Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ
Browsing Category
ଘଟଣା ଓ ଦୁର୍ଘଟଣା
ଉତ୍ତରାଖଣ୍ଡରେ ହେଲିକପ୍ଟର କ୍ରାସ୍; ୬ମୃତ
ଉତ୍ତରାଖଣ୍ଡ: ଉତ୍ତରକାଶୀରେ ହେଲିକପ୍ଟର ଦୁର୍ଘଟଣା। ଉତ୍ତରାଖଣ୍ଡର ଗଙ୍ଗାନାନି ନିକଟରେ ବଡ଼ ଧରଣର ହେଲିକପ୍ଟର କ୍ରାସ୍ ହୋଇଛି। ଏଥିରେ ପାଇଲଟ ସମେତ ୬ ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ଡେରାଡୁନରୁ ହର୍ଷିଲକୁ ଯାଉଥିଲା ହେଲିକପ୍ଟର।ଆଜି ସକାଳେ!-->…
Read More...
Read More...
ଦୁର୍ବୃତ୍ତଙ୍କ ଗୁଳି ମାଡ଼ରେ ମଦ ଦୋକାନ ମାଲିକ ଗୁରୁତର
ମୟୁରଭଞ୍ଜ: ମୟୁରଭଞ୍ଜ ଜିଲା ଗୋରୁମହିଷାଣୀ ଥାନା କୁଲେଇଶିଳା ଗ୍ରାମରେ ମଙ୍ଗଳବାର ଗୁଳିକାଣ୍ଡ ଘଟିଛି। ଗୁଳି ମାଡ଼ରେ ଜଣେ ମଦ ଦୋକାନ ମାଲିକ ଗୁରୁତର ଆହତ ହୋଇଛନ୍ତି। ଦୋକାନ ମାଲିକଙ୍କ ଜଙ୍ଘରେ ୨ଟି ଗୁଳି ବାଜିଥିବା ବେଳେ ତାଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି।
!-->!-->!-->…
Read More...
Read More...
ଭଦ୍ରକ ବାଣ ଗୋଦାମରେ ବିସ୍ଫୋରଣ
ଭଦ୍ରକ: ଭଦ୍ରକରେ ବାଣ ବିସ୍ଫୋରଣ। ଭଦ୍ରକ ପୁରୁଣା ବଜାର ଥାନା ହଳଦୀଡିହ ଛକ ନିକଟରେ ଥିବା ଏକ ବାଣ ଗୋଦାମରେ ମଙ୍ଗଳବାର ବିସ୍ଫୋରଣ ଘଟିଛି। ଏଥିରେ ୧୧ ଜଣ ଆହତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ଭଦ୍ରକ ମେଡିକାଲରେ!-->…
Read More...
Read More...
ଉଜ୍ଜୈନ ମହାକାଳେଶ୍ୱର ମନ୍ଦିରରେ ଅଗ୍ନିକାଣ୍ଡ
ଉଜ୍ଜୈନ: ବାବା ମହାକାଳେଶ୍ୱର ମନ୍ଦିରରେ ଘଟିଛି ଏକ ଅଘଟଣ। ଉଜ୍ଜୈନରେ ସ୍ଥିତ ବିଶ୍ୱ ପ୍ରସିଦ୍ଧ ବାବା ମହାକାଳେଶ୍ୱର ମନ୍ଦିରର ଶଙ୍ଖ ଦ୍ୱାରରେ ହଠାତ୍ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗିବା ପରେ ପ୍ରାୟ ୧ କିଲୋମିଟର ପର୍ଯ୍ୟନ୍ତ ଧୂଆଁ ଦେଖାଯାଇଛି। ନିଆଁ ଲାଗିବା ନେଇ ଖବର ପାଇବା ମାତ୍ରେ ଦମକଳ!-->…
Read More...
Read More...
ନଦୀକୁ ଡେଇଁ ଆତଙ୍କବାଦୀଙ୍କ ସହଯୋଗୀ ମୃତ
ନୂଆଦିଲ୍ଲୀ: ପହଲଗାଓଁ ଆତଙ୍କବାଦୀ ଆକ୍ରମଣରେ ସମ୍ପୃକ୍ତ ଆତଙ୍କବାଦୀ ଏବଂ ସେମାନଙ୍କ ସହାୟକମାନଙ୍କୁ ଧରିବା ପାଇଁ ତଦନ୍ତ ଚାଲିଛି। ଏହି ସମୟରେ, କୁଲଗାମ ଜିଲାର ଟାଙ୍ଗମାର୍ଗରେ ପଚରାଉଚରା ପାଇଁ ଅଟକ ଥିବା ଜଣେ ଯୁବକ ଖସିଯିବାକୁ ଚେଷ୍ଟା କରିବା ସମୟରେ ଏକ ନାଳକୁ ଡେଇଁ ପଡ଼ି ବୁଡ଼ି!-->…
Read More...
Read More...
ପବନଦୀପ ରାଜନ ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ
ଉତ୍ତରାଖଣ୍ଡ: ଇଣ୍ଡିଆନ୍ ଆଇଡଲ୍ ସିଜିନ୍ ୧୨ ବିଜେତା ତଥା ଗାୟକ ପବନଦୀପ ରାଜନ୍ ସୋମବାର ଭୋର ୩:୪୦ ସମୟରେ ଆମରୋହାରେ ଏକ ବଡ଼ କାର ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ତାଙ୍କର ଦୁଇ ଜଣ ସାଥୀ ମଧ୍ୟ ଏହି ଦୁର୍ଘଟଣାରେ ଆହତ ହୋଇଛନ୍ତି। ଏନେଇ ସୋସିଆଲ ମିଡିଆରେ ଗାୟକଙ୍କର ଏକ ଭିଡିଓ ପ୍ରକାଶ!-->…
Read More...
Read More...
କଟକରେ ବ୍ରିଜ ଭୁଶୁଡ଼ି ୩ ମୃତ, ୨ ଗୁରୁତର
କଟକ: ବ୍ରିଜ ନିର୍ମାଣ ବେଳେ ଅଘଟଣ। କଟକ ଖାନ୍ନଗରରେ ଶନିବାର ଏକ ବଡ଼ଧରଣର ଅଘଟଣ ଘଟିଛି। କଟକ ଖାନନଗର ବ୍ରିଜ ନିର୍ମାଣବେଳେ ସ୍ଲାବ ଖସି ପଡ଼ିବାରୁ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ଶ୍ରମିକଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି ୨ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ!-->…
Read More...
Read More...
ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ନକ୍ସଲ ନିହତ
ନବରଙ୍ଗପୁର: ପୁଣି ନକ୍ସଲ ଓ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଛନ୍ତି। ଶୁକ୍ରବାର ନବରଙ୍ଗପୁର ଜିଲ୍ଲା ରାଇଘର ସୀମାନ୍ତ ଛତିଶଗଡ଼ର ଗରିଆବନ୍ଦ ଜଙ୍ଗଲରେ ବଡ଼ ଧରଣର ନକ୍ସଲ ଏନକାଉଣ୍ଟର ହୋଇଥିବା ଜଣାପଡ଼ିଛି। ସୁରକ୍ଷାବାହିନୀଙ୍କ ଏନକାଉଣ୍ଟରରେ ଜଣେ ନକ୍ସଲ ନିହତ ହୋଇଥିବା ଜଣାପଡିଛି।!-->…
Read More...
Read More...
ପୁରୀ ସ୍ୱର୍ଗଦ୍ୱାରରେ ହେବ କିଟ୍ ଛାତ୍ରୀଙ୍କ ଶେଷକୃତ୍ୟ
ଭୁବନେଶ୍ବର: ପୁରୀରେ ହେବ କିଟ୍ ଛାତ୍ରୀଙ୍କ ଶେଷକୃତ୍ୟ। କିଟ୍ ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀ ପ୍ରୀଶା ଶାହାଙ୍କ ମତ୍ୟୁ ଘଟଣାରେ ମୃତଦେହ ବ୍ୟବଚ୍ଛେଦ ପରେ ପୁରୀ ସ୍ୱର୍ଗଦ୍ୱାରରେ ଶେଷକୃତ୍ୟ ହେବ। ତାଙ୍କ ପରିବାରଲୋକେ ମୃତଦେହ ନେପାଳ ନେବାକୁ ମନା କରିବାରୁ ପୁରୀରେ ଶେଷକୃତ୍ୟ ହେବ।!-->…
Read More...
Read More...
ଲୈରାଇ ମନ୍ଦିରରେ ଦଳାଚକଟା: ୭ ମୃତ, ୩୦ ଆହତ
ଗୋଆ: ଗୋଆ ଶ୍ରୀ ଲୈରାଇ ଯାତ୍ରା ସମୟରେ ବଡ଼ ଅଘଟଣ ଘଟିଛି। ଶୁକ୍ରବାର ଗୋଆର ଶିରଗାଓରେ ଶ୍ରୀ ଲୈରାଇ ଯାତ୍ରା ବାର୍ଷିକ ମହୋତ୍ସବ ସମୟରେ ଦଳାଚକଟା ଫଳରେ ଅତି କମରେ ସାତ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୩୦ ରୁ ଅଧିକ ଆହତ ହୋଇଥିବା ସୂଚନା ରହିଛି। ଆହତମାନଙ୍କୁ ଚିକିତ୍ସା ପାଇଁ ଗୋଆ ମେଡିକାଲ୍!-->…
Read More...
Read More...