ପ୍ରମୁଖ ଖବର

ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍‌
ଇରାନୀ ଧମକ ପରେ ଟ୍ରକ୍‌ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍‌ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍‌: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ
Browsing Category

ଘଟଣା ଓ ଦୁର୍ଘଟଣା

ରଥ ଚକାରେ ଚାପି ହୋଇ ୬ ଆହତ

ସୋନପୁର: ସୋନପୁର ଜିଲା ବିନିକା ବ୍ଲକ କଂସାରୀପଡ଼ା ବାହୁଡ଼ାଯାତ୍ରାରେ ବଡ଼ ଅଘଟଣ ଘଟିଛି। ରଥ ଚକାରେ ଚାପିହୋଇ ୬ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୪ ଜଣ ନାବାଳକ ଥିବା ଜଣାପଡ଼ିଛି।ସୂଚନା ଅନୁଯାୟୀ,୪ ଜଣ ଆହତଙ୍କ ମଧ୍ୟରୁ ଜଣେ ନାବାଳକଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବୁର୍ଲା
Read More...

ସ୍କୁଟିକୁ ପଛରୁ ପିଟିଲା ଟ୍ରେଲର, ୨ ମହିଳା କନଷ୍ଟେବଳ ମୃତ

ରାୟଗଡ଼ା: ରାୟଗଡ଼ା ଜିଲା ଚାନ୍ଦିଲି ଥାନା ଅନ୍ତର୍ଗତ ଗୁନାଖାଲ ଛକଠାରେ ଏକ ସ୍କୁଟିକୁ ଶନିବାର ଏକ ଟ୍ରେଲର ପଛପଟୁ ଧକ୍କା ଦେବାରୁ ସ୍କୁଟି ଚାଳକ ତଥା ମହିଳା କନଷ୍ଟେବଳ ଟ୍ରେଲର ତଳେ ଚାପି ହୋଇ ମୃତ୍ୟୁବରଣ କରିଛନ୍ତି। ୨ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ କାର୍ଯ୍ୟରତ ପୋଲିସ କନଷ୍ଟେବଳ
Read More...

ବ୍ୟବସାୟୀଙ୍କୁ ଗୁଳି କରି ହତ୍ୟା

ପାଟନା: ବିହାର ପାଟନାର ଗାନ୍ଧୀ ମୈଦାନ ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି। ବ୍ୟବସାୟୀ ତଥା ବିଜେପି ନେତା ଗୋପାଳ ଖେମକାଙ୍କୁ ଗୁଳି ମାଡ ହୋଇଛି। ମୃତ ଗୋପାଳ ଥିଲେ ମଗଧ ଘରୋଇ ହସ୍ପିଟାଲର ମାଲିକ। ସେ ତାଙ୍କ ଘର ଠାରୁ ଅଳ୍ପଦୂରରେ କାରରୁ ଓହ୍ଲାଇ ଏକ ଆପାର୍ଟମେଣ୍ଟକୁ ଯାଉଥିଲେ । ଏହି
Read More...

ତେଲେଙ୍ଗାନା ବିସ୍ଫୋରଣ; ୮ ଓଡିଆଙ୍କ ପରିବାରକୁ ସହାୟତା ରାଶି ଘୋଷଣା

ତେଲଙ୍ଗାନା: ସୋମବାର ତେଲଙ୍ଗାନାର ସଙ୍ଗାରେଡ୍ଡୀ ଜିଲ୍ଲାରେ ଥିବା ଏକ ରାସାୟନିକ କାରଖାନାରେ ଘଟିଥିବା ଭୟଙ୍କର ବିସ୍ଫୋରଣ ଘଟିଥିଲା। ଏଥିରେ ପ୍ରାୟ ୪୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସେମାନଙ୍କ ମଧ୍ୟରେ ୮ ଜଣ ଓଡିଆ ମଧ୍ୟ ଥିଲେ। ଏନେଇ ଆଜି ମୃତ ଓଡିଆଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ
Read More...

ଭ୍ୟାନକୁ ଧକ୍କା ଦେଲା ହାଇୱା; ୨ ମୃତ, ୪ ଗୁରୁତର

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଏରିଆନ ଛକ ନିକଟରେ ଭୟଙ୍କର ଦୁର୍ଘଟଣା ଘଟିଛି। ଗୋଟିଏ ଓମିନି ଗାଡିକୁ ଧକ୍କା ଦେଇଛି ହାଇୱା ।ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୪ ଜଣ ଗୁରୁତର ଅବସ୍ଥାରେ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାନୁଯାୟୀ, କମଣ୍ଡସ୍ଥିତ
Read More...

ମହିଳା ହୋମ୍‌ଗାର୍ଡଙ୍କ ଉପରେ ଚଢିଗଲା ଟ୍ରକ୍

କଟକ: କଟକ ଛତ୍ରବଜାର ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି। ଟ୍ରକ୍ ଧକ୍କାରେ ଜଣେ ମହିଳା ହୋମଗାର୍ଡଙ୍କର ମୃତ୍ୟୁ ଘଟିଛି। ମୃତ ମହିଳା ହୋମ୍‌ଗାର୍ଡ ଜଣଙ୍କ ହେଲେ ମନୋରମା ପଣ୍ଡା। ମନୋରମା ମାଲଗୋଦାମ ଥାନାରେ ହୋମ୍‌ଗାର୍ଡ ଭାବେ କାର୍ଯ୍ୟରତ ଥିଲେ। ଡ୍ୟୁଟି ସାରି ଫେରୁଥିବାବେଳେ ଏଭଳି ଅଘଟଣ ଘଟିଛି।
Read More...

ଯୋଡ଼ାରେ ଖଣିରୁ ମାଟି ଅତଡ଼ା ଧସି ୩ ମୃତ

କେନ୍ଦୁଝର: ଯୋଡ଼ାରେ ଏକ ବଡ଼ ଅଘଟଣ ଘଟିଛି। ଖଣିରୁ ମାଟି ଅତଡ଼ା ଧସି ୩ ଜଣଙ୍କ ମୃତ୍ୟୁ ହୋଇଛି ଓ କିଛି ଲୋକ ଆହତ ହୋଇଥିବା ଜଣାପଡିଛି । କେନ୍ଦୁଝର ଯୋଡ଼ା ଥାନା ବିଛାକୁଣ୍ଡି ଦଲପାହାଡ଼ରେ ଘଟିଛି ଏହି ବଡ଼ ଅଘଟଣ। ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା କାରଣରୁ ମାଟି ଅତଡ଼ା ଧସିଛି। ମୃତ
Read More...

ତେଲେଙ୍ଗାନା କେମିକାଲ୍ ଫ୍ୟାକ୍ଟ୍ରି ବିସ୍ଫୋରଣରେ ୪ ଓଡ଼ିଆ ମୃତ

ତେଲେଙ୍ଗାନା: ତେଲେଙ୍ଗାନାର କେମିକାଲ୍ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣାରେ ୪ ଓଡ଼ିଆ ମୃତ। ୪ ଜଣ ଆହତ। ୪ ଓଡ଼ିଆଙ୍କ ମୃତଦେହ ଚିହ୍ନଟ ହୋଇଥିବା ସ୍ପଷ୍ଟ ହୋଇଛି। ୪ ମୃତକ ହେଲେ ଗଞ୍ଜାମ, କଟକ, ବାଲେଶ୍ବର ଓ ଯାଜପୁର ଜିଲ୍ଲାର। ଏଯାଏଁ ବିସ୍ଫୋରଣ ଘଟଣାରେ ୩୭ରୁ ଊର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ
Read More...

ବାଣ ତିଆରି କାରଖାନାରେ ବିସ୍ଫୋରଣ; ୫ ମୃତ

ତାମିଲନାଡୁ: ତାମିଲନାଡୁର ବିରୁଧୁନଗର ଜିଲ୍ଲାର ଶିବକାସୀରେ ଏକ ବାଣ ତିଆରି କାରଖାନାରେ ମଙ୍ଗଳବାର ଦିନ ହଠାତ୍ ବିସ୍ଫୋରଣ ଘଟିଥିଲା। ବାଣ କାରଖାନାରେ ବିସ୍ଫୋରଣରେ ୨ ଜଣ ମହିଳାଙ୍କ ସମେତ ଅତି କମରେ ୫ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ସୂଚନା ଅନୁଯାୟୀ, ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା
Read More...

ଫାର୍ମା କମ୍ପାନୀ ଫ୍ୟାକ୍ଟ୍ରି ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି

ତେଲଙ୍ଗାନା: ତେଲଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ପଶାମୟାଲାରାମରେ ଥିବା ସିଗାଚି ଇଣ୍ଡଷ୍ଟ୍ରିଜ ଔଷଧ କାରଖାନାରେ ଗତକାଲି ହୋଇଥିବା ଭୟଙ୍କର ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ମୃତ୍ୟୁ ସଂଖ୍ୟା ୩୪ କୁ ବୃଦ୍ଧି ପାଇଛି। ଜିଲା ପୋଲିସ ଅଧୀକ୍ଷକ କହିଛନ୍ତି, ‘ଭଗ୍ନାଂଶ ହଟାଇବା ସମୟରେ, ଏହା ତଳେ ଅନେକ
Read More...