ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ
Browsing Category

ଘଟଣା ଓ ଦୁର୍ଘଟଣା

ଉତ୍କଳ ବିଶ୍ୱବିଦ୍ୟାଳୟ ହଷ୍ଟେଲ ଛାତରୁ ପଡ଼ି ଛାତ୍ର ମୃତ

ଭୁବନେଶ୍ବର: ଉତ୍କଳ ବିଶ୍ୱବିଦ୍ୟାଳୟରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବାଣୀବିହାର ମଧୁସୂଦନ ହଷ୍ଟେଲ ଛାତରୁ ପଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକଜଣଙ୍କ ଫିଲୋସୋଫି(ଦର୍ଶନ ବିଭାଗ)ର ପିଜି ୨ୟ ବର୍ଷର ଛାତ୍ର ତାପସ ନାୟକ ବୋଲି ଜଣାପଡ଼ିଛି।ଉତ୍କଳ ବିଶ୍ୱବିଦ୍ୟାଳୟ
Read More...

ନିର୍ଗୁଣ୍ଡିରେ କାମାକ୍ଷା ଏକ୍ସପ୍ରେସ୍‌ ୧୧ ବଗି ଲାଇନ୍‌ଚ୍ୟୁତ: ୧ ମୃତ ୭ ଆହତ

କଟକ: କଟକ ଜିଲା ମଙ୍ଗୁଳି ନିକଟ ନିର୍ଗୁଣ୍ଡିଠାରେ ରବିବାର ମଧ୍ୟାହ୍ନରେ କାମାକ୍ଷା ଏକ୍ସପ୍ରେସର ୧୧ଟି ବଗି ଲାଇନ୍‌ଚ୍ୟୁତ ହୋଇଛି। ଟ୍ରେନ୍‌ ନଂ ୧୨୫୫୧ ବେଙ୍ଗାଲୁରୁରୁ କାମାକ୍ଷା ଯାଉଥିଲା। ଏନେଇ ପୂର୍ବତଟ ରେଳବାଇ ପକ୍ଷରୁ ସୂଚନା ମିଳିଛି। ଏହି ଦୁର୍ଘଟଣାରେ ଜଣେ ଯାତ୍ରୀଙ୍କର ମୃତ୍ୟୁ
Read More...

ଚା’ ଦୋକାନକୁ ମାଡ଼ିଗଲା ହାଇୱା, ୩ ମୃତ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା କେ. ବଲାଙ୍ଗ ଥାନା ଅଧୀନ ଜାମୁଡିହି ଟୋଲଗେଟ୍‌ ନିକଟକରେ ରବିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦ୍ରୁତଗତିରେ ଆସୁଥିବା ଏକ ହାଇଓ୍ବା ଭାରସାମ୍ୟ ହରାଇ ଏକ ଚା’ଦୋକାନ ଭିତରକୁ ମାଡି ଯିବାଫଳରେ ଘଟଣାସ୍ଥଳରେ ଜଣେ ମହିଳାଙ୍କ ସମେତ ୩ଜଣଙ୍କ ମୃତ୍ୟୁ
Read More...

ବହି ଗୋଦାମରେ ଅଗ୍ନିକାଣ୍ଡ, ୨ ଆହତ

ଜଗତସିଂହପୁର: ଜଗତସିଂହପୁର ଜନତା କୋଠି ଛକରେ ଥିବା ବହି ଗୋଦାମରେ ବିସ୍ଫୋରଣ ହେବା ସହ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ବହି ଏବଂ ପାଠ୍ୟ ଉପକରଣ ପୋଡ଼ି ପାଉଁଶ ହୋଇଯାଇଛି। ଅନ୍ୟପକ୍ଷେ ନିଆଁରେ ୩ଜଣ କର୍ମଚାରୀ ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରି
Read More...

ଗାଧୋଇବାବେଳେ ପୋଖରୀରେ ବୁଡି ଛାତ୍ର ମୃତ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଟାଉନ ଥାନା ନରଣପୁର ଗାଁରେ ଅଘଟଣ। ପୋଖରୀରେ ବୁଡି ଜଣେ ନାବାଳକର ମୃତ୍ୟୁ ହୋଇଛି। ମୃତ ନାବାଳକ ଜଣକ ଟାଙ୍ଗରିଆପାଳ ଅଞ୍ଚଳର ସମୀର ବେହେରା (୧୬) ବୋଲି ଜଣାପଡିଛି। ସେ ୧୦ମ ଶ୍ରେଣୀରେ ପଢ଼ୁଥିଲେ। ତାଙ୍କ ଘର୍‌ ଦୈତାରୀ ଥାନା ଟାଙ୍ଗିରିଆ ପାଳ ଗ୍ରାମରେ ବୋଲି
Read More...

ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ

କେନ୍ଦ୍ରାପଡା: ବରିଷ୍ଠ କଂଗ୍ରେସ ନେତା ତଥା ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ ଘଟିଛି। ୬୬ ବର୍ଷ ବୟସରେ ଭୁବନେଶ୍ଵରର ଏକ ଘରୋଇ ଡାକ୍ତରଖାନାରେ ଶୁକ୍ରବାର ତାଙ୍କର ଦେହାନ୍ତ ହୋଇଯାଇଛି। ସେ ୨୦୧୪ରେ ଆଳି ବିଧାନସଭା ଆସନରୁ କଂଗ୍ରେସ ଟିକେଟରେ ନିର୍ବାଚିତ ହୋଇଥିଲେ। ତାଙ୍କ
Read More...

ଟାଟା ଷ୍ଟିଲରେ ଅଘଟଣ: ୯ ଜଣ ଶ୍ରମିକ ଆହତ

ଯାଜପୁର: ଯାଜପୁର ଜିଲା କଳିଙ୍ଗନଗର ସ୍ଥିତ ଟାଟା ଷ୍ଟିଲରେ ଏକ ଅଘଟଣ ଘଟିଛି। ଷ୍ଟିଲ ମେଲ୍‌ଟିଂ ସପ୍‌ରେ ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ବିସ୍ଫୋରଣରେ ୯ରୁ ଊର୍ଦ୍ଧ୍ୱ ଶ୍ରମିକ ଆହତ ହୋଇଥିବା ଜଣାପଡିଛି। ସେମାନଙ୍କୁ ଚିକିତ୍ସା ପାଇଁ ଟାଟା ଷ୍ଟିଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏନେଇ
Read More...

ବରଯାତ୍ରୀ ଗାଡି ଓଲଟି ଜଣେ ମୃତ, ୬ ଆହତ

କଳାହାଣ୍ଡି: ଓଲଟିଲା ବରଯାତ୍ରୀ ଗାଡି। ଏଥିରେ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୬ ଜଣ ଆହତ ହୋଇଛନ୍ତି। ଆଜି ଭୋରରୁ କଳାହାଣ୍ଡି ଜିଲ୍ଲାର ୨୬ ନଂ ଜାତୀୟ ରାଜପଥ କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ଗାଁ ନିକଟରେ ଏହି ଦୁର୍ଘଟଣା ଘଟିଛି। ଆଜି ଭୋରରେ ଏକ ବରଯାତ୍ରୀ ଗାଡି ଭାରସାମ୍ୟ ହରାଇ ୨୬
Read More...

ଗାଧୋଇବା ବେଳେ ନଦୀରେ ବୁଡ଼ି ଯୁବକ ମୃତ

କଳାହାଣ୍ଡି: କଳାହାଣ୍ଡି ଜିଲା ଜୁନାଗଡ଼ ସହରରେ ହୋଲି ପର୍ବରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ସହର ନିକଟିସ୍ଥ ହାତୀ ନଦୀକୁ ଗାଧୋଇବାକୁ ଯାଇଥିବା ଜଣେ ଯୁବକ ପାଣିରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ମୃତ ଯୁବକଙ୍କ ନାମ ପ୍ରତ୍ୟୁଷ ପାଢ଼ୀ(୨୨) ଓ ସେ ସହରର ବ୍ରାହ୍ମଣ ପଡ଼ାର ବୋଲି
Read More...

ହୋଲିରେ ରାଜଧାନୀରେ ୨ ଜଣଙ୍କୁ ହତ୍ୟା

ଭୁବନେଶ୍ୱର: ରଙ୍ଗର ପର୍ବ ହୋଲି ପାଳନ ହେଉଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ଦୁଇଜଣଙ୍କୁ ହତ୍ୟା କରାଯାଇଛି। ସହିଦନଗର ଶାନ୍ତିପଲ୍ଲୀ ବସ୍ତିରେ ଛୁରି ଭୁସି ଜଣଙ୍କୁ ହତ୍ୟା କରାଯାଇଥିବା ବେଳେ ମଞ୍ଚେଶ୍ବର ଥାନା ସମେଇଗାଡ଼ିଆରେ ଆଉ ଜଣଙ୍କୁ ହତ୍ୟା କରାଯାଇଛି। ହତ୍ୟା କାଣ୍ଡର କାରଣ
Read More...