Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ
Browsing Category
ଘଟଣା ଓ ଦୁର୍ଘଟଣା
ସୀତାକୁଣ୍ଡରେ ବୁଡ଼ି ଦୁଇ ଭାଇ ମୃତ
ମୟୂରଭଞ୍ଜ: କାଳ ସାଜିଲା ପିକନିକ। ପିକନିକ ସମୟରେ ଜଳପ୍ରପାତରେ ଗାଧେଇବା ବେଳେ ବୁଡ଼ିଗଲେ ଦୁଇଭାଇ। ମୃତକ ଦ୍ବୟ ଭଦ୍ରକ ଜିଲାର ବୋଲି ଜଣାପଡିଛି। ଉଭୟ ଭାଇଙ୍କ ବୟସ ୪୦ ବର୍ଷ ହେବ ବୋଲି ଅନୁମାନ କରାଯାଉଛି ।ବୁଡ଼ି ଯିବା ନେଇ ଦମକଳବାହିନୀକୁ ଖବର ଦେବା ପରେ ସେମାନେ ଘଟଣାସ୍ଥଳରେ ପହଞ୍ଚି!-->…
Read More...
Read More...
ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା
ଚାନ୍ଦବାଲି: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି। ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଫିଙ୍ଗି ଦେଇଛନ୍ତି। ଏହି ଘଟଣାର ମୁଖ୍ୟ ଅଭିଯୁକ୍ତକୁ ଗିରଫ କରାଯାଇଥିବାବେଳେ ଅନ୍ୟ ୪ ଜଣଙ୍କୁ ସନ୍ଦେହରେ ଅଟକ ରଖାଯାଇଛି।ଏହି ଘଟଣାରେ କଡ଼ା ଆକ୍ସନ!-->…
Read More...
Read More...
ବନ୍ଦ ଘରୁ ମିଳିଲା ମା’ ଓ ଦୁଇ ପୁଅଙ୍କ ମୃତଦେହ
ଢେଙ୍କାନାଳ: ଢେଙ୍କାନାଳ କଣ୍ଟାବଣିଆ ଥାନା ଅସନବଣି ଗାଁରେ ଅଘଟଣ। ଗୋଟିଏ ପରିବାରର ତିନି ଜଣଙ୍କର ମୃତ୍ୟୁ ଘଟିଛି। ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ମା ଓ ଦୁଇ ପୁଅଙ୍କର ମୃତ୍ୟୁ ହୋଇଛି। ଆଜି ସକାଳେ ଗୁରୁତର ଅବସ୍ଥାରେ ଭର୍ତ୍ତି କରାଯାଇଥିଲା।ସୂଚନା ଅନୁସାରେ!-->…
Read More...
Read More...
ଲ୍ୟାଣ୍ଡମାଇନ୍ ବିସ୍ଫୋରଣ; ୨ଯବାନ ଆହତ
ନ୍ୟୁଜ୍ ବ୍ୟୁରୋ: ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ ହୋଇଛି। ରବିବାର ସନ୍ଧ୍ୟାରେ ସରଣ୍ଡା ଜଙ୍ଗଲରେ ନକ୍ସଲ ବିରୋଧୀ ଅଭିଯାନ ସମୟରେ, ନକ୍ସଲମାନେ ଖଞ୍ଜାଯାଇଥିବା ଏକ ଇମ୍ପ୍ରୋଭାଇଜଡ୍ ଏକ୍ସପ୍ଲୋସିଭ୍ ଡିଭାଇସ୍ (ଆଇଇଡି) ବିସ୍ଫୋରଣ ହୋଇଥିଲା। ଏହି ଘଟଣାରେ ସିଆରପିଏଫର!-->…
Read More...
Read More...
ବସ୍-ବାଇକ୍ ମୁହାଁମୁହିଁ, ଦୁଇ ଛାତ୍ର ମୃତ
ରାୟଗଡା: ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ବସ୍- ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ଦୁଇ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ଦୁଇ ଛାତ୍ର ଗୁଡାରି ସୌରା ସାହିର ଦେବେନ୍ଦ୍ର ଶବର (୨୧ ବର୍ଷ) ଏବଂ ଗୁଡାରି ଢେପାଗୁଡା ନିକଟସ୍ଥ ବଡଗୁଡାର ବିଷ୍ଣୁ ଶବର!-->…
Read More...
Read More...
ପଲିଥିନ୍ କାରଖାନାରେ ନିଆଁ
କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ସୋମବାର କଟକ ଜଗତପୁରର ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି।
ଖବର ପାଇ କଟକ ଏବଂ ଚାଉଳିଆଗଞ୍ଜ ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ!-->!-->!-->…
Read More...
Read More...
ନାଇଟ୍ କ୍ଲବରେ ଭୟଙ୍କର ଅଗ୍ନିକାଣ୍ଡ, ୨୫ ମୃତ
ଗୋଆ: ଗୋଆର ପ୍ରସିଦ୍ଧ ନାଇଟ୍ କ୍ଲବରେ ବଡ଼ ଧରଣର ଅଗ୍ନିକାଣ୍ଡ। ଗୋଆ ଆର୍ପୋରା ସ୍ଥିତ ରୋମିଓ ଲେନ୍ ରେ ଥିବା ବ୍ରିଚ୍ ନାଇଟ୍ କ୍ଲବରେ ନିଆଁ ଲାଗି ଯାଇଛି। ଏଥିରେ ୨୫ ଜଣଙ୍କର ମୃତ୍ୟୁ ହୋଇଛି।
ଗତ ବିଳମ୍ବିତ ରାତିରେ ଉତ୍ତର ଗୋଆର ଏକ ନାଇଟ୍ କ୍ଲବ୍ରେ ଅଗ୍ନିକାଣ୍ଡ ଘଟି ଚାରି ଜଣ!-->!-->!-->…
Read More...
Read More...
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ
ବାଲେଶ୍ବର: ବାଲେଶ୍ବରର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଶନିବାର ସକାଳେ ସର୍ଟସର୍କିଟ୍ ଯୋଗୁଁ ଅଗ୍ନିକାଣ୍ଡ ଘଟି ହାଉସକିପିଂ ୟୁନିଟ୍ କ୍ଷତିଗ୍ରସ୍ତ ହୋଇଥିବା ସୂଚନା ମିଳିଛି। ତେବେ ଏହି ଅଗ୍ନିକାଣ୍ଡରେ କୌଣସି ଜନଜୀବନ କ୍ଷତିଗ୍ରସ୍ତ ହୋଇନଥିଲେ ମଧ୍ୟ ରୋଗୀ, ଆଟେଣ୍ଡାଣ୍ଟ ଏବଂ ହସ୍ପିଟାଲ!-->…
Read More...
Read More...
ସହପାଠୀଙ୍କୁ ନିର୍ଯାତନା ଅଭିଯୋଗରେ ଭିସୁଟ ଛାତ୍ର ଗିରଫ
ବୁର୍ଲା: ବୁର୍ଲାର ବୀର ସୁରେନ୍ଦ୍ର ସାଏ ଟେକ୍ନୋଲୋଜି ବିଶ୍ୱବିଦ୍ୟାଳୟ (ଭିସୁଟ)ର ଜଣେ ଶେଷ ବର୍ଷର ବିଟେକ୍ ଛାତ୍ରଙ୍କୁ ଗିରଫ କରାଯାଇଛି। ସେ ଜଣେ ମହିଳା ସହପାଠୀଙ୍କୁ ଶାରୀରିକ ଆକ୍ରମଣ କରିବା ଅଭିଯୋଗ ରେ ପୋଲିସ ଗିରଫ କରିଛି।
ବୁର୍ଲା ଥାନାରେ ଦାଖଲ ହୋଇଥିବା ଅଭିଯୋଗ ଅନୁଯାୟୀ,!-->!-->!-->…
Read More...
Read More...
ଉତ୍କଳ ସଂଗୀତ ମହାବିଦ୍ୟାଳୟ ଅଧ୍ୟାପକ ବହିଷ୍କୃତ
ଭୁବନେଶ୍ବର: ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରେ ଛାତ୍ରୀଙ୍କୁ ନିର୍ଯାତନା ଅଭିଯୋଗ ଘଟଣାରେ କଲେଜ କର୍ତ୍ତୃପକ୍ଷ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ଛାତ୍ରୀଙ୍କୁ ନିର୍ଯାତନା ଘଟଣାରେ ଅଭିଯୁକ୍ତ ଅଧ୍ୟାପକ ଶତ୍ରୁଘ୍ନ ସାମଲଙ୍କୁ କଲେଜରୁ ବହିଷ୍କୃତ କରାଯାଇଛି।!-->…
Read More...
Read More...