ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ
Browsing Category

ଘଟଣା ଓ ଦୁର୍ଘଟଣା

ନିଶା ପାଇଁ ମାଆକୁ ପେଟ୍ରେଲ ଢ଼ାଳି ଜାଳିଦେଲା ପୁଅ

ଭଦ୍ରକ: ନିଶା ଖାଇବାକୁ ଟଙ୍କା ନଦେବାରୁ ଜନ୍ମ କଲା ମାଆକୁ ପେଟ୍ରୋଲ ଢ଼ାଳି ଜାଳିଦେଲା ପୁଅ। ନିଶା ଉଜାଡି ଦେଲା ପରିବାର। ନିଶା ଖାଇବା ପାଇଁ ପାଗଳ ହୋଇ ଜନ୍ମ କଲା ମାଆକୁ ଜାଳିଦେଲା ପୁଅ। ଏଭଳି ଏକ ହୃଦୟ ବିଦାରକ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ତିହିଡି ଥାନା ଅନ୍ତର୍ଗତ ବିଲଣା ଗଳଗଣ୍ଡପୁର
Read More...

ଚଳନ୍ତା ଟ୍ରେନରୁ ଖସିପଡି ଚାଲିଗଲା ଶିକ୍ଷକଙ୍କ ଜୀବନ

ଝାରସୁଗୁଡା: ଝାରସୁଗୁଡା ରେଳ ଷ୍ଟେସନରେ ଅଘଟଣ। ସକାଳୁ ଚଳନ୍ତା ଟ୍ରେନରେ ଚଢ଼ିବା ବେଳେ ଏକ ଅଘଟଣ ଘଟି ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବରଗଡ଼ଜିଲ୍ଲା ମେଲଛାମୁଣ୍ଡା ଥାନା ଅନ୍ତର୍ଗତ ନୂଆପାଲିର ଏକ ବିଦ୍ୟାପୀଠରେ ଗୁରୁଜୀ ଭାବେ କାମ କରୁଥିବା ଛତିଶଗଡ଼ ରାୟପୁରର ବି.ଶିବଶଙ୍କର (୬୫)
Read More...

କିଟ୍‌ ବିଶ୍ୱବିଦ୍ୟାଳୟ ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ବର: ପୁଣି ଚର୍ଚ୍ଚାରେ କିଟ୍ ବିଶ୍ବବିଦ୍ୟାଳୟ। କିଟ୍ ବିଶ୍ବବିଦ୍ୟାଳୟ ହଷ୍ଟେଲରୁ ସୋମବାର ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ହଷ୍ଟେଲରୁ ଛାତ୍ରଙ୍କ ମୃତଦେହକୁ ପୁଲିସ ଉଦ୍ଧାର କରିଛି। ମୃତ ଛାତ୍ର ଛତିଶଗଡର ରାହୁଲ ଯାଦବ ବୋଲି ସୂଚନା ମିଳିଛି । ସେ କମ୍ପ୍ୟୁଟର
Read More...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୩ ମୃତ

ଅନୁଗୁଳ: ଗୋବିନ୍ଦପୁର ଫାଣ୍ଡି ଅନ୍ତର୍ଗତ ୫୫ ନମ୍ବର ଏନଏଚ ଗୋବିନ୍ଦପୁର ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏହି ଦୁର୍ଘଟଣାରେ ତିନି ଜଣ ଯୁବକଙ୍କର ମୃତ୍ୟୁ ହୋଇଛି। ତିନି ଯୁବକ ଏକ ସ୍କୁଟିରେ ଯାଉଥିବା ସମୟରେ ଏକ ଅଜଣା ଗାଡ଼ି ସେମାନଙ୍କୁ ଧକ୍କା ଦେଇ ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ଫଳରେ
Read More...

ଭୁବନେଶ୍ୱର କେନ୍ଦ୍ରୀୟ ବିଦ୍ୟାଳୟରେ-୩ ନିକଟରେ ବୋମାମାଡ଼

ଭୁବନେଶ୍ୱର: ଭୁବନେଶ୍ୱରରେ କେନ୍ଦ୍ରୀୟ ବିଦ୍ୟାଳୟରେ ବୋମାମାଡ। ଭୁବନେଶ୍ୱରର ଗଡକଣା ଅଞ୍ଚଳରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟ ନମ୍ବର ୩ ନିକଟରେ ଶୁକ୍ରବାର ସକାଳେ ଏକ ବୋମା ମାଡ ହୋଇଛି। ସୂଚନା ଅନୁଯାୟୀ, ଘଟଣାଟି ସକାଳ ପ୍ରାୟ ୮ଟା ସମୟରେ ଘଟିଥିଲା। ଯେତେବେଳେ ଦୁର୍ବୃତ୍ତମାନେ ବାଇକରେ ଆସି
Read More...

ଟ୍ୟାଙ୍କରକୁ ପିଟିଲା ବୋଲେରୋ, ୩ମୃତ

କଟକ: ଡିଭାଇଡର୍ ଭାଙ୍ଗି କଣ୍ଟେନର୍ ସହ ପିଟିହେଲା ବୋଲେରୋ। ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ, ୨ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରି କଟକ ବଡ଼ ମେଡିକାଲକୁ ପଠାଯାଇଛି। କଟକଜିଲ୍ଲା ଟାଙ୍ଗୀ ଥାନା ଅନ୍ତର୍ଗତ ବଇଁଚୁଆ ରଜକଣା ଛକରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା
Read More...

ଟ୍ରକକୁ ଧକ୍କା ଦେଲା ଆମ୍ବୁଲାନ୍ସ, ଜଣେ ମୃତ ଓ ୫ଗୁରୁତର

ସମ୍ବଲପୁର: ଶନିବାର ଦିନ ସମ୍ବଲପୁର ଜିଲ୍ଲାର ରେଢାଖୋଲ ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଏକ ବାଲି ବୋଝେଇ ଟ୍ରକୁ ଧକ୍କା ଦେଲା ଆମ୍ବୁଲାନ୍ସ। ଏହି ଦୁର୍ଘଟଣାରେ ଆମ୍ବୁଲାନ୍ସ କର୍ମଚାରୀ ଆଟେଡାଣ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ ପାଞ୍ଚ ଜଣ ଗୁରୁତର ଆହତ
Read More...

ଦୁବାଇ ଏୟାର ସୋରେ ତେଜସ୍‌ ବିମାନ ଦୁର୍ଘଟଣା ଗ୍ରସ୍ତ

ଦୁବାଇ: ଦୁବାଇ ଏୟାର ଶୋ’ ବେଳେ ଘଟିଛି ଏକ ବଡ଼ ଅଘଟଣ। ଏୟାର ଶୋ’ରେ ଭାଗ ନେଇଥିବା ଭାରତୀୟ ବାୟୁସେନାର ତେଜସ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ପାଇଲଟଙ୍କ ମୃତ୍ୟୁ ହୋଇଛି। ଆକାଶରେ ତେଜସ ଯୁଦ୍ଧ ବିମାନ ନିଜର ରଣକୌଶଳ ଦେଖାଉଥିବା ବେଳେ ହଠାତ ଭୂମିରେ ଧକ୍କା ଖାଇଥିଲା
Read More...

ଫୁଲ ତୋଳିବା ବେଳେ ବିଦ୍ୟୁତ ଆଘାତରେ ଯୁବକ ମୃତ

ବାଲେଶ୍ୱର: ଫୁଲ ତୋଳିବା ହେଲା କାଳ। ପଡ଼ୋଶୀଙ୍କ ବାଡ଼ିକୁ ଫୁଲ ତୋଳିବାକୁ ଆସି ଚାଲିଗଲା ଯୁବକଙ୍କ ଜୀବନ। ଫୁଲ ତୋଳିବାକୁ ଯାଇଥିବା ବେଳେ ବିଦ୍ୟୁତ ଆଘାତ ଲାଗିବାରୁ ଯୁବକଙ୍କର ମୃତ୍ୟୁ ହୋଇଛି। ବାଲେଶ୍ୱର ଜିଲ୍ଲା ନୀଳଗିରି ଏନଏସି ୫ ନମ୍ବର ଓ୍ବାର୍ଡ ଅଧିନ ସାନଅତା ଗାଁରେ ଘଟିଛି ଏଭଳି
Read More...

ବାଂଲାଦେଶରେ ଭୂମିକମ୍ପ

ବାଂଲାଦେଶ: ବାଂଲାଦେଶରେ ତୀବ୍ର ଭୂମିକମ୍ପ। ଆଜି ସକାଳେ ବାଂଲାଦେଶର ନରସିଙ୍ଗଡିରେ ତୀବ୍ର ଭୂମିକମ୍ପ ଅନୁଭୂତ ହୋଇଥିବା ବେଳେ କୋଲକାତା ସମେତ ପଶ୍ଚିମବଙ୍ଗର ଅନେକ ଜିଲ୍ଲାରେ ମଧ୍ୟ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲ ଏହାର ତୀବ୍ରତା ୫.୭ ମାପିଥିଲା। ଭୂମିକମ୍ପର
Read More...