦେ ମାତରମ୍‌’
ଡିଜି ପାହ୍ୟାକୁ ସଞ୍ଜୀବ ପଣ୍ଡା ଓ ଯଶୱନ୍ତ ଜେଠୱାଙ୍କ ପଦୋନ୍ନତି
ହୀରାକୁଦରେ ପୁଣି ୪ ଗେଟ୍‌ ଖୋଲିଲା, ୧୨ ଗେଟ୍‌ରେ ଚାଲିଛି ବନ୍ୟାଜଳ ନିଷ୍କାସନ
ମାଲକାନଗିରି ଜଙ୍ଗଲରୁ କେବିସି ମଞ୍ଚରେ ‘ଜଙ୍ଗଲ ରାଣୀ’ ଜୟନ୍ତୀ ବୁରୁଡ଼ା
Browsing Category

ଘଟଣା ଓ ଦୁର୍ଘଟଣା

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ସୋମବାର କଟକ ଜଗତପୁରର ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍‌ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଖବର ପାଇ କଟକ ଏବଂ ଚାଉଳିଆଗଞ୍ଜ ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ
Read More...

ନାଇଟ୍ କ୍ଲବରେ ଭୟଙ୍କର ଅଗ୍ନିକାଣ୍ଡ, ୨୫ ମୃତ

ଗୋଆ: ଗୋଆର ପ୍ରସିଦ୍ଧ ନାଇଟ୍ କ୍ଲବରେ ବଡ଼ ଧରଣର ଅଗ୍ନିକାଣ୍ଡ। ଗୋଆ ଆର୍ପୋରା ସ୍ଥିତ ରୋମିଓ ଲେନ୍ ରେ ଥିବା ବ୍ରିଚ୍ ନାଇଟ୍ କ୍ଲବରେ ନିଆଁ ଲାଗି ଯାଇଛି। ଏଥିରେ ୨୫ ଜଣଙ୍କର ମୃତ୍ୟୁ ହୋଇଛି। ଗତ ବିଳମ୍ବିତ ରାତିରେ ଉତ୍ତର ଗୋଆର ଏକ ନାଇଟ୍ କ୍ଲବ୍‌ରେ ଅଗ୍ନିକାଣ୍ଡ ଘଟି ଚାରି ଜଣ
Read More...

ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ

ବାଲେଶ୍ବର: ବାଲେଶ୍ବରର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଶନିବାର ସକାଳେ ସର୍ଟସର୍କିଟ୍ ଯୋଗୁଁ ଅଗ୍ନିକାଣ୍ଡ ଘଟି ହାଉସକିପିଂ ୟୁନିଟ୍ କ୍ଷତିଗ୍ରସ୍ତ ହୋଇଥିବା ସୂଚନା ମିଳିଛି। ତେବେ ଏହି ଅଗ୍ନିକାଣ୍ଡରେ କୌଣସି ଜନଜୀବନ କ୍ଷତିଗ୍ରସ୍ତ ହୋଇନଥିଲେ ମଧ୍ୟ ରୋଗୀ, ଆଟେଣ୍ଡାଣ୍ଟ ଏବଂ ହସ୍ପିଟାଲ
Read More...

ସହପାଠୀଙ୍କୁ ନିର୍ଯାତନା ଅଭିଯୋଗରେ ଭିସୁଟ ଛାତ୍ର ଗିରଫ

ବୁର୍ଲା: ବୁର୍ଲାର ବୀର ସୁରେନ୍ଦ୍ର ସାଏ ଟେକ୍ନୋଲୋଜି ବିଶ୍ୱବିଦ୍ୟାଳୟ (ଭିସୁଟ)ର ଜଣେ ଶେଷ ବର୍ଷର ବିଟେକ୍ ଛାତ୍ରଙ୍କୁ ଗିରଫ କରାଯାଇଛି। ସେ ଜଣେ ମହିଳା ସହପାଠୀଙ୍କୁ ଶାରୀରିକ ଆକ୍ରମଣ କରିବା ଅଭିଯୋଗ ରେ ପୋଲିସ ଗିରଫ କରିଛି। ବୁର୍ଲା ଥାନାରେ ଦାଖଲ ହୋଇଥିବା ଅଭିଯୋଗ ଅନୁଯାୟୀ,
Read More...

ଉତ୍କଳ ସଂଗୀତ ମହାବିଦ୍ୟାଳୟ ଅଧ୍ୟାପକ ବହିଷ୍କୃତ

ଭୁବନେଶ୍ବର: ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରେ ଛାତ୍ରୀଙ୍କୁ ନିର୍ଯାତନା ଅଭିଯୋଗ ଘଟଣାରେ କଲେଜ କର୍ତ୍ତୃପକ୍ଷ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ଛାତ୍ରୀଙ୍କୁ ନିର୍ଯାତନା ଘଟଣାରେ ଅଭିଯୁକ୍ତ ଅଧ୍ୟାପକ ଶତ୍ରୁଘ୍ନ ସାମଲଙ୍କୁ କଲେଜରୁ ବହିଷ୍କୃତ କରାଯାଇଛି।
Read More...

ନିଶା ପାଇଁ ମାଆକୁ ପେଟ୍ରେଲ ଢ଼ାଳି ଜାଳିଦେଲା ପୁଅ

ଭଦ୍ରକ: ନିଶା ଖାଇବାକୁ ଟଙ୍କା ନଦେବାରୁ ଜନ୍ମ କଲା ମାଆକୁ ପେଟ୍ରୋଲ ଢ଼ାଳି ଜାଳିଦେଲା ପୁଅ। ନିଶା ଉଜାଡି ଦେଲା ପରିବାର। ନିଶା ଖାଇବା ପାଇଁ ପାଗଳ ହୋଇ ଜନ୍ମ କଲା ମାଆକୁ ଜାଳିଦେଲା ପୁଅ। ଏଭଳି ଏକ ହୃଦୟ ବିଦାରକ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ତିହିଡି ଥାନା ଅନ୍ତର୍ଗତ ବିଲଣା ଗଳଗଣ୍ଡପୁର
Read More...

ଚଳନ୍ତା ଟ୍ରେନରୁ ଖସିପଡି ଚାଲିଗଲା ଶିକ୍ଷକଙ୍କ ଜୀବନ

ଝାରସୁଗୁଡା: ଝାରସୁଗୁଡା ରେଳ ଷ୍ଟେସନରେ ଅଘଟଣ। ସକାଳୁ ଚଳନ୍ତା ଟ୍ରେନରେ ଚଢ଼ିବା ବେଳେ ଏକ ଅଘଟଣ ଘଟି ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବରଗଡ଼ଜିଲ୍ଲା ମେଲଛାମୁଣ୍ଡା ଥାନା ଅନ୍ତର୍ଗତ ନୂଆପାଲିର ଏକ ବିଦ୍ୟାପୀଠରେ ଗୁରୁଜୀ ଭାବେ କାମ କରୁଥିବା ଛତିଶଗଡ଼ ରାୟପୁରର ବି.ଶିବଶଙ୍କର (୬୫)
Read More...

କିଟ୍‌ ବିଶ୍ୱବିଦ୍ୟାଳୟ ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ବର: ପୁଣି ଚର୍ଚ୍ଚାରେ କିଟ୍ ବିଶ୍ବବିଦ୍ୟାଳୟ। କିଟ୍ ବିଶ୍ବବିଦ୍ୟାଳୟ ହଷ୍ଟେଲରୁ ସୋମବାର ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ହଷ୍ଟେଲରୁ ଛାତ୍ରଙ୍କ ମୃତଦେହକୁ ପୁଲିସ ଉଦ୍ଧାର କରିଛି। ମୃତ ଛାତ୍ର ଛତିଶଗଡର ରାହୁଲ ଯାଦବ ବୋଲି ସୂଚନା ମିଳିଛି । ସେ କମ୍ପ୍ୟୁଟର
Read More...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୩ ମୃତ

ଅନୁଗୁଳ: ଗୋବିନ୍ଦପୁର ଫାଣ୍ଡି ଅନ୍ତର୍ଗତ ୫୫ ନମ୍ବର ଏନଏଚ ଗୋବିନ୍ଦପୁର ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏହି ଦୁର୍ଘଟଣାରେ ତିନି ଜଣ ଯୁବକଙ୍କର ମୃତ୍ୟୁ ହୋଇଛି। ତିନି ଯୁବକ ଏକ ସ୍କୁଟିରେ ଯାଉଥିବା ସମୟରେ ଏକ ଅଜଣା ଗାଡ଼ି ସେମାନଙ୍କୁ ଧକ୍କା ଦେଇ ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ଫଳରେ
Read More...

ଭୁବନେଶ୍ୱର କେନ୍ଦ୍ରୀୟ ବିଦ୍ୟାଳୟରେ-୩ ନିକଟରେ ବୋମାମାଡ଼

ଭୁବନେଶ୍ୱର: ଭୁବନେଶ୍ୱରରେ କେନ୍ଦ୍ରୀୟ ବିଦ୍ୟାଳୟରେ ବୋମାମାଡ। ଭୁବନେଶ୍ୱରର ଗଡକଣା ଅଞ୍ଚଳରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟ ନମ୍ବର ୩ ନିକଟରେ ଶୁକ୍ରବାର ସକାଳେ ଏକ ବୋମା ମାଡ ହୋଇଛି। ସୂଚନା ଅନୁଯାୟୀ, ଘଟଣାଟି ସକାଳ ପ୍ରାୟ ୮ଟା ସମୟରେ ଘଟିଥିଲା। ଯେତେବେଳେ ଦୁର୍ବୃତ୍ତମାନେ ବାଇକରେ ଆସି
Read More...