ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ
Browsing Category

ଘଟଣା ଓ ଦୁର୍ଘଟଣା

ପୋଲିସ ବାରାକରୁ ମହିଳା କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବାଲେଶ୍ୱର: ଜୀବନ ହାରିଲେ ମହିଳା କନଷ୍ଟେବଳ। ବାଲେଶ୍ୱର ଜିଲାରେ ଥିବା ରିଜର୍ଭ ପୋଲିସ ବାରାକରେ ଜଣେ ମହିଳା ପୋଲିସ କନଷ୍ଟେବଳଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ଚିକିତ୍ସା ପାଇଁ ବାଲେଶ୍ଵର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର
Read More...

ମାଳତୀପାଟପୁର ବସ୍ ଷ୍ଟାଣ୍ଡରେ ଅଗ୍ନିକାଣ୍ଡ

ପୁରୀ: ମାଳତୀପାଟପୁର ବସ୍ ଷ୍ଟାଣ୍ଡରେ ଭୟଙ୍କର ଅଗ୍ନିକାଣ୍ଡ। ହୁତୁହୁତୁ ହୋଇ ଜଳିଗଲା ଟୁରିଷ୍ଟ ବସ୍। ରାସ୍ତାରେ ଛିଡ଼ା ହୋଇଥିବାବେଳେ ଅଚାନକ ଲାଗିଲା ନିଆଁ। ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ସୂଚନା ମିଳିଛି। କେଉଁ କାରଣରୁ ବସ୍‌ରେ ନିଆଁ ଲାଗିଲା ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳି
Read More...

ବିଜେପି ନେତାଙ୍କ ବାସଭବନରେ ଭୟଙ୍କର ବିସ୍ଫୋରଣ

ଜଳନ୍ଧର: ପଞ୍ଜାବର ଜଳନ୍ଧରରେ ଭାଜପା ନେତା ମନୋରଞ୍ଜନ କାଳିଆଙ୍କ ଘର ବାହାରେ ଏକ ବିସ୍ଫୋରଣ ହୋଇଛ। ବିସ୍ଫୋରଣର ସୂଚନା ପାଇ ପୋଲିସ ସେଠାରେ ପହଞ୍ଚି ଅନୁସନ୍ଧାନ ଆରମ୍ଭ କରିଛି। ଫୋରେନସିକ ଦଳ ସେହି ସ୍ଥାନରେ ପହଞ୍ଚିଛ। ପୂର୍ବତନ ମନ୍ତ୍ରୀ ମନେରଞ୍ଜନ କାଲିଆ ଘଟଣା ସମୟରେ ନିଜ ଘର ଭିତରେ
Read More...

ରୋଗୀ ନେଇ ଯିବାବେଳେ ଆମ୍ବୁଲାନ୍ସରେ ଲାଗିଲା ନିଆଁ

ଭୁବନେଶ୍ୱର: ରୋଗୀ ନେଇ ଯିବାବେଳେ ବାଟରେ ଏକ ଅଘଟଣ ଘଟିଛି। ରୋଗୀ ନେଇ ଯିବାବେଳେ ଆମ୍ବୁଲାନ୍ସରେ ଲାଗିଲା ନିଆଁ। ପିପିଲି ସେଲ୍‌ଫି ପଏଣ୍ଟ ନିକଟରେ ଲାଗିଲା ନିଆଁ, ରୋଗୀ ସୁରକ୍ଷିତ। ଡେଲାଙ୍ଗରୁ ରୋଗୀକୁ ଧରି ଭୁବନେଶ୍ୱର ଯିବା ବେଳେ ଅଘଟଣ। ସର୍ଟସର୍କିଟରୁ ଅଗ୍ନିକାଣ୍ଡ, ନିଆଁକୁ ଆୟତ୍ତ କଲା
Read More...

ସ୍ତ୍ରୀ ନିର୍ଯାତନା ସହି ନ ପାରି ଟ୍ରେନ୍‌‌ ଆଗକୁ ଡେଇଁ ଆତ୍ମହତ୍ୟା କଲେ ସ୍ୱାମୀ

ଖୋର୍ଦ୍ଧା: ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ତ୍ରୀ ନିର୍ଯାତନା ସହି ନ ପାରି ସ୍ୱାମୀ ଟ୍ରେନ୍‌‌ ଆଗକୁ ଡେଇଁ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର ପରେ ତଦନ୍ତ ଆରମ୍ଭ କରିଛି।ମୁଁ ରାମଚନ୍ଦ୍ର ବଡ଼ଜେନା। ମୋ ଘର କୁମ୍ଭାରବସ୍ତ। ମୋ ସ୍ତ୍ରୀ
Read More...

ଲୁଟେରାଙ୍କ ଆକ୍ରମଣରେ ବୃଦ୍ଧାଙ୍କ ମୃତ୍ୟୁ

ଯାଜପୁର: ଯାଜପୁର ଜିଲ୍ଲାରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ଲୁଟ୍ କରିବାକୁ ଆସିଥିବା ଦୁର୍ବୃତ୍ତଙ୍କ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୌଶଲ୍ୟା ପତି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲ୍ଲା ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ ଟିଗିରିଆ ଗାଁରେ।ସୂଚନା ଅନୁସାରେ
Read More...

ଟ୍ରକକୁ ସାଇଡ୍ ଦେବାକୁ ଯାଇ ଓଲଟିଲା ବସ୍;୨୦ ଆହତ

ନୀଳଗିରି: ଯାତ୍ରୀବାହୀ ବସ୍ ଓଲଟି ୨୦ରୁ ଅଧିକ ଆହତ ହୋଇଛନ୍ତି। ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ନୀଳଗିରିରୁ ଉଦଳା ଅଭିମୁଖେ ଯାଉଥିବା ବସ୍ ଭାଲୁକାଶୁଣୀ ପାଖରେ ଟ୍ରକ୍‌କୁ ସାଇଡ୍ ଦେବାବେଳେ ଏଭଳି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି। ସୂଚନା ଅନୁସାରେ ଏକ ଟ୍ରକ୍‌କୁ
Read More...

କମେଣ୍ଟ ମରାକୁ ନେଇ ସଂଘବଦ୍ଧ ଆକ୍ରମଣ, ୨ ଗୁରୁତର

ଭୁବନେଶ୍ବର: ରାଜଧାନୀରେ ବୁଲିଲା ଖଣ୍ଡା। ଏଥିରେ ୨ ଯୁବକ ଗୁରୁତର ହୋଇଛନ୍ତି। ଖଣ୍ଡଗିରି ଥାନା ପାତ୍ରପଡ଼ାରେ ୨ ଯୁବକଙ୍କୁ ହାଣି ପକାଇଛନ୍ତି। କମେଣ୍ଟ ମରା ଓ ପୂର୍ବ ଶତ୍ରୁତାରୁ ୨ଜଣ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଥିବା ସୂଚନା ମିଳିଛି। କିଛି ଯୁବକ ଖଣ୍ଡଗିରି ଥାନା ପାତ୍ରପଡ଼ାରେ ୨
Read More...

କିଟ୍‌‌ ବିଶ୍ୱବିଦ୍ୟାଳୟ ଛାତ୍ରଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ

ଭୁବନେଶ୍ବର: ପୁଣି ଜଣେ କିଟ୍‌‌ ବିଶ୍ୱବିଦ୍ୟାଳୟ ଛାତ୍ରଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଏକ ନିର୍ମାଣଧୀନ କୋଠା ତଳୁ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଛାତ୍ର କିଟ୍‌‌ ବିଶ୍ୱବିଦ୍ୟାଳୟରେ ବିଟେକ୍‌‌ ତୃତୀୟ ବର୍ଷରେ ପଢୁଥିଲେ।
Read More...

କଟକରେ ଭୟଙ୍କର ଅଗ୍ନିକାଣ୍ଡ

କଟକ: କଟକ ଦୋଳମୁଣ୍ଡାଇରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ଦୋଳମୁଣ୍ଡାଇ କପଡ଼ା ଗୋଦାମରେ ନିଆଁ। ଗୋଦାମ ଭିତରୁ ପ୍ରବଳ ଧୂଆଁ ବାହାରୁଛି। ନିଆଁ ଲାଗିବାର କାରଣ ଜଣାପଡ଼ିନାହିଁ। ତେବେ ସୁଟକେସ୍‌‌ ଶୋ’ ରୁମ ଏବଂ କପଡ଼ା ଦୋକାନରେ ସମେତ ସେଠାରେ ଥିବା ଅନ୍ୟ ଏକ ଶୋ’ ରୁମରେ
Read More...