Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଭୁବନେଶ୍ୱର ସ୍ଥିତ ଲାଇଫ୍ ହୋଟେଲରେ ‘ଗୋ-ହୋମଷ୍ଟେ’ ପୋର୍ଟାଲର ଶୁଭାରମ୍ଭ
ଇଂଲଣ୍ଡକୁ ପରାସ୍ତ କରି ଫାଇନାଲ୍ ରେ ଭାରତ
ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ ଗୁରୁବାର ସନ୍ଧ୍ୟାରେ ନୂଆଦିଲ୍ଲୀରେ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି
ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି
ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଭରିଲେ ସ୍ଵାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ
ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ସୁରେଶ ପୂଜାରୀ
Browsing Category
ଘଟଣା ଓ ଦୁର୍ଘଟଣା
ସାମ୍ନାକୁ ଆସିଲା ୪ ଆତଙ୍କବାଦୀଙ୍କ ଫଟୋ
ଜମ୍ମୁ: ଜମ୍ମୁ ଓ କାଶ୍ମୀରର ପହଲଗାମରେ ଗତକାଲି ହୋଇଥିବା ଜଘନ୍ୟ ଆକ୍ରମଣରେ ସାମିଲ ଥିବା ଚାରି ଜଣ ଆତଙ୍କବାଦୀଙ୍କ ଫଟୋଗ୍ରାଫ ସୁରକ୍ଷା ଏଜେନ୍ସିଗୁଡ଼ିକ ଜାରି କରିଛନ୍ତି। ସେମାନଙ୍କ ମଧ୍ୟରୁ ୩ ଆତଙ୍କବାଦୀଙ୍କ ପରିଚୟ ମିଳିଛି ସେମାନେ ହେଲେ ଆସିଫ ଫୌଜି, ସୁଲେମାନ ଶାହ ଓ ଅବୁ ତାଲହା। ସେମାନେ!-->…
Read More...
Read More...
ଜମ୍ମୁ କାଶ୍ମୀରରେ ଆତଙ୍କବାଦୀ ଆକ୍ରମଣ; ୨୦ରୁ ଅଧିକ ମୃତ
ଜମ୍ମୁ-କଶ୍ମୀର: ଜମ୍ମୁ-କଶ୍ମୀରର ଅନନ୍ତନାଗ ଜିଲ୍ଲାର ପହଲଗାମ୍ ଅଞ୍ଚଳରେ ଆଜି ଅପରାହ୍ନରେ ଅଜ୍ଞାତ ଆତଙ୍କବାଦୀମାନେ ପର୍ଯ୍ୟଟକଙ୍କ ଉପରେ ଆକ୍ରମଣ କରିଛନ୍ତି। ପର୍ଯ୍ୟଟକଙ୍କୁ ଟାର୍ଗେଟ୍ କରି ଆଖିବୁଜା ଗୁଳିମାଡ଼ କରିଛନ୍ତି ଆତଙ୍କବାଦୀ।ଶ୍ରୀନଗର ମୁଖ୍ୟାଳୟଠାରୁ ପ୍ରାୟ ୮୫ କିଲୋମିଟର ଦୂର!-->…
Read More...
Read More...
ପ୍ରେସର ବୋମା ବିସ୍ଫୋରଣରେ ଯବାନ ସହିଦ
ଛତିଶଗଡ଼: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ପୁଣି ନକ୍ସଲ ହିଂସା ଦେଖିବାକୁ ମିଳିଛି। ଜିଲ୍ଲାର ତୋୟନାର ଥାନା ଅନ୍ତର୍ଗତ ମୋରମେଡ ଜଙ୍ଗଲରେ ଆଜି ପ୍ରେସର ବୋମା ବିସ୍ଫୋରଣରେ ଜଣେ ଯବାନ ସହିଦ ହୋଇଛନ୍ତି। ସହିଦ ଯବାନ ଜଣକ ହେଲେ ସିଏଏଫ ଯବାନ ମନୋଜ ପୂଜାରୀ (୨୬)।
!-->!-->!-->…
Read More...
Read More...
ଝାଡ଼ଖଣ୍ଡରେ ପୋଲିସ ଏନକାଉଣ୍ଟରରେ ୮ ନକ୍ସଲ ମୃତ
ଝାଡ଼ଖଣ୍ଡ: ଝାଡ଼ଖଣ୍ଡର ବୋକାରୋ ଜିଲ୍ଲାରେ ନକ୍ସଲଙ୍କୁ ବଡ଼ ଝଟକା। ଝାଡ଼ଖଣ୍ଡ ପୋଲିସ ଓ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ। ଏଥିରେ ୮ ଜଣ ନକ୍ସଲ ନିପାତ ହୋଇଥିବା ଜଣାପଡ଼ିଛି। ଏହି ଏନକାଉଣ୍ଟରରେ ୧୦ରୁ ଅଧିକ ନକ୍ସଲ ନିହତ ହୋଇଥିବା ବେଳେ ପ୍ରାୟ ୮ଟି ମୃତଦେହ ଉଦ୍ଧାର କରାଯାଇଛି।
ସୂଚନା!-->!-->!-->…
Read More...
Read More...
ଜମ୍ମୁରେ ଭୟଙ୍କର ଭୂସ୍ଖଳନ: ୩ ମୃତ
ଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍ମୀରର ରାମବନ ଅଞ୍ଚଳରେ କୁଆପଥର ବର୍ଷା ସହ ଭୂସ୍ଖଳନ ହୋଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ରାମବନ ଜିଲାର ଜମ୍ମୁ-ଶ୍ରୀନଗର ଜାତୀୟ ରାଜପଥର ଏକ ଅଂଶୁ ଗୁରୁତର ଭାବରେ ପ୍ରଭାବିତ ହୋଇଛି। ଯାହା ଫଳରେ ଯାତାୟାତ ସମ୍ପୂର୍ଣ୍ଣ ଠପ୍!-->…
Read More...
Read More...
ନାବାଳିକାକୁ ଗଣବଳାତ୍କାର ପରେ ଫିଙ୍ଗିଦେଲେ ୩ ଦୁର୍ବୃତ୍ତ
ହିନ୍ଦୋଳ: ଢେଙ୍କାନାଳ ଜିଲା ହିନ୍ଦୋଳ ଥାନା ସରସିଙ୍ଗି ଗ୍ରାମରେ ଜଣେ ୭ ବର୍ଷର ଶିଶୁକନ୍ୟାକୁ ୩ ଜଣ ଗଣବଳତ୍କାର କରିଥିବା ଅଭିଯୋଗ ହୋଇଛି। ଦୁର୍ବୃତ୍ତମାନେ ନାବାଳିକାକୁ ବଳାତ୍କାର କରିବା ପରେ ଗାଁଠାରୁ କିଛି ଦୂରରେ ରକ୍ତାକ୍ତ ଅବସ୍ଥାରେ ବରଡାପତ୍ର ଘୋଡାଇ ସଂଜ୍ଞାହୀନ ଅବସ୍ଥାରେ ଫିଙ୍ଗି!-->…
Read More...
Read More...
ରାଜଧାନୀରେ ୪ ମହଲା କୋଠା ଭୁଶୁଡ଼ି ୬ ମୃତ, ଅନେକ ଆହତ
ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀର ମୁସ୍ତଫାବାଦରେ ଏକ ୪ ମହଲା କୋଠା ଭୁଶୁଡ଼ି ପଡ଼ିଛି। ଦିଲ୍ଲୀର ମୁସ୍ତଫାବାଦ ଅଞ୍ଚଳରେ ବିଳମ୍ବିତ ରାତିରେ ଏକ ଚାରି ମହଲା କୋଠା ଭୁଶୁଡ଼ି ପଡ଼ିବାରୁ ଏହା ତଳେ ଚାପି ହୋଇ ୬ ଜଣଙ୍କର ମୃତ୍ୟୁ ହୋଇଛି। ୨୮ ଜଣ ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା କରାଯାଉଛି।!-->…
Read More...
Read More...
କାଜୁ ତୋଳାରୁ ଗୋଷ୍ଠୀ ସଂଘର୍ଷ, ୨୦ ଜଣ ଆହତ
ଅସ୍ତରଙ୍ଗ: ପୁରୀ ଜିଲ୍ଲା ଅସ୍ତରଙ୍ଗ ଅଞ୍ଚଳର ବାଲିଡିଆ ଗାଁରେ ଅଭାବନୀୟ ଘଟଣା ଘଟିଛି। ସରକାରୀ ଜମିରୁ କାଜୁ ତୋଳିବାକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ପରିସ୍ଥିତି ଉପୁଜିଛି। ଏଥିରେ ୨୦ ଜଣ ଆହତ ହୋଇଛନ୍ତି। ୫ ଗୁରୁତରଙ୍କୁ ଭୁବନେଶ୍ଵର ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି।
ମିଳିଥିବା!-->!-->!-->…
Read More...
Read More...
ରୁଙ୍ଗଟା କାରଖାନାରେ ଆଇରନ୍ ପ୍ଲେଟ ପଡ଼ି ୨ ମୃତ, ୩ ଗୁରୁତର
ରୁଙ୍ଗଟା: ରୁଙ୍ଗଟା ଷ୍ଟିଲ ଆଣ୍ଡ ମାଇନ୍ସ କାରଖାନାରେ ବଡ଼ ଧରଣର ଅଘଟଣ। ପ୍ଲାଣ୍ଟର ଡିଆରଆଇ ସାଇଡ଼ରେ ଉପରେ ଇରେକ୍ସନ କାମ ଚାଲୁଥିବାବେଳେ ଏକ ବଡ଼ ଲୁହ ପ୍ଲେଟ ତଳକୁ ଖସି ପଡିଛି। ଫଳରେ୨ ଶ୍ରମିକଙ୍କ ମୃତ୍ୟୁ ଘଟିଛି ଓ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ୩ ଗୁରୁତରଙ୍କୁ କଟକର ଏକ ଘରୋଇ!-->…
Read More...
Read More...
ଭୁବନେଶ୍ୱରରୁ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର
ଭୁବନେଶ୍ୱର: ଭୁବନେଶ୍ୱରରୁ ଅପହୃତ ହୋଇଥିବା ଶିଶୁ ବାଲେଶ୍ୱରରୁ ଉଦ୍ଧାର କରିଛି ପୋଲିସ। ରାଜଧାନୀର ଖାରବେଳ ନଗର ଥାନା ରାମ ମନ୍ଦିର ସମ୍ମୁଖରୁ ଦୃଷ୍ଟିବାଧିତ ମହିଳାଙ୍କ ଦେଢ ବର୍ଷର ଚୋରି ଶିଶୁପୁତ୍ରକୁ ଖନ୍ତାପଡା ଥାନା ବୋଇତା ଗାଁରୁ ଉଦ୍ଧାର କରିଛି ପୋଲିସ। ଏଥିସସହ ଶିଶୁ ଅପହରଣକାରୀକୁ!-->…
Read More...
Read More...