ପ୍ରମୁଖ ଖବର

ମୁମ୍ବାଇର ଭୟାବହ ଅଗ୍ନିକାଣ୍ଡ: ୩ ମୃତ, ଅନେକ ଆହତ
ପଶ୍ଚିମବଙ୍ଗ ନିର୍ବାଚନ ପୂର୍ବରୁ ପାର୍ଥ ଚାଟର୍ଜୀଙ୍କ ଘରେ ଇଡି ଚଢ଼ାଉ
ରିଲାଏନ୍ସ ଅନୁରୋଧରେ ଇରାନୀ ତେଲ ଟ୍ୟାଙ୍କରକୁ ବିଶେଷ ଅନୁମତି
ମହାନଦୀ ଟ୍ରିବ୍ୟୁନାଲ ଅବଧି ବଢାଇଲେ କେନ୍ଦ୍ର ସରକାର
‘ସିଜିମାଳି’ ପାଇଁ ଜୁଏଲଙ୍କୁ ଚିଠି ଲେଖିଲେ ସସ୍ମିତ ପାତ୍ର
ସାଗରମାଳା ଯୋଜନାରେ ୩୧୫ ପ୍ରକଳ୍ପ ସମାପ୍ତ
Browsing Category

ଘଟଣା ଓ ଦୁର୍ଘଟଣା

୨୦୦୬ ମୁମ୍ବାଇ ଟ୍ରେନ୍ ବିସ୍ଫୋରଣ ଘଟଣାରେ ସମସ୍ତ ୧୨ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

ମୁମ୍ବାଇ: ସୋମବାର ବମ୍ବେ ହାଇକୋର୍ଟ ୨୦୦୬ ମୁମ୍ବାଇ ଲୋକାଲ୍ ଟ୍ରେନ୍ ବିସ୍ଫୋରଣ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି। ଏହି ରାୟ ଅନୁଯୟୀ ସମସ୍ତ ୧୨ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି ବୋମ୍ବେ ହାଇକାର୍ଟ। ଏହି ନିଷ୍ପତ୍ତି ଜଷ୍ଟିସ୍ ଅନିଲ କିଲୋର ଏବଂ ଜଷ୍ଟିସ୍
Read More...

ଦୋଷୀଙ୍କୁ ତୁରନ୍ତ ଗିରଫ ସହ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ: ଉପମୁଖ୍ୟମନ୍ତ୍ରୀ

ପୁରୀ: ପୁରୀ ଜିଲା ଅଞ୍ଚଳ, ବଳଙ୍ଗା ଥାନା ବାୟାବର ଗାଁରେ ନାବାଳିକାକୁ ନିଆଁ ଲଗାଇଦେବା ଘଟଣାରେ ଦୋଷୀଙ୍କୁ ତୁରନ୍ତ ଗିରଫ କରିବାକୁ ନିର୍ଦେଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ଏବଂ କହିଛନ୍ତି ଏହି ଖବର ଶୁଣି ମୁଁ ବ୍ୟଥିତ ଓ ମର୍ମାହତ। ପୀଡିତାଙ୍କୁ ଏମ୍ସକୁ ସ୍ଥାନାନ୍ତର
Read More...

ପୁଣି ନାବାଳିକା ଦେହରେ ନିଆଁ

ପୁରୀ: ପୁରୀ ଜିଲା ବଳଙ୍ଗା ଥାନା ବାୟାବର ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳିକାଙ୍କ ଦେହରେ ଦୁର୍ବୃତ୍ତମାନେ ନିଆଁ ଲଗାଇ ଦେଇଛନ୍ତି। ୩ଜଣ ଦୁର୍ବୃତ୍ତ ନାବାଳିକାଙ୍କ ଦେହରେ ନିଆଁ ଲଗାଇ ଦେଇଥିବା ସୂଚନା ମିଳିଛି । ବଳଙ୍ଗା ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତନାଘନା
Read More...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାୟଗଡା: ଗୁଣୁପୁରରେ ଅଭାବନୀୟ ଘଟଣା ଘଟିଛି। ଗୁଣୁପୁର ଗାନ୍ଧି ଇଞ୍ଜିନିୟରିଂ କଲେଜର ହଷ୍ଟେଲରୁ ଝୁଲନ୍ତା ଅବସ୍ଥାରେ ଜଣେ ଛାତ୍ରଙ୍କର ମୃତଦେହ ଉଦ୍ଧାର ହୋଇଛି। ଛାତ୍ର ଜଣକ ବାୟୋଟେକ୍ ଦ୍ଵିତୀୟ ବର୍ଷରେ ପଢୁଥିଲେ। ଗୁଣୁପୁର ଗାନ୍ଧି ଇଞ୍ଜିନିୟରିଂ କଲେଜରେ ପୁଣି ଜଣେ ଛାତ୍ରର ଆତ୍ମହତ୍ୟା।
Read More...

ପୁସ୍ ଟ୍ରଲିକୁ ଧକ୍କା ଦେଲା ଟ୍ରେନ

ରାୟଗଡା: ରାୟଗଡା ୟାର୍ଡରେ ଆଜି ସକାଳେ ଏକ ପୁସ୍ ଟ୍ରଲିର ଛତା ଏକ ମାଲବାହୀ ଟ୍ରେନର ଚଳନ୍ତା ୱାଗନରେ ଫସିଯିବା ଫଳରେ ଦୁର୍ଘଟଣା ଘଟିଛି। ଟ୍ରଲିଟି ୟାର୍ଡରେ ଲାଇନ୍ ନମ୍ବର ୪ ଏବଂ ୫ ମଧ୍ୟରେ ଥିଲା। ଦୁର୍ଭାଗ୍ୟବଶତଃ ଏହି ଘଟଣାରେ ଜଣେ ଠିକା କର୍ମଚାରୀ ମାଲବାହୀ ଟ୍ରେନ୍ ଧକ୍କାରେ ମୃତ୍ୟୁବରଣ
Read More...

ପୋଖରୀରେ ବୁଡି ଦଶମ ଶ୍ରେଣୀ ଛାତ୍ରୀ ମୃତ

କେନ୍ଦ୍ରାପଡା: କେନ୍ଦ୍ରାପଡା ଜିଲ୍ଲା ମହାକାଳପଡା ବ୍ଲକ ଜୟଚନ୍ଦ୍ରପୁର ପଞ୍ଚାୟତରେ ଅଭାବନୀୟ ଘଟଣା ଘଟିଛି। ପୋଖରୀରେ ବୁଡି ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ କେନ୍ଦ୍ରାପଡ଼ା ସଦର ଥାନା ଓସ୍ତପୁର ବନ୍ଧପଡ଼ାର ଭାଗଶ୍ରୀ ରାଉତ(୧୪)। ଭାଗ୍ୟଶ୍ରୀଙ୍କ ବାପା ମାଆ
Read More...

ପୋଲିସ ଇନଫର୍ମର ସନ୍ଦେହରେ ଦୁଇ ଦିବ୍ୟାଙ୍ଗ ଶିକ୍ଷକଙ୍କୁ ହତ୍ୟା

ଛତିଶଗଡ଼: ଛତିଶଗଡ଼ରେ ପୁଣି ଥରେ ମାଓବାଦୀ ହିଂସା ଦେଖିବାକୁ ମିଳିଛି। ପୁଲିସ ସୂଚନାଦାତା ସନ୍ଦେହରେ ଦୁଇଜଣ ଦିବ୍ୟାଙ୍ଗ ଶିକ୍ଷକଙ୍କୁ ଗଳାକାଟି ହତ୍ୟା କରିଛନ୍ତି ମାଓବାଦୀ। ଛତିଶଗଡ଼ ବିଜାପୁର ଜିଲ୍ଲା ୨ଟି ଭିନ୍ନ ଗାଁରେ ନୃଶଂସ ହତ୍ୟାକାଣ୍ଡ। ପୋଲିସ ଇନଫର୍ମର ସନ୍ଦେହରେ ହତ୍ୟା ନେଇ ପୋଷ୍ଟର
Read More...

ଏଫଏମ୍‌ କଲେଜ ପୀଡ଼ିତାଙ୍କୁ ଭେଟିଲେ ରାଷ୍ଟ୍ରପତି

ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱରରେ ଚିକିତ୍ସିତ ବାଲେଶ୍ୱର ଫକିର ମୋହନ କଲେଜ ପୀଡିତାଙ୍କୁ ଭେଟିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏମ୍ସ ସମାବର୍ତ୍ତନ ଉତ୍ସବ ପରେ ପୀଡିତାଙ୍କ ପରିବାର ସଦସ୍ୟଙ୍କୁ ଭେଟି ସ୍ୱାସ୍ଥ୍ୟାବସ୍ଥା ବୁଝିଛନ୍ତି। ସ୍ୱତନ୍ତ୍ର ବର୍ଣ୍ଣ ୟୁନିଟ୍‌କୁ ଯାଇ ଭେଟିଲେ
Read More...

ଏଫଏମ କଲେଜ ନିଲମ୍ବିତ ପ୍ରିନସିପାଲ ଦିଲ୍ଲୀପ ଘୋଷ ଗିରଫ

ବାଲେଶ୍ୱର: ବାଲେଶ୍ୱର ଫକୀର ମୋହନମହାବିଦ୍ୟାଳୟର ନିଲମ୍ବିତ ପ୍ରିନ୍ସିପାଲ ଦିଲୀପ ଘୋଷ ଗିରଫ। ଦିଲୀପ ଘୋଷଙ୍କୁ ଗିରଫ କଲା ସହଦେବଖୁଣ୍ଟା ପୋଲିସ। ଦିଲୀପ ଘୋଷଙ୍କ ଗିରଫ ଦାବି କରି ଆସୁଥିଲେ ଛାତ୍ରୀଙ୍କ ପରିବାର। ପୂର୍ବରୁ ଏଜୁକେସନ୍ ବିଭାଗ HOD ସମୀର ସାହୁ ଗିରଫ ହୋଇଥିଲେ। ବର୍ତ୍ତମାନ
Read More...

ମାଓବାଦୀ ଆଇଇଡି ବିସ୍ଫୋରଣରେ ୪ ଗ୍ରାମବାସୀ ଆହତ

ବିଜାପୁର: ନକ୍ସଲବାଦୀଙ୍କ ଘୃଣ୍ୟ କାର୍ଯ୍ୟକଳାପ ପୁଣିଥରେ ସାମ୍ନାକୁ ଆସିଛି। ମଦେଦ ଅଞ୍ଚଳରେ ମାଓବାଦୀ ଙ୍କ ଦ୍ୱାରା ବିଛାଯାଇଥିବା ଆଇଇଡି ବିସ୍ଫୋରଣ ଫଳରେ ୪ ଜଣ ଗ୍ରାମବାସୀ ଆହତ ହୋଇଛନ୍ତି। ଆହତ ଗ୍ରାମବାସୀଙ୍କୁ ଜିଲ୍ଲା ହସ୍ପିଟାଲ ବିଜାପୁରରେ ଭର୍ତ୍ତି କରାଯାଇଛି। ଆହତ ଗ୍ରାମବାସୀଙ୍କ
Read More...